ରାଜ୍ୟ

ଟ୍ରାଫିକ୍‌ ଜାମ୍‌ରେ ଶିଶୁ ମୃତ୍ୟୁ ଘଟଣାକୁ ନେଇ ତନାଘନା: ଟ୍ରାଫିକ ଡିସିପିଙ୍କୁ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଟ୍ରାଫିକ ଜାମ୍‌ରେ ଆମ୍ବୁଲାନ୍ସ ଫସିଯିବାରୁ ମେଡିକାଲ ଯାଉଥିବା ଜଣେ ୫ବର୍ଷର ଶିଶୁ ନୀଲ୍‌ ନୀତୀଶ ନାୟକଙ୍କ ଜୀବନ ଚାଲିଯାଇଥିଲା। ମଙ୍ଗଳବାର ପୂର୍ବାହ୍ନରେ ରାଜଧାନୀରେ ଘଟିଥିବା ଏହି ହୃଦୟବିଦାରକ ଘଟଣାକୁ ନେଇ ତନାଘନା ଆରମ୍ଭ ହୋଇଛି। ରାଜ୍ୟ ଶିଶୁ ସୁରକ୍ଷା...

ଭଙ୍ଗାହେଲା ୧୦ ମନ୍ଦିର

କଟକ ଅଫିସ,୧୩ା୨: କଟକସ୍ଥ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ସଂପ୍ରସାରଣ ଓ ଉନ୍ନତୀକରଣ ଯୋଜନା କାର୍ଯ୍ୟକାରୀ କ୍ରମରେ ଏହାର ଆଖପାଖ ଅଞ୍ଚଳକୁ ଖାଲି କରାଯାଉଛି। ଏ ନେଇ ବୁଧବାରଠାରୁ ତୃତୀୟ ପର୍ଯ୍ୟାୟ ଉଚ୍ଛେଦ ଅଭିଯାନ ଆରମ୍ଭ...

କୋର୍ଟ ଚାଲାଣ ବେଳେ ଖସିଗଲେ ଅଭିଯୁକ୍ତ

ବଡମ୍ବା,୧୩ା୨(ଡି.ଏନ୍‌.ଏ): ନରସିଂହପୁର ଅବକାରୀ ସ୍କ୍ବାର୍ଡ ପକ୍ଷରୁ ବୁଧବାର ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜଣେ ଖସି ପଳାଇଯାଇଥିଲେ। ପରେ ତାଙ୍କୁ ଗିରଫ କରାଯାଇଛି। ସେ ହେଲେ ନରେଶ ବେହେରା(୩୦)। ତାଙ୍କ ଘର ବଡ଼ମ୍ବା ଥାନା ଅନ୍ତର୍ଗତ ମହୁଲିଆ...

ହ୍ବାଇଟ ଟପିଂ ଟେକ୍ନୋଲୋଜି ବ୍ୟବହାରକୁ ଗୁରୁତ୍ୱ

ଭୁବନେଶ୍ୱର,୧୩ା୨: ରାସ୍ତାର ରକ୍ଷଣାବେକ୍ଷଣ ଅଭାବ ଏବଂ ଖାଲ ଯୋଗୁ ଲୋକମାନଙ୍କୁ ଅନେକ ଅସୁବିଧା ସାମ୍ନା କରିବାକୁ ପଡୁଛି। ରାସ୍ତା ଭିତ୍ତିଭୂମି ବିଗିଡିବା ଏବଂ ଗାଡି ସଂଖ୍ୟା ବୃଦ୍ଧି ଫଳରେ ଲୋକଙ୍କ ଜୀବନ ଶୈଳୀ ଉପରେ ନକରାତ୍ମକ ପ୍ରଭାବ ଏବଂ ଦୁର୍ଘଟଣାମାନ...

ଠିକାଦାରଙ୍କୁ ବିଏମ୍‌ସିର ସ୍ବଚ୍ଛତା, ସମୃଦ୍ଧି ମନ୍ତ୍ର

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ବୁଧବାର ଅପରାହ୍ନରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ସମ୍ପୃକ୍ତ ୫୦ଜଣ ଠିକାଦାରଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୌର ପ୍ରଶାସନ ନିର୍ଦ୍ଦେଶକ ତଥା ବିଏମ୍‌ସିର ମୁଖ୍ୟ ପ୍ରଶାସକ ସଂଗ୍ରାମ୍‌ଜିତ୍‌ ନାୟକ ଅଧ୍ୟକ୍ଷତା...

ନାବାଳିକାଙ୍କ ଆତ୍ମହତ୍ୟା, ଯୁବକଙ୍କୁ ହତ୍ୟା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୨: ମାତ୍ର ୨ କିଲୋମିଟର ବ୍ୟବଧାନରେ ଜଣେ ୧୪ବର୍ଷର ନାବାଳିକା ଓ ଜଣେ ଯୁବକଙ୍କ ମୃତଦେହ ପୃଥକ ସ୍ଥାନରୁ ଉଦ୍ଧାର କରାଯାଇଛି। ନାବାଳିକା ଜଣଙ୍କ ବାଲିକୁଦା ଥାନା ଅନ୍ତର୍ଗତ ଚଷାପଡ଼ାର ବୋଲି ଜଣାପଡ଼ିଛି। ଯୁବକ ଜଣଙ୍କ ଥାନା ଅଧୀନ...

ଖୋଲା ପଡ଼ିଆରେ ଶିଶୁ କନ୍ୟା ଜନ୍ମ କଲେ ମହିଳା

କେନ୍ଦୁଝର, ୧୨ା୨(ସ୍ବ.ପ୍ର.): ବାଂଶପାଳ ବ୍ଲକ ଅଞ୍ଚଳରେ ଜଣେ ପ୍ରସୂତି ମହିଳା ଖୋଲା ପଡିଆରେ ଶିଶୁ ଜନ୍ମ ଭଳି ଅଭାବନୀୟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଉକ୍ତ ମହିଳାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ମେଡିକାଲକୁ ଯାଇଥିଲେ ହେଁ ସେଠାରେ ଥିବା...

ରାସ୍ତାରେ ମୃତଦେହ ଛାଡି ଚାଲିଗଲେ ଅଟୋ ଚାଳକ

ନବରଙ୍ଗପୁର,୧୨ା୨(ବି.ପ୍ର.): କାମଳ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଦେଶୀ ଚିକିତ୍ସା ପାଇଁ ଅଟୋରେ ନେଉଥିବା ସମୟରେ ରାସ୍ତାରେ ମୃତ୍ୟୁ ଘଟିଥିଲା ା ଅଟୋ ଚାଳକ ମୃତଦେହ ନେଇ ପାରିବେ ନାହିଁ ବୋଲି କହିଥିଲେ। ଅଟୋ ଚାଳକ ମାନବିକତା ଭୁଲିଯାଇ ମୃତଦେହକୁ ରାସ୍ତାରେ...

ପିଠା ଖାଇ ୨ ଭାଇ ମୃତ, ମା’ ବାପା ଗୁରୁତର: ଫୁଡ ପଏଜନିଂ ହୋଇଥିବା ସନ୍ଦେହ

ଚନ୍ଦାହାଣ୍ଡି,୧୨।୨(ଡି.ଏନ.ଏ):  ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଦଣ୍ଡାମୁଣ୍ଡା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପିଠା ଖାଇ ଗୋଟିଏ ପରିବାର ୨ ଶିଶୁ ପୁତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଓ ବାପା ଗୁରୁତର ହୋଇଛନ୍ତି। ତେବେ ପରିବାରର...

ତହସିଲର ୨ କିରାଣି ନିଲମ୍ବିତ

ତିହିଡ଼ି,୧୨।୨(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ତହସିଲ କାର୍ଯ୍ୟାଳୟର କିରାଣି କମଳାକାନ୍ତ ଗିରି ଓ ଗଣେଶ୍ୱର ସିଂଙ୍କୁ ନିଲମ୍ବନ କରାଯାଇଛି। ଜିଲା ପ୍ରଶାସନ ଚିଠି ନଂ ୨୩୯୧ ଓ ୨୩୯୩/୨୦ରେ ସେମାନଙ୍କୁ ନିଲମ୍ବନ କରାଯାଇଥିବା ଜଣାଯାଇଛି। ସୂଚନା ଅନୁସାରେ, କାର୍ଯ୍ୟାଳୟରେ ଲୋକଙ୍କୁ...

ଘରୋଇ ଛାତ୍ରୀନିବାସରେ ଅଗ୍ନିକାଣ୍ଡ

କଟକ ଅଫିସ୍‌,୧୨ା୨: କଟକ ସହର ମୁରାଦ୍‌ଘାଁପାଟଣା ଗଳିରେ ଥିବା ଏକ ଘରୋଇ ଛାତ୍ରୀନିବାସର ରୋଷେଇ ଶାଳ ଗ୍ୟାସ୍‌ଟାଙ୍କିରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଟାଙ୍କିରୁ ଗ୍ୟାସ୍‌ ଲିକ୍‌ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିଲା। ଛାତ୍ରୀନିବାସର ପ୍ରଥମ ମହଲାରେ ଥିବା ରୋଷେଇ...

ସଂଖ୍ୟାଲଘୁ ଧର୍ମାନୁଷ୍ଠାନ ବିକାଶ ଲାଗି ୧୬ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ବିଭିନ୍ନ ଜିଲାରେ ଥିବା ସଂଖ୍ୟାଲଘୁ ଧର୍ମାନୁଷ୍ଠାନଗୁଡ଼ିକର ବିକାଶ ନିମନ୍ତେ ୧୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ଏହି ଅର୍ଥ ଯୋଗାଇ ଦିଆଯିବ। ଘୋଷଣାନୁଯାୟୀ ସତ୍ୟନଗର ଯିଶୁଖ୍ରୀଷ୍ଟ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri