ଭତ୍ତିଭୂମି ଅଛି, ଘୋଷଣା ହୋଇପାରୁନାହିଁ : ଘୁମୁସର ଜିଲା ଦାବିରେ ତହସିଲଦାରଙ୍କୁ ଦାବିପତ୍ରଭ
ଞ୍ଜନଗର,୧୨।୯(ବାବୁଲା ପ୍ରଧାନ): ଡିସେମ୍ବର ମାସ ସୁଦ୍ଧା ରାଜ୍ୟରେ ଗ୍ରାମ, ପଞ୍ଚାୟତ, ବ୍ଲକ, ଉପଖଣ୍ଡ ସୀମା ପୁନଃ ନିର୍ଧାରଣ କରିବାକୁ ସରକାର ଯାଉଛନ୍ତି। ଏହାପୂର୍ବରୁ ରାଜ୍ୟ ସରକାର କିଛି ନୂଆ ମ୍ୟୁନିସିପାଲଟି ଓଏନଏସି ଘୋଷଣା କରିଛନ୍ତି। ଆଗକୁ ପଞ୍ଚାୟତ ଓ ବ୍ଲକ ସଂଖ୍ୟା ବଢିବ। ଏଥିସହ…
ଅର୍ଚ୍ଚନା ନାଗଙ୍କ ଘର ଆଟାଚ
ଭୁବନେଶ୍ୱର,୧୨।୯: ଅର୍ଚ୍ଚନା ନାଗଙ୍କ ଘରେ ପଶି ଆଟାଚ କଲା ଇଡି। ସତ୍ୟବିହାର ସ୍ଥିତ G+2 ବିଲ୍ଡିଂ ସହ ଆସବାବପତ୍ର ଆଟାଚ କରଥିବା ସୂଚନା ମିଳିଛି। ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅଧୀନରେ ଘର ଆଟାଚ ହୋଇଛି। ୨୦୨୨ ଅର୍ଥ କାରବାର ମାମଲାରେ…
ରୋଷେଇ ବେଳେ ଲିକ୍ ହେଲା ଗ୍ୟାସ : ଜଳିଗଲା ଝିଅ ବାହାଘର ପାଇଁ ରଖିଥିବା ଟଙ୍କା, ଗହଣା
କୃଷ୍ଣପ୍ରସାଦ,୧୨।୯(କୈଳାଶଚନ୍ଦ୍ର ପଟନାୟକ): ପୁରୀଜିଲା କୃଷ୍ଣପ୍ରସାଦ ବ୍ଲକ ବଡ଼ ଖଟିଆକୁଦିରେ ଗ୍ୟାସ ଲିକ୍ ହୋଇ ୩ ବଖରା ଘର ଜଳିଯାଇଛି। ସୂଚନା ମୁତାବକ, ଦିନ ପ୍ରାୟ ୩ଟା ସମୟରେ ରୋଷେଇ କରୁଥିବା ବେଳେ ହଠାତ ଗ୍ୟାସ ସିଲିଣ୍ଡରରୁ ଗ୍ୟାସ ଲିକ ହୋଇ ନିଆଁ…
ବଡ଼ ଖବର: ଅର୍ଚ୍ଚନାଙ୍କ ଘରେ ପଶିଲା ED
ଭୁବନେଶ୍ୱର,୧୨।୯: ଅର୍ଚ୍ଚନା ନାଗଙ୍କ ଘରେ ପଶିଲା ED । ୨୦୨୨ ଅର୍ଥ କାରବାର ମାମଲାରେ ଇଡି ଛାନ୍ଭିନ୍ ଚଳାଇଛନ୍ତି। ପୂର୍ବରୁ ଘର ଛାଡ଼ିବା ପାଇଁ ଇଡି ନିର୍ଦ୍ଦେଶ ଦେଇଥିଲା।ଅର୍ଚ୍ଚନା ନାଗ ଇଡି ନିର୍ଦ୍ଦେଶ ଅବମାନନା କରିଥିବା ସୂଚନା ମିଳିଛି। ନିର୍ଦ୍ଦେଶ ଅବମାନନା…
ଅକ୍ଟୋବରରେ ଓଡ଼ିଶାକୁ ବାତ୍ୟା ଭୟ! ମାଡି ଆସୁଛି…
ଭୁବନେଶ୍ୱର,୧୨।୯: ୨୦୨୫ ଶେଷରେ ଓଡ଼ିଶାରେ ବାତ୍ୟା! ୨୦୨୫ ଶେଷରେ ଓଡ଼ିଶାରେ ବାତ୍ୟା ଆଶଙ୍କା। ଅକ୍ଟୋବର ଶେଷରେ ଓଡ଼ିଶାରେ ପଡ଼ିପାରେ ଲା ନିନାର ପ୍ରଭାବ। ବିଶ୍ୱ ପାଣିପାଗ ସଂସ୍ଥାନର ଆକଳନ ଅନୁସାରେ ଡିସେମ୍ବର ଯାଏ ଜଳବାୟୁ ପ୍ରକ୍ରିୟା ଲାନିନାର ସକ୍ରିୟତା ଚିନ୍ତା ବଢାଇଛି…
ବଦଳିଲା ପ୍ରସିଦ୍ଧ ବାଲିଯାତ୍ରା ନାଁ
କଟକ,୧୨।୯: ବଦଳିଗଲା ୧୦୦୦ ବର୍ଷର ଐତିହାସିକ ସହରର ଭିନ୍ନ ପରିଚୟ ବାଲିଯାତ୍ରାର ନାଁ। ନଭେମ୍ବର ୫ରୁ ଆରମ୍ଭ ହେବାକୁ ଥିବା ବାଲିଯାତ୍ରାର ନାଁକୁ ଚଳିତ ବର୍ଷ ବଦଳାଇ ଦିଆଯାଇଛି। ଏଥର କଟକ ବାଲିଯାତ୍ରା ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ’। ଜିଲାପାଳଙ୍କ…
ଶୋଇଥିବା ବେଳେ ଛାତ୍ରଙ୍କ ଆଖିରେ ଫେବିକୁଇକ ଅଠା ଲଗାଇଦେଲେ ସହପାଠୀ, ତା’ପରେ…
ଫୁଲବାଣୀ, ୧୨।୯(ରାକେଶ କୁମାର ରାଉତ): ସହପାଠୀଙ୍କ ଆକ୍ରୋଶର ଶିକାର ହୋଇଛନ୍ତି ୭ ଛାତ୍ର । ଶୋଇଥିବା ବେଳେ ଆଖିରେ ଫେବିକୁଇକ ଅଠା ମାରି ଦେଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ…
ଛଣଗିରି ସୁନା ଦୋକାନ ଲୁଟ ଘଟଣା: ପୁଣି ୨ ଅଭିଯୁକ୍ତ ଗିରଫ, ୧କେଜି ୧୩ ଗ୍ରାମ ସୁନା, ୨୨୩୧ ଗ୍ରାମ ରୂପା ଜବତ
ଖୋର୍ଦ୍ଧା,୧୨।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଛଣଗିରିସ୍ଥିତ ସାଇ ସୋନୁ ସୁନା ଦୋକାନରୁ ଲୁଟ ଘଟଣାରେ ଶୁକ୍ରବାର ପୋଲିସକୁ ପୁଣି ସଫଳତା ମିଳଛି। ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କଠାରୁ ୧କେଜି ୧୩ଗ୍ରାମ ସୁନା, ୨୨୩୧ ଗ୍ରାମ…
ଦନ୍ତାର ମୃତଦେହ ଠାବ: ମୃତ୍ୟୁର କାରଣ ଅସ୍ପଷ୍ଟ
ଦେବଗଡ଼,୧୨।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ରିଆମାଳ ବନାଞ୍ଚଳ ପଳସମା ସେକ୍ସନ କୋହ୍ଲବସା ପଞ୍ଚାୟତ ଅନ୍ତର୍ଗତ ଚିରଗୁଣିକୁଦର ଗ୍ରାମରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଚିରଗୁଣିକୁଦର ନୁଆଁକଟାଠାରେ ଶୁକ୍ରବାର ଏକ ଦନ୍ତାହାତୀ ମୃତ୍ୟୁ ଘଟିଥିବା ଜନସାଧାରଣ ଦେଖିଥଲେ। ସେମାନେ ବନବିଭାଗକୁ ଖବର…
ଭିଜିଲାନ୍ସ ଜାଲରେ ଜିଲା ଶ୍ରମ ଅଧିକାରୀ
ନୟାଗଡ଼,୧୨।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଶ୍ରମ ଅଧିକାରୀ ଚିତ୍ତ ରଞ୍ଜନ ରାଉତ ଶୁକ୍ରବାର ଭିଜିଲାନ୍ସ ଜାଲ ପଡିଛନ୍ତି। ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି। ମିଳିଥିବା ସୂଚନା ମୁତାବକ, ନୟାଗଡ଼ ବ୍ଲକ ବିରୁଡ଼ା…
ଉପ ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ: ମା’ ତାରିଣୀଙ୍କୁ ଦର୍ଶନ କରି କଲେ ପୂଜାର୍ଚ୍ଚନା
କେନ୍ଦୁଝର,୧୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଦିନିକିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପରିଡ଼ା ସଡ଼କ ପଥରେ ଆସି ଘଟଗାଁରେ ପହଞ୍ଚି ଥିଲେ। କଡ଼ା ସୁରକ୍ଷା ମଧ୍ୟରେ ଉପମୁଖ୍ୟମନ୍ତ୍ରୀ ପରିଡ଼ା ମା’ ତାରିଣୀଙ୍କ ମନ୍ଦିର ଯାଇ ଦର୍ଶନ କରିବା…
IAS ସ୍ତରରେ ଅଦଳବଦଳ, ବିଜୟ ଅମୃତ କୁଲାଙ୍ଗେଙ୍କୁ ମିଳିଲା ଏହି ଦାୟିତ୍ୱ
ଭୁବନେଶ୍ୱର,୧୨ା୯: ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଏବଂ ପ୍ରେମଜିତ୍ ନାୟକଙ୍କୁ ଅନୁସୂଚିତ ଜାତି/ଜନଜାତି ଓ…
Archives


