ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ: ଯୁବକଙ୍କୁ ହତ୍ୟା ପରେ ଗଛରେ ଝୁଲାଇ ଦେଲେ ମୃତଦେହ
ଖୁଣ୍ଟୁଣୀ,୨୧ା୬(ଡି.ଏନ୍.ଏ.)-ଗୁରୁଡ଼ିଝାଟିଆ ଥାନା ଜେମାଦେଇପୁର ଗ୍ରାମରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରିବା ପରେ ଗଛରେ ଝୁଲାଇ ଦିଆଯାଇଥିବା ରବିବାର ଅଭିଯୋଗ ହୋଇଛି। ମୃତକ ହେଲେ ଗଙ୍ଗାଧର ପରିଡ଼ା(୧୯)। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆଠଗଡ଼ ଡାକ୍ତରଖାନା…
ବିଷାକ୍ତ ଖାଦ୍ୟଖାଇ ଦମ୍ପତିଙ୍କ ମୃତ୍ୟୁ ଘଟଣା: ଖାଦ୍ୟରେ ବିଷ ଦେଇଥିଲେ ସାନ ଭାଇଙ୍କ ସ୍ତ୍ରୀ
ଖଣ୍ଡପଡ଼ା,୨୧ା୬(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ବୋଦସା ପଞ୍ଚାୟତ ଗୋଲା ସାହିରେ ଗତ ୧୫ ତାରିଖରେ ବିଷାକ୍ତ ଖାଦ୍ୟ ଖାଇ ଦମ୍ପତି ଭାଗୀରଥି ସ୍ବାଇଁ(୬୦) ଓ ତାଙ୍କ ସ୍ତ୍ରୀ କୌଶଲ୍ୟା(୫୪)ଙ୍କ ହୋଇଥିବା ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି। ଜାଗା ବିବାଦକୁ ନେଇ…
୨୩ରୁ ପିପିଲିକୁ ଗଡ଼ିବ ମୋ ବସ୍
ଭୁବନେଶ୍ୱର,୨୧।୬(ବ୍ୟୁରୋ)- ଆସନ୍ତା ୨୩ ତାରିଖରୁ କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ଏକ ନୁଆ ରୁଟ୍ (ରୁଟ୍ ନଂ-୩୩) ଆରମ୍ଭ କରିବାକୁ ଯାଉଛି। ଏହା ଭୁବନେଶ୍ୱର ରେଲୱେ ଷ୍ଟେସନ (ମାଷ୍ଟରକ୍ୟାଣ୍ଟିନ)ରୁ ପିପିଲିକୁ ସଂଯୋଗ କରିବ। ଏହି ରୁଟ୍ର ଦୂରତା ୨୪.୮ କି.ମି…
ଟଙ୍କା ପାଇଁ ୩୦ କି.ମି ଘୁଷୁରି ଘୁଷୁରି ଗଲେ ଭିନ୍ନକ୍ଷମ
କେନ୍ଦୁଝର,୨୧ା୬(ସ୍ବ.ପ୍ର.)-ଆଜିର ଡିଜିଟାଲ ଯୁଗରେ ଏବେ ମଧ୍ୟ ଅନେକ ଗ୍ରାମ ରହିଛି ଯେଉଁଠି ବ୍ୟାଙ୍କିଙ୍ଗ ସେବା ଅପହଞ୍ଚ ହୋଇରହିଛି। ଫଳରେ ଲୋକମାନେ ଟଙ୍କା ଉଠାଣ ଓ ଜମା କରିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଭିନ୍ନକ୍ଷମ…
ଆମମାନଙ୍କ ପ୍ରାର୍ଥନା ଜଗତର ନାଥ ଶ୍ରୀ ଜଗନ୍ନାଥ ମହାପ୍ରଭୁ ନିଶ୍ଚିତ ଶୁଣିବେ: ସମ୍ବିତ ପାତ୍ର
ଭୁବନେଶ୍ୱର,୨୧।୬: ଏବର୍ଷ ପୁରୀ ସମେତ ସାରା ଓଡିଆରେ ରଥଯାତ୍ରା ଉପରେ ସୁପ୍ରିମକୋର୍ଟ ରୋକ ଲଗାଇବା ପରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଛନ୍ତି ଭାଜପା ମୁଖପାତ୍ର ସମ୍ବିତ ପାତ୍ର। ଆସନ୍ତା ଜୁନ୍ ୨୩ରେ ଅନୁଷ୍ଠିତ ହେଉଥିବା ବିଶ୍ୱ ପ୍ରସିଦ୍ଧ ପୁରୀ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୬ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୩ ,୭୨୦ରେ ପହଞ୍ଚିଲା
ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩ ହଜାର ୭୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ରବିବାର ସୁସ୍ଥ…
ଓଡ଼ିଶାରେ ସୂର୍ଯ୍ୟୋପରାଗର ବିରଳ ଦୃଶ୍ୟ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଓଡ଼ିଶାରେ ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗର ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ପୂର୍ବ ନିର୍ଦ୍ଧାରିତ ସମୟରେ ପରାଗ ସ୍ପର୍ଶ କରିଥିଲା। ରାଜ୍ୟରେ ଆଂଶିକ ଉପରାଗ ରହିଥିଲେ ହେଁ ଆକାଶ ମେଘାଚ୍ଛନ୍ନ ରହିଥିବା ଯୋଗୁ ଅନେକ ସ୍ଥାନରେ ଲୋକେ ଏହାକୁ ଦେଖିବାକୁ…
ବିନ୍ଦୁସାଗର ପାଣିରେ ଯୋଗ
ଭୁବନେଶ୍ୱର,୨୧।୬(ବ୍ୟୁରୋ): କିଛି ମିନିଟ ନୁହେଁ ବରଂ ଘଣ୍ଟା ଘଣ୍ଟା ଧରି ପାଣିରେ ରହିପାରନ୍ତି ସେ। ଏହା କେବଳ ଯୋଗ ପାଇଁ। ରବିବାର ଅନ୍ତର୍ଜାତୀୟ ଯୋଗଦିବସ ଅବସରରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ବିନ୍ଦୁସାଗରରେ। ଖ୍ୟାତନାମା ଯୋଗ ସାଧକ ଅଶୋକ ବରାଳ…
ଆସନ୍ତାକାଲି ସୁପ୍ରିମକୋର୍ଟରେ ହେବ ରଥଯାତ୍ରା ଶୁଣାଣି
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପୂର୍ବାହ୍ନ ୧୧ଟାରେ ଜଷ୍ଟିସ୍ ଏସ୍ ରବୀନ୍ଦ୍ର ଭଟ୍ଟଙ୍କ କୋର୍ଟରେ ଏହି ଶୁଣାଣି ହେବ। ଜଣିକିଆ ବେଞ୍ଚରେ ଏହି ଶୁଣାଣି ହେବ। ରଥଯାତ୍ରା ପୁନର୍ବିଚାର ନେଇ…
CORONAVIRUS UPDATE: ଭୁବନେଶ୍ୱରରେ ଆଉ ଜଣେ କରୋନା ପଜିଟିଭ୍, ୧୮୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରବିବାର ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଆକ୍ରାନ୍ତ ଜଣଙ୍କ ଚନ୍ଦ୍ରଶେଖରପୁର ନିଳାଦ୍ରୀବିହାର ଅଞ୍ଚଳର ୭୩ ବର୍ଷୀୟ ବୃଦ୍ଧ। ସେ ଅନ୍ୟ ଜଣେ ଆକ୍ରାନ୍ତଙ୍କ…
ବିଶ୍ୱ ଯୋଗ ଦିବସରେ ଈଶ୍ୱରଙ୍କ କଳାକୃତି: ପେନ୍ସିଲ ମୁନ୍ରେ ୧ ସେଣ୍ଟିମିଟର ଉଚ୍ଚ ଯୋଗ ପ୍ରତିକୃତି
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଉପଲକ୍ଷେ ଖୋର୍ଦ୍ଧା ଜିଲା ଜଟଣୀ ଗୋପିନାଥପୁରର ଶିଳ୍ପୀ ଏଲ୍.ଈଶ୍ୱର ରାଓ ପେନ୍ସିଲ ମୁନରେ ୧ ସେଣ୍ଟିମିଟର ଯୋଗ ପ୍ରତିକୃତି କରିଛନ୍ତି। ଏହାକୁ କରିବାକୁ ତାଙ୍କୁ ୬ ଘଣ୍ଟା ସମୟ ଲାଗିଥିଲା। ବର୍ତ୍ତମାନ ସମୟରେ…
କେନ୍ଦ୍ରାପଡ଼ା ଜିଲାରେ କରୋନା ପଜିଟିଭ୍ ସଂଖ୍ୟା ୨୦୦ ଟପିଲା: ୨୦ ଦିନରେ ୧୦୦ ଆକ୍ରାନ୍ତ ଚିହ୍ନଟ
କେନ୍ଦ୍ରାପଡା ଅଫିସ,୨୧ା୬: କେନ୍ଦ୍ରାପଡା ଜିଲାରେ ରବିବାର ୫ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୩ରେ ପହଞ୍ଚିଛି। ଅପ୍ରେଲ ୭ରେ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ପ୍ରଥମ ୧୦୦ ଟପିବା ପାଇଁ…
Archives


