ରାଜ୍ୟ

ଦିବ୍ୟାଙ୍ଗଙ୍କ ପାଇଁ କୋଭିଡ୍‌ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା କର

ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା ମହାମାରୀର ପ୍ରକୋପକୁ ହ୍ରାସ କରିବା ପାଇଁ କୋଭିଡ୍‌ ହସ୍ପିଟାଲଗୁଡ଼ିକରେ ଏକାନ୍ତବାସ (ଆଇସୋଲେଶନ), ସଙ୍ଗରୋଧ କେନ୍ଦ୍ର(କ୍ୱାରାଣ୍ଟାଇନ ସେଣ୍ଟର), ନମୁନା ପରୀକ୍ଷା ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଚିକିତ୍ସା ସୁବିଧା ରହିଛି। ଦିବ୍ୟାଙ୍ଗଙ୍କ ରୋଗ ପ୍ରତିରୋଧକ ଶକ୍ତି ଆବଶ୍ୟକତାଠାରୁ କମ୍‌ ରହିଥାଏ। ତେଣୁ…

୧୩ କ୍ୱାରାଣ୍ଟାଇନ କେନ୍ଦ୍ର ଲାଗି ୩୦ଲକ୍ଷ ଖର୍ଚ୍ଚ

କାକଟପୁର,୩୦।୪(ଡି.ଏନ.ଏ.): ଲକଡାଉନ ଅବଧି ବଢ଼ିବା ପରେ ବାହାର ରାଜ୍ୟରେ ଥିବା ଓଡ଼ିଆମାନେ ନିଜ ଗ୍ରାମକୁ ଫେରିବାରେ ଲାଗିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ପ୍ରତି ପଞ୍ଚାୟତାରେ କ୍ୱାରାଣ୍ଟାଇନ କେନ୍ଦ୍ର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପ୍ରତି ସରପଞ୍ଚଙ୍କୁ ୫ଲକ୍ଷ ପର୍ଯ୍ୟନ୍ତ…

ରେଭେନ୍‌ଶା ୨ୟ କ୍ୟାମ୍ପସକୁ ନେଇ ବିବାଦ

କଟକ ଅଫିସ,୩୦।୪: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ନିର୍ମାଣ ଆରମ୍ଭ ହୋଇଥିବା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରି ନିର୍ମାଣ କରାଯାଇଛି। କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ନିୟମ ଓ ହାଇକୋର୍ଟଙ୍କ ଆଦେଶକୁ ଖୋଲାଖୋଲି ଭାବେ…

ଜନ୍ମମାଟିରେ ପହଞ୍ଚିଲା ଯବାନଙ୍କ ମୃତଦେହ

ନିମାପଡା, ୩୦।୪(ଡି.ଏନ.ଏ.): ଭାରତୀୟ ସେନା ବାହାନୀର ରାଜସ୍ଥାନ ଯୋଧପୁରଠାରେ କାର୍ଯ୍ୟରତ ଓଡ଼ିଆ ଯବାନ ରାଜେଶ କୁମାର ସାହୁ(୨୯)ଙ୍କ ଗୁଳିମାଡରେ ଶନିବାର ମୃତ୍ୟୁ ଘଟିଥିଲା। ତାଙ୍କ ଘର ପୁରୀ ଜିଲା ନିମାପଡା ଏନଏସି ଅନ୍ତର୍ଗତ ଅମୁଣିଆପାଟଣା ଗଁାରେ। ରାଜେଶଙ୍କ ମୃତ୍ୟୁ ଗୁଳିମାଡରେ ହୋଇଥିବା…

ଝିଅକୁ ହରାଇଥିବା ହୋମଗାର୍ଡଙ୍କୁ ସହାୟତା

ପିପିଲି,୩୦।୪(ଡି.ଏନ.ଏ.): ଝିଅକୁ ହରାଇବା ସତ୍ତ୍ୱେ କର୍ତ୍ତବ୍ୟକୁ ଅବହେଳା ନ କରି କାର୍ଯ୍ୟରେ ରହିଥିବା ପିପିଲି ଥାନା ଅଞ୍ଚଳରେ କାର୍ଯ୍ୟରତ ହୋମଗାର୍ଡ ଗୌରୀ ବେହେରାଙ୍କୁ ସହାୟତାର ସୁଅ ଛୁଟିଛି। ତାଙ୍କର ଏହି କାର୍ଯ୍ୟକୁ ଦେଖି ସମସ୍ତେ ପ୍ରଶଂସା କରିବା ସହ ପିପିଲି ଥାନାଧିକାରୀ…

ଜାତୀୟ ହାରଠୁ ଓଡ଼ିଶାରେ କରୋନା ନମୁନା ପରୀକ୍ଷା ଅଧିକ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଓଡ଼ିଶାରେ କରୋନା ନମୁନା ପରୀକ୍ଷା ହାର ଜାତୀୟ ହାରଠୁ ଅଧିକ ରହିଛି। ଜାତୀୟସ୍ତରରେ ପ୍ରତି ୧୦ଲକ୍ଷ ଲୋକଙ୍କ ମଧ୍ୟରେ ୪୫୨ଜଣ ଲୋକଙ୍କର ନମୁନା ପରୀକ୍ଷା ହେଉଥିବାବେଳେ ଓଡ଼ିଶାରେ ୬୬୬ଜଣ ରହିଛନ୍ତି। ଗତ ୪ ସପ୍ତାହ ମଧ୍ୟରେ ରାଜ୍ୟରେ ନମୁନା…

CORONAVIRUS UPDATE: ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାରା ଦେଶ ଓ ରାଜ୍ୟରେ ଲକ୍‌ଡାଉନ ଜାରି ରହିଥିଲେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଥମିବାରେ ନାଁ ନେଉନି। ଗୁରୁବାର ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ…

CORONAVIRUS UPDATE: ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ଛୁଇଁଲା୧୨୮

ଭୁବନେଶ୍ୱର,୩୦।୪:(ବ୍ୟୁରୋ)- ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ୩ ପଜିଟିଭ୍ ଯାଜପୁର ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ ସୂଚନା…

ସରିଲା ସଙ୍ଗରୋଧ ଅବଧି: ଫେରିଲେ ଗଞ୍ଜାମ, ଗଜପତିର ୯ ଶ୍ରମିକ

କୋଲନରା,୨୯ା୪: ରାୟଗଡ଼ା ଜିଲା କୋଲନରା ବ୍ଲକ୍‌ ଥେରୁବାଲି ଏବଂ ସୂରୀ ପଞ୍ଚାୟତର ଜାମୁଲେଲିବାଡ଼ିସ୍ଥିତ କରୋନା ଆଶ୍ରୟସ୍ଥଳୀରେ ଥିବା ଗଞ୍ଜାମ ଓ ଗଜପତି ଜିଲାର ୯ ଶ୍ରମିକ ବୁଧବାର ଘରକୁ ଫେରିଛନ୍ତି। ଏକ ସ୍ବତନ୍ତ୍ର ଗାଡ଼ି ଯୋଗେ ଥେରୁବାଲିଠାରେ ଥିବା ଗଞ୍ଜାମ ଜିଲାର…

୫୫ ସନ୍ଦିିଗ୍ଧଙ୍କ ସ୍ବାବ ରିପୋର୍ଟ ନେଗେଟିଭ୍‌

ପାରଳାଖେମୁଣ୍ଡି,୨୯ା୪(ସ୍ବ.ପ୍ର.): ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟ ଶ୍ରୀକାକୁଲମ ଜିଲା ପୁରୁଣାପାଟଣା ଅଞ୍ଚଳରେ ଚିହ୍ନଟ ୩ କରୋନା ପଜିଟିଭ୍‌ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଗଜପତି ଜିଲାର ୫୫ ଜଣଙ୍କ ସ୍ବାବ ରିପୋର୍ଟ ନେଗେଟିଭ୍‌ ଆସିଛି। ଏ ନେଇ ବୁଧବାର ଗଜପତି ଜିଲାପାଳ ଅନୁପମ…

ଆନ୍ଧ୍ରରୁ ସାଇକେଲରେ ବ୍ରହ୍ମଗିରି ଫେରିଲେ ୭ ଶ୍ରମିକ: ୭୫୦ କି.ମିକୁ ଲାଗିଲା ୭ ଦିନ

ବ୍ରହ୍ମଗିରି,୨୯ା୪(ଡି.ଏନ.ଏ): ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ୭ଜଣ ଶ୍ରମିକ ଗାଁ ଛାଡ଼ିି ଆନ୍ଧ୍ରପ୍ରଦେଶକୁ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ। କିନ୍ତୁ ସେମାନଙ୍କ ପାଇଁ ଦୁର୍ଦ୍ଦଶା ଆଣିଲା କରୋନା। ମାସେ ହେଲା ସାରା ଦେଶ ଲକ୍‌ଡାଉନ। ଏଥିଯୋଗୁ ଶିଳ୍ପ, କାରଖାନା ଓ…

ଆବଦ୍ଧାଞ୍ଚଳରେ ଗଠନ ହେଲା ୩ଟି ଟିମ୍‌

ବନ୍ତ,୨୯।୪(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରାଯିବା ସହ ସଂକ୍ରମଣ ନବ୍ୟାପିବା ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri