ପିଏନ୍ବିରୁ ୩୨ କୋଟି ଠକେଇ ମାମଲା:ଖୋଳତାଡ଼ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର ଷ୍ଟେଶନ ସ୍କୋୟାର ଶାଖାରୁ ୩୨ କୋଟି ଟଙ୍କା ଠକେଇ ମାମଲାରେ ଖୋଳତାଡ଼ ଚଳାଇଛି ସିବିଆଇ। ଠକେଇର ମୁଖ୍ୟ କୁହାଯାଉଥିବା ଗ୍ଲୋବାଲ ଟ୍ରେଡିଂ ସଲ୍ୟୁସନ ଲିମିଟେଡ୍ର ଏମ୍ଡି ଅବିନାଶ ମହାନ୍ତିଙ୍କୁ ଗିରଫ କରିବା ପାଇଁ ସିବିଆଇ…
ଜୁଲାଇରେ ଆଉ ୯ ଖଣି ନିଲାମ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟ ସରକାର ଆହୁରି ୯ଟି କୋଇଲା ଖଣିକୁ ନିଲାମ କରିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ୍ତା ଜୁଲାଇ ସୁଦ୍ଧା ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ଥିବା ଉକ୍ତ ଖଣିଗୁଡ଼ିକର ନିଲାମ କରାଯିବ। ସୁନ୍ଦରଗଡ଼ ଜିଲାର ଚାନ୍ଦିପୋଷି, ଝୁମକା ପଥିରିପୋଷି, ଠୋଲଟାପାହାଡ,…
ଚାଷଠୁ ଦୂରରେ ଚାଷୀ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ଫସଲ ପାଇଁ ଖର୍ଚ୍ଚ ବଢ଼ିବା ସହ ଉତ୍ପାଦିତ ଶସ୍ୟର ଅଭାବୀ ବିକ୍ରି ସମସ୍ୟା ସୃଷ୍ଟି କରି ଚାଲିଛି। ଏଥିଯୋଗୁ ରାଜ୍ୟରେ ଜମି ପଡ଼ିଆ ପଡୁଛି ପଛକେ ଚାଷୀ ଚାଷ ପାଇଁ ଆଗ୍ରହ ଦେଖାଉ ନାହାନ୍ତି। ଜମି ମାଲିକ ନିଜେ ଚାଷ…
ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶି ହଡପ ଅଭିଯୋଗ: ସରପଞ୍ଚଙ୍କୁ ଘେରିଲେ ଗ୍ରାମବାସୀ
ଯୋଡା, ୧୬ା୬(ଡି.ଏନ୍.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଜଲହରି ଗ୍ରାମପଞ୍ଚାୟତରେ ଥିବା ଏସେଲ ଖଣି କମ୍ପାନୀର ଆପାହାତୁ ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶିକୁ ହଡପ କରାଯାଇଥିବା ଅଭିଯୋଗ କରି ସ୍ଥାନୀୟ ଜଲହରି ଅଞ୍ଚଳବାସୀ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚଙ୍କୁ ଘେରିଥିଲେ। ଜଲହରି ପଞ୍ଚାୟତର…
କଟକଣା ଭିତରେ ରଜ ପାଳନ
ଖଇରା, ୧୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ରଜ କଟକଣା ମଧ୍ୟରେ ପାଳନ କରାଯାଉଛି ା ଝିଅମାନେ ସାମାଜିକ କଟକଣା ମଧ୍ୟରେ ଦୋଳି ଖେଳୁଥିବା ବେଳେ ଅଳତା ମେହେନ୍ଦିରେ ସଜେଇ ହେଉଥିବାର ଦେଖିବାକୁ ମିଳୁଛି ା ଲୋମାନେ ଘରେ ପିଠାପଣାର ଆନନ୍ଦ…
ବ୍ୟାସକବିଙ୍କ ଶ୍ରାଦ୍ଧବାର୍ଷିକୀରେ ବିଶ୍ୱଶାନ୍ତି ପାଇଁ ପ୍ରାର୍ଥନା
ବାଲେଶ୍ୱର ଅଫିସ,୧୬।୬- ଓଡ଼ିଆ ଭାଷା ସାହିତ୍ୟର ତ୍ରାଣକର୍ତ୍ତା, ଭାଷା ଆନ୍ଦୋଳନର ସେନାପତି, ସଂକ୍ରାନ୍ତି ପୁରୁଷ, ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୦୨ତମ ଶ୍ରାଦ୍ଧବାର୍ଷିକୀରେ ବାଲେଶ୍ୱର ସହର ଶାନ୍ତିକାନନଠାରେ ଫକୀରମୋହନ ସାହିତ୍ୟ ପରିଷଦ ପକ୍ଷରୁ ସୋମବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପୂର୍ବାହ୍ନ ୭ଟା ସମୟରେ…
