ରାଜ୍ୟ

କୋଣାର୍କ ମନ୍ଦିରରେ କାରୁକାର୍ଯ୍ୟପୂର୍ଣ୍ଣ ପଥର କାଢ଼ି ସାଦା ପଥର ଲଗାଯିବା ପ୍ରସଙ୍ଗ: ସ୍ଥିତି ପରଖିଲେ ସଂସ୍କୃତି ସଚିବଙ୍କ ସହ ୪ ଜଣିଆ ଟିମ୍‌

କୋଣାର୍କ,୧୩।୨(ଡି.ଏନ୍‌.ଏ.): ବିଶ୍ୱ ଐତିହ୍ୟସ୍ଥଳ କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢ଼ି ସାଦା ପଥର ଲଗାଯିବା ନେଇ ବିଭିନ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଅଭିଯୋଗକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ଖଣ୍ଡନ କରିବା ପରେ...

ଅସନ୍ତୋଷ ପରେ ମାଟିମଣ୍ଡପ ସାହି ପାର୍କିଂ ଟେଣ୍ଡର ବାତିଲ

ପୁରୀ ଅଫିସ,୧୩।୨: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ମଧ୍ୟରେ ଥିବା ଏମାର ମଠର କେତେକ ଅଂଶ ଭଙ୍ଗା ଯାଇଥିଲା। ପରବର୍ତ୍ତୀ ସମୟରେ ସେଠାରେ ଲୋକେ ଦୁଇଚକିଆ ଯାନ ପାର୍କିଂ କରୁଥିଲେ। ଗତ ଫେବୃୟାରୀ ପହିଲାରୁ ମାଟିମଣ୍ଡପ ସାହି ଦୁଇଚକିଆ ପାର୍କିଂସ୍ଥଳ ନାମରେ...

ସ୍ମିତାରାଣୀ ମୃତ୍ୟୁ ମାମଲା: ହାଇକୋର୍ଟରୁ ଜାମିନ ଆବେଦନ ପ୍ରତ୍ୟାହାର କଲେ ରୂପେଶ

କଟକ ଅଫିସ,୧୩।୨: ଯାଜପୁର ଜିଲା ଧର୍ମଶାଳା ବ୍ଳକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ରୂପେଶ ଭଦ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହେଲେ ଗୁରୁବାର କୋର୍ଟରୁ ସେ ଜାମିନ ଆବେଦନ ପ୍ରତ୍ୟାହାର କରିନେଇଛନ୍ତି।...

ବିଜେଡି ନେତା ଅନୁପ ସାଏ ଗିରଫ ହେବା ପ୍ରସଙ୍ଗରେ ବର୍ଷିଲା ଭାଜପା: ପୂର୍ବରୁ ଅଭିଯୋଗ କରିବା ସତ୍ତ୍ୱେ ବିଜେଡି ଶୁଣି ନ ଥିଲା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଛତିଶଗଡ଼ ପୋଲିସ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଅଟକ ରଖିଛି। ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ପୋଲିସ ତାଙ୍କୁ ଉଠାଇନେଇଛି। ଘଟଣା ପ୍ରଘଟ ହେବା ପରେ ଭାଜପା ନେତ୍ରୀ ଲେଖାଶ୍ରୀ...

ଭାଇରାଲ ଆଡମିଟ କାର୍ଡ ନକଲି, ବୋର୍ଡକୁ ବଦନାମ କରିବାକୁ ଚେଷ୍ଟା କରାଯାଉଛି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଆଗକୁ ମାଟ୍ରିକ୍‌ ପରୀକ୍ଷା। ଏହା ପୂର୍ବରୁ ବାରିପଦା ଓ ଆସିକାରେ ମାଟ୍ରିକ୍‌ ଆଡମିଟ୍‌ କାର୍ଡ ଭାଇରାଲ ହେବା ପ୍ରସଙ୍ଗରେ ଗୁରୁବାର ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେ କହିଛନ୍ତି, ଭାଇରାଲ ଆଡମିଟ କାର୍ଡ...

୨ ଶହ ମିଟର ଧସିଲା ହରିଦାସପୁର-ପାରାଦୀପ ରେଳରାସ୍ତା, ଲୋକେ ଆତଙ୍କିତ

ମାର୍ଶାଘାଇ,୧୩।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଗୋସେଇଁବନ୍ଧଠାରେ ହରିଦାସପୁର-ପାରାଦୀପ ନିର୍ମାଣାଧୀନ ରେଳରାସ୍ତା ଗୁରୁବାର ଦୁଇପଟକୁ ୨ଶହ ମିଟର ଧସିଯାଇଛି। ଫଳରେ ୩ ପରିବାର ପ୍ରଭାବିତ ହୋଇଛନ୍ତି। ସେମାନଙ୍କର ଘର ଉପରକୁ ମାଟି ମାଡି ଆସିଛି। ଏଥିସହ ସେମାନଙ୍କର ପକ୍କା ଘରଗୁଡ଼ିକରେ...

