ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିବେ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆ, ଅଧିକାରୀ କଲେ ସମୀକ୍ଷା
ଜଟଣୀ,୨।୫(ଡି.ଏନ୍.ଏ.): କେରଳରୁ ଆସୁଥିବା ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନରେ ଶନିବାର ରାତିରେ ଖୋର୍ଦ୍ଧା ରୋଡ୍ ଷ୍ଟେଶନରେ ପହଞ୍ଚିବେ। ଗଞ୍ଜାମ ଓ କୋରାପୁଟ ଜିଲାକୁ ଛାଡ଼ି ଅନ୍ୟ ଜିଲାର ୫ ଶହ ପ୍ରବାସୀ ଓଡ଼ିଆ ଏହି ଷ୍ଟେଶନରେ ଓହ୍ଲାଇ ବସ୍ ଯୋଗେ ବିଭିନ୍ନ…
ବ୍ରଜରାଜନଗର କଣ୍ଟେନ୍ମେଣ୍ଟ ଜୋନ୍ରେ ପ୍ରଶାସନ ନିର୍ଦ୍ଦେଶକୁ ମାନୁନାହାନ୍ତି ଲୋକେ: ଅମାନିଆଙ୍କୁ ଆମ୍ବୁଲାନ୍ସରେ ଉଠାଇ ନେଉଛି ପୋଲିସ
ଝାରସୁଗୁଡ଼ା ଅଫିସ,୨।୫- ଝାରସୁଗୁଡା ଜିଲା ବ୍ରଜରାଜନଗର ମୁନିସିପାଲିଟି ଅଧୀନ ବୁଢ଼ୀଜାମରେ ଗତ ବୁଧବାର ଜଣେ ଯୁବତୀଙ୍କୁ କରୋନା ପଜିଟିଭ୍ ହୋଇଥିବା ଜଣାପଡିଥିଲା। ଏହାପରେ ଜିଲା ପ୍ରଶାସନ ପକ୍ଷରୁ ବ୍ରଜରାଜନଗର ମୁନିସିପାଲିଟିର ବୁଢ଼ୀଜାମ ଅଞ୍ଚଳ ସମେତ ବିଭିନ୍ନ ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ…
ଯାଜପୁରର ୨ ନୂଆ ଆକ୍ରାନ୍ତ କୋଲକାତା ଫେରନ୍ତା: ସମସ୍ତେ ବରୀ ବ୍ଲକ ଅଞ୍ଚଳର, ଲକ୍ଷଣ ନ ଥିଲା
ଭୁବନେଶ୍ୱର (ବ୍ୟୁରୋ)/ ବରି(ସ୍ବ.ପ୍ର.)/ରତ୍ନଗିରି(ଡି.ଏନ୍.ଏ.), ୨।୫: ଯାଜପୁରରେ ଚିହ୍ନଟ ହୋଇଥିବା ୨ ନୂଆ ଆକ୍ରାନ୍ତଙ୍କ ବିଷୟରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ପଜିଟିଭ୍ ବରୀ ବ୍ଲକ ଅଞ୍ଚଳର ୪୮ ଏବଂ ୫୫ ବର୍ଷୀୟ ପୁରୁଷ। ସେମାନେ…
ଯାନ୍ତ୍ରୀକ ତ୍ରୁଟି ଯୋଗୁ ଓପିଜିସିର ପ୍ରଥମ ୟୁନିଟ୍ ବନ୍ଦ, ୨୧୦ ମେଗାଓ୍ବାଟ୍ ବିଦ୍ୟୁତ୍ ଉତ୍ପାଦନ ବାଧାପ୍ରାପ୍ତ
ଲଖନପୁର,୨।୫(ଡି.ଏନ୍.ଏ.)-ଓଡିଶା ବିଦ୍ୟୁତ୍ ଉତ୍ପାଦନ ନିଗମ(ଓପିଜିସି)ର ବନହରପାଲି ସ୍ଥିତ ଇବ୍ ତାପଜ ବିଦ୍ୟୁତ୍ କେନ୍ଦ୍ରରେ ୪ଟି ୟୁନିଟ୍ ରହିଛି। ଏଥିମଧ୍ୟରୁ ୧ମ ୟୁନିଟ୍ରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେବା ଫଳରେ ଗତ ଶୁକ୍ରବାର ମଧ୍ୟାହ୍ନ ୧ଟା ୬ମିନିଟ୍ରୁ ସମ୍ପୁକ୍ତ ୟୁନିଟ୍ ବନ୍ଦ ରହିଛି ।…
CORONAVIRUS UPDATE: ଯାଜପୁରରୁ ଆଉ ୨ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୫୬କୁ ବୃଦ୍ଧି
ଭୁବନେଶ୍ୱର, ୨।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ଶନିବାର ଅପରାହ୍ନରେ ଯାଜପୁରରୁ ଆଉ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି। ସେହିଭଳି ଯାଜପୁରରେ…
ଗ୍ରୀନ୍ ଜୋନ୍ରେ ଦୋକାନ ଖୋଲିଲେ ବଢ଼ିବ ଚାହିଦା: ମଦ କାରଖାନା ଖୋଲିବାକୁ ଅନୁମତି ମାଗିଲେ ଅବକାରୀ କମିଶନର
କଟକ ଅଫିସ,୨।୫- ଗ୍ରୀନ ଜୋନରେ ଥିବା ଅଞ୍ଚଳ ଗୁଡିକରେ ମଦ ଦୋକାନ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଣାଳୟ। ପ୍ରାୟ ଦେଢ଼ ମାସ ହେଲା ମଦ ବିକ୍ରି ବନ୍ଦ ରହିଥିବା ଯୋଗୁ ଏବେ ଦୋକାନ ଖୋଲିଲେ ଚାହିଦା ବହୁ…
କରୋନା ପଜିଟିଭ୍ ଆସିବା ପରେ ବଲାଙ୍ଗୀରର ୨୧ ଗ୍ରାମ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା: ଲିଖିରିଆରୁ ଆରମ୍ଭ ହେଲା ସାନିଟାଇଜେଶନ୍
ବଲାଙ୍ଗୀର ଅଫିସ/ଗୁଡଭେଲା,୨ା୫(ଡି.ଏନ.ଏ.)- ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ରୁଷୁଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲିଖିରିଆ ଗାଁର ଦୁଇଜଣ ଯୁବକଙ୍କ ସ୍ବାବ ଟେଷ୍ଟ ଶୁକ୍ରବାର ପଜିଟିଭ୍ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ହାତକୁ ନିଆଯାଇଛି। ଜିଲାପାଳ ଅରିନ୍ଦମ ଡାକୁଆଙ୍କ ନିର୍ଦ୍ଦେଶକ୍ରମେ…
ବେଆଇନ ଭାବେ ଗଞ୍ଜାମରେ ପ୍ରବେଶ କରୁଛନ୍ତି ଲୋକେ: ଏନ୍ଏଚ୍-୧୬, ସୀମାନ୍ତରେ ଯାଞ୍ଚ କରୁଛି ଟିମ୍
ଛତ୍ରପୁର, ୨।୫(ଡି.ଏନ୍.ଏ.)- କରୋନା ଜାରି ରହିଥିବା ଲକ୍ଡାଉନ୍ ସତ୍ତ୍ୱେ ଲୋକେ ବିଭିନ୍ନ ଗାଡିରେ ବେଆଇନ ଭାବେ ଗଞ୍ଜାମ ଜ଼ିଲାକୁ ପ୍ରବେଶ କରିବାରେ ଲାଗିଛନ୍ତି। ଅପରପକ୍ଷରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମର ବିଭିନ୍ନ ସୀମା, ଜାତୀୟ ରାଜପଥ-୧୬ରେ ପରିବହନ, ପୋଲିସ…
ସୁରାଟରୁ ଫେରିଲେ ୪୫ ପ୍ରବାସୀ ଓଡ଼ିଆ
ଭଦ୍ରକ ଅଫିସ,୨।୫: ଭଦ୍ରକରେ ଶନିବାର ଭୋର ୩ଟାରୁ ପ୍ରଥମ ପ୍ରବାସୀ ଓଡ଼ିଆ ଆସି ପହଞ୍ଚିଛନ୍ତି। ନିଜ ଖର୍ଚ୍ଚରେ ଦୀର୍ଘ ୩ ଦିନର ବସ୍ ଯାତ୍ରା ପରେ ଆସି ସେମାନେ ନିଜ ଜନ୍ମମାଟିରେ ପହଞ୍ଚିଛନ୍ତି। ଲକ୍ଡାଉନ ଯୋଗୁ କାମ ବନ୍ଦ ହୋଇଯିବାରୁ ଗୁଜୁରାଟର…
ରଥଯାତ୍ରାକୁ ନେଇ ଗଜପତିଙ୍କ ସହ ଆଲୋଚନା କଲେ ଦଇତାପତି
ପୁରୀ ଅଫିସ, ୨।୫: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିତତା ଲାଗି ରହିଛି। ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ଭିତରେ ରଥ ନିର୍ମାଣର ଅନୁକୂଳ ହୋଇଥିଲେ ମଧ୍ୟ କାମ ଆରମ୍ଭ ହୋଇ ନାହିଁ। ରଥଯାତ୍ରାକୁ…
ବରୀରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ: ପ୍ରାୟ ୧୦୦୦ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଅନୁମାନ
ବରୀ/ରତ୍ନଗିରି,୨।୫(ସ୍ବ.ପ୍ର./ଡି.ଏନ୍.ଏ.): ଯାଜପୁର ଜିଲା ଶନିବାର ୫ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ବରୀ ବ୍ଲକର ବୋଲି ଜଣାପଡ଼ିଛି। ତେବେ ପ୍ରଥମ ଥର ବରୀ ବ୍ଲକରେ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ, ବରୀ ବ୍ଲକ କଳାମାଟିଆ ପଞ୍ଚାୟତର…
CORONAVIRUS UPDATE: ଯାଜପୁରରେ ଆଉ ୫ ଆକ୍ରାନ୍ତ ଚିହ୍ନଟ: ତଥ୍ୟ ଜାରିକଲେ ରାଜ୍ୟ ସରକାର
ଭୁବନେଶ୍ୱର,୨।୫ (ବ୍ୟୁରୋ): ଯାଜପୁର ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏହାକୁ ମିାଶଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…
Archives


