ରାଜ୍ୟ

ଡାକ୍ତରଙ୍କ ପ୍ରତି ହିଂସା ଅଗ୍ରହଣୀୟ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା ସଂକ୍ରମଣରେ ବିଶ୍ୱ ଛଟପଟ। ସମଗ୍ର ଦେଶ ମଧ୍ୟ ଏହି ମହାମାରୀ ସହିତ ଲଢୁଛି। ଏହାକୁ ମୁକାବିଲା କରିବାରେ ଡାକ୍ତର, ନର୍ସ ଓ ପାରାମେଡିକାଲ କର୍ମଚାରୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତିି। ସେମାନେ ଜୀବନକୁ ବିପନ୍ନ କରି କରୋନା ରୋଗୀଙ୍କ…

ସଫେଇ କର୍ମଚାରୀଙ୍କୁ ପାଣି, ଫୁଲ ପକାଇ ସମ୍ମାନିତ

ଜଟଣୀ ୨୧ା୪(ଡି.ଏନ.ଏ.): କରୋନା ସଂକ୍ରମଣ ରୋକିବାରେ ଅଗ୍ରଦୂତ ସାଜିଥିବା ଡାକ୍ତର, ନର୍ସ, ପୋଲିସ ଓ ସଫେଇ କର୍ମଚାରୀ ଜୀବନକୁ ବାଜି ଲଗାଇଛନ୍ତି। ଲକ୍‌ଡାଉନ୍‌ ସମୟରେ ଲୋକଙ୍କ ସେବାରେ ଲାଗି ପଡିଥିବା ଜଟଣୀ ମ୍ୟୁନିସିପାଲିଟି ଅଞ୍ଚଳରେ କାର୍ଯ୍ୟରତ ୧୦୦ରୁ ଊର୍ଦ୍ଧ୍ୱ ସଫେଇ କର୍ମଚାରୀଙ୍କୁ…

୨ ହଜାରରୁ ଊର୍ଦ୍ଧ୍ୱ ନମୁନାର ରାପିଡ୍‌ ଟେଷ୍ଟ

ଭୁବନେଶ୍ୱର, ୨୧ା୪ବ୍ୟୁରୋ): ରାଜଧାନୀକୁ ସଂକ୍ରମଣ ମୁକ୍ତ ଲକ୍ଷ୍ୟ ନେଇ ବିଏମ୍‌ସି ପକ୍ଷରୁ ରାପିଡ୍‌ ଟେଷ୍ଟ ଚାଲିଛି। ଏହି ଅଭିଯାନର ୩ୟ ଦିନ ସୋମବାରରେ ଭୁବନେଶ୍ୱରରୁ ୨ହଜାରରୁ ଊର୍ଦ୍ଧ୍ୱ ନମୁନା ସଂଗ୍ରହ କରାଯାଇଥିବା ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ଜଣାପଡ଼ିଛି। ଦକ୍ଷିଣ ପଶ୍ଚିମ ମଣ୍ଡଳରୁ…

ପିପିଲି ଟୋଲ୍‌ ପ୍ଲାଜାରୁ ଟିକସ ଆଦାୟ ଆରମ୍ଭ

ପିପିଲି,୨୧ା୪ (ସ୍ବ.ପ୍ର): ରାଜ୍ୟ ସରକାର ଲକ୍‌ଡାଉନକୁ କିଛିମାତ୍ରାରେ କୋହଳ କରିଛନ୍ତି। ପୁରୀ ଜିଲା ପିପିଲି ଟୋଲ ପ୍ଲାଜା ସିଲକୁ ସୋମବାରଠାରୁ ଖୋଲା ଯାଇଛି। ଏଥିସହ କର୍ମଚାରୀମାନେ ପୂର୍ବଭଳି ଟୋଲ ପ୍ଲାଜାରେ ଟିକସ ଆଦାୟ କାର୍ଯ୍ୟ ଆରମ୍ଭ କରିଛନ୍ତି। କରୋନା ସଂକ୍ରମଣକୁ ରୋକିବା…

ଭୁବନେଶ୍ୱରରେ ବୁଲିବ ମାସ୍କ ମୋବାଇଲ ଭ୍ୟାନ୍‌

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କରୋନା ଭୂୂତାଣୁ ସଂକ୍ରମଣ ରୋକିବା ଦିଗରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି। ସାଧାରଣ ଲୋକଙ୍କ ଲାଗି ରାଜ୍ୟର ବିଭିନ୍ନ ଜିଲାରେ ଥିବା ସ୍ବୟଂ ସହାୟକ ଗୋଷ୍ଠୀ ତଥା ଉତ୍ପାଦକ ଗୋଷ୍ଠୀର ସଦସ୍ୟାମାନେ…

ସଙ୍କଟରେ ଚାନ୍ଦୁଆ ଶିଳ୍ପ

ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍‌ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ କଷ୍ଟେମଷ୍ଟେ ଅଣ୍ଟା ସଳଖି ଆସୁଥିବା ଚାନ୍ଦୁଆ କାରିଗରଙ୍କ ସମେତ ବ୍ୟବସାୟୀମାନେ ଏବେ କରୋନା ମାଡ଼ରେ…

ଇନ୍ଦୋର ଉଦାହରଣ ଦେଇ ବୁଝାଇଲେ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶାକୁ ପ୍ରଶଂସା କରିଛନ୍ତି କେନ୍ଦ୍ର ସରକାର। ସେହିଭଳି ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ବାହାବା ସାଉଣ୍ଟିଛନ୍ତି ରାଜ୍ୟ ସରକାର। ତେବେ ଏହି ପରିପ୍ରେକ୍ଷୀରେ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ…

୬ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା ମୁକାବିଲା କରୁଥିବା ରାଜ୍ୟ ସରକାର ସୋମବାର ୯୧୦୦.୨୯ କୋଟି ଟଙ୍କାର ପୁଞ୍ଜିିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତିି। ଏଥିଯୋଗୁ ରାଜ୍ୟରେ ୬ ହଜାର ୫୨୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୨ ତମ…

ଶ୍ରୀଲିଙ୍ଗରାଜଙ୍କ ଚନ୍ଦନଯାତ୍ରା ବନ୍ଦ

ପୁରୁଣା ଭୁବନେଶ୍ୱର, ୨୧ା୪(ଡି.ଏନ.ଏ.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣାରଥ ଯାତ୍ରା ପରେ ଏବେ ଚନ୍ଦନ ଯାତ୍ରା ମଧ୍ୟ ବନ୍ଦ ହେବ। ଆସନ୍ତା ୨୬ ତାରିଖଠାରୁ ଠାକୁରଙ୍କ ଚନ୍ଦନଯାତ୍ରା ଆରମ୍ଭ ହୋଇଥାନ୍ତା। କରୋନା…

ବିନା ମାସ୍କରେ ଧରାପଡ଼ିଲେ ୨୬୯

ଭୁବନେଶ୍ୱର,୨୧ା୪ (ବ୍ୟୁରୋ): ସୋମବାରଠାରୁ କେନ୍ଦ୍ର ଓ ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ ଲକ୍‌ଡାଉନ୍‌ ନିୟମରେ କୋହଳ କରାଯାଇଛି। ସେମାନେ ଆଇକାର୍ଡ ଦେଖାଇ ଅଫିସ୍‌ ଯାଉଛନ୍ତି। ପୂର୍ବଦିନ ଭଳି ପୋଲିସ ଏତେଟା କଡ଼ାକଡ଼ି ଚେକିଂ କରିନଥିଲା। ଏହାର ସୁଯୋଗ ନେଇ କେତେକ ଅମାନିଆ…

ଓଡ଼ିଶାକୁ ଜାତୀୟ, ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ସଂକ୍ରମଣ ମୁକାବିଲା ନେଇ ରାଜ୍ୟ ସରକାର ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା ସାଉଁଟିବାରେ ଲାଗିଛନ୍ତିି। ଏହି ମହାମାରୀକୁ ପ୍ରତିହତ କରିବା ନିମନ୍ତେ ଆଗୁଆ ପଦକ୍ଷେପ ଓ ପ୍ରସ୍ତୁତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ, ସାମାଜିକ ଦୂରତ୍ୱ କଡାକଡି ଭାବେ…

୪୦ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଲକ୍‌ଡାଉନ ଯୋଗୁ ଲୋକମାନେ ଘରୁ ପଦାକୁ ବାହାରୁ ନାହାନ୍ତି। ଏଥିଯୋଗୁ ଗ୍ରୀଷ୍ମ କଷ୍ଟରୁ ଆଶ୍ୱସ୍ତି ମିଳିଛି। ତେବେ କୃଷି ଓ ଅନ୍ୟାନ୍ୟ କାର୍ଯ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri