ରାଜ୍ୟ

ପୋଲିସ ସମ୍ମୁଖରେ ମାଡ଼ ଘଟଣା: ପଞ୍ଜାବୀ ଯୁବକ ପରବିନ୍ଦରଙ୍କ ନାମରେ ପାଲଟା ମାମଲା ରୁଜୁ

ଭୁବନେଶ୍ୱର,୬।୨(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ପଞ୍ଜାବୀ ଯୁବକଙ୍କୁ ମାଡ଼ ଘଟଣାରେ ନୂଆ ମୋଡ଼ ଆସିଛି। ଗୁରୁବାର ପରବିନ୍ଦର ପାଲ୍‌ ସିଂଙ୍କ ବିରୋଧରେ ପାଲଟା ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ପ୍ରତିପକ୍ଷଙ୍କ ପକ୍ଷରୁ ମାମଲା ରୁଜୁ...

ମାଟ୍ରିକ୍‌ ପ୍ରଶ୍ନପତ୍ର ଭାଇରାଲ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ: ମନ୍ତ୍ରୀ

ଭୁବନେଶ୍ୱର, ୬।୨(ବ୍ୟୁରୋ): ଆଗକୁ ମାଟ୍ରିକ୍‌ ପରୀକ୍ଷା। ଏ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସବୁଥର ପ୍ରଶ୍ନପତ୍ର ଭାଇରାଲ ଏକ ବଡ଼ ଚ୍ୟାଲେଞ୍ଜ ହେଉଥିବା ବେଳେ ଚଳିତ ବର୍ଷ ଏଭଳି କିଛି ହେଲେ କଠୋର କାର୍ଯ୍ୟାନୁଷ୍ଠାନ...

ପୋଡ଼ପଡ଼ାରେ ପୁଣି ହାତୀ ମୃତ୍ୟୁ: ମାସକର ଛୁଆକୁ ଦଳି ମାରିଦେଲେ ହାତୀପଲ

ଓଡ଼ାପଡ଼ା,୬।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ସଦର ରେଞ୍ଜ୍‌ ପୋଡ଼ପଡ଼ା ଗ୍ରାମ ନିକଟସ୍ଥ ବେଣୁଗୁଡ଼ା ପୋଲ ନିକଟରେ ଗୁରୁବାର ଏକ ଛୁଆହାତୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ ମାସକର ଛୁଆହାତୀକୁ ହାତୀମାନେ ଦଳି ମାରି ଦେଇଥିବା ଅନୁମାନ କରାଯାଉଛି ବୋଲି ବନ ବିଭାଗ...

ରାଉରକେଲାରେ ଏସିଡ୍‌ ମାଡ଼: ଗୋଟିଏ ପରିବାରର ୪ ଆହତ; ଅଭିଯୁକ୍ତ ଗିରଫ

ରାଉରକେଲା ଅଫିସ,୬ା୨- ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ସେକ୍ଟର-ଏ ଅଞ୍ଚଳରେ ଏସିଡ୍‌ ମାଡ଼ରେ ଗୋଟିଏ ପରିବାରର ୪ଜଣ ଆହତ ହୋଇଥିଲେ। ଏହି ଘଟଣାରେ ପୋଲିସ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସନ୍ତୋଷ ସୋନି(୩୯)। ପୂର୍ବ ଶତ୍ରୁତାକୁ...

ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ନେଇ ଭାଜପାର ଟାର୍ଗେଟ: ଝିଣ୍ଟିକା ମାରି ବଣି ପୋଷୁଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର,୬।୨(ବ୍ୟୁରୋ): ବିଜୁଳିକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପା ମୁଖପାତ୍ର ଗୋଲକ ମହାପାତ୍ର ଗୁରୁବାର ସମାଲୋଚନା କରିଛନ୍ତି। ବଡ଼ ଶିଳ୍ପ ସଂସ୍ଥା ଓ ବିତରକ କମ୍ପାନୀ ଉପରେ ୧୨ ହଜାର କୋଟି ଟଙ୍କା ବାକି ରହିଛି। ହେଲେ ଗରିବଙ୍କ ବିଜୁଳି କାଟିବା...

ସମ୍ବଲପୁର ଗସ୍ତରେ ପୋଲିସ ଡିଜି: ଅପରାଧ ନିୟନ୍ତ୍ରଣ, ୫-ଟି କାର୍ଯ୍ୟକାରିତା ନେଇ ସମୀକ୍ଷା

ସମ୍ବଲପୁର,୬।୨(ବ୍ୟୁରୋ)-ପୋଲିସ ଡିଜି ଅଭୟ ଗୁରୁବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ଏହି ଅବସରରେ ଉତ୍ତରାଞ୍ଚଳ ଡିଭିଜନ ଜିଲାର ଏସ୍‌ପିମାନଙ୍କୁ ନେଇ ସେ ସମୀକ୍ଷା ବୈଠକ କରିଥିଲେ। ସାଇବର ଅପରାଧ, ନିଶା ଦ୍ରବ୍ୟ ଚୋରା ଚାଲାଣ ରୋକିବା, ରାଜ୍ୟ ବାହାରକୁ ଆସୁଥିବା...

ରେଳ ଅନୁଦାନ ଓଡ଼ିଶା ପାଇଁ ନୈରାଶ୍ୟଜନକ: ମନ୍ତ୍ରୀ

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଓଡ଼ିଶା ପାଇଁ ନୈରାଶ୍ୟଜନକ ବୋଲି ଗୁରୁବାର ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ସେ କହିଛନ୍ତି, ଯେତିକି ଦାବି...

୪୫ ଦିନ ହେଲାଣି ମଣ୍ଡିରୁ ଉଠୁନି ଧାନ: ମାଲକାନଗିରି-ବାଲିମେଳା ରାସ୍ତା ଅବରୋଧ କଲେ ଚାଷୀ

କୋରୁକୋଣ୍ଡା,୬।୨(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ବାରମ୍ବାର ଚାଷୀ ମହଲରେ ଉତ୍ତେଜନା ଦେଖିବାକୁ ମିଳୁଛି। ବୁଧବାର ଜିଲାର ଗୋବିନ୍ଦପାଲିଠାରେ ମଣ୍ଡିରୁ ଧାନ ଉଠୁ ନ ଥିବା ହେତୁ ମାଲକାନଗିରି-ଜୟପୁର ରାସ୍ତା ଅବରୋଧ କରି ଚାଷୀ ଧାରଣାରେ ବସିଥିଲେ। ସେହିଭଳି ଗୁରୁବାର ସକାଳେ ଜିଲାର...

ଏସ୍‌ସିବିରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ରେ ଚଳିତ ବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ ହୋଇଛି। ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ତାଙ୍କର ଚିକିତ୍ସା କରାଯାଉଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା...

ଏସ୍‌ସିବି ପୁନର୍ବିନ୍ୟାସ: ଜୋବ୍ରା ଅଞ୍ଚଳରେ ଉଚ୍ଛେଦ ବେଳେ ପ୍ରତିବାଦ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ର ନବକଳେବର ଲାଗି ଗୁରୁବାର ଜୋବ୍ରା ଅଞ୍ଚଳରେ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଛି। ଇଲେକ୍ଟ୍ରି ଅଫିସଠାରୁ ଚୂନଭାଟି ଗଳି ଏବଂ ନାଳକଡ଼ ରାସ୍ତାରୁ ଉଚ୍ଛେଦ କରାଯାଉଥିବା ବେଳେ ସ୍ଥାନୀୟ...

ଆସନ୍ତା ୧୦ ଯାଏ ବର୍ଷା: କ୍ଷତିଗ୍ରସ୍ତ ହେବ ରବି ଫସଲ, ପନିପରିବା ଚାଷ

ଭୁବନେଶ୍ୱର,୬।୨(ବ୍ୟୁରୋ): ଛତିଶଗଡ଼ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାରଠାରୁ ୧୦ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଯାଏ ଉତ୍ତର କେନ୍ଦ୍ରୀୟ...

ଏପ୍ରିଲ ପହିଲାରୁ ହାଉସ୍‌ ଲିଷ୍ଟିଂ

ଭୁବନେଶ୍ୱର,୬ା୨(ବ୍ୟୁରୋ): ୨୦୨୧ ଜନଗଣନା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ରର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ ରାଜ୍ୟର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମିଳିତ ସହଯୋଗରେ ଏହି ପ୍ରକ୍ରିୟା ସମ୍ପାଦନ କରାଯିବ। ଏହି କ୍ରମରେ ଆସନ୍ତା ଏପ୍ରିଲ ପହିଲାରୁ ୩୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri