ଯାଜପୁର ୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ମହିଳା: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ପୂର୍ବ ପଜିଟିଭ୍ଙ୍କ ପରିବାର ସଦସ୍ୟ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଯାଜପୁରରେ ଚିହ୍ନଟ ହୋଇଥିବା ୪ ନୂଆ କରୋନା ପଜିଟିଭ୍ଙ୍କ ମଧ୍ୟରେ ୩ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି। ରାଜ୍ୟ ସୂଚନା ଏବଂ ପ୍ରସାରଣ ବିଭାଗର ଟୁଇଟ୍ ଅନୁଯାୟୀ, ଆକ୍ରାନ୍ତମାନଙ୍କ ବୟସ ଯଥାକ୍ରମେ ୪୮,୭୦,୮୦ ଏବଂ ୨୧ ବର୍ଷ। ସମସ୍ତ…
ବାଲେଶ୍ୱର, ଭଦ୍ରକକୁ ଟପିଲା ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ପଜିଟିଭ୍ ଯାଜପୁର ଜିଲାର। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ୍ବେବ୍ସାଇଟ୍ରେ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ରୋଗୀଙ୍କ ବିଷୟରେ ସବିଶେଷ ତଥ୍ୟ ଜଣାପଡ଼ିନାହିଁ। ପୂର୍ବରୁ ଯାଜପୁର ଜିଲାରେ…
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଛୁଇଁଲା
ଭୁବନେଶ୍ୱର,୨୩।୪(ବ୍ୟୁରୋ) – ରାଜ୍ୟରେ ପୁଣି ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଁଚିଛି। ଏ ସମ୍ପର୍କରେ ଗୁରୁବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି…
କରୋନା ମାଡ଼ରେ ରୋଜଗାର ଠପ୍: ସ୍କୁଲ ଫି’ ଛାଡ଼ କରିବାକୁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା
କଟକ ଅଫିସ,୨୩।୪- କରୋନା ମୁକାବିଲା ନିମନ୍ତେ ଜାରି ଲକଡାଉନ୍ ଯୋଗୁ ଲୋକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ନିଜେ ବଞ୍ଚିବା କଷ୍ଟକର ହୋଇପଡ଼ିଛି। ଏପରିସ୍ଥଳେ ସେମାନେ ନିଜ ପିଲାଙ୍କ ସ୍କୁଲ ଫି’ ଦେଇପାରିବେ ନାହଁି। ଏଣୁ ମାର୍ଚ୍ଚଠାରୁ ଜୁନ ପର୍ଯ୍ୟନ୍ତ ସ୍କୁଲ ଫି’…
ବୈଦୁତିକ ଗଣମାଧ୍ୟମରେ କଂଗ୍ରେସ ଅଧ୍ୟକ୍ଷାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ: ବଲାଙ୍ଗୀର ଟାଉନ୍ ଥାନାରେ ନରସିଂହଙ୍କ ଅଭିଯୋଗ
ବଲାଙ୍ଗୀର ଅଫିସ, ୨୩।୪- ମହାରାଷ୍ଟ୍ରର ପାଲାଘର ଠାରେ ସଂଘଟିତ ହତ୍ୟା ଘଟଣାକୁ ନେଇ ଏକ ଜାତୀୟସ୍ତରର ବୈଦ୍ୟୁତିକ ଗଣମାଧ୍ୟମରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ବିରୋଧରେ ଅଶାଳୀନ ଓ ଅପମାନଜନକ ମନ୍ତବ୍ୟ ଦେଇ ଏହାର ପ୍ରସାରଣ କରାଯାଇଥିବା ଅଭିଯୋଗ କରି ବଲାଙ୍ଗୀର…
ପେଟ୍ରୋଲ ପମ୍ପରେ ଷ୍ଟାଫ୍, ଭାରୀଯାନ ଚାଳକଙ୍କ ସ୍କ୍ରିନିଂ ବାଧ୍ୟତାମୂଳକ; ବିନା ମାସ୍କରେ ପକାଇ ପାରିବେନି ତେଲ: ଗଞ୍ଜାମ ଜିଲାପାଳ
ଛତ୍ରପୁର, ୨୩।୪(ଡି.ଏନ୍.ଏ.)- କରୋନା ସଂକ୍ରମଣକୁ ପ୍ରତିହତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ଥିବା ସମସ୍ତ ପେଟ୍ରୋଲ ପମ୍ପ ପାଇଁ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ନୂତନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରତି ପେଟ୍ରୋଲ ପମ୍ପରେ ତେଲ ପକାଇବାକୁ ଆସୁଥିବା ସମସ୍ତ ଭାରୀଯାନର…
CORONAVIRUS UPDATE: ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ସଂଖ୍ୟା ୩୩ରେ ପହଞ୍ଚିଲା
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ଏବଂ ତାଙ୍କୁ ଡିସ୍ଚାର୍ଜ କରାଯିବ। ଏହାକୁ ମିଶାଇ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍ କରି ସୂଚନା ଦିଆଯାଇଛି।
ଅନ୍ୟ ଜିଲାରୁ ଚୌଦ୍ୱାର ଫେରୁଛନ୍ତି ଲୋକେ: ସଚେତନ ହେଲେ, କ୍ୱାରାଣ୍ଟାଇନ୍ ସେଣ୍ଟରକୁ ଆସିଲେ
ଚୌଦ୍ୱାର,୨୩।୪(ଡି.ଏନ୍.ଏ.): କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବାହାରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ଡାକ୍ତରୀ ପରୀକ୍ଷା କରାଇ ସ୍ଥାନୀୟ କ୍ୱାରେଣ୍ଟାଇନ ସେଣ୍ଟରରେ ରଖିବା ବ୍ୟବସ୍ଥା ସରକାରଙ୍କ ତରଫରୁ ସମସ୍ତ ପଞ୍ଚାୟତ ଓ ସହରାଞ୍ଚଳରେ କରାଯାଇଛି। ଏଥିସହିତ ସଂକ୍ରମଣକୁ ରୋକିବା ଦିଗରେ ସହରାଞ୍ଚଳ…
ଚିନ୍ତା ବଢ଼ାଇଲାଣି କରୋନା: ୩ ବରିଷ୍ଠ ସଚିବଙ୍କୁ ୩ ଜିଲାର ଦାୟିତ୍ୱ; କୋଭିଡ ମୁକାବିଲାର ତଦାରଖ କରିବେ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟର ଭଦ୍ରକ, ବାଲେଶ୍ୱର, ଯାଜପୁର ଜିଲାରେ ହଠାତ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏହିସବୁ ଜିଲାରୁ ଅଧିକ କରୋନା ପଜିଟିଭ୍ ମାମଲା ଆସିବା ପରେ ରାଜ୍ୟ ସରକାର ପଦକ୍ଷେପ ନିଆଯାଇଛି। ରାଜ୍ୟର ୩ ଜଣ ବରିଷ୍ଠ ସଚିବଙ୍କୁ ଏହି…
କରୋନା ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବାପ, ପୁଅଙ୍କୁ କୋର୍ଟ ଚାଲାଣ
ଦିଗପହଣ୍ଡି,୨୩।୪(ଡି.ଏନ୍.ଏ.): ଦିଗପହଣ୍ଡି ବ୍ଳକ ବୋମକେଇ ଗାଁରେ ରାସନ କାର୍ଡ ଓ ଲେବର କାର୍ଡ ହିତାଧିକାରୀଙ୍କୁ କରୋନା ଆର୍ଥିକ ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୨ଜଣ ଗିରଫ କରି କୋର୍ଟ…
ଶ୍ରୀକ୍ଷେତ୍ରରେ ଚାପ କାମ ଆରମ୍ଭ: କେବଳ ମହାପ୍ରଭୁଙ୍କୁ ଅପେକ୍ଷା
ପୁରୀ ଅଫିସ,୨୩ା୪: ଆସନ୍ତା ୨୬ ତାରିଖରେ ଚନ୍ଦନଯାତ୍ରା। ଏହି ଅବସରରେ ବାହାର ଚନ୍ଦନ ଯାତ୍ରାରେ ମହାପ୍ରଭୁ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ସହ ମିଶି ୨୧ ଦିନ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ। ଏଥିପାଇଁ ଗୁରୁବାରଠାରୁ ଚାପ କାମ ଆରମ୍ଭ ହୋଇଛି। କେବଳ…
୫ଦିନ ମଧ୍ୟରେ ବହି ବଣ୍ଟା ଶେଷ କର
ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଲକ୍ଡାଉନ୍ ଯୋଗୁ ପିଲାମାନଙ୍କ ପାଠପଢା ଏକ ପ୍ରକାର ଠପ୍ ହୋଇଯାଇଛି। ଦଶମ ପିଲାଙ୍କ ପରୀକ୍ଷା ମୂଲ୍ୟାୟନ ଶେଷ ହୋଇପାରି ନ ଥିବାବେଳେ ଯୁକ୍ତ୨ ପରୀକ୍ଷା ମଧ୍ୟ ଶେଷ ହୋଇନାହିଁ। ଏସବୁକୁ ନେଇ ସରକାର ଚିନ୍ତାରେ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ…
Archives


