ଲଗାଣ ବର୍ଷାରେ କ୍ଷେତରେ ଗଜା ହେଲା ଧାନ
କୋକସରା, ୨୩।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକାସରା ବ୍ଳକର ଚାଷୀଙ୍କୁ ସମସ୍ୟା ପିଛା ଛାଡୁନି। କେତେବେଳେ ଅନାବୃଷ୍ଟି ତ କେତେ ବେଳେ ଧାନ ଚାଷରେ ରୋଗପୋକର ପ୍ରାଦୁର୍ଭାବରେ ଚାଷୀ ତଳିତଳାନ୍ତ ହୋଉଥିବା ବେଳେ ଏବେ ଲଘୁ ଜନିତ ବର୍ଷା ଯୋଗଁୁ ପାଚିଲା…
ଆଭ୍ୟନ୍ତରୀଣ ଅଞ୍ଚଳବାସୀଙ୍କୁ ବୋଟ୍ ଯୋଗାଇବେ ଆନନ୍ଦ ମହିନ୍ଦ୍ରା
ମାଲକାନଗିରି,୨୨ା୧୦(ଡି.ଏନ୍.ଏ.)-ମାଲକାନଗିରି ଜିଲାରେ ଅନେକ ଆଭ୍ୟନ୍ତରୀଣ ଅଞ୍ଚଳରେ ବନ୍ୟା ସମୟରେ ନଦୀ ପାରହୋଇ ଅଞ୍ଚଳବାସୀ ଯାତାୟାତ ପାଇଁ ଅସୁବିଧାର ସମ୍ମୁଖୀନ ହୁଅନ୍ତି। ଏପରିକି ଲାଉତୁମ୍ବା, କଦଳୀ ଗଛର ଭାର, ପେଟତଳେ ହାଣ୍ଡି ଦେଇ ବିପଦସଙ୍କୁଳ ଅବସ୍ଥାରେ ଲୋକେ ନଦୀ ପାର ହୋଇଥାନ୍ତି। ନିକଟରେ…
ମହୁମୁହାଣ ଗ୍ରାମରୁ ବଜ୍ରକାପ୍ତା ଉଦ୍ଧାର: ଜଣେ ଗିରଫ
ସଜନାଗଡ଼, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ମହୁମୁହାଣ ଗ୍ରାମରେ ଗୁରୁବାର ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ସୁଦର୍ଶନ ନାୟକ (୫୫)ଙ୍କୁ ଗିରଫ କରାଯାଇଛି। ଏହି ବଜ୍ରକାପ୍ତାର ଓଜନ ୧୨କି.ଗ୍ରା. ହେବ।…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୨୧୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୪୯, କଟକରୁ ୧୪୦, ସୁନ୍ଦରଗଡରୁ ୧୧୪, ବାଲେଶ୍ୱରରୁ ୧୦୪, ମୟୁରଭଞ୍ଜରୁ ୧୦୦, ନବରଙ୍ଗପୁରରୁ ୧୦୦, ନୂଆପଡାରୁ ୯୯, ଯାଜପୁରରୁ…
ଦଶହରାରେ ଖୋଲା ରହିବ ଆର୍ଟିଓ ଅଫିସ
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ଗାଡି ରେଜିଷ୍ଟ୍ରେଶନ ପାଇଁ ଦଶହରାରେ ଆର୍ଟିଓ ଅଫିସ ଖୋଲା ରହିବ। ଏ ନେଇ ଏସ୍ଟିଏ ପକ୍ଷରୁ ଟୁଇଟ୍କରି ସୂଚନା ଦିଆଯାଇଛି। ସୂଚନା ମୁତାବକ, ୨୪ ଏବଂ ୨୬ ତାରିଖ ଦିନ ସମସ୍ତ ଆର୍ଟିଓ ଅଫିସ ଖୋଲା ରହିବ। ଉଭୟ…
ରାଜଧାନୀରୁ ୨୦୧ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୨୯୨
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୨୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୬୪ ଏବଂ ଲୋକାଲ କେସ୍ ୧୩୭ ଜଣ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ…
ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ, କୌଣସି ଛାତ୍ରୀଛାତ୍ରଙ୍କୁ ମିଳିନି ଗ୍ରେଡ୍ A1
କଟକ ଅଫିସ,୨୨ା୧୦: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ଚଳିତବର୍ଷ ୨୧, ୪୮୭ ଛାତ୍ରୀଛାତ୍ର ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୫, ୨୪୪ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ତେବେ ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା କୌଣସି…
ବାତ୍ୟା ଭୟ ନାହିଁ: ଆଞ୍ଚଳିକ ପାଣିପାଗ ବିଭାଗ
ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇ ସାରିଥିବା ବେଳେ ଏହା ପ୍ରଭାବରେ ଉପକୂଳ ଜିଲାରେ ବର୍ଷା ଲାଗିରହିଛି। ମାତ୍ର ଅବପାତ ବାତ୍ୟାରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ ବୋଲି ସ୍ପଷ୍ଟ କରିଛି ଭୁବନେଶ୍ୱର…
କରୋନାରେ ୧୫ ଜୀବନ ଗଲା
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ୧୫…
ଆଜି ରାଜ୍ୟରେ ପୁଣି ୧୯୧୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୮୦୪ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
‘ଆତ୍ମସନ୍ତୋଷର ସ୍ଥାନ ନାହିଁ, ଅଧିକ ସତର୍କ ହୁଅ’
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟରେ କୋଭିଡ୍ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ସବୁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ଏବଂ କୋଭିଡ୍ ଯୋଦ୍ଧାଙ୍କ କଠିନ ପରିଶ୍ରମ ତଥା ସମ୍ପୃକ୍ତ…
ଅବହେଳାରୁ ଐତିହ୍ୟ ନଷ୍ଟ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ):ଅବହେଳିତ ଓ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି ରାଜ୍ୟର ବହୁ ଐତିହ୍ୟସ୍ଥଳ। ରକ୍ଷଣାବେକ୍ଷଣ ଅଭାବରୁ ଧୀରେ ଧୀରେ ମାଟିରେ ମିଶୁଛି ଐତିହାସିକ କୀର୍ତ୍ତିରାଜି। ଇତିମଧ୍ୟରେ ମନ୍ଦିରମାଳିନୀ ସହର ଭୁବନେଶ୍ୱରରେ ଅନେକ ଐତିହ୍ୟ ସତ୍ତା ହରାଇ ବସିଥିବାବେଳେ ଆଉ କିଛି ଧୀରେ ଧୀରେ ନଜରରୁ…

