ନେପାଳରୁ ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ନିବେଦନ
ଭଦ୍ରକ ଅଫିସ,୩୦।୪: କରୋନା ଲକ୍ଡାଉନ ହେବାର କିଛି ମାସ ପୂର୍ବରୁ କେନ୍ଦୁଝର ଓ ଭଦ୍ରକ ଜିଲାର କିଛି ଶ୍ରମିକ କାର୍ଯ୍ୟ ପାଇଁ ନେପାଳ ଯାଇଥିବା ଜଣାପଡ଼ିଛି। ହେଲେ ସାରା ଦେଶରେ ଲକ୍ଡାଉନ ହେବାରୁ ସେଠାରେ ସେମାନଙ୍କୁ ଖାଇବା ଓ ରହିବାର ଅସୁବିଧା…
ଘୂର୍ଣ୍ଣିବଳୟ : ୮ଜିଲାରେ ବର୍ଷା ଝଡ଼ ସମ୍ଭାବନା
ଭୁବନେଶ୍ୱର,୩୦।୪ (ବ୍ୟୁରୋ): ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଜିଲାଗୁଡ଼ିକ ସମେତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡ଼ା ଏବଂ…
ଲକ୍ଡାଉନ ଉଠିଲେ ହେବ ବାକି ଯୁକ୍ତ ୨ ପରୀକ୍ଷା
ଭୁବନେଶ୍ୱର, ୩୦।୪(ବ୍ୟୁରୋ): କରୋନା କଟକଣା ଯୋଗୁ ଯୁକ୍ତ୨ ପରୀକ୍ଷାକୁ ଅଧାରୁ ବନ୍ଦ କରି ଦିଆଯାଇଥିଲା। ଏବେ ବାକି ଥିବା ପରୀକ୍ଷା କିପରି ହେବ ତାହାକୁ ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି ଚଳାଇଛି। ଲକ୍ଡାଉନ ଶେଷ ହେବାପରେ ଏହି ପରୀକ୍ଷା…
ସ୍ବାବ୍ ପରୀକ୍ଷା ପରେ ଛଡ଼ାଯିବ: ହାଇକୋର୍ଟ
କଟକ ଅଫିସ୍,୩୦।୪: ସଙ୍ଗରୋଧରେ ଗୋଟିଏ ମାସ ରଖିବା ପରେ ପୁଣି ଥରେ ସ୍ବତନ୍ତ୍ର ସଙ୍ଗରୋଧରେ ରଖାଗଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏଥିରେ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଜବାବ ଦାଖଲ ହୋଇଥିଲା। ସନ୍ଦିଗ୍ଧଙ୍କ ସ୍ବାବ୍…
ଲକ୍ଡାଉନ୍ କଟକଣା ଆହୁରି କୋହଳ
ଭୁବନେଶ୍ୱର, ୩୦।୪(ବ୍ୟୁରୋ): କରୋନା ଯୋଗୁ ଦେଶରେ ଲକ୍ଡାଉନ ଜାରି ରହିଛି। ଆଗକୁ ଲକ୍ଡାଉନ ବଢ଼ିବ ନା ନାହିଁ ତାହା ସବୁଠାରୁ ବଡ଼ ପ୍ରଶ୍ନ ହୋଇ ଉଭା ହୋଇଛି। ଏଭଳି ସମୟରେ ଲକ୍ଡାଉନ କଟକଣାକୁ କୋହଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଲୋକଙ୍କ…
ହ୍ବାଟ୍ସଆପ୍ରେ ପାଠପଢ଼ିବେ ଛାତ୍ରୀଛାତ୍ର
ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ନେଇ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ଠପ୍ ହୋଇଯାଇଛି। କେତେକ ଘରୋଇ ସ୍କୁଲ୍ରେ ଅନ୍ଲାଇନ୍ ଜରିଆରେ ପାଠପଢ଼ା ଯାଉଛି। ଏହି ଅନ୍ଲାଇନ ପାଠପଢ଼ାକୁ ରାଜ୍ୟର ସମସ୍ତ ସରକାରୀ ସ୍କୁଲ୍ରେ ଲାଗୁ କରିବା ପାଇଁ ଗଣଶିକ୍ଷା…
ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଦଇତାପତି ସେବକ
ପୁରୀ ଅଫିସ,୩୦।୪: କରୋନା ପାଇଁ ରଥଯାତ୍ରାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଜୁନ୍ ୨୩ରେ ପଡୁଥିବା ରଥଯାତ୍ରା ହେବ କି ନାହିଁ ସେ ନେଇ କୌଣସି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ନ ଥିବାବେଳେ ଦଇତାପତି ସେବକମାନେ ବୁଧବାର ଜଗଦ୍୍ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି।…
କେନ୍ଦ୍ର, ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ
କଟକ ଅଫିସ୍,୩୦।୪: ଲକ୍ଡାଉନ୍ ଯୋଗୁ ଏବେ ସମସ୍ତେ ପ୍ରଭାବିତ ହୋଇଛନ୍ତି। କିନ୍ତୁ ସରକାରଙ୍କ ଅଧିକାଂଶ ସହାୟତା କେବଳ ଗରିବ ଲୋକମାନେ ପାଉଥିବା ବେଳେ ମଧ୍ୟବିତ୍ତ ଏଥିରୁ ବଞ୍ଚିତ ହେଉଛନ୍ତି। ସେହିଭଳି ରୋଜଗାର ନ ଥିବା ଯୋଗୁ ଲୋକମାନେ ବିଦ୍ୟୁତ୍ ବିଲ୍ ଦେବା…
ସମନ୍ବୟ ପାଇଁ ନୋଡାଲ ଅଥରିଟି ଗଠନ କର
ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା(କୋଭିଡ୍-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍ଡାଉନରେ ରହିଛି। ଲକ୍ଷଲକ୍ଷ ଲୋକ ଅସହାୟ ଅବସ୍ଥାରେ ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ସେଠାରେ ସେମାନଙ୍କୁ କାମଧନ୍ଦା ମିଳୁ ନ ଥିବାରୁ ନିଜ ଭିଟାମାଟିକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି। ତେବେ…
ସୁରଟରୁ ଗଞ୍ଜାମରେ ପହଞ୍ଚିଲା ୪ ବସ୍
ଛତ୍ରପୁର,୩୦।୪(ଡି.ଏନ୍.ଏ.): ବାହାର ରାଜ୍ୟରେ ଫସିଥିବା ଲୋକେ ସ୍ଥଳପଥ ଓ ଜଳପଥରେ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ଜିଲା ସୀମା ସିଲ୍ ଓ ସମୁଦ୍ରପଥକୁ ପୋଲିସ, କୋଷ୍ଟଗାର୍ଡ ନଜର ରଖୁଥିବା କୁହାଯାଉଥିଲେ ମଧ୍ୟ ବହୁ ସଂଖ୍ୟକ ଲୋକ ଆସୁଛନ୍ତି। ଗୁଜରାଟର ସୁରଟ ଜିଲା…
ମୁସଲମାନ ବୋଲି ହେଲାନି ଡାଏଲିସିସ୍, ଚାଲିଗଲା ଜୀବନ
କଟକ ଅଫିସ୍,୩୦।୪: ମୁସଲମାନ ହୋଇଥିବା ଯୋଗୁ ଜଣେ କିଡ୍ନୀ ରୋଗୀଙ୍କୁ ଡାଏଲିସିସ୍ କରିବାକୁ ବୁଧବାର କଟକର ଏକ ଘରୋଇ ହସ୍ପିଟାଲ୍ କର୍ତ୍ତୃପକ୍ଷ ମନାକରି ଦେଇଥିଲେ। ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାର ତଦନ୍ତ ଦାବିରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ…
ସହାୟତା ପାଇଁ ରାସ୍ତାରେ ଅଟୋ ଚାଳକ
ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଲକଡାଉନ୍ ପାଇଁ ଲୋକଙ୍କ ଜୀବନ ଜୀବିକା ଗୁରୁତର ପ୍ରଭାବିତ ହୋଇଛି। ବିଶେଷ କରି ଅଟୋ ଚଲାଇ ପରିବାର ଭରଣପୋଷଣ କରୁଥିବା ଚାଳକମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଅଧିକାଂଶ ଅଟୋ ଚାଳକ ଋଣରେ ଅଟୋ କିଣିଛନ୍ତି। ଗୋଟିଏ ପଟେ…
Archives


