ରାଜ୍ୟ

୧୭ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ସମୁଦ୍ର ପତ୍ତନରୁ ୯ କି.ମି. ଉପରେ ଦକ୍ଷିଣରୁ ପଶ୍ଚିମକୁ ଏକ ବାୟୁ ପବାହିତ ହେଉଛି। ଏଥିସହିତ ମରାଠାୱାଡା, ଆଭ୍ୟନ୍ତରୀଣ କର୍ନାଟକ ଏବଂ ତାମିଲନାଡୁ ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ଯାଜପୁରରେ ଦ୍ୱିତୀୟ ସର୍ବାଧିକ ପଜିଟିଭ୍‌

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ଗତ ୪ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ବିଶେଷକରି ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ଅଧିକାଂଶ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ଯାଜପୁରରୁ ଆଉ ୪ଜଣ ଓ…

ଭଦ୍ରକ, ବାଲେଶ୍ୱର, ଯାଜପୁରରେ ୬୦ଘଣ୍ଟିଆ ଶଟ୍‌ଡାଉନ

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ରାଜ୍ୟରେ କାରୋନା(କୋଭିଡ୍‌-୧୯) ସ୍ଥିତି ବେଳକୁବେଳ ଜଟିଳ ହେବାରେ ଲାଗିଛି। ଭୁବନେଶ୍ୱର ପରେ ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ି ଯାଇଛି। ଏହି ମାରାତ୍ମକ ରୋଗର…

ଆଜିଠାରୁ ସକାଳୁଆ ବ୍ୟାଙ୍କ

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ସରକାରୀ ଅଫିସ ଏବଂ ବ୍ୟାଙ୍କଗୁଡିକ ଚଳାଇବା ନେଇ ରାଜସ୍ବ ବିଭାଗ ପକ୍ଷରୁ ଗତ ୧୭ତାରିଖରେ ଯେଉଁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା ସେଥିରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ମେ ୩ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ…

ଭଦ୍ରକରେ ପୁଣି ଜଣେ କରୋନା ପଜିଟିଭ୍‌: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଛୁଇଁଲା

ଭୁବନେଶ୍ୱର,୨୪ା୪(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ…

୬୦ ଘଣ୍ଟା ସଟ୍‌ଡାଉନ ରହିବ ୩ ଜିଲା: ନିୟମ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ଡିଜିପି

ଭୁବନେଶ୍ୱର, ୨୩।୪(ବ୍ୟୁରୋ): କରୋନା ମୁକାବିଲା ନେଇ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାକୁ ୬୦ ଘଣ୍ଟିଆ ସଟ୍‌ଡାଉନ ଘୋଷଣା କରାଯାଇଛି। ଗୁରୁବାର ରାତି ୧୦ଟାରୁ ୨୬ ତାରିଖ ଦିନ ୧୦ଟା ଯାଏ ଏହି ସଟ୍‌ଡାଉନ ଜାରି ରହିବ ବୋଲି ମୁଖ୍ୟ ଶାସନ…

କାର୍ଯ୍ୟରେ ଅବହେଳା: ଅତିରିକ୍ତ ତହସିଲଦାର ନିଲମ୍ବିତ

ଭଦ୍ରକ ଅଫିସ, ୨୩ା୪- ଭଦ୍ରକ ଜିଲା ତିହିଡ଼ି ଅତିରିକ୍ତ ତହସିଲଦାର ସ୍ବେତପଦ୍ମା ଧଳଙ୍କୁ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ନିଲମ୍ବନ କରାଯାଇଛି। ସେ କୋଭିଡ଼-୧୯ କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ…

କଂଗ୍ରେସ ଅଧ୍ୟକ୍ଷାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ, ମାମଲା ଦାୟର କଲେ ନରସିଂହ

ବଲାଙ୍ଗୀର ଅଫିସ, ୨୩ା୪-ମହାରାଷ୍ଟ୍ରର ପାଲଘର ମବ୍‌ ଲିଚିଂ ଘଟଣାର ପ୍ରସାରଣରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ଦଳ ବିରୋଧରେ ଅପମାନଜନକ ମନ୍ତବ୍ୟ ରଖିଥିଲେ ଜାତୀୟସ୍ତରର ଏକ ବୈଦ୍ୟୁତିକ ଗଣମାଧ୍ୟମର ମୁଖ୍ୟ ସମ୍ପାଦକ। ତାଙ୍କ ବିରୋଧରେ ବିଧାୟକ ନରସିଂହ ମିଶ୍ର…

ବ୍ୟାଙ୍କ୍‌ ସମୟରେ ପରିବର୍ତ୍ତନ: ସକାଳ ୮ଟାରୁ ଦିନ ୨ଟା ଯାଏ ଖୋଲାରହିବ

ଭୁବନେଶ୍ୱର, ୨୩।୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ଏବେ ଦେଶବ୍ୟାପୀ ଲକ୍‌ଡାଉନ ଜାରି ରହିଛି। ତେବେ ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାଙ୍କଗୁଡିକୁ ସକାଳୁଆ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ…

ସଙ୍ଗରୋଧ ଗୃହରୁ ୨୫ଶ୍ରମିକ ଫେରାର

ଭବାନୀପାଟଣା/କୋକସରା,୨୩।୪(ସ୍ବ.ପ୍ର/ଡି.ଏନ୍‌.ଏ.): ଲକ୍‌ଡାଉନକୁ କଡାକଡି କରିବା ପାଇଁ ପ୍ରତି ଜିଲା ସୀମାନ୍ତରେ ପାଟ୍ରୋଲିଂ ବ୍ୟବସ୍ଥା ସହ ଧରପଗଡ଼ ଜାରି ରହିଛି। ଏହି କ୍ରମରେ ନବରଙ୍ଗପୁର-କଳାହାଣ୍ଡି ଜିଲା ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ନିକଟରେ ଥିବା ଜନଜାତି ଆବାସିକ ବିଦ୍ୟାଳୟରେ ସ୍ଥାନୀୟ ବ୍ଲକ…

୬୦ ଘଣ୍ଟା ସଟ୍‌ଡାଉନ ରହିବ ୩ ଜିଲା: ଗୁରୁବାର ରାତି ୧୦ରୁ ୨୬ ତାରିଖ ଦିନ ୧୦ଟା ଯାଏ ଭଦ୍ରକ, ବାଲେଶ୍ୱର, ଯାଜପୁର ସମ୍ପୂର୍ଣ୍ଣ ବନ୍ଦ

ଭୁବନେଶ୍ୱର, ୨୩।୪(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁବାର ସନ୍ଧ୍ୟାରେ ଏକ ବଡ଼ ଘୋଷଣା କରିଛନ୍ତି। ୩ ଜିଲାକୁ ସମ୍ପୂର୍ଣ୍ଣ ସଟ୍‌ଡାଉନ୍‌ କରାଯାଇଛି। ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲା ୬୦ ଘଣ୍ଟା ପାଇଁ ସଟ୍‌ଡାଉନ…

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଛୁଇଁଲା

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ୨ ଜଣ ହେଲେ ବାଲେଶ୍ୱର ଜିଲାର। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୫୫ ବର୍ଷର ମହିଳା ଓ ୩୬ ବର୍ଷର ପୁରୁଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri