ରାଜଧାନୀରେ ବଢ଼ୁଛି ବସ୍ତି ସଂକ୍ରମଣ ଆଶଙ୍କା: ସାଲିଆ ସାହିରୁ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜଧାନୀର ସବୁଠାରୁ ବଡ଼ ବସ୍ତି ସାଲିଆ ସାହିରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସାଲିଆ ସାହି ମଧ୍ୟରେ ଥିବା ନିରାଙ୍କାରୀ ନଗରରେ ଜଣେ ୨୨ ବର୍ଷୀୟ ଯୁବକ କରୋନା ସଂକ୍ରମିତ ହୋଇଛନ୍ତି। ଯୁବକ ଦିଲ୍ଲୀରୁ ଫେରିଥିବା ବେଳେ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୯୭୪କୁ ବୃଦ୍ଧି
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୧୨୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ଯାଜପୁରର ୧୯, କଟକର ୧୫, ମୟୂରଭଞ୍ଜର ୧୧, ଖୋର୍ଦ୍ଧାର ୧୧, ନୂଆପଡ଼ାର ୯, ସୁନ୍ଦରଗଡ଼ର ୭, କନ୍ଧମାଳର ୬, ବଲାଙ୍ଗୀରର ୫, ନୟାଗଡ଼ର ୫, ବାଲେଶ୍ୱର ୪,…
ରଥଯାତ୍ରା ହେଲେ କରୋନା ଭୟ ଦୂର ହୋଇଯିବ
ପୁରୀ ଅଫିସ, ୧୬।୬: ଚଳିତ ବର୍ଷ କରୋନା ପାଇଁ ରଥଯାତ୍ରା ହେବ କି ନାହିଁ ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ। ସମସ୍ତେ ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ଦ୍ୱନ୍ଦ୍ୱରେ ରହିଛନ୍ତି। ରଥଯାତ୍ରାକୁ ନେଇ ଏଭଳି ଆଶା ଆଶଙ୍କା ଲାଗି ରହିଥିବା…
ଭୁବନେଶ୍ୱରରେ ପୁଣି ୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ଭୁବନେଶ୍ୱରରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏନେଇ ବିଏମସି ଟୁଇଟ କରି ସୂଚନା ଦେଇଛି। ଏହି ପାଞ୍ଚ ଜଣ…
ବଲାଙ୍ଗୀରରେ ଟଣା ହେବନି ରଥ
ବଲାଙ୍ଗୀର ଅଫିସ,୧୬।୬: ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବକି ନାହିଁ ସେ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ମନ୍ଦିରରେ ରଥ ନିର୍ମାଣ ହେବ ନାହିଁ କି ରଥ ଟଣା ହେବ…
ରାଜ୍ୟରେ ବଢ଼ିଲା ବସ୍ ଭଡ଼ା: ସାଧାରଣ-ଏକ୍ପ୍ରେସ୍ ୩ ପଇସା, ଡିଲକ୍ସ- ଏସି ଡିଲକ୍ସ ୬ ପଇସାକୁ ବୃଦ୍ଧି
ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଛି। ଗତ ୧୦ ଦିନ ମଧ୍ୟରେ ପ୍ରାୟ ୫ ଟଙ୍କା ଅଧିକ ଟଙ୍କା ବଢ଼ି ସାରତିଲାଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ବସ୍ଭଡ଼ାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।…
ବଢ଼ିଲା ରଥଯାତ୍ରା ସମ୍ଭାବନା: ରଥ ପ୍ରତିଷ୍ଠା ପାଇଁ ଦେଉଳ ପୁରୋହିତଙ୍କୁ ଅନୁମତି
ପୁରୀ ଅଫିସ, ୧୬।୬: ମହାମାରୀ କରୋନା ଯୋଗୁ ମହାପ୍ରଭୁଙ୍କ ରଥ ବଡ଼ଦାଣ୍ଡରେ ଗଡ଼ିବ ନା ନାହିଁ ଏହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଆସନ୍ତା ୨୩ ତାରିଖରେ ରଥଯାତ୍ରା। ମଝିିରେ ଆଉ ମାତ୍ର ୬ ଦିନ ରହିଥିବା ବେଳେ ଏ ପର୍ଯ୍ୟନ୍ତ ରାଜ୍ୟ…
ରଜରେ ଆମ୍ବ ଖାଇବାକୁ ନ ଦେବାରୁ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ
ଭଦ୍ରକ ଅଫିସ,୧୬।୬: ରଜରେ ଆମ୍ବ ଖାଇବା ପାଇଁ ନଦେବାରୁ ସ୍ତ୍ରୀଙ୍କୁ ବାଉଁଶରେ ପିଟି ହତ୍ୟା କଲେ ନିଶାସକ୍ତ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଧାମନଗର ଥାନା ଜଳମଣ୍ଡୁଆର ଡଜେନା ସାହି ଗ୍ରାମରେ। ସୂଚନା ଅନୁଯାୟୀ, ଦ୍ୱିତୀୟ ରଜ…
ବାଘଛାଲ, ହାଡ଼ ଜବତ ଘଟଣା: କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଲେ ରେଞ୍ଜର
ନୟାଗଡ଼ ଅଫିସ/ରଣପୁର,୧୬।୬(ସ୍ବ.ପ୍ର.): ବାଘଛାଲ, ହାଡ଼ ଜବତ ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜର ବନ କର୍ମଚାରୀ ମଙ୍ଗଳବାର ନାୟଗଡ ଜିଲା ବାଉଁଶଗଡ଼ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଇଛନ୍ତି। ଉକ୍ତ ବ୍ୟକ୍ତି ଜଣକ ୫୦ ବର୍ଷୀୟ ହୋଇଥିବା ବେଳେ…
ଅପରାହ୍ନ ୨ରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଖୋର୍ଦ୍ଧା ସବ୍ଡିଭିଜନ୍ ଶଟ୍ଡାଉନ: ଜୁନ୍ ୩୦ ଯାଏ କଟକଣା ବଳବତ୍ତର
ଖୋର୍ଦ୍ଧା ଅଫିସ,୧୬।୬ : କରୋନା ନିୟନ୍ତ୍ରଣ ପାଇଁ ଖୋର୍ଦ୍ଧା ସବ୍ଡିଭିଜନ୍ରେ ଅପରାହ୍ନ ୨ଟାରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଶର୍ଟଡାଉନ୍ ଘୋଷଣା କରାଯାଇଛି। ଜୁନ ୩୦ ଯାଏ ଏହି କଟକଣା ବଳବତ୍ତର ରହିବ। ଏହି ସମୟରେ ସମସ୍ତ ଦୋକାନ ବଜାର ବନ୍ଦ…
ପରିବାରକୁ ଜୀବନରୁ ମାରିଦେବାକୁ ଉଦ୍ୟମ: ଭାତରେ ବିଷ ମିଶାଇଲେ ବାପା
ମାଲକାନଗିରି,୧୬।୬(ଡି.ଏନ୍.ଏ.): ବାପା ଭାତରେ ବିଷ ଦେବାରୁ ଗୋଟିଏ ପରିବାରର ୫ ଜଣ ସଦସ୍ୟ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କାଳିଆନାୟକଗୁଡା ଗାଁରେ। ନିଶାଗ୍ରସ୍ତ ବାପା ନର୍ସିଙ୍ଗ ମାଝି ସୋମବାର ରାତିରେ ଭାତରେ…
ପୁରୀରୁ ୧୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୭୦
ପୁରୀ ଅଫିସ, ୧୬।୬: ପୁରୀ ଜିଲାରୁ ମଙ୍ଗଳବାର ପୁଣି ୧୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୭୦ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୦ ଜଣ ସୁସ୍ଥ ହୋଇଥିଲା ବେଳେ ୭୦ଜଣ ବିଭିନ୍ନ କୋଭିଡ୍…
Archives


