ରାଜ୍ୟ

ବର୍ଷା ପାଇଁ ଭିତରକନିକା ମହୋତ୍ସବ ୧୪କୁ ଘୁଞ୍ଚିଲା

ରାଜନଗର , ୬ା୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ନଳିତାପାଟିଆ ଠାରେ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଥିଲା। ଏଥିପାଇଁ ଟେଣ୍ଟ ବନ୍ଧା କାମ ଚାଲିଥିଲା। ଜିଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ମଧ୍ୟ...

ରେଳ ବଜେଟ: ପ୍ରାପ୍ୟ ଅନୁଯାୟୀ ଅନୁଦାନ ପାଉନି ରାଜ୍ୟ

ଭୁବନେଶ୍ୱର,୬ା୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରେଳପଥ ପକ୍ଷରୁ ବିଭିନ୍ନ ରେଳ ଜୋନ୍‌କୁ ଅନୁଦାନ ପ୍ରଦାନ କରାଯାଇଛି। ହେଲେ ଏହି ଅନୁଦାନ ପୂର୍ବତଟ ରେଳପଥ ତଥା ଓଡ଼ିଶା ପକ୍ଷରୁ ପ୍ରଦାନ କରାଯାଉଥିବା ରାଜସ୍ବ ତୁଳନାରେ ନଗଣ୍ୟ ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ...

୯ ଦିନରେ ଏନ୍‌ବିଡବ୍ଲ୍ୟୁରେ ବନ୍ଧାହେଲେ ୫୧୨୧

କଟକ ଅଫିସ, ୬ା୨: ପୋଲିସ ଡିଜି ଅଭୟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କ୍ରାଇମବ୍ରାଞ୍ଚ ପକ୍ଷରୁ ଜାମିନବିହୀନ ଗିରଫ ପରଓ୍ବାନା(ଏନ୍‌ବିଡବ୍ଲ୍ୟୁ)ଗୁଡିକୁ କାର୍ଯ୍ୟକାରୀ କରିବା ପାଇଁ ଗତ ୨୭ ତାରିଖରୁ ଚଳିତ ମାସ ୪ ତାରିଖ ପର୍ଯ୍ୟନ୍ତ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଥିଲା। ଏଥିରେ...

ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଗଞ୍ଜାମ ଜିଲା ତାରାତାରିଣୀ ପୀଠର ଉନ୍ନତୀକରଣ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ସେହିପରି ନିର୍ଦ୍ଧାରିତ ସମୟରେ ଏହାର ସୌନ୍ଦର୍ଯ୍ୟକରଣ ଓ ଭିତ୍ତିଭୂମି କାର୍ଯ୍ୟ ସାରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ମନ୍ଦିରର...

ପ୍ରଦତ୍ତ ଅନୁଦାନକୁ ଠିକ୍‌ ଭାବେ ଖର୍ଚ୍ଚ କରୁନାହିଁ ରେଳ ମନ୍ତ୍ରଣାଳୟ: ପ୍ରସନ୍ନ

ଭୁବନେଶ୍ୱର,୬ା୨(ବ୍ୟୁରୋ): କେନ୍ଦ୍ର ସରକାର ବଜେଟରେ ରେଳପଥ ପାଇଁ ଅନୁଦାନ ଦେଉଛନ୍ତି। ସେହିକ୍ରମରେ ଓଡ଼ିଶା ମଧ୍ୟ ଅନୁଦାନ ପାଉଛି। ହେଲେ ରେଳପଥ ଦ୍ୱାରା ଅନୁମୋଦନ କରାଯାଉଥିବା ଅର୍ଥକୁ ମନ୍ତ୍ରଣାଳୟ ଠିକ୍‌ ଭାବେ ରାଜ୍ୟରେ ଖର୍ଚ୍ଚ କରୁନାହିଁ ବୋଲି ବିଜେଡି ଏମ୍‌ପି ପ୍ରସନ୍ନ...

୮ ମାସର ଶିଶୁପୁତ୍ରକୁ ଚେଙ୍କ

ଉମରକୋଟ,୬ା୨(ଡି.ଏନ.ଏ): ରୋଗରେ ଆକ୍ରାନ୍ତ ଶିଶୁଙ୍କୁ ଚେଙ୍କ ନ ଦେଇ ଆବଶ୍ୟକ ଚିକିତ୍ସା କରିବାକୁ ଲୋକମାନଙ୍କୁ ସଚେତନ କରାଯାଉଛି। ତଥାପି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ପରିବାର ଲୋକ ଶିଶୁଙ୍କୁ ଡାକ୍ତରଖାନା ନେବା ପରିବର୍ତ୍ତେ ଦିଶାରୀ ଓ ଗୁଣିଆ ପାଖକୁ ନେଇ ଚେଙ୍କ...

ଜାଲ୍‌ ସାର୍ଟିଫିକେଟ ନେଇ ଏତଲା, ଶିକ୍ଷୟିତ୍ରୀ ନିଲମ୍ବିତ

ଚିକିଟି,୬ା୨(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଯାଞ୍ଚ ଚାଲିଛି। ଚିକିଟି ବ୍ଲକରେ ଏପରି ଜଣେ ନକଲି ଶିକ୍ଷୟିତ୍ରୀ ଧରାପଡ଼ିଛନ୍ତି। ତାଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବା ସହ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ନକଲି...

ଜାତିଭିତ୍ତିକ ଜନଗଣନା ଉପରେ ବିଜେଡିର ଗୁରୁତ୍ୱ

ଭୁବନେଶ୍ୱର,୬ା୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟ ବଜେଟ ଅଧିବେଶନ ପ୍ରାରମ୍ଭରେ ବକ୍ତବ୍ୟ ରଖି ବାବା ସାହେବ ଆମ୍ବେଡ଼କରଙ୍କ ପ୍ରଦର୍ଶିତ ସାମାଜିକ ନ୍ୟାୟ ପ୍ରସଙ୍ଗରେ ବକ୍ତବ୍ୟ ରଖିଥିଲେ। ରାଷ୍ଟ୍ରପତିଙ୍କର ଏହି ବକ୍ତବ୍ୟକୁ ବିଜେଡି ପକ୍ଷରୁ ରାଜ୍ୟ ସଭାରେ ଧନ୍ୟବାଦ ଦିଆଯାଇଛି। ଉଚ୍ଚ...

ଜାତୀୟକରଣ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା

ପୁରୀ ଅଫିସ, ୬ା୨: ଏଣିକି କୌଣସି ଘରୋଇ ବ୍ୟାଙ୍କରେ ଆଉ ରହିବନି ଶ୍ରୀମନ୍ଦିର ପାଣ୍ଠି। ଜାତୀୟକରଣ ବ୍ୟାଙ୍କରେ ରଖାଯିବ ମହାପ୍ରଭୁଙ୍କ ଟଙ୍କା। ଏଥିଲାଗି ଟେଣ୍ଡର ଆହ୍ବାନ କରାଯିବ। ଯେଉଁ ବ୍ୟାଙ୍କ ଅଧିକ ସୁଧ ଦେବ ସେହି ବ୍ୟାଙ୍କରେ ୫୦ ପ୍ରତିଶତ...

ମହାପ୍ରଭୁଙ୍କ ଜମି ପାଇଁ ଗଢ଼ା ହେବ ନୂଆ କମିଟି

ପୁରୀ ଅଫିସ, ୬ା୨: କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରେ ମଧ୍ୟ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି। ଅନେକ ଜମିର ହିସାବ ଏପର୍ଯ୍ୟନ୍ତ ଶ୍ରୀମନ୍ଦିର ପ୍ରଶାସନ ପାଖରେ ନାହିଁ। ତେଣୁ ଏହିସବୁ ଜମି ଚିହ୍ନଟ କରି ଏହାର ସମ୍ପୂର୍ଣ୍ଣ ହିସାବ...

ଇସ୍କନ ମୁଖ୍ୟଙ୍କୁ ଚିଠି ଲେଖିବେ ଗଜପତି

ପୁରୀ ଅଫିସ, ୬ା୨: ବିଧି ପରମ୍ପରାକୁ ବେଖାତିର କରି ବିଭିନ୍ନ ସ୍ଥାନରେ ଅଦିନରେ ହେଉଛି ରଥଯାତ୍ରା। ଗତ ଗୁରୁବାର ମୁମ୍ବାଇରେ ଇସ୍କନ ପକ୍ଷରୁ ଅସମୟରେ ରଥଯାତ୍ରା କରାଯାଇଥିବାରୁ ଏହାକୁ ନେଇ ପ୍ରତିକ୍ରିୟା ତୀବ୍ର ହେବାରେ ଲାଗିଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି...

ମନୋଜ ଦାସ ପାଇବେ ‘କଳିଙ୍ଗ ସାହିତ୍ୟ ସମ୍ମାନ’

ଭୁବନେଶ୍ୱର,୬ା୨(ବ୍ୟୁରୋ): ‘ମାଇଷ୍ଟିକ୍‌ କଳିଙ୍ଗ ଫେଷ୍ଟିଭାଲ-୨୦୨୦’ରେ ବିଶିଷ୍ଟ ସାହିତି୍ୟକ ତଥା କଥାକାର ପ୍ରଫେସର ମନୋଜ ଦାସ ଚଳିତବର୍ଷ ପାଇଁ ‘କଳିଙ୍ଗ ସାହିତ୍ୟ ସମ୍ମାନ’ ପାଇବେ। ଓଡ଼ିଶା ଡାଏରୀ ଫାଉଣ୍ଡେଶନ ଏବଂ ଓଡ଼ିଶା ଡାଏରୀ ମିଡିଆର ମିଳିତ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ଫେବୃୟାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri