ରାଜ୍ୟ

ଖଣିରେ ଚଢ଼ାଉ ବେଳେ ଚଢ଼ିଗଲା ଟ୍ରକ୍‌: ଶ୍ରମିକ ମୃତ, ୧୫ ପାୱାରଟିଲର, ୧ ଜେସିବି ଜବତ

ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ପୋଲିସ ଜିଲା ଜଙ୍କିଆ ଥାନାର ଅଁଳାଯୋଡି ମାଙ୍କଡାପଥର ଖଣି ଉପରେ ଶୁକ୍ରବାର ଚଢ଼ାଉ ସମୟରେ ଟ୍ରକ ଚଢ଼ି ଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଳିପଡା ସୁରେଶ ସାମନ୍ତରାୟ(୪୮)। ଜଙ୍କିଆ ଥାନା ପୋଲିସ ନଂ....

ଟୁଟୁଆ ହତ୍ୟାକାରୀ ମିଞ୍ଜାଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର,୧।୨(ବ୍ୟୁରୋ): ଖୋର୍ଦ୍ଧା ଜିଲା ବାଲିପାଟଣା ଥାନାଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ପ୍ରଶାନ୍ତ ପ୍ରଧାନ ଓରଫ ଟୁଟୁଆ ହତ୍ୟା ଘଟଣାର ରାୟ ଶୁକ୍ରବାର ସ୍ପେଶାଲ ଜଜ୍‌ ସିବିଆଇ-୧ କୋର୍ଟରେ ପ୍ରକାଶ ପାଇଛି। ବିଚାରପତି ଗୋପାଳଚନ୍ଦ୍ର ବେହେରା ଦୋଷୀ ସାବ୍ୟସ୍ତ ହୋଇଥିବା ରୋହିତ...

ସାହସ ଭରିଲା ଯୁଦ୍ଧାବସାନ ବାଦ୍ୟ

ଭୁବନେଶ୍ୱର,୧।୨(ବ୍ୟୁରୋ): ପତାକା ଅବତରଣ ଉତ୍ସବ ୭ମ ବାଟାଲିୟନ ପଡିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୈନିକମାନଙ୍କୁ ଉତ୍ସାହିତ କରିଥିଲେ। ପୋଲିସ ବିଭାଗରୁ ୩୨୨ଜଣ ମ୍ୟୁଜିସିଆନ ଭାଗ ନେଇ ବିଭିନ୍ନ ପ୍ରକାର ବାଦ୍ୟ...

ତାଲିକା ଧରି କୋଲକାତା ଗଲା ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧।୨(ବ୍ୟୁରୋ): ବାଂଲାଦେଶୀ ଯୁବତୀଙ୍କୁ ଓଡ଼ିଶା ଚାଲାଣ କରି ଦେହ ବ୍ୟବସାୟରେ ଲଗାଇବା ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ହାତରେ ଏବେ ଆଉ ଏକ ବଡ଼ ସୁରାକ ଲାଗିଛି। ଏହି ର଼୍ୟାକେଟର କିଙ୍ଗ୍‌ପିନ୍‌ ଅଞ୍ଜଳି ଦିଦି ଓ ତାଙ୍କ ସ୍ବାମୀ ଇବ୍ରାହିମ୍‌ଙ୍କୁ ଶୁକ୍ରବାର...

ପୋଷା କୁକୁର ଯୋଗୁ ପରିବାର ଲୋକଙ୍କ ଜୀବନ ରକ୍ଷା ହେଲା

ଜଟଣୀ,୧।୨(ଡି.ଏନ.ଏ.): ପୋଷା କୁକୁର ନାଗ ସାପକୁ ଅଟକାଇବା ଦ୍ୱାରା ପରିବାର ଲୋକଙ୍କ ଜୀବନ ରକ୍ଷା ହୋଇଛି। ଏଭଳି ଦେଖିବାକୁ ମଳିଛି ଜଟଣୀ କୁଦିଆରୀ ଗ୍ରାମରେ ସରୋଜ ସ୍ବାଇଁ ଓ ମନୋଜ ସ୍ବାଇଁଙ୍କ ଘରେ। ଶୁକ୍ରବାର ଅପରାହ୍ନରେ ହଠାତ୍‌ ପୋଷା କୁକୁର...

୭ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର,୧।୨(ବ୍ୟୁରୋ): କଳିଙ୍ଗ ବୀରମାନଙ୍କ ବୀରତ୍ୱର ଗାଥାକୁ ମନେପକାଇ ଶାନ୍ତିସ୍ତୂପ ଧଉଳି ପାହାଡ଼ର ପାଦ ଦେଶରେ ଅନୁଷ୍ଠିତ ହେବ ୧୬ତମ ଧଉଳି-କଳିଙ୍ଗ ମହୋତ୍ସବ। ଆସନ୍ତା ଫେବୃୟାରୀ ୭ରୁ ୯ ପର୍ଯ୍ୟନ୍ତ ଦୀର୍ଘ ୩ ଦିନବ୍ୟାପୀ ଚାଲିବାକୁ ଥିବା ଏହି ମହୋତ୍ସବରେ ପ୍ରତିବର୍ଷ...

ଆଜିଠାରୁ ଖଣ୍ଡଗିରି କୁମ୍ଭମେଳା

ଭୁବନେଶ୍ୱର,୧।୨(ବ୍ୟୁରୋ): ଶନିବାରଠାରୁ ଆରମ୍ଭ ହେଉଛି ପ୍ରସିଦ୍ଧ ଖଣ୍ଡଗିରି ମାଘ ସପ୍ତମୀ ମେଳା। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ଖଣ୍ଡଗିରି ଉଦୟଗିରି ପାଦଦେଶ। ସାରା ଦେଶରୁ ୩ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥଙ୍କ ସମାଗମ ହୋଇଥିବାବେଳେ ପ୍ରତ୍ୟୁଷରୁ ଧୁନି ସ୍ଥାପନ ପରେ ଉଛୁଳି ଉଠିବ ମେଳା...

ବ୍ୟବଚ୍ଛେଦ ପରେ ପୋତାଗଲା ମୃତ ତିମି

ବ୍ରହ୍ମଗିରି, ୧।୨(ଡି. ଏନ୍‌.ଏ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସାନପାଟଣା ସମୁଦ୍ରକୂଳରେ ଲାଗିଥିବା ମୃତ ତିମିର ମୃତଦେହକୁ ଶୁକ୍ରବାର ବ୍ୟବଚ୍ଛେଦ କରାଯିବା ପରେ ପୋତି ଦିଆଯାଇଛି। ବ୍ରହ୍ମଗିରି ମଣ୍ଡଳ ପ୍ରାଣୀ ଚିକିତ୍ସାଧିକାରୀ ଡାକ୍ତର ମଳୟ କୁମାର ମିଶ୍ର ମୃତ...

ରାସ୍ତାକୁ ଗାଈ ଛାଡ଼ିଲେ ଧରିନେବ ସ୍କ୍ବାଡ୍‌

ଭୁବନେଶ୍ୱର, ୧।୨(ବ୍ୟୁରୋ): ଏଣିକି ରାସ୍ତାକୁ ଗାଈ ଛାଡ଼ିଲେ ମାଲିକ ଗଣିବେ ୫ହଜାର ଜରିମାନା। ନଚେତ୍‌ ପାଳିତ ଗାଈକୁ ହରାଇବାକୁ ପଡ଼ିବ। ଏଭଳି କଡା ନିଷ୍ପତ୍ତି ଗ୍ରହଣ କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ରାଜଧାନୀ ତଥା ଉପକଣ୍ଠ ଅଞ୍ଚଳ ରାସ୍ତାରେ...

ଜଗତ୍‌ସିଂହପୁରରେ ଶୁଭାରମ୍ଭ ହେଲା ଇ-ଅଫିସ୍‌

ଜଗତ୍‌ସିଂହପୁର ଅଫିସ୍‌,୧।୨: ଫାଇଲ ଚାଷ ଯୋଗୁ ଅନେକ ସମୟରେ ଲୋକଙ୍କ ପାଖରେ ସେବା ପହଞ୍ଚତ୍ବାରେ ବିଳମ୍ବ ହେଉଛି। ଏପରି କି ଫାଇଲ ହଜିଯାଉଥିବା କୁହାଯାଇ ଅନେକ ପ୍ରସଙ୍ଗକୁ ବିବାଦୀୟ କରି ଦିଆଯାଉଛି। କେତେକ ସରକାରୀ କର୍ମଚାରୀ ଦୁର୍ନୀତି ଲୁଚାଇବା ପାଇଁ...

ବୈରୀ ଷ୍ଟେଶନ୍‌ରେ ରହିଲା କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର

ଛତିଆ,୧।୨(ଡି.ଏନ୍‌.ଏ.): ବୈରୀ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ସଫଳ ହୋଇଛି। ଶୁକ୍ରବାରଠାରୁ ବୈରୀ ଷ୍ଟେଶନରେ କେନ୍ଦୁଝର, ଭୁବନେଶ୍ୱର ପାସେଞ୍ଜର ଟ୍ରେନ୍‌ ରହଣୀ ହୋଇଛି। ଉଭୟ ପଟୁ ୧ ମିନିଟ୍‌ ଲେଖାଏ ରହିବା ପାଇଁ ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ବିଧିବଦ୍ଧ ଭାବେ...

ସଚିବଙ୍କ ନିର୍ଦ୍ଦେଶ ପରେ ବିଭାଗୀୟ ତତ୍ପରତା

ଯାଜପୁର ଅଫିସ,୧।୨: ଯାଜପୁର ଜିଲା ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣରେ ହୋଇଥିବା ଅନିୟମିତତା ସଂକ୍ରାନ୍ତରେ ବିଭାଗୀୟ ତତ୍ପରତା ଦେଖିବାକୁ ମିଳିଛି। ଓଡ଼ିଶା ସରକାର ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅଧସ୍ଥନ ସଚିବ ଏସ୍‌.ଆର୍‌. ପଟ୍ଟନାୟକ ତାଙ୍କ ପତ୍ରସଂଖ୍ୟା ୨୩୪୬୪/୧୩ା୧୨ା୨୦୧୯ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri