ଜବରଦଖଲକୁ ବିରୋଧ, ରାସ୍ତାକୁ ଓହ୍ଲାଇବେ ୫୦୦ ପରିବାର
ଭୁବନେଶ୍ୱର, ୬ା୨(ବ୍ୟୁରୋ): ପାଇକନଗରରେ ଚାଲିଥିବା ଜମି ବିବାଦ ଘଟଣାର ସମାଧାନ ଏ ପର୍ଯ୍ୟନ୍ତ ହୋଇପାରୁନାହିଁ। ୫୦୦ରୁ ଊର୍ଦ୍ଧ୍ୱ ପରିବାର ଉକ୍ତ ସରକାରୀ ଜମି ଉପରେ ନିର୍ଭର କରୁଛନ୍ତି। ହେଲେ ବିଲ୍ଡର ଉକ୍ତ ଜମିରେ ନିଜର କନଷ୍ଟ୍ରକଶନ କାର୍ଯ୍ୟ ଜାରି ରଖିଛନ୍ତି।...
ପୃଥକ୍ ସଂଗ୍ରହ ହେବ ଓଦା, ଶୁଖିଲା ବର୍ଜ୍ୟ
ଭୁବନେଶ୍ୱର, ୬ା୨ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ସଭାଗୃହରେ ବର୍ଜ୍ୟ ସଂଗ୍ରହ ଜନିତ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ଓଦା ଓ ଶୁଖିଲା ବର୍ଜ୍ୟବସ୍ତୁକୁ ପ୍ରତ୍ୟେକ ପରିବାରରୁ ପୃଥକ୍ ଭାବେ ସଂଗ୍ରହ କରିବାକୁ ଚାଲୁ ରହିଥିବା...
ରଙ୍ଗ୍ ସାଇଡ୍ରେ ଗଲେ ଚକ କଣା କରିଦେବ ‘ଟାୟାର କିଲର’
ଭୁବନେଶ୍ୱର,୬ା୨(ବ୍ୟୁରେ): ନୂଆ ନୂଆ ଆଇନ ଲାଗୁ କରାଯିବା ସହ ଅଧିକ ଜରିମାନା ସତ୍ତ୍ୱେ ଲୋକେ ସୁଧୁରୁନାହାନ୍ତି। ବିଶେଷକରି ରଙ୍ଗ୍ ସାଇଡ୍ରେ ଗାଡ଼ି ଚାଳନା ଯୋଗୁ ଅଧିକାଂଶ ଦୁର୍ଘଟଣା ଘଟୁଛି। ଏଣିକି ଅମାନିଆ ଗାଡ଼ି ଚାଳକଙ୍କୁ ସାବାଡ୍ କରିବାକୁ କମିଶନରେଟ ପୋଲିସ...
ରେଳବଜେଟରେ ଯାଜପୁର ନିରାଶ
ଯାଜପୁର ଅଫିସ,୬ା୨: ରେଳବଜେଟ ୨୦୨୦-୨୧ ଓଡ଼ିଶା ଏବଂ ବିଶେଷକରି ଯାଜପୁର ଜିଲା ପାଇଁ ନିରାଶଜନକ ହୋଇଛି। ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନରୁ ଧାମରା(ଭାୟା-ବିରଜାକ୍ଷେତ୍ର ଓ ଆରଡି)କୁ ସିଧାସଳଖ ଟ୍ରେନ ସଂଯୋଗ ପାଇଁ ଦୀର୍ଘବର୍ଷର ଦାବି ଚଳିତ ବଜେଟରେ ମଧ୍ୟ ଉପେକ୍ଷିତ ହୋଇଛି। ଏହାସହ...
ବ୍ୟକ୍ତିଗତ ସ୍ବାର୍ଥରେ ଲାଗୁଛି ବିଧାୟକ ପାଣ୍ଠି
ଯାଜପୁର ଅଫିସ,୬।୨: ବ୍ୟକ୍ତିଗତ ବ୍ୟବସାୟିକ ଅନୁଷ୍ଠାନକୁ ବିଧାୟକ ପାଣ୍ଠି(ଏମଏଲଏ ଲ୍ୟାଡ) ଖର୍ଚ୍ଚ ହେବା ଘଟଣାକୁ ନେଇ ଦଶରଥପୁର ବ୍ଲକ ବିରିପଟା ପଞ୍ଚାୟତବାସୀଙ୍କ ମଧ୍ୟରେ ଉଦ୍ବେଗ ପ୍ରକାଶ ପାଇଛି। ଚାରିବାଟିଆଠାରେ ଶାସକ ଦଳର ଜଣେ କର୍ମୀଙ୍କ ପୁଅ ନାମରେ ଥିବା ଏକ...
ବ୍ୟାସ ସରୋବରରେ ହେବ ହରିଣ ପାର୍କ
କଳିଙ୍ଗନଗର, ୬।୨ (ଡି.ଏନ୍.ଏ.): ପବିତ୍ର ଭୌମ ଏକାଦଶୀ ତିଥି ଅବସରରେ ବ୍ୟାସନଗରସ୍ଥିତ ପୁରାଣ ପ୍ରସିଦ୍ଧ ବ୍ୟାସ ସରୋବର ପୀଠରେ ବୁଧବାରଠାରୁ ବ୍ୟାସ ସରୋବର ମହୋତ୍ସବ ଆରମ୍ଭ ହୋଇଛି। ବ୍ୟାସନଗର ପୌର ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ମହୋତ୍ସବର ପ୍ରଥମ ଦିବସରେ ସକାଳ...
ମଣ୍ଡଳସ୍ତରୀୟ ପରିବର୍ଦ୍ଧିତ ତଥ୍ୟ ସଂଗ୍ରହ ବ୍ୟବସ୍ଥା ସମ୍ପର୍କିତ ତାଲିମ: ଏଣିକି ଅନ୍ଲାଇନ୍ରେ ପିଲାଙ୍କ ତଥ୍ୟ ପୂରଣ ହେବ
ଜଗତ୍ସିଂହପୁର ଅଫିସ୍,୬ା୨: ବିଦ୍ୟାଳୟଗୁଡିକରେ ଛାତ୍ରୀଛାତ୍ରଙ୍କ ନାମ ଲେଖାଠାରୁ ଆରମ୍ଭ କରି ବିଦ୍ୟାଳୟ ଛାଡିବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଫାଇଲ୍ରେ ରଖାଯାଉଛି। ଯଦ୍ଦ୍ବାରା ଅଯଥା କାଗଜପତ୍ର କାମ ସାଙ୍ଗକୁ ଅନେକ କିଛି ତ୍ରୁଟି ପରିଲକ୍ଷିତ ହେଉଛି। କିନ୍ତୁ ଏଣିକି ସେଭଳି ଆଉ...
ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକ: ‘ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚୁ’
ଜଗତ୍ସିଂହପୁର ଅଫିସ୍,୬ା୨: ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ଯୋଜନାଗୁଡିକ ଲୋକଙ୍କ ନିକଟରେ ପହଞ୍ଚିବା ଦରକାର। ଏଥିରୁ ଯେପରି କେହି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯିବା ଆବଶ୍ୟକ। ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍ଭାବନା ସଭାଗୃହରେ ବାଲିକୁଦା-ଏରସମା ବିଧାନସଭା...
ପ୍ରସ୍ତାବିତ ଚିଙ୍ଗୁଡ଼ି ପ୍ରକ୍ରିୟାକରଣ ପ୍ରକଳ୍ପ ବିରୋଧରେ ଗଣଧାରଣା ଜାରି: ସମର୍ଥନ ଜଣାଇଲେ ୪ ସଙ୍ଗଠନ
ଏରସମା,୬ା୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଜିରାଇଲୋ ପଞ୍ଚାୟତର ଶରବା ଗ୍ରାମ ନିକଟରେ ହେବାକୁ ଥିବା ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧକରି ଭିଟାମାଟି ସୁରକ୍ଷା ସମିତି ଦେଇଥିବା ଧାରଣା ବୁଧବାର ୧୬ଦିନରେ ପହଞ୍ଚତ୍ଛି। ପ୍ରଶାସନ ଆନ୍ଦୋଳନକାରୀଙ୍କ ଦାବିକୁ ଗୁରୁତ୍ୱ ନ ଦେବା...
ବ୍ରାଉନସୁଗାର କାରବାରକୁ ନାହିଁ ଲଗାମ: ଥାନା, ଫାଣ୍ଡି, ମନ୍ଦିର ସମ୍ମୁଖରେ ଚାଲିଛି ବିକ୍ରି
ନୟାଗଡ଼ ଅଫିସ,୬ା୨: ଖୋର୍ଦ୍ଧା ପରେ ନୟାଗଡ଼ ଜିଲା ଏବେ ବ୍ରାଉନସୁଗାର ବ୍ୟବସାୟୀଙ୍କ କବ୍ଜାରେ। ଜିଲାର ବିଭିନ୍ନ ଥାନା, ଫାଣ୍ଡି, ମନ୍ଦିର, ଶିକ୍ଷାନୁଷ୍ଠାନ ସମ୍ମୁଖରେ ବ୍ରାଉନସୁଗାର ବିକ୍ରି ହେଉଛି। କାରବାର ବଢ଼ାଇବା ପାଇଁ ବେକାର ଯୁବକ, ଗରିବ ଲୋକଙ୍କୁ ଏଥିରେ ନିୟୋଜିତ...
ଚାଷ ଛଡାଇ ନେଲା ଚିନିକଳ: ବୁଡିବାକୁ ବସିଛି ଆଖୁଚାଷ
ନୟାଗଡ଼ ଅଫିସ,୬ା୨: ନୟାଗଡ଼ ଜିଲାର ପାରମ୍ପରିକ ଅର୍ଥକରୀ ଫସଲ ଆଖୁଚାଷ ଏବେ ବୁଡିବାକୁ ବସିଛି। କାହିଁ କେଉଁ କାଳରୁ ଏଠାକାର ଚାଷୀ ଆଖୁ ଚାଷ କରି ଘଣା ବୁଲାଇ ଗୁଡ କରିଆସୁଥିଲେ। ଚିନିକଳ ହେବା ପରେ ୧୯୮୦ ପରଠାରୁ ଗୁଡକୁ...
ବସ୍ଷ୍ଟାଣ୍ଡରେ ମିଳିବ ଶପିଂ ମଲ୍, ମଲ୍ଟିପ୍ଲେକ୍ସ ସୁବିଧା
ଭୁବନେଶ୍ୱର, ୫ା୨(ବ୍ୟୁରୋ): ରାଜ୍ୟର ସମସ୍ତ ବସ୍ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ ହେବ। ସେଠାରେ ଶପିଂ ମଲ୍ କରାଯିବାକୁ ଯୋଜନା ଥିବାବେଳେ ଆବଶ୍ୟକସ୍ଥଳେ ବଡ଼ ବସ୍ଷ୍ଟାଣ୍ଟଗୁଡ଼ିକରେ ମଲ୍ଟିପ୍ଲେକ୍ସର ବ୍ୟବସ୍ଥା ମଧ୍ୟ କରାଯିବ। ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇବାକୁ ଲକ୍ଷ୍ୟ ରଖି ବସ୍ଷ୍ଟାଣ୍ଡଗୁଡ଼ିକରେ ଏଭଳି ଅତ୍ୟାଧୁନିକ...
Archives


