ଆଜିଠୁ ଖୋଲିଲା ନନ୍ଦନକାନନ, କରୋନା କଟକଣା ମାନିବାକୁ ପର୍ଯ୍ୟଟକ ବାଧ୍ୟ
ଭୁବନେଶ୍ୱର,୪ା୧୦(ବ୍ୟୁରୋ): ଦୀର୍ଘ ୬ରୁ ୭ ମାସ ଧରି ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ରବିବାର ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ନନ୍ଦନକାନନ ପରିସରରେ କରୋନା କଟକଣା ପାଳନ କରାଯାଇଛି। ବିନା ମାସ୍କରେ ପ୍ରାଣୀ ଉଦ୍ୟାନ ମଧ୍ୟକୁ ପ୍ରବେଶ ନିଷେଧ ବୋଲି ନନ୍ଦନକାନନ…
ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୧୦(ବ୍ୟୁରୋ): ଭେଟେରାନ ନେତା, ପୂର୍ବତନ ମନ୍ତ୍ରୀ ତଥା ପିପିଲିର ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ ମହାରଥୀଙ୍କୁ ବିଜୁ ଜନତା ଦଳର ଜଣେ ପ୍ରତିଷ୍ଠିତ ତଥା ବିଜୁ…
ଆଜି ରାଜ୍ୟରୁ ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୦ ଟପିଲା
ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୦୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ କଟକ…
CORONAVIRUS UPDATE: ରାଜ୍ୟରେ ଆଜି ୩୩୨୬ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୭୧୩କୁ ବୃଦ୍ଧି
ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ମୋଟ୍ ୩୦ ଜିଲାରୁ ୩୩୨୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୨,୭୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ର ୧୯୪୫ ଜଣ…
କରୋନା କବଳରେ ରାଜ୍ୟର ବ୍ୟାଙ୍କ କର୍ମଚାରୀ: ୩୦୬୬ ସଂକ୍ରମିତ, ୧୪ ଜଣଙ୍କ ଜୀବନ ଗଲାଣି
ଭୁବନେଶ୍ୱର: ସାରା ରାଜ୍ୟରେ କରୋନା ମହାମାରୀ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ରାଜ୍ୟରେ ବର୍ତ୍ତମାନ ୩୭ରୁ ଊର୍ଦ୍ଧ୍ୱ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କର କର୍ମଚାରୀ ଜୀବନକୁ ବିପଦରେ ପକାଇ ଗତ ୬ ମାସରୁ ଊର୍ଦ୍ଧ୍ୱ ସମୟ ହେବ ବିଭିନ୍ନ ସରକାରୀ କାର୍ଯ୍ୟ ସହ…
ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ
ଭୁବନେଶ୍ୱର, ୪।୧୦(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…
ପ୍ରଦୀପ ମହାରଥୀ ଗୁରୁତର: ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୧୦(ବ୍ୟୁରୋ)-ପୂର୍ବତନ ମନ୍ତ୍ରୀ ତଥା ପିପିଲିର ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟ ଗୁରୁତର ହୋଇପଡିଛି। ସେ ଗତ କିଛିଦିନ ହେବ ସମ୍ ଅଲଟିମେଟ ମେଡିକେୟାରରେ ଚିକିିତ୍ସିତ ହେଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ମହାରଥୀଙ୍କ ପରିବାର ସଦସ୍ୟଙ୍କ ସହ ଟେଲିଫୋନ ଯୋଗ…
ବାଇକ୍ ଉପରେ ଚଢିଗଲା ଟ୍ରକ: ଚାଲିଗଲା ୨ ଜଣଙ୍କ ଜୀବନ
କେନ୍ଦୁଝର, ୩ା୧୦(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଭଗାମୁଣ୍ଡା ଆଶ୍ରମ ସ୍କୁଲ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ବାଇକ୍ ଉପରେ ଏକ ୧୨ ଚକିଆ ଟ୍ରକ ଚଢିଯିବାରୁ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୂଆଗଁା ଗ୍ରାମର ସଞ୍ଜିବ ମହାରଣା(୨୮) ଓ…
ଅନ୍ଲାଇନ୍ ଗେମ୍ କାଳ ହେଲା: ତାଗିଦ କରିବାରୁ ନାବାଳକଙ୍କ ଆତ୍ମହତ୍ୟା
ଯୋଡ଼ା ୩।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଅନଲାଇନ ଖେଳ ପାଇଁ ବାପାମା’ ତାଗିଦ୍ କରିଥିଲେ। ଏଥିରେ ନାବାଳକ ରାଗିଯାଇ ଶୁକ୍ରବାର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସମ୍ପୃକ୍ତ ଛାତ୍ର ଜଣଙ୍କ ଅଷ୍ଟମ ଶ୍ରେଣୀରେ ପାଠ ପଢ଼ୁଥିଲେ।…
ପରିସ୍ରା ଯିବା ବାହାନାରେ ଥାନାରୁ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ
ଚାନ୍ଦବାଲି, ୩ା୧୦(ଡି.ଏନ.ଏ.)-ନାବାଳିକା ଅପହରଣ ଓ ବଳାକତ୍ାର ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ଶୁକ୍ରବାର ବିଳମ୍ବିତ ରାତିରେ ଚାନ୍ଦବାଲି ଥାନାରୁ ଚମ୍ପଟ ମାରିଛନ୍ତି। ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲେ ମଧ୍ୟ ତାଙ୍କୁ ଗିରଫ କରିବାରେ ସଫଳ ହୋଇନାହିଁ। ସୂଚନାଯୋଗ୍ୟ, ଭଦ୍ରକ ଜିଲା…
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୬୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୨୧, ଅନୁଗୋଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ ୧୬୭, ଜଗତସିଂହପୁରରୁ ୧୫୨, ନୂଆପଡାରୁ ୧୫୨, ବରଗଡରୁ ୧୪୧, ନବରଙ୍ଗପୁରରୁ…
କଟକ ସହରରୁ ୧୬୮ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୩।୧୦-କଟକ ସହରରୁ ଶନିବାର ମୋଟ ୧୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୯୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

