ରାଜ୍ୟ

ଆବାସ ପାଇଁ ଧାରଣା

ପରଜଙ୍ଗ, ୧୧।୨(ଡି.ଏନ.ଏ.) ଆବାସ ଯୋଜନା କେଳେଙ୍କାରୀକୁ ନେଇ ଚର୍ଚ୍ଚାରେ ରହିଛି ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ। ସରକାରୀ ଅଧିକାରୀଙ୍କୁ ହାତ କରି ସ୍ବଚ୍ଛଳ ପରିବାର ହାତେଇ ନେଇଛନ୍ତି ଗୃହ ନିର୍ମାଣ କାର୍ଯ୍ୟାଦେଶ। ବ୍ଲକର ଅନେକ ପଞ୍ଚାୟତରେ ଏପରି ଅଭିଯୋଗ ପ୍ରଶାସନକୁ...

ଯୋରନ୍ଦା, କପିଳାସ, ସପ୍ତଶଯ୍ୟାର ହେବ ବିକାଶ

ଢେଙ୍କାନାଳ ଅଫିସ, ୧୧।୨ ବିଶ୍ୱ ପ୍ରସିଦ୍ଧ ମାଘମେଳା ଅବସରରେ ଯୋରନ୍ଦାସ୍ଥିତ ମହିମା ଗାଦି ଧୁନି ମନ୍ଦିର ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ୩ୟ ମହିମା ମହୋତ୍ସବ। ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟଅତିଥି ଭାବେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି...

ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେଭି ତାର

କଣିହାଁ, ୧୧ା୨(ଡି.ଏନ.ଏ.) – ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ନିରୀହ ଜୀବନ ଯାଉଥିଲେ ହେଁ ଚେତୁନାହାନ୍ତି ଅଧିକାରୀ। ବିଭିନ୍ନ ସ୍ଥାନରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟ, ପୁରୁଣା ତାର ଓହଳିଥିଲେ ମଧ୍ୟ ଏହାର ମରାମତି ଦିଗରେ ଆଦୌ ଧ୍ୟାନ...

ଚାଷୀଙ୍କ ଋଣ ଟଙ୍କା ଆତ୍ମସାତ୍‌ ଅଭିଯୋଗ

ଅନୁଗୋଳ ସହର, ୧୧।୨ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ସେବା ସମବାୟ ସମିତି ବ୍ୟାଙ୍କରେ ଚାଷୀମାନଙ୍କ ଋଣ ଟଙ୍କା ହଡ଼ପ କରାଯାଇଥିବା ନେଇ ସୋମବାର ଚାଙ୍ଗୁଡ଼ିଆ ପଞ୍ଚାୟତର ଚାଷୀମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି...

ଅଜନା ରୋଗ୍‌ରେ ପୀଡ଼ିତ ଅଯୋଧ୍ୟା: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ପରିବାର

  ବିନିକା,୧୧।୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଁଚେତ୍‌ ଖଇରମାଲ ଗଁା ଟିକ୍ରାପଡ଼ାର ମାଞ୍ଜୋ ସୁନାକଁର ମାଏକିନା ଅଯୋଧ୍ୟା ସୁନା(୪୮)। ସେ ଅନେକ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ପରିବାର ଲୋକ୍‌...

ଅଜାତିରେ ଖାଇ ଅଜେତ୍‌ ହେଇଥିଲେ: ଖଁଦ୍‌ ଦେବାକେ ମନାକଲେ ଜାତିଭାଇ

  ଚିପିଲିମା, ୧୧।୨ (ଡି.ଏନ୍‌.ଏ.)- ବିଗିଅଁାନ ଯୁଗ୍‌ରେ ବି ଅନେକ ଜାତି, ଧରମ୍‌, ସମାଜର ଲୋକ୍‌ ଅଁଧ୍‌ ବିଶୁଆସରେ ବଁାଧି ହେଇ ରହିଛନ୍‌। ଆଏଜ୍‌ ବି ଅନେକ ଲୋକ୍‌ ଫୁକାଝରା, ଗୁନିଗାରେଡ଼ି, ସାମାଜି ବାସଁଦ୍‌ ଲେଖେଁ ଅଁଧ୍‌ ବିଶୁଆସରେ ବିଶାସ୍‌...

‘ଉତ୍ସବ ପ୍ରଧାନପାଟ-୨୦୨୦’ଉଦ୍‌ଘାଟିତ : ନୃତ୍ୟ ଓ ଗୀତର ତାଳେତାଳେ ଝୁମିଲେ ଦର୍ଶକ

ଦେବଗଡ, ୧୧ା୨(ଡି.ଏନ.ଏ) -ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତଥା ଦେବଗଡ ଜିଲାର ଗର୍ବ ଓ ଗୌରବ ପ୍ରଧାନପାଟ ଜଳପ୍ରପାତ ପାଦଦେଶରେ ନିର୍ମିତ ଶାଳବଣ ଘେରା ମୁକ୍ତାକାଶ ରଙ୍ଗମଞ୍ଚରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ସୋମବାର ଦେବଗଡ ଜିଲାର ସାଂସ୍କୃତିକ...

ଏସ୍‌ଇସିସି ତାଲିକାରେ ଭୁଲ୍‌ଭଟକା: ଆବାସ ଯୋଜନାରୁ ବଁଚିତ୍‌ ୩୪ ଆଦିବାସୀ ପରିବାର

  ଲାଠୋର, ୧୧।୨ (ଡି.ଏନ୍‌.ଏ.)- କେନ୍ଦ୍ର ସରକାର ୨୦୧୧ ସାଲେ ସାରାଦେଶରେ ଏସ୍‌ଇସିସି(ସାମାଜିକ, ଆର୍ଥତ୍କ, ଜାତି ଭିତ୍ତିକ) ଜନଗଣନା କରେଇଥିଲେ। ସେ ହିସାବେ ଆମର ରାଏଜେ ବି ସରକାରୀ କରମ୍‌ଚାରୀମାନେ ଘର ଘର ବୁଲି ଇ ଜନଗଣନା କରିଥିଲେ। ହେଲେ...

ଟୋକନ ମିଳୁନି, ଚାଷୀ ବିକି ପାରୁନି ଧାନ

ଉମରକୋଟ, ୧୧।୨ (ଡି.ଏନ୍‌.ଏ.)- ଅନଲାଇନ ଧାନ କିଣା ବ୍ୟବସ୍ଥାରେ ଫସିଲେ ଚାଷୀ । ପୂର୍ବରୁ ରେଜିଷ୍ଟ୍ରେଶନ କରିବା ଅନୁସାରେ ମଣ୍ଡିରେ ଯେତେ ପରିମାଣରେ ଧାନ କିଣିବା କଥା ସେହି ପରିମାଣରେ ଧାନ ବିକ୍ରି କରୁଥିଲେ। ନୂଆ ବ୍ୟବସ୍ଥା ଅନୁଯାୟୀ ଲ୍ୟାମ୍ପସ...

ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ

ରାଇକିଆ ୧୧।୨(ଡିଏନଏ)-କନ୍ଧମାଳ ଜିଲା ରାଇକିଆଠାରେ ଚାଲିଥିବା ରାଇକିଆ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିଲା ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ଓଡିଶୀ ନୃତ୍ୟ। ଏଥିସହ ବ୍ରହ୍ମପୁର ରୟାଲ ଗ୍ରୁପ୍‌ ଏବଂ ବଲାଙ୍ଗୀରରୁ ଆସିଥିବା କଳାକାରଙ୍କ ଲୋକନୃତ ଦର୍ଶକଙ୍କ ମନ ମୋହିଥିଲେ।...

ଜାଲ୍‌ ପ୍ରମାଣପତ୍ର ଦେଇ ଚାକିରି, ୩ ଶିକ୍ଷକ ଫେରାର

ଛତ୍ରପୁର,୧୧ା୨(ଡି.ଏନ.ଏ)-ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ ୨୦୧୧ ପରଠାରୁ ନିଯୁକ୍ତି ପାଇଥିବା ସମସ୍ତ ଜୁନିୟର ଟିଚର, ଶିକ୍ଷା ସହାୟକମାନଙ୍କ ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଯାଞ୍ଚ କରାଯାଉଛି। ଏହି କ୍ରମରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ...

ମୃତକଙ୍କ ପରିବାରକୁ ଭେଟିଲେ ଚିକିଟି ବିଧାୟିକା

ଗୋପାଳପୁର,୧୧ା୨-ଗୋଳନ୍ଥରା ଥାନା ମେଣ୍ଢରାଜପୁର ଛକରେ ସିଲ୍‌କ ସିଟି ବସ୍‌ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ରବିବାର ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ସୋମବାର ଅପରାହ୍ନରେ ଚିକିଟି ବିଧାୟିକା ଉଷା ଦେବୀ, ବ୍ଲକ ଅଧ୍ୟକ୍ଷା ଏମ.ପଦ୍ମାବତୀ, ତହସିଲ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri