ପଶ୍ଚିମବଙ୍ଗରୁ ଫେରିଥିବା୧୬ ଅଗ୍ନିଶମ କର୍ମଚାରୀଙ୍କୁ କରୋନା
ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୧୬ଜଣ ଅଗ୍ନିଶମ କର୍ମଚାରୀ ରହିଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
CORONAVIRUS UPDATE: ଆଉ ୧୦୮ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ ଛୁଇଁଲା
ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୪୧୬୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଫିକା ଫିକା ରଜ
ରଜ ପାଳନକୁ ନେଇ ଓଡ଼ିଶାବାସୀଙ୍କ ମନରେ ଥିବା ଉତ୍ସାହକୁ ଏବର୍ଷ ଫିକା କରିଦେଇଛି କରୋନା। ତିନିଦିନ ଧରି ବେଶ୍ ଧୁମ୍ଧାମ୍ରେ ପାଳନ ହେଉଥିବା ଏହି ପର୍ବର ଆଜି ହେଉଛି ଶେଷଦିନ। ହେଲେ ରୋଗ ବ୍ୟାପିବା ଭୟ ସାଙ୍ଗକୁ ସାମାଜିକ ଦୂରତା ରଖିବାର…
ଶିଳ୍ପକୁ ଜମି ଦେବାକୁ ତତ୍ପର, ଗରିବଙ୍କୁ ଅବହେଳା
ଯାଜପୁର ଅଫିସ,୧୬।୬: ଯାଜପୁର ଜିଲାରେ ପ୍ରବାସୀ ନିର୍ମାଣ ଶ୍ରମିକଙ୍କ ପାଇଁ ଚାନ୍ଦମାଠାରେ ୫୦ ଶଯ୍ୟା ବିଶିଷ୍ଟ ଭଡ଼ାଘର କମ୍ପ୍ଲେକ୍ସ(ଆର୍ଏଚ୍ସି) ନିର୍ମାଣ ପ୍ରସ୍ତାବ ୩ ବର୍ଷ ହେଲା ଜମି ଅଭାବରୁ ଅଟକିଛି। ଫଳରେ ପ୍ରବାସୀ ନିର୍ମାଣ ଶ୍ରମିକ ଘର ନ ପାଇ ହନ୍ତସନ୍ତ…
ମାସ୍କ, ପିପିଇ କିଣା ନେଇ ଶ୍ୱେତପତ୍ର ଦିଅନ୍ତୁ ରାଜ୍ୟ ସରକାର
ଭୁବନେଶ୍ୱର,୧୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଚିଠି ଲେଖି ଅନୁରୋଧ କରିଛନ୍ତି ଯେ, ରାଜ୍ୟ ସରକାର ମାସ୍କ, ପିପିଇ, ଅନ୍ୟାନ୍ୟ କୋଭିଡ-୧୯ ସଂକ୍ରାନ୍ତୀୟ ଜିନିଷ କେଉଁଠାରୁ କିଣାଯାଇଛି ଏବଂ ଏହାର ଦାମ୍ କେତେ ତାହା ପ୍ରକାଶ…
ବରାହ ମହାନ୍ତିଙ୍କ ପରଲୋକ
କଟକ ଅଫିସ,୧୬।୬: ଦୂରଦର୍ଶନ ଭୁବନେଶ୍ୱରର ପୂର୍ବତନ ନିର୍ଦ୍ଦେଶକ ବରାହ ମହାନ୍ତିଙ୍କ ସୋମବାର ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। କଟକ ତୁଳସୀପୁରସ୍ଥିତ ବାସଭବନରେ ପହଞ୍ଚତ୍ ଅନେକ…
ରଥଯାତ୍ରା ନେଇ ସୁପ୍ରିମକୋର୍ଟରେ ପୁଣି ପିଟିଶନ
ଭୁବନେଶ୍ୱର, ୧୬।୬(ବ୍ୟୁରୋ)/ ନୂଆଦିଲ୍ଲୀ(ସ୍ବ.ପ୍ର.): ପୁରୀ ରଥଯାତ୍ରା ସଂକ୍ରାନ୍ତରେ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍ ପିଟିଶନ ଦାଖଲ କରାଯାଇଛି। ହାଇକୋର୍ଟ ରାଜ୍ୟ ସରକାରଙ୍କ ଉପରେ ରଥଯାତ୍ରା ନିଷ୍ପତ୍ତି ନ୍ୟସ୍ତ କରିଥିବାବେଳେ ଭାରତୀୟ ବିକାଶ ପରିଷଦ…
ଶ୍ରୀମନ୍ଦିରରେ ପହଞ୍ଚିଲା ଦଶମୂଳ
ପୁରୀ ଅଫିସ,୧୬।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦିରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁଦିଅଁଙ୍କ ଗୁପ୍ତ ସେବା। ଶ୍ରୀଅଙ୍ଗ ସେବକ ଦଇତାପତି ସେବାରେ ଲାଗିଛନ୍ତି। ଫୁଲୁରି ତେଲ ଏବଂ ଓଷୁଅ ଲାଗି…
‘ଓଡ଼ିଶୀ ସଙ୍ଗୀତ’କୁ କେବେ ମିଳିବ ଶାସ୍ତ୍ରୀୟ ମାନ୍ୟତା
ଭୁବନେଶ୍ୱର,୧୬।୬(ବ୍ୟୁରୋ): ଜୁନ୍ ୭ ଓଡିଶା ଓ ଓଡ଼ିଆଙ୍କ ପାଇଁ ଥିଲା ଏକ ଐତିହାସିକ ଦିବସ। କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଅମର ରଚନା ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା ମିଳିବାପରେ ପ୍ରତି ଓଡ଼ିଆଙ୍କ ମନରେ ଖୁସି ଓ ଆନନ୍ଦର ଲହରୀ…
ନନ୍ଦନକାନନରେ କଳାବାଘ ବୁଲିବା ପ୍ରଚାର ଗୁଜବ
ବାରଙ୍ଗ,୧୬।୬(ଡି.ଏନ୍.ଏ.)- କରୋନା ଲାଗି ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବନ୍ଦ ରହିଛି। ଶୂନଶାନ ହୋଇଯାଇଛି ନନ୍ଦନକାନନ ରାସ୍ତା। ନା ଆସୁଛନ୍ତି ପର୍ଯ୍ୟଟକ ନା ଶୁଭୁଛି ସେମାନଙ୍କ ଗହଳି। ଏହି ନିସ୍ତବ୍ଧ ମଧ୍ୟରେ ସୋମବାର ନନ୍ଦନକାନନ ପୁଣି ଚର୍ଚ୍ଚାକୁ ଆସିଛି। ସକାଳେ ୯ନଂ ଫାଟକ…
ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି: ଅଣଲାଭଦାୟକ ଶିକ୍ଷାନୁଷ୍ଠାନରେ ମାଗଣା ବହି ଦିଆଯାଉ
ଭୁବନେଶ୍ୱର,୧୬।୬(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ସରକାରୀ ସ୍କୁଲର ଛାତ୍ରୀଛାତ୍ରଙ୍କୁ ଯେଭଳି ମାଗଣାରେ ବହି ଯୋଗାଇ ଦିଆଯାଉଛି, ସେହିପରି ସରସ୍ବତୀ ବିଦ୍ୟାମନ୍ଦିର, ବିବେକାନନ୍ଦ ଶିକ୍ଷାକେନ୍ଦ୍ର, ଅରବିନ୍ଦ ସ୍କୁଲ ଅଫ୍ ଇଣ୍ଟରନାଲ ଏଜୁକେଶନ…
ଇଏ କି ଶାଳଗ୍ରାମ
ପୁରୀ ଅଫିସ,୧୬।୬: ସନାତନ ପରମ୍ପରାରେ ଶାଳଗ୍ରାମଙ୍କୁ ସ୍ବୟଂ ବିଷ୍ଣୁଙ୍କ ସ୍ବରୂପ ଭାବେ ଉପାସନା କରାଯାଇଥାଏ। ବର୍ତ୍ତମାନ ପ୍ରକୃତ ଶାଳଗ୍ରାମ ପ୍ରାୟତଃ ଆଉ ମିଳୁନାହିଁ। ଶ୍ରୀମନ୍ଦିରରେ ଚିତ୍ରିତ ଶାଳଗ୍ରାମ ଉପାସନାର ପରମ୍ପରା ନ ଥିବାବେଳେ ହ୍ବାଟ୍ସଆପ୍ ଓ ଫେସ୍ବୁକ୍ ଭଳି ସୋସିଆଲ୍ ମିଡିଆରେ…
Archives


