ରାଜ୍ୟ

ପ୍ରେମ ଦିବସ ପୂର୍ବରୁ ଫୁଟିଲା ଗୁଳି: ପ୍ରଥମ ପ୍ରେମିକ କଲେ ଗୁଳିମାଡ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପ୍ରେମ ଦିବସ ପୂର୍ବରୁ ରାଜଧାନୀରେ ଫୁଟିଛି ଗୁଳି। ଇନଫୋସିଟି ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନ ନିକଟରେ ଏକ ଗୁଳିମାଡ ହୋଇଛି। ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଯୁବତୀ ଜଣଙ୍କ ଶିକ୍ଷାନୁଷ୍ଠାନ...

୫-ଟି ସଚିବଙ୍କ ଅଚାନକ ଭୋଗରାଇ ଗସ୍ତ

ଭୋଗରାଇ, ୧୦।୨(ଡି.ଏନ.ଏ): ୫-ଟି ସଚିବ ଭି.କେ. ପାଣ୍ଡିଆନ ସୋମବାର ଅଚାନକ ବାଲେଶ୍ୱର ଜିଲା ଭୋଗରାଇ ଗସ୍ତ କରିଛନ୍ତି। ସକାଳ ୧୦.୩୦ରେ ତାଳସାରିରେ ସଚିବଙ୍କ ହେଲିକପ୍ଟର ଅବତରଣ କରିଥିଲା। ତାଳସାରିରୁ ଉଦୟପୁର ଯାଇ ସେଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରିଥିଲେ।...

କରେଣ୍ଟ ଲାଗି ବସ୍‌ ଦୁର୍ଘଟଣା ପ୍ରସଙ୍ଗ: ୪ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋଳନ୍ଥରା ବସ ଟ୍ରାଜେଡି ଯୋଗୁ ୧୦ ଜଣ ଆଖି ବୁଜି ସାରିଥିବା ବେଳେ ୨୨ ଜଣ ଆହତ ଏବେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ସୋମବାର ଦାୟିତ୍ୱରେ ଅବହେଳା ପାଇଁ ୪ ଯନ୍ତ୍ରୀଙ୍କୁ କାର୍ଯ୍ୟରୁ...

ବସ୍‌ ଟ୍ରାଜେଡିର ହେବ ସମୀକ୍ଷା, ବସିବ ଉଚ୍ଚସ୍ତରୀୟ ବୈଠକ: ଶକ୍ତିମନ୍ତ୍ରୀ

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁରରେ ୧୧ କେଭି ବିଦ୍ୟୁତ ତାର ଲାଗି ୧୦ ଜଣ ବସ୍‌ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାର ତଦନ୍ତ ପାଇଁ ଶକ୍ତି ବିଭାଗର...

କୃଷି ବିଭାଗ: ଓଭରସିୟରଙ୍କୁ ଏଏଓକୁ ପଦୋନ୍ନତି

ଭୁବନେଶ୍ୱର,୧୦।୨(ବ୍ୟୁରୋ)- କୃଷି ବିଭାଗରେ କାର୍ଯ୍ୟରତ ଓଭରସିୟରମାନଙ୍କୁ ସହକାରୀ କୃଷି ଅଧିକାରୀ (ଏଏଓ) ଭାବେ ପଦୋନ୍ନତି ଦିଆଯାଇଛି। ଓଡ଼ିଶା କୃଷି ଓ ଖାଦ୍ୟ ଉତ୍ପାଦନ ସେବା (ନିଯୁକ୍ତି ପଦ୍ଧତି ଓ ସେବାସର୍ତ୍ତ) ନିୟମ-୨୦୧୨ ଏବଂ ସଂଶୋଧିତ ଆଇନ୍‌ ୨୦୧୭ର ନିୟମ-୫(୨)ଗ ଅନୁସାରେ...

ଘଟଣାସ୍ଥଳ ପରିଦର୍ଶନ କରିବେ ଜିଲାପାଳ

ଅନୁଗୋଳ ଅଫିସ୍‌, ୧୦।୨: ଅନୁଗୋଳ ଜିଲାରେ ସରକାରଙ୍କ ‘ଖୁସି’ ଯୋଜନା ଦିଗହରା ହୋଇଯାଇଥିବା ନେଇ ଗତ ୮ ତାରିଖ ‘ଧରିତ୍ରୀ’ରେ ରିପୋର୍ଟ ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ତନାଘନା ଆରମ୍ଭ ହୋଇଛି। ଘଟଣା ସମ୍ପର୍କରେ ଜିଲାପାଳ...

୧୪ରେ ଢେଙ୍କାନାଳ ବନ୍ଦ

ଢେଙ୍କାନାଳ ଅଫିସ,୧୦ା୨: ବରଗଡ ପରେ ଢେଙ୍କାନାଳରେ ସିଟି ହସ୍‌ପିଟାଲ ଦାବି ଜୋର ଧରିଛି। ଏହାକୁ ନେଇ ଢେଙ୍କାନାଳ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରବିବାର ଅପରାହ୍ନ ୫ଟାରେ ସ୍ଥାନୀୟ ଗଣେଶ ବଜାରଠାରେ ଏକ ବୁଦ୍ଧିଜୀବୀ ସମାବେଶ ଓ ଖବରଦାତା ସମ୍ମିଳନୀ ଅନୁଷ୍ଠିତ...

ଧରାପଡ଼ିଲେ ବ୍ରାଉନସୁଗାର ଡିଲର ଲାଡେନ, ରାଜୁ

ଭୁବନେଶ୍ୱର(ବ୍ୟୁରେ)/ବାଲିଅନ୍ତା (ଡି.ଏନ୍‌.ଏ.),୧୦।୨: ଅପରେଶନ ପଏଣ୍ଟ ଥିଲା ଫୁଲନଖରା ଛକରୁ ସିମ୍ପୋନୀ ମଲ୍‌ ସମ୍ମୁଖ ଜାତୀୟ ରାଜପଥ। ଟାର୍ଗେଟ ଥିଲା ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବା ବ୍ରାଉନସୁଗାର ମାଫିଆ ଲାଡେନ। ଓଭରବ୍ରିଜ, ଜଳଖିଆ ଦୋକାନ, ଟ୍ରକ୍‌, ବସ୍‌ଷ୍ଟପ୍‌ରେ ବିଭିନ୍ନ ଛଦ୍ମବେଶରେ ଜଗି ରହିଥିଲେ...

ପୁଣି ଚର୍ଚ୍ଚାରେ ଶାହାଙ୍କ ଗସ୍ତ: ବିଶାଳ ସାଧାରଣ ସଭା କରିବାକୁ ଯୋଜନା କରୁଛି ଭାଜପା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୂର୍ବାଞ୍ଚଳ ପରିଷଦ ବୈଠକ ଚଳିତ ମାସ ଶେଷସୁଦ୍ଧା ଓଡିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ବୈଠକ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଦୀର୍ଘ ୨୯ବର୍ଷ ପରେ ଏହି ବୈଠକ ଓଡିଶାରେ...

ଯାତ୍ରା ଆୟୋଜକ, ପାର୍ଟି ମ୍ୟାନେଜର, ଡ୍ୟାନ୍ସରଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଟକଣା ସତ୍ତ୍ୱେ ଖଣ୍ଡଗିରି ଯାତ୍ରାରେ ନଗ୍ନ ନୃତ୍ୟ ପ୍ରଦର୍ଶନକୁ ନେଇ କଳିଙ୍ଗ ଗଣନାଟ୍ୟ ପାଇଁ ଅଡୁଆ ବଢ଼ିଛି। ପାର୍ଟି ମ୍ୟାନେଜର, ଯାତ୍ରା ଆୟୋଜକ ଓ ନଗ୍ନ ନୃତ୍ୟ ପ୍ରଦର୍ଶନ କରିଥିବା ଡ୍ୟାନ୍ସର ଲଭ୍‌ଲୀଙ୍କ ନାମରେ ଖଣ୍ଡଗିରି ଥାନାରେ ଆଇପିସି...

ଜାପାନରୁ ଫେରିଲା ୨ ଓଡ଼ିଆଙ୍କ ମୃତଦେହ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଓଡ଼ିଶା: ମୋ ପରିବାର ସଙ୍ଗଠନ ପ୍ରଚେଷ୍ଟା କ୍ରମେ ଜାପାନରୁ ୨ ଓଡ଼ିଆଙ୍କ ମୃତଦେହ ଶୁକ୍ରବାର ଫେରିପାରିଛି। ଜାପାନର ଟୋକିଓ ସହରରେ ରୋଷେୟା କାମ କରୁଥିବା ୨ ଓଡ଼ିଆଙ୍କ କିଛିଦିନ ତଳେ ମୃତ୍ୟୁ ହୋଇଥିଲା।...

ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ ୨୨୦କୋଟି ଟଙ୍କା କମ୍‌ ରହିଛି। ପୂର୍ବତଟ ରେଳପଥ ଲାଗି ଚଳିତ ଥର ୫୮୬୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri