ଚମକାଇଦେଲେ କୁନି ମଡେଲ୍
ଭୁବନେଶ୍ୱର,୭।୨(ବ୍ୟୁରୋ): ଦେଖିବାକୁ ଛୋଟ। ହେଲେ ର଼୍ୟାମ୍ପ୍ରେ ସେମାନଙ୍କ ଚାଲି ପ୍ରଫେଶନାଲ ମଡେଲମାନଙ୍କୁ ବି ପଛରେ ପକାଇ ଦେଇଥିଲା। ଦୃଢ଼ ମନୋବଳ ସହ ଆଗଧାଡ଼ିର ମଡେଲ୍ଙ୍କ ଭଳି ର଼୍ୟାମ୍ପ୍ ଓ୍ବାକ୍ କରି ସେମାନେ ଉପସ୍ଥିତ ଦର୍ଶକଙ୍କୁ ଚମକାଇ ଦେଇଥିଲେ। ଓଡ଼ିଶା ଆର୍ଟ...
ସିଏଏକୁ ସମର୍ଥନ କରି ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବ ଭାଜପା
ଭୁବନେଶ୍ୱର,୭।୨(ବ୍ୟୁରୋ): ନାଗରିକତ୍ୱ ପ୍ରଦାନ କରିବା ପାଇଁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କରାଯାଇଛି। ସିଏଏ ଦ୍ୱାରା କୌଣସି ଭାରତୀୟଙ୍କ ଅଧିକାର କ୍ଷୁଣ୍ଣ ହେବନି ବୋଲି ଓଡ଼ିଶାବାସୀ ବୁଝି ସାରିଛନ୍ତି। ସାରା ରାଜ୍ୟବାସୀ ଏବେ ଏହି ଆଇନକୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି ବୋଲି...
ନିର୍ଦ୍ଧାରଣ ହୋଇପାରୁନି ଅବଢ଼ା ଦର
ପୁରୀ ଅଫିସ,୭।୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ସେଥିଲାଗି ସବୁପ୍ରକାର ବ୍ୟବସ୍ଥା କରିବାକୁ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଶ୍ରୀମନ୍ଦିର ପ୍ରଶାସନ ମଧ୍ୟ ଏହାକୁ ଗୁରୁତ୍ୱର ସହ ନେଇଛି। ପରିଚାଳନା କମିଟି ବୈଠକ ବସି ଏ...
ଜମ୍ମୁ-କଶ୍ମୀର ବୁଲିବାକୁ ଯାଉଥିବା ଓଡ଼ିଆଙ୍କ ପାଇଁ ବିଶେଷ ରିହାତି
ଭୁବନେଶ୍ୱର,୭।୨(ବ୍ୟୁରୋ): ଜମ୍ମୁ ଓ କଶ୍ମୀର ବୁଲିବାକୁ ଯାଉଥିବା ଓଡ଼ିଆ ପର୍ଯ୍ୟଟକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। କଶ୍ମୀର ଘରୋଇ ଟୁର୍ ଅପରେଟର ସଂଘ ପକ୍ଷରୁ ଭୁବନେଶ୍ୱରରେ ରୋଡ୍ ଶୋ କରାଯାଇଛି। ଏହି ଶୋରେ ଓଡ଼ିଆ ପର୍ଯ୍ୟଟକଙ୍କ ପାଇଁ ଟୁର୍...
ମୁନିଗୁଡ଼ାରେ ମାଓବାଦୀ ବିରୋଧୀ ପୋଷ୍ଟର
ମୁନିଗଡ଼ା,୭।୨(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ବୁର୍ଷିଖମ୍ବା ଗ୍ରାମ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଡଙ୍ଗରିଆ କନ୍ଧ ବିକାଶ ମଞ୍ଚ ନାମରେ ହାତଲେଖା ହୋଇଥିବା ବେଳେ ଏହି ପୋଷ୍ଟରରେ ନିୟମଗିରି...
ଚନ୍ଦ୍ରମଣି ଲେଙ୍କା ପାଇବେ ‘ଭୁବନେଶ୍ୱର ମିଶ୍ର ସ୍ମୃତି ସମ୍ମାନ’
ଭୁବନେଶ୍ୱର,୭।୨(ବ୍ୟୁରୋ): ସାଂସ୍କୃତିକ ଅନୁଷ୍ଠାନ ଶ୍ରୁତି ପକ୍ଷରୁ ଆସନ୍ତା ୧୦ ଓ ୧୧ ତାରିଖରେ ଓଡ଼ିଶୀ ସଙ୍ଗୀତ ଏବଂ ଲଘୁସଙ୍ଗୀତ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ କଳାକ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ବିଶିଷ୍ଟ ଓଡ଼ିଶୀ କଣ୍ଠସଙ୍ଗୀତ ଶିଳ୍ପୀ ଗୁରୁ ଚନ୍ଦ୍ରମଣି...
ମାଟ୍ରିକ ପରୀକ୍ଷା: ମିଳିଲା ଆଡ୍ମିଟ୍ କାର୍ଡ
କଟକ ଅଫିସ,୭।୨: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥିନିମନ୍ତେ ଆଡ୍ମିଟ କାର୍ଡ ଗୁରୁବାରଠାରୁ ମିଳିଛି। ବୋର୍ଡ କର୍ତ୍ତୃପକ୍ଷ...
