ରାଜ୍ୟ

କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିବା ବେଳେ କେନ୍ଦ୍ରୀୟ ଟିକସ ହ୍ରାସ, ପୁଞ୍ଜିନିବେଶ, ନିଯୁକ୍ତି, କେନ୍ଦ୍ରୀୟ ଅନୁଦାନ,...

ଦୁଇଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୨(ବ୍ୟୁରୋ): ଝାଡଖଣ୍ଡ ଏବଂ ଓଡିଶା ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।...

ଏସ୍‌ସିବି ମେଡିକାଲରେ ପ୍ରଥମ କରୋନା ସନ୍ଦିଗ୍ଧ

କଟକ ଅଫିସ,୨।୨: ଚାଇନାର ସିଚୁଆନ ସ୍ଥିତ ସାଉଥ ୱେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ ପଢୁଥିବା ଫୁଲବାଣୀର ଜଣେ ଡାକ୍ତରୀ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ଚିକିତ୍ସାଲାଗି ତାଙ୍କୁ ଏସ୍‌ସିବି ମେଡିକାଲର ସ୍ବତନ୍ତ୍ର ଆଇସୋଲେଶନ୍‌ ୱାର୍ଡରେ ଭର୍ତ୍ତି...

ଲଘୁଖଣିଜ ପଦାର୍ଥ ପାଇଁ ଆସିବ ନୂଆ ନିୟମ: ୪ ରାଜ୍ୟ ଅନୁଧ୍ୟାନ କଲେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଟିମ୍‌

ଭୁବନେଶ୍ୱର, ୨।୨(ବ୍ୟୁରୋ): ରାଜ୍ୟର ବାଲି, ମୋରମ, ମାଟି, ଚିପ୍‌ସ ଭଳି ଲଘୁଖଣିଜ ସମ୍ପଦ ଆଉ ମନଇଚ୍ଛା ନିଲାମ ହେବ ନାହିଁ। ଏଥିପାଇଁ ରାଜ୍ୟ ସରକାର ଏକ ନୂତନ ରୁଲ୍‌ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ଏ ନେଇ ଅନ୍ୟ ରାଜ୍ୟରେ ଥିବା...

୭ରୁ ଜେଡିସିଏ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବ: ପ୍ରଦର୍ଶିତ ହେବ ଦେଶ ବିଦେଶର ୪୮ ଫିଲ୍ମ

ଭୁବନେଶ୍ୱର,୨।୨(ବ୍ୟୁରୋ)-  ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ(ଜେଡିସିଏ)ର ଫିଲ୍ମ ଫୋରମ୍‌ ଆନୁକୂଲ୍ୟରେ କଳା ଓ କଳାକାର ଆଧାରିତ ତ୍ରୟୋଦଶ ଅନ୍ତର୍ଜାତୀୟ ପ୍ରାମାଣିକ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ ଆସନ୍ତା ୭ ରୁ ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଇଡ୍‌କଲ୍‌ ଅଡିଟୋରିୟମ୍‌ରେ ୩ଦିନ...

ଆରମ୍ଭ ହେଲା ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା: ଯୋଗଦେଇଛନ୍ତି ସାରା ଦେଶର ସାଧୁସନ୍ଥ

ଭୁବନେଶ୍ୱର, ୨।୨(ବ୍ୟୁରୋ): ଶନିବାର ପବିତ୍ର ମାଘ ସପ୍ତମୀରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା ବା କୁମ୍ଭମେଳା। ଭୋର୍‌ରୁ ସାଧୁସନ୍ଥମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ ମେଳାସ୍ଥଳରେ ପୂର୍ଣ୍ଣକୁମ୍ଭ ସ୍ଥାପନ କରି ସୂର୍ଯ୍ୟ ଉପାସନା ଆରମ୍ଭ କରିଛନ୍ତି। ଅଖଣ୍ଡ ଧୁନି...

ହଜିଗଲାଣି ମଣିଷପଣିଆ: କାର୍‌ ଡିକିରେ ବାପାଙ୍କ ମୃତଦେହ ସ୍ବର୍ଗଦ୍ୱାର ଆଣିଲେ ପୁଅ

ପୁରୀ ଅଫିସ, ୨।୨: ମୃତଦେହକୁ ମଶାଣି ପର୍ଯ୍ୟନ୍ତ ନେବା ପାଇଁ ଲୋଡ଼ା ହେଉଥିଲା ଛ’ ଖଣ୍ଡ କାଠ। କାନ୍ଦ ବୋବାଳିରେ ଫାଟି ପଡୁଥିଲା ଘରଦ୍ୱାର। ସାହିଭାଇ କୋକେଇ କାନ୍ଧେଇ ମଶାଣି ଅଭିମୁଖେ ଚାଲୁଥିଲେ। ଏବେ ସେ ଦୃଶ୍ୟ ଆଗଭଳି ଆଉ...

କ୍ୟାନ୍‌ସର: ପ୍ରଥମେ ସଚେତନତା ଆବଶ୍ୟକ

ଭୁବନେଶ୍ୱର, ୨।୨(ବ୍ୟୁରୋ): କର୍କଟ ରୋଗ ବା କ୍ୟାନ୍‌ସର ଅର୍ଥ ମୃତ୍ୟୁ। କ୍ୟାନ୍‌ସର ପୀଡ଼ିତଙ୍କ ମୃତ୍ୟୁ ସୁନିଶ୍ଚିତ ବୋଲି ସାଧାରଣରେ ଲୋକେ ଭାବିଥାନ୍ତି। ପୁଣି ଅନେକ ସ୍ଥାନରେ କ୍ୟାନ୍‌ସରକୁ ଏକ ଡିଆଁ ରୋଗ ଭାବି ରୋଗୀଙ୍କୁ ବାସନ୍ଦ କରିଦିଆଯାଉଛି। ଏଥି ପାଇଁ...

ଶୁଚିସ୍ମିତା ମନ୍ତ୍ରୀ ହେଲେ ସାହିତ୍ୟ ଏକାଡେମୀ ସଚିବ

ଭୁବନେଶ୍ୱର,୨।୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସାହିତ୍ୟ ଏକାଡେମୀର ନୂତନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି ଶୁଚିସ୍ମିତା ମନ୍ତ୍ରୀ। ପୂର୍ବତନ ସଚିବ ଡ. ଜୟନ୍ତୀ ରଥଙ୍କ କାର୍ଯ୍ୟକାଳ ଶେଷ ହୋଇଥିବାବେଳେ ଶନିବାର ନୂତନ ସଚିବଭାବେ...

ଓଡ଼ିଶା ଭଳି ରାଜ୍ୟକୁ ଅଧିକ ଲାଭ ଦେବ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨।୨(ବ୍ୟୁରୋ): ସାଧାରଣ ବଜେଟ ଦ୍ୱାରା ଭାରତବର୍ଷର କୃଷକ, ମହିଳା, ଯୁବକ, ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନେ ଅଧିକ ଲାଭାନ୍ବିତ ହେବେ। ଓଡ଼ିଶା ଭଳି ରାଜ୍ୟରେ ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା ଅଧିକ। ତେଣୁ...

କମିଲା ବସ୍‌ ଭଡ଼ା: କିଲୋମିଟର ପିଛା ୧ ଓ ୨ ପଇସା

ଭୁବନେଶ୍ୱର,୨।୨(ବ୍ୟୁରୋ): ତୈଳ ଦର ହ୍ରାସ ପାଇବା ଯୋଗୁ ରାଜ୍ୟରେ ବସ୍‌ ଭଡା କମିଛି। ଏ ନେଇ ଶନିବାର ରାଜ୍ୟ ପରିବହନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତୈଳ ଦର ହ୍ରାସ ପାଇଥିବାରୁ ସ୍ବୟଂକ୍ରିୟ ବ୍ୟବସ୍ଥା (ଅଟୋମେଶନ ସିଷ୍ଟମ୍‌)...

ମାଟ୍ରିକ ପରୀକ୍ଷା: ୬ରୁ ମିଳିବ ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୨।୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥି ନିମନ୍ତେ ଆଡ୍‌ମିଟ କାର୍ଡ ଆସନ୍ତା ୬ ତାରିଖରୁ ମିଳିବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri