ରାଜ୍ୟ

ଆବାସ ଯୋଜନାରୁ ବଞ୍ଚିତ ରହିଛନ୍ତି ପାଞ୍ଚ ଗାଁର ଲୋକେ

କୋକସରା, ୨୦ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡାଗୁଡା ରାଜସ୍ବ ଗ୍ରାମ ଅଧୀନରେ ଥିବା ୫ ଖଣ୍ଡ ଗ୍ରାମର ଲୋକେ ଗତ ୫ବର୍ଷ ହେବ ଆବାସ ଯୋଜନାରେ ଘର ପାଉନାହାନ୍ତି। ଏ ନେଇ ସୋମବାର ସେମାନେ ବିଡ଼ିଓଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେମାନେ…

କେନ୍ଦୁପତ୍ର କର୍ମଚାରୀଙ୍କୁ ଅଣଦେଖା

ବରଗଡ଼ ଅଫିସ୍‌, ୨୦।୧୦- କେନ୍ଦୁପତ୍ର କର୍ମଚାରୀଙ୍କ ସମସ୍ୟା ବଢ଼ି ଚାଲିଛି। କେନ୍ଦୁପତ୍ର ସିଜିନାଲ କର୍ମଚାରୀ, ୱାଚର, ତୋଳାଳି, ବନ୍ଧେଇ ଶ୍ରମିକମାନେ ବହୁବିଧ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ବେ କିଛି ପଦକ୍ଷେପ ନିଆଯାଉନାହିଁ। ଅନ୍ୟପକ୍ଷେ କେନ୍ଦୁପତ୍ର…

ପାଇପ ଫାଟି ରାସ୍ତାରେ ଭାସୁଛି ପାଣି

ଲାଠୋର, ୨୦ା୧୦(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ନିକଟରେ ଏକ ଜଳ ଯୋଗାଣ ପ୍ରକଳ୍ପ ରହିଛି। ଗ୍ରାମର ପ୍ରାୟ ୫ ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ପ୍ରକଳ୍ପ ଉପରେ ନିର୍ଭର କରନ୍ତି। ହେଲେ ରକ୍ଷଣାବେକ୍ଷଣ…

ସହାୟତା ଦାବି କଲା କଳାକାର ସଂଘ

କଣ୍ଟାବାଞ୍ଜି, ୨୦ା୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା କଣ୍ଟାବାଞ୍ଜ ଏନଏସି ସହରାଞ୍ଚଳରେ ଥିବା କଳାକାରଙ୍କୁ ଚିହ୍ନଟ କରାଯାଇ ନାହିଁ। ଏଥିଯୋଗୁ ସେମାନେ ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚିତ ରହିଛନ୍ତି। କଳାକାର ଭତ୍ତା ନ ପାଇ ସେମାନେ ହାହୁତାଶ ମଧ୍ୟଦେଇ ଗତି କରୁଛନ୍ତି। ଏ ନେଇ…

ଜମିଲା କୋସଲି କବିତା ଆସର

ଲୋଇସିଂହା,୨୦।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ଲୋଇସିଂହା ଥାନ ଅନ୍ତର୍ଗତ ରୁଗୁଡିଖାଲ ମାନସ ବିହାରଠାରେ ଡୁଙ୍ଗରିପାଲିି ନୂଆଁ ସକାଳ ପବ୍ଲିକେସନ ଆନୁକୂଲ୍ୟରେ ସିର୍‌ଜିନା ପରବ୍‌-୨୦୨୦ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ୍‌ ଗଜେନ୍ଦ୍ର ଦଣ୍ଡସେନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷାବିତ୍‌ ଲଳିତ ମୋହନ ସାହୁ ମୁଖ୍ୟ ଅତିଥି,…

ମଦ ବିକ୍ରି ପ୍ରତିବାଦ ଥାନା ଘେରିଲେ ମହିଳା

ଦେଓଗାଁ,୨୦।୧୦(ଡି.ଏନ.ଏ) ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସାଗରପାଲିରେ ବେଆଇନ ଭାବେ ଦେଶୀ ବିଦେଶୀ ମଦ ବିକ୍ରି ଚାଲିଛି । ଏହାର ପ୍ରତିବାଦରେ ସ୍ଥାନୀୟ ମହିଳାମାନେ ସୋମବାର ସନ୍ଧ୍ୟାରେ ଦେଓଗାଁ ଥାନାକୁ ଘେରାଉ କରିଛନ୍ତି । ଏହାସହ ସେମାନେ ସାଗରପାଲି ଗ୍ରାମରେ…

ଆବାସ ପାଇଁ ରାସ୍ତା ବାଧକ

ଭାପୁର, ୨୦।୧୦(ଡି.ଏନ.ଏ.) – ଆବାସ ଯୋଜନାରେ ଘର ତୋଳାହେବ। ଏଥିପାଇଁ ମିଳିଛି କାର୍ଯ୍ୟାଦେଶ। ଟଙ୍କା ବି ମଞ୍ଜୁର ହୋଇସାରିଲାଣି। ହେଲେ ହିତାଧିକାରୀ ଅସହାୟ। ଇଚ୍ଛାଥିଲେ ବି ସେମାନେ ନିଜର ଘର ଖଣ୍ଡିକ ତିଆରି କରିପାରିବେନି। କାରଣ ବାସଗୃହ ନିର୍ମାଣ ଲାଗି ଆବଶ୍ୟକ…

ପ୍ରଶାସନ ପାଣ୍ଠି ଦେଲେ ସମାଧାନ

ଅନୁଗୋଳ ଅଫିସ, ୨୦।୧୦ ଅନୁଗୋଳ ସହରରେ ବୁଲା ଗୋରୁଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସକାଳୁ ରାତିଯାଏ ଏମାନେ ବିଭିନ୍ନ ରାସ୍ତାକୁ କବ୍‌ଜା କରି ରଖୁଥିବାରୁ ଦୈନିକ ଏକାଧିକ ଦୁର୍ଘଟଣା ଘଟୁଛି। ସହରର ରାସ୍ତା ମଧ୍ୟ ଅପରିଷ୍କାର ହେଉଛି।…

ଗାଁକୁ ମାଡ଼ୁଛି ସୁବର୍ଣ୍ଣରେଖା

ବାରିପଦା ଅଫିସ,୨୦ା୧୦- ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ରାଜ୍ୟ ଦେଇ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା ନଦୀ। ଏହି ନଦୀ ମୟୂରଭଞ୍ଜ ଜିଲାର ଦୁଇଟି ବ୍ଲକ ମଧ୍ୟଦେଇ ବହି ଯାଉଥିବା ବେଳେ କୂଳକ୍ଷୟ ଯୋଗୁ ଗାଁ ଗଣ୍ଡା ପ୍ରତି ବିପଦ ସାଜିଛି। ଫଳରେ…

ଏସ୍‌ଏଏନ୍‌ଟି ମିଶାଇଲ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୦।୧୦-ବାଲେଶ୍ୱର ଚାନ୍ଦିପୁର ଡିଆରଡିଏ ପକ୍ଷରୁ କ୍ଷେପଣାସ୍ତ୍ର ଷ୍ଟାଣ୍ଡ ଅଫ୍‌ ଆଣ୍ଟି ଟ୍ୟାଙ୍କ ମିଶାଇଲ (ଏସ୍‌ଏଏନ୍‌ଟି) ସୋମବାର ପରୀକ୍ଷଣ କରାଯାଇଛି। ଆକାଶରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ଏହି କ୍ଷେପଣାସ୍ତ୍ର ୮ କିଲୋଗ୍ରାମ୍‌ ପର୍ଯ୍ୟନ୍ତ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି। ଏହାର…

ଆରମ୍ଭ ହେଲା ‘ମୋ ବିଦ୍ୟୁତ୍‌’ ପୋର୍ଟାଲ ‘ମୋବାଇଲ ଆପ୍‌’: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ)- ରାଜ୍ୟର ବିଦ୍ୟୁତ୍‌ ସେବା ମୋ ସରକାର ଦ୍ୱାରା ତଦାରଖ କରାଯିବ। ରାଜ୍ୟର ୮୯ ଲକ୍ଷ ବିଦ୍ୟୁତ ଉପଭୋକ୍ତାଙ୍କ ସୁବିଧା ପାଇଁ ଅନ୍‌ଲାଇନ ବିଦ୍ୟୁତ ଉପଭୋକ୍ତା ସେବା ପୋର୍ଟାଲ ‘ମୋ ବିଦ୍ୟୁତ୍‌’ ଏବଂ ମୋବାଇଲ ଆପ୍‌ ଆରମ୍ଭ କରାଯାଇଛି। ଏହାକୁ ସୋମବାର…

ଲୋଭର ବଶବର୍ତ୍ତୀ ନ ହୋଇ ଯୁବକ ଫେରାଇଲେ ୨୨ ହଜାର ଟଙ୍କା

ସୁନ୍ଦରଗଡ,୧୯।୧୦(ଡି.ଏନ୍‌.ଏ.)-ଆଜି ବିଞ୍ଚିଛି ମାନବିକତା। ଲୋଭର ବଶବର୍ତ୍ତୀ ନ ହୋଇ ଜଣେ ଯୁବକ ଶହେ କି ହଜାରେ ନୁହେଁ ଏକାବେଳେ ୨୨ ହଜାର ଟଙ୍କା ରାସ୍ତାରୁ ପାଇଥିଲେ ମଧ୍ୟ ଏହାର ପ୍ରକୃତ ମାଲିକଙ୍କୁ ଫେରାଇ ଦେଇଛନ୍ତି। ଏହି ଘଟଣା ସୁନ୍ଦରଗଡ ଜିଲା ବିଲେଇମୁଣ୍ଡାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?