ଏସ୍ସିବି ପୁନର୍ବିନ୍ୟାସ: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର
କଟକ ଅଫିସ,୧୧।୨: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର ହେବ। ଫେବୃୟାରୀ ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଶେଷ କରାଯିବ। ମନ୍ଦିର ଓ ମସ୍ଜିଦ୍ ଆଦି ଉଚ୍ଛେଦ ହେବ। ପର୍ଯ୍ୟାୟକ୍ରମେ ବସ୍ତି, ବାସଗୃହ ଓ ସରକାରୀ କ୍ୱାର୍ଟର୍ସ ଭଙ୍ଗାଯିବ। ମେଡିକାଲ କଲେଜ ପରିସରରେ...
ରାସ୍ତା ଜାମ୍ ଯୋଗୁ ଭିଡରେ ଫସିଲା ଆମ୍ବୁଲାନ୍ସ: ୫ ବର୍ଷର ଶିଶୁପୁତ୍ର ମୃତ
ଭୁବନେଶ୍ୱର,୧୧।୨(ବ୍ୟୁରୋ): ଟ୍ରାଫିକ୍ ଜାମ୍ ପାଇଁ ଜଣେ ଶିଶୁପୁତ୍ରଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ରାଜଭବନ ଛକରୁ ପଟିଆ ଯିବା ରାସ୍ତାର ବିଭିନ୍ନ ସ୍ଥାନରେ ଭିଡ଼ ରହିଥିବାରୁ ଶିଶୁପୁତ୍ର ଥିବା ଆମ୍ବୁଲାନ୍ସଟି ଭିଡ଼ରେ ଫସିଯାଇଥିଲା। ଫଳରେ ତାଙ୍କ ମୃତ୍ୟୁ ଘଟିଥିବା ପରିବାରଲୋକେ ଅଭିଯୋଗ...
ମାର୍ଚ୍ଚ ୧୧ରେ ଭାରତ ସ୍ବାଧିନତାର ଆଦ୍ୟ ଦୁନ୍ଦୁଭି ସ୍ମାରକୀ ଯାତ୍ରା
ପୁରୀ ଅଫିସ,୧୧।୨: ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ ଆନୁକୂଲ୍ୟରେ ଭାରତୀୟ ସ୍ବାଧୀନତା ସଂଗ୍ରାମୀର ଆଦ୍ୟ ଦୁନ୍ଦୁଭି ଦ୍ବିତୀୟ ସ୍ମାରକୀ ଯାତ୍ରା ପ୍ରସ୍ତୁତି ବୈଠକ ମଙ୍ଗଳବାର ଭକ୍ତ ସାଲବେଗ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପରିଷଦ ସଭାପତି ଦିବାକର ମହାନ୍ତିଙ୍କ ସଭାପତିତ୍ୱରେ...
ପରକୀୟା ପ୍ରୀତିର କୁପରିଣତି: ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ
ଜଳେଶ୍ବର,୧୧।୨(ସ୍ବ.ପ୍ର.): ପରକୀୟା ପ୍ରୀତିର କୁପରିଣତି ସ୍ବରୂପ ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମସମର୍ପଣ। ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲା ରାଇବଣିଆ ଥାନା ଅନ୍ତର୍ଗତ ଦୁଧିଆଖାଳି ଗାଁରେ। ମୃତ ପ୍ରେମିକ ହେଲେ ପ୍ରଶାନ୍ତ ଦାସ ।...
ବନ୍ଧୁକ ବେପାରରେ ଝାଡ଼ଖଣ୍ଡ ଛାତ୍ର, କୋଟିପତିଙ୍କ ପୁଅ
ଭୁବନେଶ୍ୱର, ୧୧ା୨(ବ୍ୟୁରେ): କମିଶନରେଟ ପୋଲିସ ଇଲାକାରେ ଖୁଲମ୍ଖୁଲା ଚାଲିଛି ଚୋରା ବନ୍ଧୁକ କାରବାର। ଚେର ଲମ୍ବିଛି ବିହାରରୁ ଭୁବନେଶ୍ୱର। ଛାତ୍ର ଓ କୋଟିପତି ଘରର ପିଲା କରୁଛନ୍ତି ଏହି ବେଆଇନ ବେପାର। ପାଠପଢ଼ା ବୟସରେ ହାତରେ ଧରୁଛନ୍ତି ବନ୍ଧୁକ, ଆଉ...
ଆରମ୍ଭ ହେଲା ଗୋଲ୍ଡେନ୍ ଟ୍ରାଇଙ୍ଗଲ୍ ଫିଲ୍ମ ଫେଷ୍ଟିଭାଲ
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଗୋଲ୍ଡେନ୍ ଟ୍ରାଇଙ୍ଗଲ୍ ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ଗୋଲ୍ଡେନ୍ ଟ୍ରାଇଙ୍ଗଲ୍ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲର ପଞ୍ଚମ ସଂସ୍କରଣ ସୋମବାର ସୂଚନା ଭବନଠାରେ ଉଦ୍ଘାଟିତ ହୋଇଯାଇଛି। ୩ଦିନ ଧରି ଚାଲିବାକୁ ଥିବା ଏହି ଚଳଚ୍ଚିତ୍ର ଉତ୍ସବରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ...
ଓଡ଼ିଶୀ ନୃତ୍ୟରେ ଗୁରୁ କେଳୁଚରଣଙ୍କୁ ଶ୍ରଦ୍ଧାଞ୍ଜଳି
ପୁରୁଣା ଭୁବନେଶ୍ୱର,୧୧ା୨(ଡି.ଏନ୍.ଏ.): ଐତିହାସିକ ଧଉଳି ପାହାଡ ପାଦଦେଶରେ ସୋମବାର ଉଦ୍ଘାଟିତ ହୋଇଯାଇଛି ୧୬ଶ ଧଉଳି କଳିଙ୍ଗ ମହୋତ୍ସବ। ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ସ୍ବରୂପ ପରିବେଷିତ ହୋଇଥିଲା ଓଡ଼ିଶୀ ନୃତ୍ୟ ପଲ୍ଲବି, ଯାହା ରାଗ ଶଙ୍କରାଭରଣ ଓ ହଂସଧ୍ୱନି ଏବଂ...
‘କ୍ଷୁଦ୍ର ଶିଳ୍ପକୁ ପ୍ରୋତ୍ସାହନ ଦେବା ଭଳି ପରିବେଶ କରାଯାଇନାହିଁ’
କଟକ ଅଫିସ, ୧୧ା୨: ବାଣିଜ୍ୟରେ ଓଡ଼ିଶାର ଇତିହାସ ହଜାର ବର୍ଷ ପୁରୁଣା। ସେହି ସମୟରେ ଅନ୍ୟ ରାଜ୍ୟଠାରୁ ଓଡ଼ିଶା ବାଣିଜ୍ୟ କ୍ଷେତ୍ରରେ ବହୁ ଆଗରେ ଥିଲା। ଇତିମଧ୍ୟରେ ମଣିଷର ଚରିତ୍ର ଓ ଚାହିଦା ବଦଳି ଗଲାଣି। ସ୍ବାଧୀନତାଠାରୁ ଏବେ ପର୍ଯ୍ୟନ୍ତ...
ପରୀକ୍ଷାଜନିତ ଚାପ ହ୍ରାସ କରିବ ‘ପରୀକ୍ଷା ପର୍ବ’
ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଆଉ ଅଳ୍ପଦିନ ରହିଲା ଦଶମ ଓ ଯୁକ୍ତ୨ ପରୀକ୍ଷା। ପରୀକ୍ଷାକୁ ନେଇ ମାତାପିତାମାନେ ଚିନ୍ତିତ ହେଉଥିବାବେଳେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଭୟ, ଅବସାଦ ଏବଂ ଆତ୍ମହତ୍ୟା ଭଳି ବିଚାର ଉତ୍ପନ୍ନ ହୋଇଥାଏ। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ଜାତୀୟ...
ସୁସ୍ଥ ହୋଇ ଫେରିଲେ ଘନଶ୍ୟାମ, ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ
ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ମସ୍ତିଷ୍କ ମୃତ୍ୟୁ ଘଟିଥିବା ଗଞ୍ଜାମର ପି. ପ୍ରିୟଙ୍କାରାଣୀ ପାତ୍ରଙ୍କ କିଡ୍ନୀକୁ ସଫଳତାର ସହ ପ୍ରତିରୋପଣ କରାଯିବା ପରେ ଘନଶ୍ୟାମ ଜେନା ଏକ ନୂଆ ଜୀବନ ପାଇଛନ୍ତି। ଗତ ୪ ତାରିଖରେ ଆପୋଲୋ ହସ୍ପିଟାଲରେ ଦୀର୍ଘ ୬ଘଣ୍ଟା ଅସ୍ତ୍ରୋପଚାର...
ନୂଆ ରୂପ ନେବ ଶିଳ୍ପୀଗ୍ରାମ ରଘୁରାଜପୁର
ଭୁବନେଶ୍ୱର,୧୧ା୨(ବ୍ୟୁରୋ):ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ ପରେ ରଘୁରାଜପୁରର ବିକାଶ ଲାଗି ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର। ଶିଳ୍ପୀଗ୍ରାମ ଭାବେ ପରିଚିତ ପୁରୀ ଜିଲାର ରଘୁରାଜପୁରକୁ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ...
ହଟିଲା ହୋର୍ଡିଂ, ଭାଙ୍ଗିଲା ୪୦ ଦୋକାନ
ଭୁବନେଶ୍ୱର, ୧୧ା୨ (ବ୍ୟୁରୋ): ବିଗତ କିଛି ମାସ ହେବ ଭୁବନେଶ୍ୱରରେ ଜବରଦଖଲ ଉଚ୍ଛେଦ ଜୋର୍ଦାର ଚାଲିଛି। ସହରକୁ ସମ୍ପୂର୍ଣ୍ଣ ଜବରଦଖଲ ମୁକ୍ତ ଲକ୍ଷ୍ୟ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି), ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ କମିଶନରେଟ ପୋଲିସର...
Archives


