ରାଜ୍ୟ

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ହାଇକୋର୍ଟଙ୍କ ନୋଟିସ

କଟକ ଅଫିସ,୭।୨: କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ହାଇକୋର୍ଟଙ୍କ ପକ୍ଷରୁ ନୋଟିସ୍‌ କରାଯାଇଛି। ବାଲେଶ୍ୱର ଲୋକ ସଭା ନିର୍ବାଚନ ମାମଲାରେ ତାଙ୍କୁ ନୋଟିସ ହୋଇଥିବା ସୂଚନା ମିଳିଛି। ତେବେ ସେ ସତ୍ୟପାଠରେ ଅପରାଧିକ ମାମଲା ନେଇ ତଥ୍ୟ ଲୁଚାଇବା ଅଭିଯୋଗ ହୋଇଛି।...

କୁନି କାନ୍ଧରେ ପରିବାରର ବୋଝ ଘଟଣା: ଅସହାୟ ପବିତ୍ରଙ୍କ ପରିବାକୁ ଭେଟିଲେ କେନ୍ଦ୍ରାପଡ଼ା ଜିଲାପାଳ

ମାର୍ଶାଘାଇ,୭।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଆଠବାଟିଆ ଗ୍ରାମର ଅସହାୟ ପବିତ୍ର ବେହେରାଙ୍କ ପରିବାର ବିଷୟରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶୁକ୍ରବାର ଜିଲାପାଳ ସମର୍ଥ ବର୍ମା ତାଙ୍କ ଘରେ ପହଞ୍ଚିଥିଲେ। ପରିବାରର ସମସ୍ୟା ବିଷୟରେ ସେ ବୁଝିବା...

ରାଇଘର ନାବାଳିକା ନିଖୋଜ ଘଟଣା: ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ମୃତଦେହ; ପୋଲିସର ତଦନ୍ତ ଆରମ୍ଭ

ରାଇଘର,୭।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନା ଅନ୍ତର୍ଗତ ପଖନାପାରା ଗ୍ରାମର ଦୁଇଜଣ ନାବାଳିକା ଗତ ମଙ୍ଗଳବାରଠାରୁ ନିଖୋଜ ଥିଲେ। ତିନିଦିନ ଧରି ଗ୍ରାମବାସୀ ଓ କୁନ୍ଦେଇ ପୋଲିସ ଉକ୍ତ ଗ୍ରାମ ସହ ଆଖପାଖ ଗ୍ରାମଗୁଡ଼ିକରେ ଖୋଜାଖୋଜି କରିଥିଲେ।...

କରୋନା ମୁକାବିଲା ଚିନ୍ତା: ସ୍କୁଲଗୁଡ଼ିକ ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା ସ୍ବାସ୍ଥ୍ୟବିଭାଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ପ୍ରାଣଘାତକ କରୋନା ଭାଇରସ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍କୁଲଗୁଡ଼ିକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଖାଦ୍ୟ ଖାଇବା ପୂର୍ବରୁ ଭଲ ଭାବେ ସାବୁନରେ ହାତ ଧୋଇବା ସହ ଥଣ୍ଡା ହୋଇଥିଲେ ରୁମାଲ ଦେଇ ଛିଙ୍କିବାକୁ ଛାତ୍ରୀଛାତ୍ରୀମାନଙ୍କୁ...

ମାଟିରେ ମିଶିଲା ରୂପେଶ ଭଦ୍ରଙ୍କ ଅତିଥିଭବନ

ଧର୍ମଶାଳା/ରସୁଲପୁର,୭।୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ର୍ନିବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିବାଦକୁ ଆସିଥିବା ବାଲିଗରିରେ ଥିବା ଅତିଥିଭବନ ଶୁକ୍ରବାର ଭଙ୍ଗାଯାଇଛିା। ବର୍ତ୍ତମାନ ସମ୍ପୂର୍ଣ୍ଣ ଅଟ୍ଟାଳିକା ମାଟିରେ ମିଶିଛି। ପାଞ୍ଚଜଣ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ...

ବୋମା ମାଡ଼ରେ ପୂର୍ବତନ କାଉନସିଲର ଗୁରୁତର ଘଟଣା: ୩ ଅଟକ, ଅଫୁଟା ବୋମା ନିଷ୍କ୍ରିୟ

ରାଉରକେଲା,୭।୨(ଡି.ଏନ୍‌.ଏ.): ରାଉରକେଲା ଉଦିତନଗର ଥାନା ଅଧୀନ ବାସନ୍ତୀ କଲୋନୀର ବାସିନ୍ଦା ତଥା ପୂର୍ବତନ କାଉନ୍‌ସିଲର ଆଶିଷ ମହାନ୍ତି (ବୁଲୁ)ଙ୍କୁ ବୋମାମାଡ଼ ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଦଳ ପହଞ୍ଚି...

କ୍ୟାବିନେଟ୍‌ ବୈଠକରେ ୯ ପ୍ରସ୍ତାବକୁ ମଞ୍ଜୁରୀ: ସରକାରୀ ଚାକିରିରେ ଥିବା ବେଳେ ମୃତ୍ୟୁ ହେଲେ ପରିବାରଲୋକଙ୍କୁ ଥଇଥାନ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୯ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳଛି। ପଞ୍ଚମ ଅର୍ଥ କମିଶନଙ୍କ ରିପୋର୍ଟ, ଓଡ଼ିଶା ସିଭିଲ ସର୍ଭିସ...

ଏଥର ବଜେଟ ପରିମାଣ ଟପିବ ଦେଢ଼ ଲକ୍ଷ କୋଟି

ଭୁବନେଶ୍ୱର,୭।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୦୨୦-୨୧ ବର୍ଷ ପାଇଁ ରାଜ୍ୟ ବଜେଟକୁ ଅନୁମୋଦନ ମିଳିଛି। ଆସନ୍ତା ୧୮ ତାରିଖରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏଥର ବଜେଟ...

ଓଡ଼ିଶା ପୋଲିସକୁ ବଡ଼ ସଫଳତା: ଅପରେଶନ ‘ସ୍ବାଭିମାନ’ରେ ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶା ପୋଲିସକୁ ବଡ଼ ସଫଳତା ମିଳିଛି। ଅପରେଶନ ସ୍ବାଭିମାନ ସଫଳ ହୋଇଛି। ଜାନୁୟାରୀ ୮ରୁ ଆରମ୍ଭ ହୋଇ ଜାନୁୟାରୀ ୨୦ ପର୍ଯ୍ୟନ୍ତ ଚାଲିଥିବା ଏହି ଅପରେଶନରେ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ଅସ୍ତ୍ରଶସ୍ତ୍ରକୁ ପୋଲିସ ଜବତ କରିଛି। ସେଗୁଡ଼ିକ...

ମାଟିରେ ମିଶିବ ରୂପେଶ ଭଦ୍ରଙ୍କ ବିବାଦୀୟ ଅତିଥିଭବନ: ବିରୋଧ ସତ୍ତ୍ୱେ ଭଙ୍ଗା କାର୍ଯ୍ୟ ଆରମ୍ଭ

ଧର୍ମଶାଳା/ରସୁଲପୁର,୭।୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ନିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିବାଦକୁ ଆସିଥିବା ବାଲିଗରିରେ ଥିବା ଅତିଥିଭବନ ଶୁକ୍ରବାର ଭଙ୍ଗାଯାଉଛି। ପାଞ୍ଚଜଣ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଅପରାହ୍ନ ୧୨ଟାରୁ ଏହି ଭଙ୍ଗା କାର୍ଯ୍ୟ...

ଓସା ନିର୍ବାଚନ ପାଇଁ ବାଟ ଫିଟୁଛି

ଭୁବନେଶ୍ୱର,୭।୨ (ବ୍ୟୁରୋ)- ଓଡ଼ିଶା ସଚିବାଳୟ ସେବା ସଂଘ(ଓସା) ନିର୍ବାଚନ ସମୟ ଅତିକ୍ରାନ୍ତ ହୋଇଯାଇଛି। ନୂତନ ଭାବେ ନିଯୁକ୍ତି ପାଇଥିବା ସହକାରୀ ଉପବିଭାଗ ଅଧିକାରୀ(ଏଏସ୍‌ଓ) ଏବଂ କେତେକ ବରିଷ୍ଠ ସଚିବାଳୟ କର୍ମଚାରୀଙ୍କ ସକାରାତ୍ମକ ଉଦ୍ୟମ ଯୋଗୁ ନିର୍ବାଚନ ନେଇ ଆଶା ସଞ୍ଚାର...

ଜେଡିସିଏ ଅନ୍ତର୍ଜାତୀୟ ପ୍ରାମାଣିକ ଚଳଚ୍ଚିତ୍ର ଉତ୍ସବ: ଫିଲ୍ମ ନିର୍ମାଣ ପ୍ରତି ବଢ଼ୁଛି ଓଡ଼ିଶା ଯୁବପିଢ଼ିଙ୍କ ଆଗ୍ରହ

ଭୁବନେଶ୍ୱର,୭।୨(ବ୍ୟୁରୋ): ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ (ଜେଡିସିଏ) ପକ୍ଷରୁ ହେବାକୁ ଥିବା ତ୍ରୟୋଦଶ ଅନ୍ତର୍ଜାତୀୟ କଳା ଓ କଳାକାର ପ୍ରାମାଣିକ ଚଳଚ୍ଚିତ୍ର ଉତ୍ସବକୁ ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଖଣ୍ଡଗିରିସ୍ଥିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri