ରାଜ୍ୟ

‘ସରକାରଙ୍କ ତ୍ରୁଟି ଯୋଗୁ ୨୩ ଗାଁର ଜମି ଜଗନ୍ନାଥଙ୍କ ନାମରେ’

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ସେଟଲ୍‌ମେଣ୍ଟ ଅଫିସରଙ୍କ ତ୍ରୁଟି ଯୋଗୁ ଜଟଣୀ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୨୩ଟି ଗଁ।ର ସାଧାରଣ ଲୋକଙ୍କ ସ୍ଥିତିବାନ ସମ୍ପତ୍ତି ଏବେ ଜଗନ୍ନାଥଙ୍କ ଜମିରେ ପରିଣତ ହୋଇଯାଇଛି। ଫଳରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଥିବା ଜଟଣୀ ବିଧାୟକ ସୁରେଶ କୁମାର...

୪.୭୭ ଲକ୍ଷ ଟଙ୍କା ଜବତ, ୬ ଗିରଫ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ୍‌.ଏ.) ୧୩ା୨: ଯାଜପୁରରୋଡ଼ ଥାନା ଅନ୍ତର୍ଗତ ଦାନଗଦୀ ହାଟ ନିକଟରୁ ଜାଲ୍‌ ନୋଟ କାରବାର ଚଳାଇଥିବା ଏକ ଆନ୍ତଃ ରାଜ୍ୟ ର଼୍ୟାକେଟକୁ ଜିଲା ପୋଲିସ ଠାବ କରିଛି। ଏଥିରେ ୪ଲକ୍ଷ ୭୭ ହଜାର ଟଙ୍କାର ଜାଲନୋଟ ଜବତ...

ଶୀତ ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିଛି। ବର୍ଷା ଛାଡ଼ିବା ପରେ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ବୁଧବାର ୬ ସ୍ଥାନରେ ପାରଦ ୧୦ଡିଗ୍ରୀ ତଳେ ରହିଥିଲା। ସୋନପୁରରେ ସର୍ବନିମ୍ନ ୭.୪ ଡିଗ୍ରୀ ତାପମାତ୍ରା ଥିବାବେଳେ ଅନୁଗୋଳ...

ଚାଇନା ଫେରନ୍ତା ଯୁବକଙ୍କୁ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ

ରଘୁନାଥପୁର, ୧୩ା୨ (ଡି.ଏନ.ଏ.): ସାରା ବିଶ୍ୱରେ କରୋନା ଭାଇରସ୍‌କୁ ନେଇ ଚିନ୍ତା ଘରିଛି। ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଚାନ୍ଦପୁର ଗଁ।ର ଚାଇନା ଫେରନ୍ତା ଯୁବକଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଖୋଜାଯାଇଥିଲା। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସିଡିଏମଓଙ୍କ...

ଏସ୍‌ପି ଅଫିସ ଆଗରେ ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଉଦ୍ୟମ

ବ୍ରହ୍ମପୁର ଅଫିସ,୧୩ା୨: ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ରାଜ୍ୟ ମହିଳା ବିଜେଡି କାର୍ଯ୍ୟକାରିଣୀ ସଦସ୍ୟା ମୀନାକ୍ଷୀ ମିଶ୍ର ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କ ପୁଅଙ୍କୁ ଏକ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ...

ମୋ ସରକାର ଅଧୀନକୁ ଆସିଲା ପଞ୍ଚାୟତିରାଜ, ପାନୀୟ ଜଳ ବିଭାଗ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ତୃଣମୂଳସ୍ତରରେ ଥିବା ବ୍ଲକ ଅଫିସ ପ୍ରଶାସନର କେନ୍ଦ୍ର। ଗ୍ରାମାଞ୍ଚଳରେ ବିଭିନ୍ନ ସେବା ଯୋଗାଇବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ମୋ ସରକାର କାର୍ଯ୍ୟକ୍ରମ ରାଜ୍ୟର ୮୩ ପ୍ରତିଶତ ଜନତାଙ୍କ ପାଇଁ ଶୁଭଙ୍କର ସାବ୍ୟସ୍ତ ହେବ ବୋଲି ଆଶା...

ଖୁବ୍‌ଶୀଘ୍ର ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ବହୁ ବାଦବିବାଦ ମଧ୍ୟରେ ଅଟକି ରହିଥିବା ଧର୍ମପଦ ପୁରସ୍କାରର ଭାଗ୍ୟ ଶେଷରେ ଖୋଲିବାକୁ ଯାଉଛି। ଚାରୁକଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ...

ଏଆଇସିସିରୁ ଡକରା ପାଇ ଦିଲ୍ଲୀରେ ମୋକିମ୍‌

ଭୁବନେଶ୍ୱର,୧୩ା୨(ବ୍ୟୁରୋ): କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ପରବର୍ତ୍ତୀ ସଭାପତି ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୋକିମ୍‌ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି) ନେତାଙ୍କ ଡକରା ପାଇ ଦିଲ୍ଲୀ ଯିବାପରେ ଏଭଳି ଚର୍ଚ୍ଚା ଶୁଣିବାକୁ ମିଳୁଛି।...

ବଜେଟ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ଆଜି

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ମାସ ୧୮ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଅଧିବେଶନର ଗୋଟିଏ ଦିନ ପୂର୍ବରୁ...

ପ୍ରତିଷ୍ଠା ହେବ ୪୫ ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ସାକ୍ଷାତ୍‌ କରି ବାଲେଶ୍ୱରରେ ପ୍ରତିଷ୍ଠା ହେବାକୁ ଥିବା ସମ୍ପ୍ରସାରଣ କେନ୍ଦ୍ର ପାଇଁ ଜମି ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି। ଏନେଇ କେନ୍ଦ୍ରମନ୍ତ୍ରୀ ଏକ ଚିଠି ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ...

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିର କୁପ୍ରଭାବ ଯୋଗୁ ସଙ୍କଟରେ ସୁନ୍ଦରଗଡ଼ ଜିଲାର ଷ୍ଟିଲ୍‌ ଶିଳ୍ପ

ରାଉରକେଲା ଅଫିସ, ୧୩।୨-ଷ୍ଟିଲ ଉତ୍ପାଦନ କରୁଥିବା ସହର ଭାବେ ରାଉରକେଲା ବେଶ୍‌ ପରିଚିତ। ରାଉରକେଲା ସମେତ ସୁନ୍ଦରଗଡ଼ ଜିଲାରେ ଛୋଟବଡ଼ ଷ୍ଟିଲ ଶିଳ୍ପ କାରଖାନା ଗଢିଉଠିଛି। ଏଠାକାର ଶତକଡ଼ା ୭୦ ଭାଗ ବ୍ୟବସାୟ ଷ୍ଟିଲ ଶିଳ୍ପ ଉପରେ ପ୍ରତ୍ୟକ୍ଷ ଭାବେ...

ଅଭାବୀ ବିକ୍ରି ହୋଇପାରେ ୨୦ ହଜାର କୁଇଣ୍ଟାଲ ଧାନ

କୁନ୍ଦୁରା,୧୩।୨(ଡି.ଏନ୍‌.ଏ.) କୋରାପୁଟ ଜିଲାରେ ଚଳିତବର୍ଷ ଖରିଫ ଋତୁରେ ଅମଳ ଧାନ ବିକ୍ରି କରିବା କିମ୍ବା ଚାଷୀ ପଞ୍ଜୀକୃତ ହେବାରେ ପ୍ରଶାସନ ଯେଉଁ ଦାୟିତ୍ୱହୀନତା ଦେଖାଇଛି, ସେଥିରେ ପ୍ରଭାବିତ ହୋଇଛନ୍ତି ଶତାଧିକ ଚାଷୀ। ସେମାନେ ଧାନ ବିକି ନ ପାରି ଏବେ ଅଭାବୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri