ରାଜ୍ୟ

ଶ୍ରୀବିଗ୍ରହଙ୍କ ଚିତାଲାଗିରେ ତ୍ରୁଟି

ପୁରୀ ଅଫିସ,୧୩ା୨: ଶ୍ରୀବିଗ୍ରହଙ୍କ ଶ୍ରୀମସ୍ତକରେ ଲାଗିଥିବା ଚିତାରେ ରହିଛି ତ୍ରୁଟି। ସେବାୟତଙ୍କ ଖାମଖିଆଲି ଯୋଗୁ ଏପରି ହୋଇଥିବା ଅଭିଯୋଗ ଶୁଣିବାକୁ ମିଳୁଛି। ଶ୍ରାବଣ ମାସ ଅମାବାସ୍ୟା ତିଥିରେ ପରମ୍ପରା ଅନୁଯାୟୀ ଦଇତାପତିମାନେ ମହାପ୍ରଭୁଙ୍କ ମସ୍ତକରେ ପୂର୍ବରୁ ଖୋଲା ଯାଇଥିବା ଦୁର୍ମୂଲ୍ୟ...

ଗଠନ ହେଲା ଓବିସି କମିଶନ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଓଡ଼ିଶାରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍‌ଇବିସି)ଙ୍କ ପ୍ରକୃତ ସଂଖ୍ୟା କେତେ , ସେ ସମ୍ପର୍କରେ କୌଣସି ସରକାରୀ ହିସାବ ନାହିଁ। ତେଣୁ ଏମାନଙ୍କ ପ୍ରକୃତ ସଂଖ୍ୟା କେତେ ତାହା ଜାଣିବା ପାଇଁ ଜାତିଭିତ୍ତିକ...

କମିବ ଲିଭର୍‌ ପ୍ରତିରୋପଣ ଖର୍ଚ୍ଚ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପ୍ରତିବର୍ଷ ବହୁସଂଖ୍ୟକ ଶିଶୁ ଗୁରୁତର ଲିଭର୍‌ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଚିକିତ୍ସା କ୍ଷେତ୍ରରେ ଆବଶ୍ୟକ ଅଙ୍ଗଦାତା ନ ମିଳିବା ଓ ଭିତ୍ତିଭୂମିର ଅଭାବ ଏକ ମୁଖ୍ୟ କାରଣ ସାଜିଥିବାବେଳେ ବ୍ୟୟବହୁଳ ଚିକିତ୍ସା ଖର୍ଚ୍ଚ ତୁଲାଇବା...

ବିଦ୍ୟୁତ ଆଘାତରେ ନିର୍ମାଣ ଶ୍ରମିକ ମୃତ

ଭୁବନେଶ୍ୱର,୧୩ା୨(ବ୍ୟୁରେ): ଆବାସ ଯୋଜନାରେ ଘର ର୍ନିମାଣ ଚାଲିଥିବାବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଶହୀଦନଗର ଥାନା ଶାନ୍ତିପଲ୍ଲୀ ବସ୍ତିରେ ବୁଧବାର ଘଟିଛି ଏହି ଦୁଃଖଦ ଘଟଣା। ମୃତ ଶ୍ରମିକ ହେଲେ ମୟୂରଭଞ୍ଜ ଜିଲ୍ଲାର ଶ୍ୟାମା...

ଗୋଟିଏ ରାତିରେ ୪ ଗାଡ଼ି କାଚ ଭାଙ୍ଗିଲେ ଦୁର୍ବୃତ୍ତ

କଟକ ରୋଡ,୧୩ା୨(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ବୁଦ୍ଧେଶ୍ୱରୀ କଲୋନୀ ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ୪ଟି ଗାଡ଼ିର କାଚ ଭାଙ୍ଗିଦେଇଥିବା ଜଣାପଡିଛି। ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ ଖବରପାଇ ପୋଲିସ...

ଟ୍ରାଫିକ ନିୟମର ବାର୍ତ୍ତା ବାଣ୍ଟିଲେ ପିଲା

ବେଗୁନିଆ, ୧୩ା୨ (ଡି.ଏନ୍‌.ଏ): ବେଗୁନିଆ ସଦର ମହକୁମାରେ ବୁଧବାର ଟ୍ରାଫିକ ନିୟମର ବାର୍ତ୍ତା ଛୋଟ ପିଲାମାନେ ବାଣ୍ଟୁଥିବାର ଦେଖିବାକୁ ମିଳିଥିଲା। ତେବେ ପିଲାମାନେ ବିଭିନ୍ନ ପ୍ରକାର କୋତୁକିଆ ପୋଷାକରେ ପିନ୍ଧି ରାସ୍ତା ଘାଟରେ ଯାତାୟାତ କରୁଥିବା ଲୋକମାନଙ୍କୁ ଅନେକ ଶିକ୍ଷଣୀୟ...

ଏପ୍ରିଲ ୧ରେ ଲକ୍ଷେ ପ୍ରେରଣା ଗ୍ରୀନ୍‌ ଆର୍ମିଙ୍କ ସମାବେଶ

ବେଗୁନିଆ, ୧୩ା୨(ଡି.ଏନ୍‌.ଏ): ବିପ୍ଲବର ମାଟି ଖୋର୍ଦ୍ଧା। ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ଆରମ୍ଭ ହୋଇଥିଲା ଖୋର୍ଦ୍ଧାରୁ। ଏବେ ସମଗ୍ର ବିଶ୍ୱର ମହାସଙ୍କଟ ହେଉଛି, କ୍ଲାଇମେଟ ଚେଞ୍ଜ, ଗ୍ଲୋବାଲ ୱାରମିଂ, ପରିବେଶ ପ୍ରଦୂଷଣ ଆଦି ସମସ୍ୟା। ଏହାର ପ୍ରଭାବରେ ପୃଥିବୀର ବହୁ...

ନବନିର୍ମାଣ କୃଷକ ସଙ୍ଗଠନର ନ୍ୟାୟ ଯାତ୍ରା

ବୋଲଗଡ,୧୩ା୨(ଡି.ଏନ.ଏ.): ଚାଷୀମାନଙ୍କ ନ୍ୟାଯ୍ୟ ଦାବି ହାସଲ ପାଇଁ ସଂଗ୍ରାମ ଚଳାଇଥିବା ନବନିର୍ମାଣ କୃଷକ ସଙ୍ଗଠନର ନ୍ୟାୟ ଯାତ୍ରା ବୁଧବାର ବୋଲଗଡ଼ ବ୍ଲକ ସାଗରଗଁା ପଞ୍ଚାୟତରେ ପହଞ୍ଚତ୍ଥିଲା। ସଙ୍ଗଠନର ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦଙ୍କ ନେତୃତ୍ୱରେ ଆସିଥିବା କର୍ମକର୍ତ୍ତାଙ୍କୁ ପାଇକ ସମରକଳା...

ତାଲିକା ପ୍ରକାଶ ପରେ କୁହୁଳୁଛି ଅସନ୍ତୋଷ

ବେଗୁନିଆ, ୧୩ା୨(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଯୋଗ୍ୟ ହିତାଧିକାରୀମାନେ ବଞ୍ଚିତ ରହିଥିଲେ। ଏମାନଙ୍କ ପାଇଁ ନୂତନ ଗୃହ ପ୍ରଦାନ ନିମନ୍ତେ ନାମ ତାଲିକା ପ୍ରକାଶ ପାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓଡ଼ିଶାଙ୍କ ପତ୍ର ସଂଖ୍ୟା ୩୨୬୮ରେ ଜାନୁୟାରୀ...

କାମ କରି ମିଳୁନି ଟଙ୍କା

ଦାରିଙ୍ଗବାଡ଼ି,୧୩।୨ (ଡି.ଏନ.ଏ)-ଦାରିଙ୍ଗବାଡି ବ୍ଲକ ଦାସିଂବାଡି ପଞ୍ଚାୟତର ଟେକାଙ୍ଗିଆ ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନାରେ କରାଯାଇଥିବା ଗୋଷ୍ଠୀ ସଭାଗୃହ ନିର୍ମାଣ କାମ ଶେଷ ହୋଇଛି। ଯେଉଁ ଯୁବକ ଉକ୍ତ କାର୍ଯ୍ୟ ଯନ୍ତ୍ରୀଙ୍କ ଜରିଆରେ କରିଥିଲେ ତାଙ୍କୁ ମାତ୍ର ୧ଲକ୍ଷ...

ବଢ଼ିଲା ବନ୍ଧୁକ ଚିନ୍ତା, ୨ ଦିନିଆ ରିମାଣ୍ଡରେ ଆଶିଷ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ବନ୍ଧୁକରେ ରୋମାନ୍ସବେଳେ ଗୁଳି ଫୁଟି ପ୍ରେମିକା ଆହତ ହେବା ଘଟଣାରେ ଗିରଫ ପ୍ରେମିକ ଆଶିଷ କୁମାର ନାୟକଙ୍କୁ ପୋଲିସ ୨ ଦିନିଆ ରିମାଣ୍ଡରେ ଆଣିଛି। ଏଯାଏ ବନ୍ଧୁକ ଜବତ କରିପାରିନି ପୋଲିସ। ମଙ୍ଗଳବାର ଆଶିଷ ଓ ସହଯୋଗୀ ରାଜେଶ...

କାନ ଧରି ପ୍ରତିବାଦ କଲେ ସିଟି ଓ ବିଏଡ୍‌ ଡିଗ୍ରୀଧାରୀ

ଭୁବନେଶ୍ୱର, ୧୩ା୨ (ବ୍ୟୁରୋ): ପାଠ ପଢ଼ି ଭଲ ମାର୍କରେ ପାସ କରିବା ପରେ ବି ମିଳୁନି ଚାକିରି। ଓଡ଼ିଶାରେ ଦିନକୁ ଦିନ ବେକାରି ସମସ୍ୟା ବୃଦ୍ଧି ପାଉଥିବାବେଳେ ବେକାର ସିଟି ଓ ବିଏଡ୍‌ ଡିଗ୍ରୀଧାରୀଙ୍କ ଧୈର୍ଯ୍ୟର ବନ୍ଧ ଭାଙ୍ଗିଛି। ବିନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri