ଗୁଣ୍ଡିଚା ମନ୍ଦିରରୁ ୨ ଛଦ୍ମବେଶୀ ସେବାୟତ ଅଟକ
ପୁରୀ ଅଫିସ, ୨୬।୬: ଚଳିତ ବର୍ଷ ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହୋଇଛି। ହେଲେ ଶୁକ୍ରବାର ୨ଜଣ ସେବାୟତ ବେଶରେ ଗୁଣ୍ଡିଚା ମନ୍ଦିରରେ ପ୍ରବେଶକରି ଧରାପଡ଼ିଛନ୍ତି। ଏହି ୨ ଛଦ୍ମବେଶୀ ସେବାୟତଙ୍କୁ କୁମ୍ଭାରପଡ଼ା ପୋଲିସ ଅଟକରଖି ପଚରାଉଚରା କରୁଛି। ବର୍ତ୍ତମାନ ଚତର୍ଦ୍ଧାବିଗ୍ରହ…
ହସ୍ପିଟାଲ ପାଇଁ ନୂଆ ନିର୍ଦ୍ଦେଶନାମା: ପ୍ରତି ହସ୍ପିଟାଲରେ ସ୍ବତନ୍ତ୍ର ଫିଭର କ୍ଲିନିକ୍
ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ପାଖାପାଖି ପହଞ୍ଚତ୍ଥିବାବେଳେ ଏବେ ଏହି ଲଢ଼େଇରେ ସାମିଲ୍ ହୋଇଥିବା ବହୁ ଆଗଧାଡ଼ିର ଯୋଦ୍ଧା ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀ ସଂକ୍ରମିତ ହେବାରେ ଲାଗିଛନ୍ତି।…
ପର୍ଯ୍ୟଟନ ଶିଳ୍ପର ପୁନରୁଦ୍ଧାର ଚିନ୍ତା: ପର୍ଯ୍ୟଟନ ଋତୁ ପୂର୍ବରୁ ନୂଆ ବ୍ଲୁ ପ୍ରିଣ୍ଟ
ଭୁବନେଶ୍ୱର,୨୬।୬(ବ୍ୟୁରୋ): କରୋନା ପରିସ୍ଥିତି ଆଉ କେତେଦିନ ଲାଗିରହିବ, ତାହାର ଉତ୍ତର କାହା ପାଖରେ ନାହିଁ। କିନ୍ତୁ ଏଭଳିସ୍ଥଳେ ଗତ ୩ ମାସ ଧରି ସମ୍ପୂର୍ଣ୍ଣ ବନ୍ଦହୋଇ ପଡ଼ିଥିବା ପର୍ଯ୍ୟଟନ ଶିଳ୍ପକୁ ପୁଣିଥରେ ଟ୍ରାକ୍କୁ ଫେରାଇ ଆଣିବା ପାଇଁ ଉଦ୍ୟମ ଆରମ୍ଭ କରିଛି…
ଶ୍ରୀମନ୍ଦିରରେ ଯାଞ୍ଚ ସରିଲା: ଗର୍ଭଗୃହ କାନ୍ଥରେ ଧଳା ଆସ୍ତରଣ
ପୁରୀ ଅଫିସ,୨୬।୬: ଗର୍ଭଗୃହରେ ମଇଶ୍ଚର ହୋଇଛି। କାନ୍ଥରେ ଫିମ୍ପି ଭଳି ଧଳାର ଆସ୍ତରଣ ଜମିଯାଇଛି। ଏହାକୁ ସଫା କରାଯାଇ ରାସାୟନିକ ପ୍ରଲେପ ଦିଆଯିବ। ରୋଷଘର, ଭୋଗମଣ୍ଡପର ଚଟାଣ କାମ ହେବ। ନାଟମଣ୍ଡପ ଚଟାଣର କେତେକ ପଥର ନଷ୍ଟ ହୋଇଯାଇଛି। ତାହାକୁ ପରିବର୍ତ୍ତନ…
ଅନ୍ଲାଇନ୍ ପାଠପଢ଼ାକୁ ଗଣଶିକ୍ଷା ବିଭାଗର ଗୁରୁତ୍ୱ: ଜୁଲାଇ ୩୧ ପରେ ସ୍କୁଲ ଖୋଲିବା ନିଷ୍ପତ୍ତି
ଭୁବନେଶ୍ୱର,୨୬।୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଜୁଲାଇ ୩୧ ପର୍ଯ୍ୟନ୍ତ ସ୍କୁଲ ଓ କଲେଜ ବନ୍ଦ ରହିଛି। ଏଥିପାଇଁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ ହେଉଛି। ତେଣୁ ଏହି ସମସ୍ୟା ଦୂର କରିବାକୁ ଚେଷ୍ଟା କରୁଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଅନ୍ଲାଇନ୍ ପାଠପଢ଼ା…
ଦେଶୀ ଆମ୍ବର ମିଳୁନି ଉଚିତ୍ ମୂଲ୍ୟ
କେନ୍ଦୁଝର, ୨୬ା୬ (ସ୍ବ.ପ୍ର.)- ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ଆଦିବାସୀମାନେ ଜଙ୍ଗଲରୁ ବିଭିନ୍ନ ଫଳ ସଂଗ୍ରହ କରି ଖାଇବା ସହ ବଳକା ହାଟବଜାରରେ ବିକି ଗୁଜୁରାଣ ମେଣ୍ଟାଉଛନ୍ତି। ଚଳିତ ବର୍ଷ ଜଳବାୟୁରେ ପରିବର୍ତ୍ତନ ଯୋଗୁଁ ଦେଶୀ ଆମ୍ବର ଉପତ୍ାଦନ କମିଥିବାରୁ…
ରାସ୍ତା ମରାମତି କଲେ ଗାଁ ଲୋକେ
ବନ୍ତ, ୨ା୬(ଡି.ଏନ୍.ଏ./ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଆଡିଆ ପଞ୍ଚାୟତ ଜିରିଣା ଛକ ଠାରୁ ବରଗଢିଆ ଗ୍ରାମକୁ ଯାଇଥିବା ୮ ଶହ ମିଟର ରାସ୍ତା ଦୀର୍ଘ ୧୫ ବର୍ଷ ହେବ ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ରାସ୍ତାରେ ମେଟାଲ ଉଠିବା ସହ ବିଭିନ୍ନ…
ସଙ୍ଗରୋଧରେ ଗଲେ ଜଣେ ଇନ୍ସପେକ୍ଟରଙ୍କ ସମେତ ୮ କର୍ମଚାରୀ
ବ୍ରହ୍ମପୁର ଅଫିସ,୨୬ା୬- ବ୍ରହ୍ମପୁର ମଣ୍ଡଳ କାରାଗାରରେ ପୁଣି ଜଣେ ଅନ୍ତେବାସୀ କରୋନା ପଜିଟିଭ ହୋଇଛନ୍ତି। ତେଣୁ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବା ବଡବଜାର ଥାନା ଇନ୍ସପେକ୍ଟରଙ୍କ ସମେତ ୮ ପୋଲିସ କର୍ମଚାରୀଙ୍କୁ ଗୃହ ସଙ୍ଗରୋଧରେ ରହିବାକୁ ବ୍ରହ୍ମପୁର ଏସ୍ପି ପିନାକ ମିଶ୍ର ନିର୍ଦ୍ଦେଶ…
ପାର୍କିଂ ଫି ଆଦାୟ କରିବେ କିନ୍ନର, ଜୁଲାଇରେ ନେବେ ତାଲିମ
ବ୍ରହ୍ମପୁର ଅଫିସ,୨୬।୬- ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଚିହ୍ନଟ ପାର୍କିଂ ସ୍ଥଳରେ କିନ୍ନର ମାନେ ପାର୍କିଂ ଫି ଆଦାୟ କରିବେ। ଏନେଇ ଗୁରୁବାର ବିଏମ୍ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅଞ୍ଚଳରେ କିନ୍ନରଙ୍କୁ ନେଇ ଗଠିତ ୨ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍ଏଚ୍ଜି)କୁ ଏହି…
୨୭ରୁ ବ୍ରହ୍ମପୁର ୪ଦିନିଆ ଶଟ୍ଡାଉନ୍
ଛତ୍ରପୁର,୨୬ା୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୭ରୁ ୩୦ ତାରିଖ (୪ଦିନ) ପର୍ଯ୍ୟନ୍ତ ବ୍ରହ୍ମପୁର ମହାନଗର ସମ୍ପୂର୍ଣ୍ଣ ଶଟ୍ଡାଉନ୍ ରହିବ। ଏହି ସମୟରେ କେବଳ ସ୍ବାସ୍ଥ୍ୟସେବା ଓ କ୍ଷୀର ଯୋଗାଣ…
ପ୍ରଶାସନର ନୀରବତାକୁ ନେଇ ପ୍ରଶ୍ନ
ଅନୁଗୋଳ ଅଫିସ, ୨୬।୬ ରୋଗୀଙ୍କୁ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୮ ଶୀତତାପ ନିୟନ୍ତ୍ରକ (ଏସି) ଲଗାଯାଇଥିଲା। ଜିଲା ଖଣିଜ ପାଣ୍ଠି (ଡିଏମ୍ଏଫ୍)ରୁ ଏଥିପାଇଁ ଅର୍ଥ ନିଆଯାଇଥିବା ବେଳେ ପ୍ରଶାସନର ନିର୍ଦ୍ଦେଶ ଠିକ୍ ଭାବେ ପାଳନ କରାଯାଇ ନ…
ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ
ଢେଙ୍କାନାଳ ଅଫିସ, ୨୬।୬ ଢେଙ୍କାନାଳ ସଦର ଥାନା ତରଭା ଫାଣ୍ଡି ଅଞ୍ଚଳର ବହୁଚର୍ଚ୍ଚିତ ଚିକୁନ ବିଶ୍ୱାଳ (୩୩) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଘଟଣାର ୧୧ଦିନ ପରେ ପୋଲିସ ହାତରେ ଧରାପଡ଼ିଛନ୍ତି ୫ ଅଭିଯୁକ୍ତ। ସେମାନେ ହେଲେ କାଙ୍କଡ଼ପାଳ ଗ୍ରାମର ଲିପୁନ କୁମାର…
Archives


