ତଦନ୍ତ ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ: ଡିଏଫ୍ଓ
ଢେଙ୍କାନାଳ ଅଫିସ, ୨୬।୬ ଢେଙ୍କାନାଳ ସହର ଗଣେଶ ବଜାର ନିକଟ ଫରେଷ୍ଟ କଲୋନୀ ବୋମା ବିସ୍ଫୋରଣ ଘଟଣାରେ ଥାନାରେ ମାମଲା (ନଂ.୨୭୨/୨୦) ରୁଜୁ ହେବା ପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଘଟଣାରେ ଗୁରୁତର ହୋଇଥିବା ହାତୀ ସ୍କ୍ବାଡ୍ କର୍ମଚାରୀ…
ପାରାଦୀପଠାରେ ଆଇଓସିଏଲ୍ର ପିଏଡିସି ଉଦ୍ଘାଟିତ
ଭୁବନେଶ୍ୱର,୨୬ା୬(ବ୍ୟୁରୋ):ପାରାଦୀପଠାରେ ଭାରତୀୟ ତୈଳ ନିଗମ(ଆଇଓସିଏଲ୍) ୪୩ କୋଟି ଟଙ୍କା ବ୍ୟୟରେ ଉତ୍ପାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର ବା ପ୍ରଡକ୍ସ ଆପ୍ଲିକେଶନ ଆଣ୍ଡ୍ ଡେଭଲପମେଣ୍ଟ ସେଣ୍ଟର(ପିଏଡିସି) ନିର୍ମାଣ କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…
୪ ଜିଲାରେ ନିର୍ମାଣ ହେବ ବାତ୍ୟା ନିରୋଧ ବିଦ୍ୟୁତ୍ ଭିତ୍ତିଭୂମି
ଭୁବନେଶ୍ୱର,୨୬ା୬(ବ୍ୟୁରୋ):ଉପକୂଳବର୍ତ୍ତୀ ଜିଲାଗୁଡିକୁ ସବୁ ସମୟରେ ବାତ୍ୟା ଭୟ ରହିଛି। ବାତ୍ୟା ଯୋଗୁ ବିଦ୍ୟୁତ୍ ଭିତ୍ତିଭୂମି ଗୁରୁତର ଭାବେ ପ୍ରଭାବିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବାତ୍ୟା ଅମ୍ଫନ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଉପକୂଳବର୍ତ୍ତୀ ୪ଟି ଜିଲାରେ ବାତ୍ୟା ନିରୋଧ ବିଦ୍ୟୁତ୍ ଭିତ୍ତିଭୂମି…
ବ୍ରହ୍ମପୁର ୪ ଦିନ ପାଇଁ ଶଟ୍ଡାଉନ୍
ଛତ୍ରପୁର,୨୫ା୬(ଡି.ଏନ୍.ଏ.)- ବ୍ରହ୍ମପୁର ମହାନଗରରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ସହରରେ କରୋନା ସଂକ୍ରମଣ ଚେନ୍ ଭାଙ୍ଗିବା ପାଇଁ ଆସନ୍ତା ୨୭ରୁ ୩୦ ତାରିଖ (୪ଦିନ) ପର୍ଯ୍ୟନ୍ତ ବ୍ରହ୍ମପୁର ସମ୍ପୂର୍ଣ୍ଣ ଶଟ୍ଡାଉନ୍ ରହିବ। ଏହି ସମୟରେ କେବଳ ସ୍ବାସ୍ଥ୍ୟସେବା…
ଡ୍ରାଇଭରଙ୍କ ହାତକୁ କଟୁରିରେ ହାଣି ଲୁଟିନେଲେ ୪ ଲକ୍ଷ
ଖୁଣ୍ଟୁଣୀ,୨୫ା୬(ଡି.ଏନ୍.ଏ): କଟକ ଜିଲା ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଲିଙ୍ଗାପଦା ଗ୍ରାମ ଲିଙ୍ଗେଇ ଠାକୁରାଣୀ ନିକଟରେ ଗୁରୁବାର ୪ ଦୁର୍ବୃତ୍ତ ଏକ ୪୦୭ ଗାଡ଼ି ଡ୍ରାଇଭର ହାତକୁ ହାଣି ୪ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଗାଡ଼ି ମାଲିକ ବଡ଼ମ୍ବା…
ଲୁଗା ସୁଖାଇବା ହେଲା କାଳ: ବିଦ୍ୟୁତ ସଂସ୍ପର୍ଶରେ ଆସି ଜେଜେ ମା ଓ ନାତୁଣୀ ମୃତ
ରାୟଗଡା ଅଫିସ,୨୫।୬-ରାୟଗଡ଼ା ସହରସ୍ଥିତ ତୁମ୍ବିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁବାର ଜେଜେମା ଓ ନାତୁଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଙ୍ଗାରାମା ମାଣ୍ଡାଙ୍ଗୀ (୭୦) ଓ ତପସ୍ବିନୀ ମାଣ୍ଡାଙ୍ଗୀ। ଘଟଣାରୁ ଜଣାପଡ଼ିଛି, ବାଙ୍ଗାରାମା ଘରେ…
ପୁରୀର ବାହୁବଳୀ ସେବାୟତଙ୍କ ରଥଟଣା: ଭାଇରାଲ ହେଉଛି ଫଟୋ
ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମେ ରଥଯାତ୍ରା ବନ୍ଦ ନେଇ ସୁପ୍ରିମ୍କୋର୍ଟ ଘୋଷଣା କରିଥିଲେ। ହେଲେ ପରବର୍ତ୍ତୀ ପର୍ଯ୍ୟୟରେ ବିନା ଭକ୍ତରେ ଘୋଷଯାତ୍ରା କରିବା ନେଇ ରାୟ ପ୍ରକାଶ ପାଇଥିଲା। ଏହି…
ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍
ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ ଯୁବକ। ଏହି ଆକ୍ରାନ୍ତ ଯୁବକଙ୍କୁ ମିଶାଇ ବିଞ୍ଝାରପୁରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ…
କରୋନା ପ୍ରୋଟୋକଲ୍ ମାନୁନାହାନ୍ତି ଭୁବନେଶ୍ୱରର ହସ୍ପିଟାଲ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜଧାନୀର ଅନେକ ହସ୍ପିଟାଲ କରୋନା ପ୍ରୋଟୋକଲ୍ ପାଳନ କରୁନାହାନ୍ତି। ସେମାନଙ୍କୁ ଚିହ୍ନଟ କରାଯାଇ ନୋଟିସ କରଯାଇଛି ବୋଲି ଗୁରୁବାର ଖବରଦାତା ସମ୍ମିଳନୀରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ବୁଧବାର ଏକ…
ବ୍ରହ୍ମପୁରରେ ସଙ୍ଗିନ ହେଉଛି କରୋନା ସ୍ଥିତି
ବ୍ରହ୍ମପୁର ଅଫିସ,୨୫ା୬-ବ୍ରହ୍ମପୁରରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗିନ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସହରର ଭିଡ ନିୟନ୍ତ୍ରଣ କରିବା ନେଇ ବୁଧବାର ବିଳମ୍ବିତ ରାତ୍ରିରୁ ପ୍ରଶାସନ ପକ୍ଷରୁ ସହରର ଜନଗହଳିପୂର୍ଣ୍ଣ ଗଳିର ମୁହଁକୁ ସିଲ କରାଯିବା ପ୍ରକ୍ରିୟା ଆରମ୍ଭ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୬୮ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪,୨୯୧କୁ ବୃଦ୍ଧି
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଗଞ୍ଜାମରୁ ସର୍ବାଧିକ ୩୯ଜଣ ଅଛନ୍ତି। ସେହିଭଳି ଖୋର୍ଦ୍ଧାର ୨୩, ଗଜପତିର ୨୩, ପୁରୀର ୧୯, ବରଗଡ଼ର ୧୩, ସୁନ୍ଦରଗଡ଼ର ୮, ବାଲେଶ୍ୱରର ୭, ଭଦ୍ରକ-ରାୟଗଡ଼ାର ୫, ମାଲକାନଗିରି-କେନ୍ଦ୍ରାପଡ଼ା, କେନ୍ଦୁଝର-ଜଗତସିଂହପୁର-ସୋନପୁରର…
ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ
ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ସେହି ଗ୍ରାମର ନିତୁ ମହାପାତ୍ର(୧୯)। ସେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟର ଯୁକ୍ତ ତିନି…
Archives


