ରାଜ୍ୟ

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ ପରୀକ୍ଷା ଅଛି। ତ୍ରିସ୍ତରୀୟ ସୁରକ୍ଷା ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଯାଞ୍ଚ କରି ପରୀକ୍ଷା ହଲ୍‌କୁ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ ସବୁ ଦଳର ପ୍ରାୟ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ବିରୋଧୀ ସଦସ୍ୟମାନଙ୍କ ଭିତରେ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ। ଉଭୟ ନାରୀ ଓ ପୁରୁଷ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ଅର୍ଥାତ ଜଣକ…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ କଲେ ତାଙ୍କ ଗୁହାରି ସେଠି କେହି କର୍ଣ୍ଣପାତ ମଧ୍ୟ କରୁନାହାନ୍ତି ଆଉ ଅଭିଯୋଗ…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି। ପ୍ରକାଶ ଯେ, ସୋମବାର ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ କନ୍ଧମାଳ ଜିଲାପାଳ ବେଦ…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ ପରିଷଦ ସଭାପତି ପବିତ୍ର କୁମାର ରାଉତଙ୍କ ଅଧ୍ୟକ୍ଷତା ଓ ପ୍ରମୋଦ କୁମାର ଜେନାଙ୍କ…

ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହି ପରୀକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଥମ ଦିନ ବିଜ୍ଞାନ ବର୍ଗ ଛାତ୍ରୀଛାତ୍ରମାନେ…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ ୨୦୨୫’ରେ ଏନେଇ ଘୋଷଣା କରିଥିଲେ। ଏହାପରେ ବଲାଙ୍ଗୀର ଜିଲାରେ ନିଯୁକ୍ତିଭିତ୍ତିକ ଟେକ୍ସଟାଇଲ ଏବଂ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର ଧାନ ଚାଷ ପାଇଁ ସାର କିଣାରେ ଶୋଷଣର ସମ୍ମୁଖୀନ ହେବାକୁ ପଡୁଛି ବୋଲି…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୫୮/୨୬ ଅନୁଯାୟୀ ଜାମିନ ଆବେଦନ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ ଲୋକେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଦୁର୍ଘଟଣାରେ ଜୀବନ ଯାଉଛି। ଏହି…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଘଟଣାରେ ସମ୍ପୃକ୍ତ ପଦ୍ମ ନାୟକଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?