ଧରାହେଲେ ଆଉ ୨ ବ୍ରାଉନସୁଗାର ବେପାରୀ
ଭୁବନେଶ୍ୱର,୭।୨(ବ୍ୟୁରେ): ରାଜଧାନୀ ପାଲଟିଛି ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳ। ବିଗତ କିଛି ମାସ ହେବ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଓ କମିଶନରେଟ ପୋଲିସ ସ୍ପେଶାଲ ଡ୍ରାଇଭ୍ ଚଳାଇଛି। ଇତିମଧ୍ୟରେ ଚଢ଼ାଉ ଜାରି ରହିଥିବାବେଳେ ବହୁ ନିଶା ମାଫିଆ, ବେପାରୀ ଓ ଗ୍ରାହକ ଧରାପଡିଛନ୍ତି।...
ଏସ୍ସିବି ମେଡିକାଲରେ ପ୍ରଥମ ସ୍ବାଇନ୍ ଫ୍ଲୁ ରୋଗୀ
କଟକ ଅଫିସ,୭।୨: କଟକ ଏସ୍ସିବି ମେଡିକାଲରେ ଚଳିତବର୍ଷର ପ୍ରଥମ ସ୍ବାଇନ୍ ଫ୍ଲୁ ରୋଗୀ ଭର୍ତ୍ତି ହୋଇଛନ୍ତି। ୩୦ ବର୍ଷୀୟ ଏହି ଯୁବକଙ୍କ ଘର ଢେଙ୍କାନାଳ ଜିଲାରେ ବୋଲି ଜଣାପଡ଼ିଛି। ପଲ୍ୟୁମନାରୀ ବିଭାଗ ଅଧୀନ ସ୍ବତନ୍ତ୍ର ୱାର୍ଡରେ ସେ ଚିକିତ୍ସିତ ହେଉଥିବାବେଳେ...
ଜେଏସ୍ଡବ୍ଲ୍ୟୁକୁ ମିଳିଲା ଜଜାଙ୍ଗ ଖଣି
ଭୁବନେଶ୍ୱର,୭।୨(ବ୍ୟୁରୋ): ସଜ୍ଜନ ଜିନ୍ଦଲ ପରିଚାଳିତ ଜେଏସଡବ୍ଲ୍ୟୁ ଷ୍ଟିଲ କେନ୍ଦୁଝର ଜିଲାରେ ଥିବା ଜଜାଙ୍ଗ ଲୁହାପଥର ଖଣି ହାତେଇବାରେ ସଫଳ ହୋଇଛି। ଏହି ଖଣି ପାଇଁ ଜେଏସ୍ଡବ୍ଲ୍ୟୁ ଷ୍ଟିଲ ରାଜ୍ୟ ସରକାରଙ୍କୁ ଲୁହାପଥର ବିକ୍ରି ମୂଲ୍ୟର ୧୧୦ ପ୍ରତିଶତ ଦେବାକୁ ଚୁକ୍ତି...
ଓଡ଼ିଶା ସାଉଣ୍ଡ୍ ଡିଜାଇନର୍ଙ୍କୁ ଫିଲ୍ମଫେୟାର
ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ସାଉଣ୍ଡ୍ ଡିଜାଇନର୍ ନୀହାର ରଞ୍ଜନ ସାମଲ। ୬୫ତମ ଫିଲ୍ମଫେୟାର ଆଓ୍ବାର୍ଡରେ ସାଉଣ୍ଡ୍ ଡିଜାଇନ୍ ବିଭାଗରେ ଶ୍ରେଷ୍ଠ ବିବେଚିତ ହୋଇ ଫିଲ୍ମଫେୟାର-୨୦୨୦ ଆଓ୍ବାର୍ଡ ପାଇବାକୁ ମନୋନୀତ ହୋଇଛନ୍ତି ନୀହାର। ୨୦୧୯ରେ ରିଲିଜ୍ ହୋଇଥିବା ବହୁଚର୍ଚ୍ଚିତ...
ସରଳ ହେବ ଜମିର କିସମ ପରିବର୍ତ୍ତନ
ଭୁବନେଶ୍ୱର,୭।୨(ବ୍ୟୁରୋ): କିସମ ପରିବର୍ତ୍ତନ ସରଳ ହେବ। ଲୋକମାନେ ଯେପରି କିସମ ପରିବର୍ତ୍ତନ କରିବା ସହ ନିଜର ସ୍ବତ୍ତ୍ୱ ଶୀଘ୍ର ପାଇ ପାରିବେ ସେ ନେଇ ପଦକ୍ଷେପ ନିଆଯିବ। ସାମାଜିକ-ଅର୍ଥନୈତିକ ଦୃଶ୍ୟପଟରେ ବଦଳୁଥିବାରୁ ରାଜସ୍ବ ବିଭାଗର ଏହି ପୁରୁଣା ବ୍ୟବସ୍ଥାରେ ବ୍ୟାପକ...
Archives


