ହଜିଯିବ ୧୬ ଐତିହ୍ୟ ମଠ ସମାଧି
ଭୁବନେଶ୍ୱର,୨୦ା୬: ଐତିହ୍ୟର ଗନ୍ତାଘର ଓଡ଼ିଶା। ଉତ୍କଳୀୟ ଐତିହ୍ୟ ଓ ନିର୍ମାଣଶୈଳୀରେ ଥିବା ସ୍ବତନ୍ତ୍ରତା ସାରା ବିଶ୍ୱରେ ଅନନ୍ୟ। ମାତ୍ର ସମୟକ୍ରମେ ବହୁ ପ୍ରାଚୀନ ଐତିହ୍ୟ ନଷ୍ଟ ହେବାକୁ ଲାଗିଥିବାବେଳେ ଜବରଦଖଲ ଯୋଗୁ ଓ ସଂରକ୍ଷଣ ଅଭାବରୁ କିଛି ସତ୍ତା ହରାଇଛି। ଓଡ଼ିଶାର…
ସରକାରଙ୍କ କରୋନା ତଥ୍ୟରେ ଅମେଳ
ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ ନୂଆ କରୋନା ରୋଗୀ ଚିହ୍ନଟ ହେଉଛନ୍ତି। ସେହିଭଳି ଅନେକ ଆକ୍ରାନ୍ତ ମଧ୍ୟ ସୁସ୍ଥ ହେଉଛନ୍ତି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଉଛି। ସ୍ବାସ୍ଥ୍ୟ ବିଭାଗର ଓ୍ବେବ୍ସାଇଟ୍, କୋଭିଡ୍-୧୯ ଡ୍ୟାସ୍ବୋର୍ଡ ସହ ଟୁଇଟର ହ୍ୟାଣ୍ଡେଲ୍ରେ…
ସୁଧୁରୁଛି ରାଜ୍ୟ ଅର୍ଥ ବ୍ୟବସ୍ଥା: ମନ୍ତ୍ରୀ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ କରୋନା ଲାଗି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅର୍ଥ ବ୍ୟବସ୍ଥା ସୁଧୁରୁଛି। ବିଶେଷ କରି ଗ୍ରାମୀଣ ଅର୍ଥନୀତି ସ୍ବାଭାବିକ ହେବାରେ ଲାଗିଛି, ଯାହା ଓଡ଼ିଶା ପାଇଁ ଶୁଭସଙ୍କେତ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଏମ୍ଏସ୍ଏମ୍ଇ, ଅର୍ଥ ବିଭାଗ ଓ ଭାରତୀୟ…
କମିଛି ସହରାଞ୍ଚଳ ପ୍ରଦୂଷଣ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ବାସ୍ଥ୍ୟଠାରୁ ଆରମ୍ଭ କରି ଆର୍ଥିକ, ସାମାଜିକ ଏବଂ ସାଂସ୍କୃତିକ କ୍ଷେତ୍ର ପାଇଁ ବିପଜ୍ଜନକ ହୋଇଥିବା କୋଭିଡ୍-୧୯ ବା କରୋନା ମହାମାରୀ ପରିବେଶ ନିମନ୍ତେ କିନ୍ତୁ ବରଦାନ ପାଲଟିଛି। ମାର୍ଚ୍ଚ ପୂର୍ବରୁ ପ୍ରଦୂଷଣରେ ଘାଣ୍ଟି ହେଉଥିବା ରାଜ୍ୟର ବହୁ ସହର ଏବେ…
ରାଜେନ୍ଦ୍ର ଓ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତି
ଭୁବନେଶ୍ୱର, ୧୯।୬(ବ୍ୟୁରୋ)- ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ ଭବାନିପାଟଣା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରିଛନ୍ତି ରାଜ୍ୟପାଳ। ଏନେଇ ଶୁକ୍ରବାର ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ସମ୍ବଲପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର…
ଏମ୍ସ ସର୍ବଭାରତୀୟ ପିଜି ପ୍ରବେଶିକା ପରୀକ୍ଷା: ଭୁବନେଶ୍ୱର ଏମ୍ସ ଛାତ୍ରୀ ଭିନିଥା ଟପ୍ପର
ଭୁବନେଶ୍ୱର,୧୯।୬(ବ୍ୟୁରୋ)- ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ସର୍ବଭାରତୀୟ ପିଜି ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ନୂଆଦିଲ୍ଲୀ ଏମ୍ସ ପକ୍ଷରୁ ଘୋଷଣା କରାଯାଇଛି। ଶ୍ରେଷ୍ଠ ୧୦୦ରେ ଏମ୍ସର ୨୯ଜଣ ଛାତ୍ରୀଛାତ୍ର ରହିଥିବାବେଳେ ଭୁବନେଶ୍ୱର ଏମ୍ସର ଏମ୍ବିବିଏସ୍ ଛାତ୍ରୀ ଡା. ଭିନିଥା କେ…
ରସୁଲଗଡ଼ ଛକରୁ ଜବତ ହେଲା ସାଢେ ୪ କୋଟି ଟଙ୍କାର ବ୍ରାଉନସୁଗାର
ଭୁବନେଶ୍ୱର,୧୯ା୬ (ବ୍ୟୁରୋ)-ଶୁକ୍ରବାର ଏସ୍ଟିଏଫ ହାତରେ ଲାଗିଛି ବଡ଼ ସଫଳତା। ବାଲେଶ୍ୱରରୁ ବୋଲେରୋରେ ଚାଲାଣ ହୋଉଥିବା ଏକ ବ୍ରାଉନ୍ ସୁଗାର ରାକେଟକୁ ପର୍ଦ୍ଦାଫାଶ କରିଛି କ୍ରାଇମ୍ବ୍ରାଞ୍ଚର ଏସ୍ଟିଏଫ(ସ୍ପେଶାଲ ଟାକ୍ସ ଫୋର୍ସ)। ଏସ୍ଟିଏଫ୍ ଚାଲାଣ କରାଯାଉଥିବା ବାଲେରୋ ସହ ୪ କେଜି ୪୮୬ ଗ୍ରାମର…
ମହାନଦୀ ପାରି ହେବାବେଳେ ବୁଡି ଗଲା ଡଙ୍ଗା: ପହଁରି ପହଁରି କୂଳରେ ଲାଗିଲେ ଶ୍ରମିକ
ମହାକାଳପଡା,୧୯।୬(ଡି.ଏନ୍.ଏ)-କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ରାମନଗର ପିତାପାଟ ନିକଟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ମହାନଦୀ ପାରି ହୋଇ ପାରାଦୀପକୁ କାମ କରିବାକୁ ଯାଉଥିବାବେଳେ ଏକ ଡଙ୍ଗା ବୁଡି ଯାଇଛି। ଫଳରେ ଉକ୍ତ ଡଙ୍ଗାରେ ଥିବା ୫ଜଣ ଶ୍ରମିକ ଅଳ୍ପକେ…
ଗୁରୁବେଡାରେ ୨ ହାତୀ ମୃତ୍ୟୁ ଘଟଣା: ୩ ଅଭିଯୁକ୍ତ ଗିରଫ, ମିଳୁନି ହାତୀ ଦାନ୍ତ
ବଡ଼ବିଲ/ଯୋଡ଼ା,୧୯।୬(ଡି.ଏନ୍.ଏ/ସ୍ବ.ପ୍ର)-କେନ୍ଦୁଝର ଜିଲା ଚମ୍ପୁଆ ଫରେଷ୍ଟ ରେଞ୍ଜର ଗୁରୁବେଡା ବୈତରଣୀ(ଖ)ସଂରକ୍ଷିତ ଜଙ୍ଗଲରେ୨ ହାତୀଙ୍କ ମୃତ୍ୟୁ ଘଟଣାରେ ଶୁକ୍ରବାର ୩ ଅଭିଯୁକ୍ତ ବନବିଭାଗ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହାପରେ ବିନବିଭାଗ ସେମାନଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗୁରୁବେଡା ଭୋଳବେ ଗ୍ରାମର ଶ୍ରୀଧର…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୩ ଆକ୍ରାନ୍ତ; ୩୨୦୦ ଛୁଇଁଲା ମୋଟ ଆରୋଗ୍ୟ ସଂଖ୍ୟା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଟୁଇଟ୍ କରି ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମଧ୍ୟରେ କଟକର ସର୍ବାଧିକ…
ରଥଯାତ୍ରା ପାଇଁ ପୁଣି ପିଟିସନ୍: ପୁରୀ ସହରକୁ ସଟ୍ଡାଉନ୍ କରି ରଥଯାତ୍ରା କରାଯାଉ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଏବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶୁକ୍ରବାର ମୋଡିଫିକେସନ୍ ପିଟିସନ ଦାୟର ହୋଇଛି। ପକ୍ଷଭୁକ୍ତ ଆବେଦନକାରୀ ଅଫତାବ୍ ହୁସେନ୍ ପିଟିସନ୍ ଦାୟର କରିଛନ୍ତି। କେବଳ ପୁରୀ ରଥଯାତ୍ରାକୁ ଅନୁମତି…
ଶେରଗଡ଼ ଥାନାର ୪ ପୋଲିସ କର୍ମଚାରୀଙ୍କୁ କରୋନା: ଟୁଇଟ୍ କରି ସୂଚନା ଦେଲେ ଗଞ୍ଜାମ ଏସ୍ପି
ଛତ୍ରପୁର,୧୯।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନ ଶେରଗଡ଼ ଥାନାର ୪ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଶୁକ୍ରବାର ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ଟୁଇଟ୍ କରି ସୂଚନା ଦେଇଛନ୍ତି। ଏଥିସହ ସେମାନଙ୍କର ଆଶୁ…
Archives


