ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ, ବେଲଖଣ୍ଡି ଗ୍ରାମର କଲୋନୀପଡ଼ାର ସୁବାସ ଛତ୍ରିଆଙ୍କ ଘରେ ଗତ…
ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର
ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ ଦୁଃଖଦ ଓ ଅଭାବନୀୟ ଘଟଣା ଘଟିଛି । ବିଦ୍ୟାଳୟର ବାର୍ଷିକ କ୍ରିଡା ପ୍ରତିଯୋଗିତା ଦୌଡରେ…
ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…
ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଗତ ୨୩ ତାରିଖଠାରୁ ପ୍ରଶାସନ ପକ୍ଷରୁ ଧାନ କିଣା ଶୁଭାରମ୍ଭ…
ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍ ଓ୍ବାର୍ନିଂ
ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୩ରୁ ୪ ଦିନ…
ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…
ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା ଭିନ୍ନ ଧର୍ମ ଗ୍ରହଣ କରିଥିବା ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ଘଟିଥିଲା। ସେ ଭିନ୍ନ ଧର୍ମର…
ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…
ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଧ୍ୟକ୍ଷତା କରି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଧର୍ମଶାଳା…
ସୁସ୍ଥ ହେଉଛନ୍ତି ଅଭିଜିତ୍ ମଜୁମଦାର: ମେଡିକାଲରୁ ହେବେ ଡିସ୍ଚାର୍ଜ
ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଆଶୁତୋଷ ବିଶ୍ୱାସ କରିଛନ୍ତି। ଦୀର୍ଘଦିନ ହେବ ଏମ୍ସରେ ଚିକିତ୍ସିତ ହୋଇଆସୁଛନ୍ତି ।…
ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…
ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଲୋକଙ୍କ ଅସୁବିଧାକୁ ଦେଖି ଏପରି ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ କହିଛନ୍ତି। ଅନିୟମିତତାକୁ ଦେଖି ୪୨ଟି…
ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…
ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ ନେଇ ମୋକିମ ଏକ ପ୍ରତିକ୍ରିୟା ଦେଇଛନ୍ତି। ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ବିଜେଡି ଭିତରେ…
PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା
ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି l ବାଲେଶ୍ୱର ଭିଜିଲାନ୍ସ ଏସ୍ପିି ଅରୁଣ ନାୟକ କହିଛନ୍ତି ଯେ…
ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…
ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି ଆସିଛନ୍ତି। ତାଙ୍କ ସ୍ଥାନରେ ଆଜି ଅପରାହ୍ନରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ…
ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ
ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର ଥାନାରେ ମାମଲା ପରେ ୫ ଜଣ ଅଟକ, ଅଡି କାର୍ ଜବତ ହୋଇଛି।ପୋଷ୍ଟରକୁ ନେଇ…
Archives