ଭିସୁଟରେ ରାଗିଂ ଅଭିଯୋଗ: ଭିଡିଓ ଭାଇରାଲ କରି ଅଭିଯୋଗ କଲେ ପ୍ରଥମ ବର୍ଷ ଛାତ୍ର

ସମ୍ବଲପୁର, ୧୩।୨(ବ୍ୟୁରୋ)- ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟୀକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଜଣେ ପ୍ରଥମ ବର୍ଷ  ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ର ଭିଡିଓ ଭାଇରାଲ କରି ଏହି ଅଭିଯୋଗ ଆଣିଛନ୍ତି । ଅଭିଯୋଗ କ୍ରମେ ବୁଧବାର ଅପରାହ୍ନ...

ରାୟଗଡ଼ ପୋଲିସ ଦ୍ୱାରା ପୂର୍ବତନ ବିଧାୟକ ଅଟକ, ହତ୍ୟାକାଣ୍ଡରେ ସମ୍ପୃକ୍ତି ନେଇ ଚାଲିଛି ପଚରାଉଚରା

ଝାରସୁଗୁଡ଼ା ଅଫିସ,୧୩।୨: ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଛତିଶଗଡ଼ ପୋଲିସ ଅଟକ ରଖିଛି। ଛତିଶଗଡ଼ ରାୟଗଡ଼ ପୋଲିସ ବୁଧବାର ରାତିରେ ଅନୁପଙ୍କୁ ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇନେଇଛି। ବର୍ତ୍ତମାନ ତାଙ୍କୁ...

ସିଗାରେଟ୍‌ ପାଇଁ ଯୁବକଙ୍କୁ ହତ୍ୟା: ଗ୍ରାମବାସୀଙ୍କ ଆକ୍ରମଣରେ ୪ ଯୁବକ ଗୁରୁତର, ମୃତକଙ୍କୁ ନ୍ୟାୟ ଦାବିରେ ରାସ୍ତାରୋକୋ

ବାଲେଶ୍ୱର ଅଫିସ,୧୩।୨: ବାଲେଶ୍ୱର ସଦର ବ୍ଲକ ସାର୍ଥା ଗ୍ରାମରେ ସିଗାରେଟ ପାଇଁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଘଟଣାରେ ଗ୍ରାମବାସୀଙ୍କ ପ୍ରତିଆକ୍ରମଣରେ ୪ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ଯୁବକଙ୍କୁ ନ୍ୟାୟ...

‘ସରକାରଙ୍କ ତ୍ରୁଟି ଯୋଗୁ ୨୩ ଗାଁର ଜମି ଜଗନ୍ନାଥଙ୍କ ନାମରେ’

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ସେଟଲ୍‌ମେଣ୍ଟ ଅଫିସରଙ୍କ ତ୍ରୁଟି ଯୋଗୁ ଜଟଣୀ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୨୩ଟି ଗଁ।ର ସାଧାରଣ ଲୋକଙ୍କ ସ୍ଥିତିବାନ ସମ୍ପତ୍ତି ଏବେ ଜଗନ୍ନାଥଙ୍କ ଜମିରେ ପରିଣତ ହୋଇଯାଇଛି। ଫଳରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଥିବା ଜଟଣୀ ବିଧାୟକ ସୁରେଶ କୁମାର...

୪.୭୭ ଲକ୍ଷ ଟଙ୍କା ଜବତ, ୬ ଗିରଫ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ୍‌.ଏ.) ୧୩ା୨: ଯାଜପୁରରୋଡ଼ ଥାନା ଅନ୍ତର୍ଗତ ଦାନଗଦୀ ହାଟ ନିକଟରୁ ଜାଲ୍‌ ନୋଟ କାରବାର ଚଳାଇଥିବା ଏକ ଆନ୍ତଃ ରାଜ୍ୟ ର଼୍ୟାକେଟକୁ ଜିଲା ପୋଲିସ ଠାବ କରିଛି। ଏଥିରେ ୪ଲକ୍ଷ ୭୭ ହଜାର ଟଙ୍କାର ଜାଲନୋଟ ଜବତ...

ଶୀତ ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିଛି। ବର୍ଷା ଛାଡ଼ିବା ପରେ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ବୁଧବାର ୬ ସ୍ଥାନରେ ପାରଦ ୧୦ଡିଗ୍ରୀ ତଳେ ରହିଥିଲା। ସୋନପୁରରେ ସର୍ବନିମ୍ନ ୭.୪ ଡିଗ୍ରୀ ତାପମାତ୍ରା ଥିବାବେଳେ ଅନୁଗୋଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri