ରାଜ୍ୟ

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା

ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମ ଜିଲାରେ ବୁଧବାର ୭୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ହଜାରେ ଟପିଛି। ବର୍ତ୍ତମାନ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୧। ଏମାନଙ୍କ ମଧ୍ୟରୁ ୧୪ଜଣ କରୋନା…

ଶ୍ରୀମନ୍ଦିର ଇତିହାସରେ ନୂଆ ଅଧ୍ୟାୟ: ରଥ ପଥରେ, ବିନା ଭକ୍ତରେ

ପୁରୀ ଅଫିସ,୨୪ା୬: ମହାମାରୀ କରୋନା ପାଇଁ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହୋଇଛି ଏକ ନୂଆ ଅଧ୍ୟାୟ। ଶେଷ ମୁହୂର୍ତ୍ତରେ ଲୀଳାମୟ ଦେଖାଇଲେ ତାଙ୍କ ଅପୂର୍ବ ଲୀଳା। ବଡ଼ଦାଣ୍ଡକୁ ଓହ୍ଲାଇ ଆସିଲେ ଭାବବିନୋଦିଆ। ସେ ବିଶ୍ୱନିୟନ୍ତା, ଜଗତଠାକୁର। ତାଙ୍କୁ ବା ଅଟକାଇବ କିଏ? ଏହା…

କାମରେ ଲାଗୁନି ବ୍ରିଟିଶ ଅମଳର ଚେକ୍‌ଡ୍ୟାମ

ବନ୍ତ, ୨୪ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳରେ ବ୍ରିଟିଶ ଅମଳରେ ନିର୍ମିତ ଚେକ୍‌ଡ୍ୟାମ୍‌(ଦେଶବନ୍ଧ) ଏବେ ଆଉ ପୂର୍ବଭଳି ଚାଷୀଙ୍କ କାମରେ ଲାଗୁନି। ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ହୋଇ ନ ପାରିବାରୁ ଏହା ନଷ୍ଟ ହେବାକୁ ବସିଛି। ଚାଷଜମିକୁ ପାଣି ମାଡ଼ୁନଥିବା ବେଳେ…

ଅସହାୟ ବୃଦ୍ଧ ଦମ୍ପତିଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

  ଖଜୁରିପଡା/ବଲସକୁମ୍ପା,୨୪ା୬(ଡି.ଏନ୍‌.ଏ.)- ଖଜୁରିପଡ଼ା ବ୍ଲକ ଟିଟ୍ରାପଙ୍ଗା ପଞ୍ଚାୟତ ଭୁକ୍ତାକନାଲି ଗ୍ରାମର ବୃଦ୍ଧ ଅନ୍ତର୍ଯ୍ୟାମୀ ଦିଗାଲ (୭୫) ଏବଂ ସ୍ତ୍ରୀ ରାଇବାରି (୭୦) ଭଙ୍ଗା କୁଡିଆରେ ଅସହାୟ ଅବସ୍ଥାରେ ରହୁଥିଲେ। ବୟସାଧିକ୍ୟ ଯୋଗୁ ଆଖିକୁ ଭଲ ଦିଶୁ ନ ଥିବାବେଳେ ଓଳିଏ ଖାଇଲେ…

ଜମି ବିବାଦକୁ ନେଇ ମାଲିକ-କିନ୍ନର ଗୋଷ୍ଠୀ ମୁହଁ।ମୁହିଁ

ବ୍ରହ୍ମପୁର ଅଫିସ,୨୪ା୬-ଗୋଷାଣୀନୂଆଗଁ। ରେ ଥାନା ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସମ୍ମୁଖରେ ଥିବା ଏକ ଜମି ବିବାଦ ଏବେ ଉଗ୍ରରୂପ ନେଇଛି। ଗୋଟିଏ ପଟେ ଜମି ମାଲିକ ନିଜ ଜାଗାରେ କାମ ଆରମ୍ଭ କରିଥିବା ବେଳେ ସେଠାରେ ରହୁଥିବା କିନ୍ନର…

୧୨ଫୁଟ୍‌ର ଅହିରାଜ ଉଦ୍ଧାର

ପାତ୍ରପୁର, ୨୪ (ଡିଏନ.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଜଗଦେବପୁର ରାସ୍ତା କଡରେ ଥିବା ଗଛ ଉପରୁ ମଙ୍ଗଳବାର ରାତିରେ ଏକ ୧୨ଫୁଟର ଅହିରାଜ ସାପ ଉଦ୍ଧାର କରାଯାଇଛି। କେତେଜଣ ଲୋକ ଗ୍ରାମକୁ ଯାଉଥିବା ବେଳେ ସାପକୁ ଦେଖି…

ଚିକିଟି ଏନ୍‌ଏସିର ୫ ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ ଜୋନ୍‌

ଚିକିଟି,୨୪ା୬(ଡି.ଏନ.ଏ.)- ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ୫ ଓ୍ବାର୍ଡକୁ ମଙ୍ଗଳବାର ଜିଲା ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛି। ୧୨ ଓ୍ବାର୍ଡ ବିଶିଷ୍ଟ ଏନ୍‌ଏସିର ଅନ୍ୟ ଓ୍ବାର୍ଡର କେତେକ ସ୍ଥାନକୁ ବଫର ଜୋନ୍‌ ଘୋଷଣା କରାଯାଇଥିବା ତହସିଲଦାର ହରପ୍ରସାଦ ଭୋଇ…

ଅବକାରୀ କାର୍ଯ୍ୟାଳୟରୁ ସିଜ୍‌ ମଦ ଚୋରି

ଗୋପାଳପୁର,୨୪ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗୋଳନ୍ଥରା ଚଟିସ୍ଥିତ ଅବକାରୀ କାର୍ଯ୍ୟାଳୟରୁ ସିଜ୍‌ ହୋଇ ରଖାଯାଇଥିବା ବିଦେଶୀ ମଦ ସୋମବାର ସନ୍ଧ୍ୟାରେ ଚୋରି ହୋଇଛି। ଏନେଇ ଗୋଳନ୍ଥରା ପୋଲିସ ତଦନ୍ତ ଚଳାଇଥିବାବେଳେ ଖବର ଲେଖାହେବା ସୁଦ୍ଧା ଥାନାରେ ମାମଲା ରୁଜୁ ହୋଇ ନ ଥିବା…

୮୯୫ ହେକ୍ଟରରେ ହେବ ବନୀକରଣ

ଅନୁଗୋଳ ଅଫିସ, ୨୪।୬ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଅନୁଗୋଳ ବନଖଣ୍ଡରେ ଚାରା ରୋପଣ ପାଇଁ ପ୍ରସ୍ତୁତି ଚାଲିଛି। ଚଳିତବର୍ଷ ବନଖଣ୍ଡ ପକ୍ଷରୁ ଏଥିପାଇଁ ପାଖାପାଖି ସାଢ଼େ ୧୮ ଲକ୍ଷ ଚାରା ପ୍ରସ୍ତୁତ କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୧୪ ହଜାର ଚାରା…

ଅନ୍ଧାରରେ ତିନି ରଥ

ପୁରୀ ଅଫିସ,୨୩।୬: ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ଅଞ୍ଚଳରେ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଥିଲା। ଫଳରେ ପ୍ରାୟ ଦେଢ଼ ଘଣ୍ଟା  ଧରି ମହାପ୍ରଭୁ ଅନ୍ଧାରରେ ରହିଥିଲେ । କୌଣସି ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଅନ୍ଧାରରେ ତିନି ରଥ ରହିଥିବା ସୂଚନା ମିଳିଥିଲା।…

ସାନ ରାମଚନ୍ଦ୍ରପୁରରେ ଗୋଷ୍ଠୀ ସଂଘର୍ଷ: ପୋଲିସର ମୃଦୁ ଲାଠିଚାଳନା, ୭୦ରୁ ଉର୍ଦ୍ଧ୍ୱ ଅଟକ

ଗଞ୍ଜାମ,୨୩ା୬(ଡି.ଏନ.ଏ.)-ରମ୍ଭା ଥାନା ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ଗ୍ରାମରେ ଓଡିଆର୍‌ପି ଯୋଜନାରେ ମିଳୁଥିବା ଗୃହକୁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ୪ ବର୍ଷରୁ ଉର୍ଦ୍ଧ୍ୱ ହେବ ଛକାପଞ୍ଝା ଲାଗି ରହିଥିଲା। ଗତ ଦୁଇ ଦିନ ତଳେ ଗ୍ରାମର କୋଠ ଟଙ୍କାକୁ ନେଇ ଗଣ୍ଡଗୋଳ…

ସେବାୟତଙ୍କୁ ମିଳିବ ‘ପାଳିଆ ପୁରସ୍କାର’, ୩ୟ କିସ୍ତିର ୫ହଜାର ଟଙ୍କା

ପୁରୀ ଅଫିସ,୨୩।୬: ଶୃଙ୍ଖଳିତ ରଥଟଣା ପାଇଁ ସେବାୟତଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ସାଧୁବାଦ ଜଣାଇଛନ୍ତି। ଏହି ଅବସରରେ ସେ ସେବାୟତଙ୍କୁ ୩ୟ କିସ୍ତିର ୫ ହଜାର ଟଙ୍କା ଦିଆଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି। ରଥ ଟାଣିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri