ଚିନ୍ତା ବଢ଼ାଇଲେ ସୁପରସ୍ପ୍ରେଡର
ଭୁବନେଶ୍ୱର, ୨୯।୪(ବ୍ୟୁରୋ): ଲକ୍ଡାଉନ୍ ଜାରି ରହିଥିବାବେଳେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରତିଦିନ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାସତ୍ତ୍ୱେ ସଂକ୍ରମଣ ବଢ଼ି ଚାଲିଛି। ପ୍ରଥମେ ବିଦେଶ ଫେରନ୍ତା, ପରେ ନିଜାମୁଦ୍ଦିନ, ଆଉ ଏବେ ପଶ୍ଚିମବଙ୍ଗ ଫେରନ୍ତାଙ୍କ ମଧ୍ୟରୁ କେତେଜଣ…
CORONAVIRUS UPDATE: ପୁଣି ଭୁବନେଶ୍ୱରରେ କରୋନା ପଜିଟିଭ ଚିହ୍ନଟ : ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ ଛୁଇଁଲା
ଭୁବନେଶ୍ୱର,୨୯।୪ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଁଚିଛି। ସେହି ବ୍ୟକ୍ତି ଜଣକ ଭୁବନେଶ୍ୱରର ମଧୂସୁଦନ ନଗରର ବାସିନ୍ଦା ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚୀତ…
ଖରା ଛୁଟିରେ ଖୋଲିବ ହାଇକୋର୍ଟ, ନିମ୍ନ କୋର୍ଟ
କଟକ ଅଫିସ,୨୮।୪: ଚଳିତବର୍ଷ ଖରାଛୁଟିରେ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ବନ୍ଦ ରହିବ ନାହିଁ। ମଙ୍ଗଳବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଜିଷ୍ଟ୍ରାର୍ (ଜୁଡ଼ିସିଆଲ୍) ଲଳିତ କୁମାର ଦାସଙ୍କ ତରଫରୁ କୁହାଯାଇଛି ଯେ, କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍ଡାଉନ୍ ଘୋଷଣା…
ବିକ୍ରି ହେଲାନି, ରାସ୍ତାରେ କ୍ଷୀର ଢାଳିଲେ ଚାଷୀ
ସୋନପୁର,୨୮।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଦୁଗ୍ଧ ଶୀତଳ କେନ୍ଦ୍ର ସମ୍ମୁଖ ରାସ୍ତାରେ ମଙ୍ଗଳବାର ଚାଷୀମାନେ କ୍ଷୀର ଢାଳି ପ୍ରତିବାଦ କରିଥିଲେ। ଓମ୍ଫେଡ୍ ଚାଷୀଙ୍କ ନିକଟରୁ କ୍ଷୀର ନେବାକୁ ମନା କରିବା ପରେ ସେମାନେ ଏହିପରି ଅସନ୍ତୋଷ ଜାହିର କରିଛନ୍ତି।…
ରାଜସ୍ଥାନରେ ଫସିଛନ୍ତି କଳାହାଣ୍ଡିର ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର: ଫେରାଇ ଆଣିବାକୁ ନିବେଦନ
ଭବାନୀପାଟଣା, ୨୮ା୪(ସ୍ବ.ପ୍ର): ଲକ୍ଡାଉନ ଯୋଗୁ କଳାହାଣ୍ଡି ଜିଲାର ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ରାଜସ୍ଥାନର କୋଟାକୁ ପଢିବାକୁ ଯାଇ ସେଠାରେ ଫସିରହିଛନ୍ତି। ସେଠାରେ କରୋନା ସଂକ୍ରମଣ ଅଧିଜ ହୋଇଥିବା ଯୋଗଁୁ ଛାତ୍ରୀଛାତ୍ରମାନେ ଘରୁ ବାହାରକୁ ବାହାରୁ ନାହାନ୍ତି। ଏହି ପରିସ୍ଥିତିରେ ସେମାନଙ୍କୁ ନିଜ…
ରାହୁଲ ପି.ଆର୍ଙ୍କୁ ଝାରସୁଗୁଡ଼ା ଏସ୍ପି ଦାୟିତ୍ୱ
ଭୁବନେଶ୍ୱର,୨୮।୪(ବ୍ୟୁରୋ)- ୨୦୧୩ ବ୍ୟାଚ୍ର ଭାରତୀୟ ପୋଲିସ ସେବା(ଆଇପିଏସ୍) ଅଫିସର ରାହୁଲ ପି.ଆର୍ଙ୍କୁ ଝାରସୁଗୁଡ଼ା ଜିଲା ଏସ୍ପି ଭାବେ ନିଯୁକ୍ତି ମିଳିଛି। ରାହୁଲଙ୍କ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ) ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଝାରସୁଗୁଡ଼ା ଏସ୍ପି ଭାବେ କାର୍ଯ୍ୟ କରୁଥିବା ଅଶ୍ୱିନୀ…
ନେଳିଆବାଗ୍ର ୬୧ନଂ ଆକ୍ରାନ୍ତ ପାଲଟିଛନ୍ତି ‘ସୁପର୍ ସ୍ପ୍ରେଡର୍’; ୧୨ଜଣଙ୍କୁ କଲେଣି ସଂକ୍ରମିତ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ବାଲେଶ୍ୱର ନେଳିଆବାଗର ୬୧ନଂ କରୋନା ପଜିଟିଭ୍ ବ୍ୟକ୍ତି ‘ସୁପର୍ ସ୍ପ୍ରେଡର୍’ ପାଲଟିଛନ୍ତି। ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉକ୍ତ ଅଞ୍ଚଳର ଆଉ ୫ଜଣଙ୍କ ତଥ୍ୟ ଦିଆଯିବା ପରେ ଏହା ସ୍ପଷ୍ଟ ହୋଇଛି। ବ୍ୟକ୍ତିଜଣଙ୍କ ଏହି ୫ରୁ…
ନେଳିଆବାଗ୍ର ୫ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଛନ୍ତି ୪ ମହିଳା, ଜଣେ ପୁରୁଷ; ପ୍ରକାଶ ପାଇଥିଲା ଲକ୍ଷଣ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୫ଜଣ ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ବିଷୟରେ ମଙ୍ଗଳବାର ସୂଚନା କରାଯାଇଛି। ୧୦୪,୧୦୫,୧୦୬,୧୦୭,୧୦୮ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦିଆଯାଇଛି। ୧୦୪ ନଂ ଆକ୍ରାନ୍ତ ବାଲେଶ୍ୱର ନେଳିଆବାଗ୍ର ୨୨ ବର୍ଷୀୟ ମହିଳା। ସେ ୬୧ନଂ ଆକ୍ରାନ୍ତଙ୍କ ପଡ଼ୋଶୀ। ୨୨ମାର୍ଚ୍ଚରୁ…
ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର। ନମୂନା ନେଗେଟିଭ୍ ଆସିବା ପରେ ତାଙ୍କୁ ଡିସ୍ଚାର୍ଜ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ…
ଓଡ଼ିଶା ଫେରୁଥିବା ଶ୍ରମିକଙ୍କୁ ମିଳିବ ରାଶନ: ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୮।୪(ବ୍ୟୁରୋ): କରୋନା ଲକ୍ଡାଉନ ଯୋଗୁ ରାଜ୍ୟ ବାହାରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା…
ବରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରି ଅଭିଯୁକ୍ତ ଗିରଫ
ରତ୍ନଗିରି, ୨୮।୪(ଡି.ଏନ୍.ଏ): କରୋନା ସଂକ୍ରମଣକୁ ରୋକିବା କ୍ଷେତ୍ରରେ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରୁଛନ୍ତି ସ୍ବାସ୍ଥ୍ୟକର୍ମୀ। ତେଣୁ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କୁ ଦୁର୍ବ୍ୟବହାର କରିବା କିମ୍ବା ଗାଳିଗୁଳଜ କରିବା ଏକ ଅପରାଧ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ମାତ୍ର…
୪ଟି ବସ୍ ଯୋଗେ ସୁରତରୁ ଗଞ୍ଜାମ ଫେରୁଛନ୍ତି ୨୨୮ ଶ୍ରମିକ: ନିଜ ପଞ୍ଚାୟତ ଆଇସୋଲଶନ ସେଣ୍ଟରରେ ରହିବେ ୧୪ ଦିନ
ଛତ୍ରପୁର, ୨୮।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାର ୨୨୮ ଶ୍ରମିକ ନିଜ ଖର୍ଚ୍ଚରେ ୪ଟି ବସ୍ ଯୋଗେ ସୁରତରୁ ଗଞ୍ଜାମ ଫେରୁଥିବା ନେଇ ଗଞ୍ଜାମ ଜ଼ିଲା ପ୍ରଶାସନକୁ ଖବର ମିଳିଛି। ସୋମବାର ସୁରତରୁ ବାହାରିଥିବା ଉକ୍ତ ବସ୍ଗୁଡିକ ବୁଧବାର ସକାଳେ ଗଞ୍ଜାମ ଜ଼ିଲାରେ ପହଞ୍ଚିବ…
Archives


