ରାଜ୍ୟ

ପୁରୀ ରଥଯାତ୍ରା ପାଇଁ ଆଉ ୨ ପିଟିସନ୍‌: ସହରକୁ ଶଟ୍‌ଡାଉନ କରି ରଥଯାତ୍ରା କରାଯାଉ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଏ ବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗତ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶନିବାର ଆଉ ୨ଟି ମୋଡିଫିକେଶନ ପିଟିସନ ଦାୟର ହୋଇଛି। ଅନ୍ୟ ସବୁଠି ରଥଯାତ୍ରା ବନ୍ଦକରି କେବଳ ପୁରୀ…

CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ପୁରୀ ଜିଲାର ହୋଇଥିବା ବେଳେ ତାଙ୍କ ବୟସ ୬୦। କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଦୀର୍ଘଦିନ ହେବ ସେ ଶ୍ୱାସଜନିତ ରୋଗରେ…

୨୨ ବର୍ଷ ହେବ ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରି ପାଇଲେ ମା’

ଖୋର୍ଦ୍ଧା ଅଫିସ,୨୦।୬: ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୨୨ବର୍ଷ ଧରି ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରିପାଇଛନ୍ତି ମା’। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ବଡ଼କୁଳ ଗ୍ରାମରେ। ପ୍ରକାଶ ଯେ, ଗ୍ରାମର ପୂର୍ଣଚନ୍ଦ୍ର…

ପଶ୍ଚିମବଙ୍ଗରୁ ଫେରିଥିବା ୧୮ ଯବାନ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୦।୬(ବ୍ୟୁରୋ):  ରାଜ୍ୟରେ ଶନିବାର ୧୭୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୧୮ଜଣ ଯବାନ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…

ପ୍ରବାସୀଙ୍କୁ ନେଇ ଆଜି ବାହାରିନରୁ ଆସିବ ବିମାନ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ବାହାରିନ୍‌ରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ନେଇ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ଶନିବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ। କରୋନା ଲକ୍‌ଡାଉନ୍‌ ପାଇଁ ଅଧିକାଂଶ ଶ୍ରମିକ ଜୀବିକା ହରେଇ ଆର୍ଥିକ ତଥା ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି…

୭୮ଘଣ୍ଟା କୋଟସାହି ପଞ୍ଚାୟତ ଶଟ୍‌ଡାଉନ

ଟାଙ୍ଗୀ(କଟକ)୨୦ା୬(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକର ୪ର୍ଥ କରୋନା ପଜିଟିଭ ଆକ୍ରାନ୍ତ କୋଟସାହି ପଞ୍ଚାୟତ ଟାଙ୍ଗୀ ଗ୍ରାମରେ ଶୁକ୍ରବାର ଚିହ୍ନଟ ହୋଇଛି। ଆକ୍ରାନ୍ତଙ୍କ ବୟସ ୪୫ ବର୍ଷ ହୋଇଥିବାବେଳେ ଘର କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ନୂଆପଡ଼ା ଅଞ୍ଚଳର। ତେବେ ଗୋଷ୍ଠୀ ସଂକ୍ରମଣକୁ ଦୃଷ୍ଟିରେ…

ଖପୁରିଆ ଆଇଟିଆଇ ପ୍ରସ୍ତୁତ କଲା ମଲ୍ଟି ଷ୍ଟେଶନ ହ୍ୟାଣ୍ଡ ସାନିଟାଇଜର

କଟକ ଅଫିସ୍‌,୨୦ା୬:  ସ୍ବଦେଶୀ ବୈଷୟିକ ଜ୍ଞାନ କୌଶଳ ଓ ସମ୍ବଳକୁ ଆଧାର କରି ରାଜ୍ୟରେ କରୋନା ମୁକାବିଲା ପାଇଁ ନୂତନ ଉଦ୍ଭାବନ ଜାରି ରଖିଛି। କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲକ୍‌ଡାଉନ୍‌ ସମୟରେ ଲଗାତାର ଭାବେ ଅନେକ ନୂତନ ଉଦ୍ଭାବନ କରି…

୬ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦ା୬ (ବ୍ୟୁରୋ): ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଉପରେ ଏକ ଟ୍ରପ ଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…

ଜଳ ଜୀବନ ମିଶନରେ ଲକ୍ଷ୍ୟ ପୂରଣ କରୁନି ଓଡ଼ିଶା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ ଜଳ ଜୀବନ ମିଶନ (ଜେଜେଏମ୍‌)ରେ ଆଶାନୁରୂପ ପ୍ରଗତି ହୋଇନାହିଁ। ୨୦୧୯-୨୦ରେ ମାତ୍ର ୨୭.୯୭% ଲକ୍ଷ୍ୟ ହାସଲ ହୋଇଛି। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌ ଚିନ୍ତାପ୍ରକଟ କରିବା ସହିତ ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

ପୁରୀ ବନ୍ଦ ପ୍ରଭାବ ଶୂନ୍ୟ

ପୁରୀ ଅଫିସ,୨୦ା୬: ରଥଯାତ୍ରା ଆୟୋଜନ ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଏବଂ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ଘଣ୍ଟିଆ ଶାନ୍ତିପୂର୍ଣ୍ଣ ପୁରୀ ବନ୍ଦ ଡାକରା ଦିଆଯାଇଥିଲା। ହେଲେ ଏହି ବନ୍ଦ ପ୍ରଭାବ ଶୂନ୍ୟ ରହିଥିବା ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ହାତଗଣତି କେତୋଟି…

ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ

ପୁରୀ ଅଫିସ,୨୦ା୬: ଏଥର ବଡ଼ଦାଣ୍ଡରେ ଗଡ଼ିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରାକୁ ବନ୍ଦ କରିଛନ୍ତି ସୁପ୍ରିମ୍‌କୋର୍ଟ। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି ପରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭକ୍ତ, ସେବାୟତ କେହି…

ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ପୁରୀ ଅଫିସ,୨୦ା୬: ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ଚନ୍ଦ୍ରଗ୍ରହଣ ହେଉ ଅବା ସୂର୍ଯ୍ୟୋପରାଗ ସ୍ପର୍ଶ ସମୟରେ କୌଣସି ଦେବଦେବୀ ମନ୍ଦିରରେ ଦେବନୀତି କରାଯାଏ ନାହିଁ। ଶ୍ରୀମନ୍ଦିରରେ କିନ୍ତୁ ଏହାର ବ୍ୟତିକ୍ରମ ଦେଖିବାକୁ ମିଳେ। ଯେହେତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri