ରାଜ୍ୟ

ମହାନଦୀରେ ଗୋପୀନାଥ ମନ୍ଦିର ଦଧିନଉତି ଦୃଶ୍ୟମାନ ଘଟଣା: ମନ୍ଦିରର ସ୍ଥିତି ଅନୁଧ୍ୟାନ ସହ ନମୁନା ନେଲେ ବିଶେଷଜ୍ଞ ଟିମ୍‌

ଭୁବନେଶ୍ୱର, ୧୭।୬(ବ୍ୟୁରୋ)/ ନୟାଗଡ଼ ଅଫିସ: ନୟାଗଡ଼ ଜିଲା ଭାପୁର ବ୍ଲକ୍‌ ଅନ୍ତର୍ଗତ ମହାନଦୀ ଗର୍ଭରେ ବୁଡ଼ି ରହିଛି ୫୦୦ବର୍ଷ ତଳର ଗୋପୀନାଥ ମନ୍ଦିର। ପାଣି ଉପରକୁ ମନ୍ଦିରର ଦଧିନଉତି ଦୃଶ୍ୟମାନ ହେଉଥିବାବେଳେ ମଙ୍ଗଳବାର ଏକ ବିଶେଷଜ୍ଞ ଟିମ୍‌ ସେଠାରେ ପହଞ୍ଚତ୍ ସ୍ଥିତି…

ପୁଣି ମାତିଲେ ସାଇବର ଠକ: ସେକେଣ୍ଡରେ ଆକାଉଣ୍ଟରୁ କଟିଗଲା ୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ପୋଲିସ ଏବଂ କ୍ରାଇମ୍‌ବ୍ରାଞ୍ଚର ବିଫଳତା ଫଳରେ ଦିନକୁ ଦିନ ସାଇବର ଅପରାଧୀମାନେ ମାତିଲେଣି। ସେମାନେ ବିଶେଷ କରି ଲକ୍‌ଡାଉନ୍‌ ସମୟରେ ଏକାଧିକ ଲୋକଙ୍କୁ ଟାର୍ଗେଟ କରି ଲକ୍ଷାଧିକ ଟଙ୍କା ଲୁଟି ନେଉଛନ୍ତି। ଦୁଇଦିନ ତଳେ ପୁରୁଣା ଭୁବନେଶ୍ୱରର ଜଣେ ପୋଲିସ…

କୋଭିଡ୍‌ ପରୀକ୍ଷା ନେଇ ଭାଜପା-ବିଜେଡି ଭିତରେ କଟାକ୍ଷ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଏହାସତ୍ତ୍ୱେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଦେଇଥିବା ନିର୍ଦ୍ଦେଶକୁ କୌଣସି ସରକାରୀ ଅଧିକାରୀ ପାଳନ କରୁନାହାନ୍ତି। ପ୍ରତିଦିନ ୧୫ହଜାର ଟେଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିବା ପରେ ସୁଦ୍ଧା…

ଆଜିଠୁ ଖୋଲିବ କଲେଜ, ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବୁଧବାରଠାରୁ ଖୋଲିବ। ଅଧ୍ୟାପକ ଓ କର୍ମଚାରୀମାନେ ଅଫିସ ଆସିବେ। କିନ୍ତୁ ପାଠପଢ଼ା ହେବ ନାହିଁ। ଏନେଇ ଗତ ୧୨ ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ ସରକାରଙ୍କ…

ଆଜି ଦଶମୂଳ ଲାଗି ହେବେ ଦାରୁଦିଅଁ

ପୁରୀ ଅଫିସ,୧୭ା୬: ଅଣସରରେ ଥିବା ମହାପ୍ରଭୁ ବୁଧବାର ଦଶମୂଳ ଲାଗି ହେବେ। ଜ୍ୱରରେ ପୀଡ଼ିତ ଦାରୁଦିଅଁ ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ଏଥିଲାଗି ମଙ୍ଗଳବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ଦଶମୂଳ ପ୍ରସ୍ତୁତ କରି ଶ୍ରୀମନ୍ଦିର ଗାରଦରେ ଦାଖଲ କରିଛନ୍ତି।…

ଭର୍ଚୁଆଲ ରାଲିକୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ମୋଦିଙ୍କ ଉପରେ ଦେଶର ଜନତାଙ୍କ ବିଶ୍ୱାସ ବଢ଼ିଛି। ଅନ୍ୟ ରାଜନୈତିକ ବ୍ୟକ୍ତିତ୍ୱଙ୍କ ଅପେକ୍ଷା ୮୫ ପ୍ରତିଶତ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଶ୍ୱାସ କରିଛନ୍ତି। ଓଡ଼ିଶାରେ ୧୦୦ରୁ ୯୬ଜଣ ଲୋକଙ୍କର ମୋଦିଜୀଙ୍କ ଉପରେ ଭରସା କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ରାଜ୍ୟରେ ୩୫୭୬ ପୁରୁଷ, ୫୮୭ ମହିଳା ଆକ୍ରାନ୍ତ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ଆଉ ୧୦୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚତ୍ଥିବାବେଳେ ୫୮୭ଜଣ ମହିଳା ଓ ୩୫୭୬ଜଣ ପୁରୁଷ ରହିଛନ୍ତି। ସେପଟେ ଦିନକୁ ଦିନ ଛୋଟପିଲା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ…

ସିଏମ୍‌ସି ମନା କଲା ‘ଶବ ଛୁଇଁବୁନି’: ମୃତ୍ୟୁ ପରେ ଲାଗିଲା ହୋମ୍‌ କ୍ବାରାଣ୍ଟାଇନ ଷ୍ଟିକର

କଟକ ଅଫିସ,୧୭ା୬: ମହାନଦୀ ବିହାରରେ ମଙ୍ଗଳବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବୃଦ୍ଧଙ୍କ ମୃତଦେହ ୮ ଘଣ୍ଟା ପଡ଼ି ରହିବା ପରେ ଆମ୍ବୁଲାନ୍ସ ପହଞ୍ଚତ୍ଥିଲା। ବୃଦ୍ଧ ଜଣଙ୍କ ଗତ ୧୦ ତାରିଖରୁ ହୋମ କ୍ବାରାଣ୍ଟାଇନରେ ଥିଲେ। ସିଏମ୍‌ସି ପକ୍ଷରୁ…

ରାଜ୍ୟରେ ୨୮% ଅଧିକ ବର୍ଷା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗତ ୧୬ ଦିନ ମଧ୍ୟରେ ରାଜ୍ୟକୁ ଭଲ ବର୍ଷା ହୋଇଛି। ଏହି ସମୟରେ ସ୍ବାଭାବିକଠାରୁ ୨୮ ପ୍ରତିଶତ ଅଧିକ ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ଜୁନ ପହିଲାରୁ ୧୬ ତାରିଖ ମଧ୍ୟରେ ୮୬.୪ ପ୍ରତିଶତ…

ସମୁଦ୍ରକୁ ବୋହିଯାଉଛି ଅଧା ପାଣି: ୨୦୫୧ ବେଳକୁ ରାଜ୍ୟରେ ଉତ୍କଟ ଜଳ ସଙ୍କଟ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟରେ ବୋହିଯାଉଥିବା ନଦୀଜଳକୁ ରୋକାଯାଇ ପାରୁନାହିଁ। ଅଧାରୁ ଅଧିକ ପାଣି ସମୁଦ୍ରକୁ ଚାଲିଯାଉଛି। ଜଳବାୟୁ ପରିବର୍ତ୍ତନ ଓ ଅନ୍ୟାନ୍ୟ କାରଣରୁ ଅଧିକାଂଶ ନଦୀରେ ଜଳପ୍ରବାହ ହ୍ରାସ ପାଇଲାଣି। ଏପରି କି ଅନେକ ନଦୀ ବର୍ଷାଦିନେ ମଧ୍ୟ ଶୁଖିଲା ପଡୁଛି। ଜଳ…

ପିଏନ୍‌ବିରୁ ୩୨ କୋଟି ଠକେଇ ମାମଲା: କୌଶିକଙ୍କ ଲକରରୁ ୩୭.୯ଲକ୍ଷ ଜବତ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନ ସ୍କୋୟାରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ୍‌ (ପିଏନ୍‌ବି) ଶାଖାରେ ୩୨ କୋଟି ଠକେଇ ଘଟଣାର ତଦନ୍ତ ଚଳାଇଛି ସିବିଆଇ। ମଙ୍ଗଳବାର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଗ୍ଲୋବାଲ ଟ୍ରେଡିଂ ସଲ୍ୟୁଶନ ଲିମିଟେଡ୍‌ର ପୂର୍ବତନ ନିର୍ଦ୍ଦେଶକ କୌଶିକ ମହାନ୍ତିଙ୍କ ଲକରରୁ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରାପ୍ୟ ଦାବିରେ ବ୍ଲକ ଘେରାଉ

ବାରିପଦା ଅଫିସ,୧୭ା୬- ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମନିଶ୍ଚିତ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାର୍ଯ୍ୟ କରିଥିବା ବେଳେ ମାସରୁ ଉର୍ଦ୍ଧ୍ୱ ଦିନ ହେଲାଣି ଶ୍ରମିକମାନଙ୍କୁ ଟଙ୍କା ମିଳିନାହିଁ। ସେମାନଙ୍କ ପ୍ରାପ୍ୟ ପାଇଁ ଶ୍ରମିକମାନେ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କଠାରୁ ଆରମ୍ଭ କରି ସରପଞ୍ଚଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri