ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ
ରାଇକିଆ ୧୧।୨(ଡିଏନଏ)-କନ୍ଧମାଳ ଜିଲା ରାଇକିଆଠାରେ ଚାଲିଥିବା ରାଇକିଆ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିଲା ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ଓଡିଶୀ ନୃତ୍ୟ। ଏଥିସହ ବ୍ରହ୍ମପୁର ରୟାଲ ଗ୍ରୁପ୍ ଏବଂ ବଲାଙ୍ଗୀରରୁ ଆସିଥିବା କଳାକାରଙ୍କ ଲୋକନୃତ ଦର୍ଶକଙ୍କ ମନ ମୋହିଥିଲେ।...
ଜାଲ୍ ପ୍ରମାଣପତ୍ର ଦେଇ ଚାକିରି, ୩ ଶିକ୍ଷକ ଫେରାର
ଛତ୍ରପୁର,୧୧ା୨(ଡି.ଏନ.ଏ)-ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ ୨୦୧୧ ପରଠାରୁ ନିଯୁକ୍ତି ପାଇଥିବା ସମସ୍ତ ଜୁନିୟର ଟିଚର, ଶିକ୍ଷା ସହାୟକମାନଙ୍କ ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଯାଞ୍ଚ କରାଯାଉଛି। ଏହି କ୍ରମରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ...
ମୃତକଙ୍କ ପରିବାରକୁ ଭେଟିଲେ ଚିକିଟି ବିଧାୟିକା
ଗୋପାଳପୁର,୧୧ା୨-ଗୋଳନ୍ଥରା ଥାନା ମେଣ୍ଢରାଜପୁର ଛକରେ ସିଲ୍କ ସିଟି ବସ୍ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ରବିବାର ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ସୋମବାର ଅପରାହ୍ନରେ ଚିକିଟି ବିଧାୟିକା ଉଷା ଦେବୀ, ବ୍ଲକ ଅଧ୍ୟକ୍ଷା ଏମ.ପଦ୍ମାବତୀ, ତହସିଲ ଓ...
ପ୍ରେମ ଦିବସ ପୂର୍ବରୁ ଫୁଟିଲା ଗୁଳି: ପ୍ରଥମ ପ୍ରେମିକ କଲେ ଗୁଳିମାଡ
ଭୁବନେଶ୍ୱର,୧୦।୨(ବ୍ୟୁରୋ): ପ୍ରେମ ଦିବସ ପୂର୍ବରୁ ରାଜଧାନୀରେ ଫୁଟିଛି ଗୁଳି। ଇନଫୋସିଟି ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନ ନିକଟରେ ଏକ ଗୁଳିମାଡ ହୋଇଛି। ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଯୁବତୀ ଜଣଙ୍କ ଶିକ୍ଷାନୁଷ୍ଠାନ...
୫-ଟି ସଚିବଙ୍କ ଅଚାନକ ଭୋଗରାଇ ଗସ୍ତ
ଭୋଗରାଇ, ୧୦।୨(ଡି.ଏନ.ଏ): ୫-ଟି ସଚିବ ଭି.କେ. ପାଣ୍ଡିଆନ ସୋମବାର ଅଚାନକ ବାଲେଶ୍ୱର ଜିଲା ଭୋଗରାଇ ଗସ୍ତ କରିଛନ୍ତି। ସକାଳ ୧୦.୩୦ରେ ତାଳସାରିରେ ସଚିବଙ୍କ ହେଲିକପ୍ଟର ଅବତରଣ କରିଥିଲା। ତାଳସାରିରୁ ଉଦୟପୁର ଯାଇ ସେଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରିଥିଲେ।...
କରେଣ୍ଟ ଲାଗି ବସ୍ ଦୁର୍ଘଟଣା ପ୍ରସଙ୍ଗ: ୪ ଯନ୍ତ୍ରୀ ନିଲମ୍ବିତ
ଭୁବନେଶ୍ୱର,୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋଳନ୍ଥରା ବସ ଟ୍ରାଜେଡି ଯୋଗୁ ୧୦ ଜଣ ଆଖି ବୁଜି ସାରିଥିବା ବେଳେ ୨୨ ଜଣ ଆହତ ଏବେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ସୋମବାର ଦାୟିତ୍ୱରେ ଅବହେଳା ପାଇଁ ୪ ଯନ୍ତ୍ରୀଙ୍କୁ କାର୍ଯ୍ୟରୁ...
ବସ୍ ଟ୍ରାଜେଡିର ହେବ ସମୀକ୍ଷା, ବସିବ ଉଚ୍ଚସ୍ତରୀୟ ବୈଠକ: ଶକ୍ତିମନ୍ତ୍ରୀ
ଭୁବନେଶ୍ୱର, ୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁରରେ ୧୧ କେଭି ବିଦ୍ୟୁତ ତାର ଲାଗି ୧୦ ଜଣ ବସ୍ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାର ତଦନ୍ତ ପାଇଁ ଶକ୍ତି ବିଭାଗର...
କୃଷି ବିଭାଗ: ଓଭରସିୟରଙ୍କୁ ଏଏଓକୁ ପଦୋନ୍ନତି
ଭୁବନେଶ୍ୱର,୧୦।୨(ବ୍ୟୁରୋ)- କୃଷି ବିଭାଗରେ କାର୍ଯ୍ୟରତ ଓଭରସିୟରମାନଙ୍କୁ ସହକାରୀ କୃଷି ଅଧିକାରୀ (ଏଏଓ) ଭାବେ ପଦୋନ୍ନତି ଦିଆଯାଇଛି। ଓଡ଼ିଶା କୃଷି ଓ ଖାଦ୍ୟ ଉତ୍ପାଦନ ସେବା (ନିଯୁକ୍ତି ପଦ୍ଧତି ଓ ସେବାସର୍ତ୍ତ) ନିୟମ-୨୦୧୨ ଏବଂ ସଂଶୋଧିତ ଆଇନ୍ ୨୦୧୭ର ନିୟମ-୫(୨)ଗ ଅନୁସାରେ...
ଘଟଣାସ୍ଥଳ ପରିଦର୍ଶନ କରିବେ ଜିଲାପାଳ
ଅନୁଗୋଳ ଅଫିସ୍, ୧୦।୨: ଅନୁଗୋଳ ଜିଲାରେ ସରକାରଙ୍କ ‘ଖୁସି’ ଯୋଜନା ଦିଗହରା ହୋଇଯାଇଥିବା ନେଇ ଗତ ୮ ତାରିଖ ‘ଧରିତ୍ରୀ’ରେ ରିପୋର୍ଟ ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ତନାଘନା ଆରମ୍ଭ ହୋଇଛି। ଘଟଣା ସମ୍ପର୍କରେ ଜିଲାପାଳ...
୧୪ରେ ଢେଙ୍କାନାଳ ବନ୍ଦ
ଢେଙ୍କାନାଳ ଅଫିସ,୧୦ା୨: ବରଗଡ ପରେ ଢେଙ୍କାନାଳରେ ସିଟି ହସ୍ପିଟାଲ ଦାବି ଜୋର ଧରିଛି। ଏହାକୁ ନେଇ ଢେଙ୍କାନାଳ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରବିବାର ଅପରାହ୍ନ ୫ଟାରେ ସ୍ଥାନୀୟ ଗଣେଶ ବଜାରଠାରେ ଏକ ବୁଦ୍ଧିଜୀବୀ ସମାବେଶ ଓ ଖବରଦାତା ସମ୍ମିଳନୀ ଅନୁଷ୍ଠିତ...
ଧରାପଡ଼ିଲେ ବ୍ରାଉନସୁଗାର ଡିଲର ଲାଡେନ, ରାଜୁ
ଭୁବନେଶ୍ୱର(ବ୍ୟୁରେ)/ବାଲିଅନ୍ତା (ଡି.ଏନ୍.ଏ.),୧୦।୨: ଅପରେଶନ ପଏଣ୍ଟ ଥିଲା ଫୁଲନଖରା ଛକରୁ ସିମ୍ପୋନୀ ମଲ୍ ସମ୍ମୁଖ ଜାତୀୟ ରାଜପଥ। ଟାର୍ଗେଟ ଥିଲା ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବା ବ୍ରାଉନସୁଗାର ମାଫିଆ ଲାଡେନ। ଓଭରବ୍ରିଜ, ଜଳଖିଆ ଦୋକାନ, ଟ୍ରକ୍, ବସ୍ଷ୍ଟପ୍ରେ ବିଭିନ୍ନ ଛଦ୍ମବେଶରେ ଜଗି ରହିଥିଲେ...
ପୁଣି ଚର୍ଚ୍ଚାରେ ଶାହାଙ୍କ ଗସ୍ତ: ବିଶାଳ ସାଧାରଣ ସଭା କରିବାକୁ ଯୋଜନା କରୁଛି ଭାଜପା
ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୂର୍ବାଞ୍ଚଳ ପରିଷଦ ବୈଠକ ଚଳିତ ମାସ ଶେଷସୁଦ୍ଧା ଓଡିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ବୈଠକ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଦୀର୍ଘ ୨୯ବର୍ଷ ପରେ ଏହି ବୈଠକ ଓଡିଶାରେ...
Archives


