ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ: ୧୦ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ନିଂ ଜାରି
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଛତିଶଗଡ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବିଦର୍ଭ ଏବଂ ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି। ଏହାଛଡା ବଙ୍ଗୋପସାଗରୁ ବହୁ ଅଂଶରେ ଜଳୀୟ ବାଷ୍ପ ବାୟୁ ମଣ୍ଡଳକୁ…
ଜାରି ହେଲା ଗାଇଡ୍ଲାଇନ: କ୍ୱାରାଣ୍ଟାଇନ ପରେ କାମକୁ ଯାଇପାରିବେ ଶ୍ରମିକ
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଅନ୍ୟରାଜ୍ୟରୁ ଓଡ଼ିଶାକୁ ଆସିଥିବା ଓ ରାଜ୍ୟ ଭିତରେ ଥିବା ଶ୍ରମିକଙ୍କୁ ଆଶ୍ୱସ୍ତି ମିଳିଛି। ବିଭିନ୍ନ ଜିଲାରେ ଥିବା ୨,୬୧୦ ରିଲିଫ କ୍ୟାମ୍ପରେ ୧୪ଦିନ କ୍ୱାରାଣ୍ଟାଇନ୍ ବିତାଇ ସାରିଥିବା ଶ୍ରମିକମାନେ ରାଜ୍ୟ ଭିତରେ ଯେକୌଣସି ସ୍ଥାନକୁ କାମ କରିବାକୁ ଯାଇପାରିବେ। ଶନିବାର…
ଆଜିଠୁ ଚନ୍ଦନଯାତ୍ରା: କଟକଣା ପାଇଁ ନରେନ୍ଦ୍ର ସରୋବରକୁ ବିଜେ କରିବେନି ମହାପ୍ରଭୁ, ଶ୍ରୀମନ୍ଦିର ଭିତରେ ସମ୍ପନ୍ନ ହେବ ବିଧି
ପୁରୀ ଅଫିସ,୨୬।୪: ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥାଏ ଚନ୍ଦନ ଯାତ୍ରା। ତେଣୁ ରବିବାରଠାରୁ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରାରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ। କିନ୍ତୁ କରୋନା କଟକଣା ପାଇଁ ଏ ବର୍ଷ ନରେନ୍ଦ୍ର ସରୋବରକୁ ବିଜେ କରିବେନି ମହାପ୍ରଭୁଙ୍କ ଚଳନ୍ତି…
ରାଉରକେଲାର ୩ ନୂଆ ପଜିଟିଭ୍ଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୨ ମହିଳା
ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର କରିଛି। ରବିବାର ଆଉ ୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ତେବେ ଏସବୁ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲା ରାଉରକେଲାର। ଏମାନଙ୍କ ମଧ୍ୟରେ ଜଣେ ୨୩ବର୍ଷୀୟ…
CORONAVIRUS UPDATE: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୩
ଭୁବନେଶ୍ୱର,୨୬।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ କରୋନା…
CORONAVIRUS UPDATE: ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଛୁଇଁଲା
ଭୁବନେଶ୍ୱର,୨୫।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ଏବଂ ଏମାନେ କଲିକତା ଫେରନ୍ତା ବୋଲି ଶନିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟରୁ…
କରୋନା ଯୋଦ୍ଧାଙ୍କ ପାଇଁ ସ୍ବତନ୍ତ୍ର ପୋର୍ଟାଲ
ଭୁବନେଶ୍ୱର,୨୫ା୪(ବ୍ୟୁରୋ)- କରୋନା ମହାମାରୀ ଏବେ ସାରା ବିଶ୍ୱ ପାଇଁ ଏକ ବିରାଟ ଆହ୍ବାନ ସୃଷ୍ଟିକରିଛି। ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ମାଧ୍ୟମରେ ଏହି ମହାମାରୀର ମୁକାବିଲା କରୁଥିବା ବେଳେ ଜନସାଧାରଣ ଏହି ଲଢେଇରେ ସାମିଲ ହେବାକୁ ଅନୁରୋଧ କରିଛନ୍ତି…
CORONAVIRUS UPDATE: ଆଉ ଜଣେ ଆକ୍ରାନ୍ତ ହେଲେ ସୁସ୍ଥ
ଭୁବନେଶ୍ୱର, ୨୫।୪ (ବ୍ୟୁରୋ)- ରାଜ୍ୟ ପାଇଁ ଏକ ଖୁସିଖବର, ଆଉ ଜଣେ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସୁସ୍ଥ ହେବା ସଂଖ୍ୟା ୩୪ରେ ପହଞ୍ଚିଛି। ଶନିବାର ସୁସ୍ଥ ହୋଇଥିବା ଆକ୍ରାନ୍ତ ହେଲେ ସୁନ୍ଦରଗଡ ଜିଲା(ରାଉରକେଲା)ର।…
୩୦ ଯାଏ ଭିଜିବ ଓଡ଼ିଶା
ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ମହାରାଷ୍ଟ୍ର ଏବଂ ଛତିଶଗଡ଼ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏପ୍ରିଲ ୩୦ ଯାଏ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ସହ ପବନ ବହିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…
ଆଉ ୩ ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ପ୍ରକାଶ କଲେ ରାଜ୍ୟ ସରକାର: ବାଲେଶ୍ୱରର ୨, ଭଦ୍ରକର ଜଣେ
ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ରାଜ୍ୟ ସରକାର ଶନିବାର ସନ୍ଧ୍ୟାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ପ୍ରକାଶ କରିଛନ୍ତି। କିଛି ସମୟ ପୂର୍ବରୁ ୪ ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ପ୍ରକାଶ ପାଇଥିବା ବେଳେ ବର୍ତ୍ତମାନ ଆଉ ୩ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରି…
ଯାଜପୁରର ୪ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ପ୍ରକାଶ, ୩ ଜଣଙ୍କୁ ସଂକ୍ରମିତ କରିଛନ୍ତି ୭୩ ନଂ ଆକ୍ରାନ୍ତ
ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ଯାଜପୁରର ୪ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଶନିବାର ସନ୍ଧ୍ୟାରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ ପାଇଛି। ଆକ୍ରାନ୍ତ ନଂ ୮୪, ୮୫, ୮୬ ଏବଂ ୮୭ଙ୍କ ବିବରଣୀ ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ୩ ଜଣଙ୍କୁ ସଂକ୍ରମିତ…
ଆଧାର ବିନା ଓଡ଼ିଶା ମନା
ଭୁବନେଶ୍ୱର,୨୫।୪(ବ୍ୟୁରୋ): ଓଡ଼ିଶାକୁ ଫେରିବାକୁ ଥିଲେ ରେଜିଷ୍ଟ୍ରେଶନ କରିବା ବାଧ୍ୟତାମୂଳକ। ଏଥିପାଇଁ ୨ଟିର ଆବଶ୍ୟକତା ରହିଛି। ପ୍ରଥମଟି ହେଲା ଆଧାର ନଂ । ଦ୍ୱିତୀୟଟି ହେଲା ମୋବାଇଲ ନଂ। ଏହି ଦୁଇଟି ବାଧ୍ୟତାମୂଳକ । ଯଦି ଜଣଙ୍କ ପାଇଁ ଅନ୍ୟ କେହି ରେଜିଷ୍ଟ୍ରେଶନ…
Archives