ସମିତିସଭ୍ୟଙ୍କ ଶପଥପାଠର ଭିଡିଓ ଭାଇରାଲ : ବ୍ଲକ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ୧୭ରେ
ଦାରିଙ୍ଗବାଡ଼ି,୧୬ା୬(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତ୍ରୀ ପ୍ରଧାନଙ୍କ ନିର୍ବାଚନ ମାମଲାରେ ତାଙ୍କ ପଦବୀ ଅସିଦ୍ଧ ଘୋଷିତ ହୋଇଛି। ଗତ କିଛି ଦିନ ହେଲା ଉପାଧ୍ୟକ୍ଷ ରମାକାନ୍ତ ବଳିଆର ସିଂ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉଛନ୍ତିି। ଏହି ସମୟରେ ଅଧ୍ୟକ୍ଷ ପଦ ପୂରଣ…
ରଜ ସଂକ୍ରାନ୍ତିରେ ମାନିଲେନି ଲକଡାଉନ୍
ଭଞ୍ଜନଗର,୧୬ା୬ (ଡି.ଏନ୍.ଏ.) – ଭଞ୍ଜନଗର ଅଞ୍ଚଳରେ ସଙ୍ଗରୋଧ କେନ୍ଦ୍ର ବାହାରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଏଭଳି ସ୍ଥିତିରେ ଲୋକେ କାମ ପାଇଁ ହେଉ କି ଅନ୍ୟ କାରଣରୁ ଲକଡାଉନ୍ ନିୟମ ନ ମାନିବା ଚିନ୍ତାର ବିଷୟ ହୋଇଛି। ଜିଲାରେ…
ଅନିଶ୍ଚିତତା ମଧ୍ୟରେ ଆଗଉଛି ରଥକାମ
ଢେଙ୍କାନାଳ ଅଫିସ,୧୬ା୬ ଢେଙ୍କାନାଳ ସହରର ବହୁ ପୁରାତନ ଐତିହ୍ୟ ସମ୍ପନ୍ନ ରଥଯାତ୍ରା ଚଳିତବର୍ଷ ଅନୁଷ୍ଠିତ ହେବା ନେଇ କୌଣସି ସ୍ପଷ୍ଟ ନିର୍ଦ୍ଦେଶନାମା ବର୍ତ୍ତମାନ ସୁଦ୍ଧା ଜାରି ହୋଇନାହିଁ ା ଫଳରେ ଯାତ୍ରାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ରଥଗଡାରେ ଦୁଇ ରଥର…
୮୭ ହଜାର ହେକ୍ଟରରେ ହେବ ଚାଷ
ଅନୁଗୋଳ ଅଫିସ, ୧୬ା୬ ମୌସୁମୀ ପହଞ୍ଚି ସାରିଥିବାରୁ ପାଗ ବଦଳିଯାଇଛି। ଫଳରେ ତାତିରୁ ଲୋକଙ୍କୁ ତ୍ରାହି ମିଳିଛି। ତେବେ ମୌସୁମୀ ବର୍ଷାକୁ ନେଇ ଚାଷୀମାନେ ବେଶ୍ ଖୁସି ଅଛନ୍ତି। ଠିକଣା ସମୟରେ ବର୍ଷା ଆରମ୍ଭ ହୋଇଥିବାରୁ ଚଳିତବର୍ଷ ପାଣିପାଗ ଚାଷ ପାଇଁ…
ବିଜୁଳି ଖୁଣ୍ଟ ପାଖେ ଜଳୁଛି ଡିବିରି
ବଇଣ୍ଡା,୧୬ା୬ – ପରିକ୍ଷିତ ସାହୁ ସରକାରଙ୍କ ସୌଭାଗ୍ୟ ଯୋଜନାର ସେ ହକ୍ଦାର। ପକ୍କା ଘର ପାଇବା ପାଇଁ ମଧ୍ୟ ଉପଯୁକ୍ତ ହିତାଧିକାରୀ। ହେଲେ ପକ୍କା ଘରଟିଏ ପାଇଁ ୫ ବର୍ଷ ହେଲା ପଞ୍ଚାୟତଠାରୁ ବ୍ଲକ କାର୍ଯ୍ୟାଳୟ ଯାଏ ଧାଉଁଥିଲେ ବି କେଉଁଠାରୁ…
ପୋଖରୀରୁ ଦଳ ସଫା କଲେ ଯୁବଗୋଷ୍ଠୀ
ଅମରପାଲି, ୧୬।୬ (ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ପଞ୍ଚାୟତର ରଣାବନ୍ଧକୁ ଯୁବଗୋଷ୍ଠୀ ସଫା କରିଛନ୍ତି । ଯାହାକୁ ସ୍ଥାନୀୟ ଲୋକେ ପ୍ରଶଂସା କରିଛନ୍ତି। ଏହି ପୋଖରୀ ଉପରେ ହିଲୁଙ୍ଗ, କର୍ଣ୍ଣପାଲି, ବାଘମାରି ସମେତ ବୀରମହାରାଜପୁରର ଲୋକେ ନିର୍ଭର…
Archives


