ରାଜ୍ୟ

ସବୁଠୁ ଉଚ୍ଚା ଥିଲା ଗୋପୀନାଥ ମନ୍ଦିର

ନୟାଗଡ଼ ଅଫିସ,୧୩ା୬: ମହାନଦୀ ଗର୍ଭରେ ଲୀନ ହୋଇଯାଇଥିବା ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗାଁକୁ ନେଇଏବେ ସବୁଠି ଚର୍ଚ୍ଚା। ଗାଁର ବିଶାଳ ଗୋପୀନାଥ ମନ୍ଦିରର ଦଧିନଉତି ଦୃଶ୍ୟମାନ ହେବା ପରେ ଅନେକ କଥା ଆଲୋଚନା ପରିସରକୁ ଆସିଛି। ବିଶେଷକରି ଗାଁଟି…

କ୍ରିକେଟ ଖେଳରୁ ଗଣ୍ଡଗୋଳ: ଏୟାରଗନ୍‌ ସହିତ ୨ଗିରଫ

ବରଗଡ଼ ଅଫିସ୍‌,୧୩।୬- ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ କ୍ରିକେଟ ଖେଳକୁ ନେଇ ୨ଜଣଙ୍କ ମଧ୍ୟରେଗଣ୍ଡଗୋଳ ଘଟଣାରେ ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ନିରଜ ଓରଫ୍‌ କାଳିଆ ଖମାରୀ ଓ ରିଙ୍କୁ ଖମାରୀ ।…

ଶଟ୍‌ଡାଉନ ସମୟରେ ମାଛ, ମାଂସ, ଅଣ୍ଡା ହୋମ୍‌ଡେଲିଭରି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ସପ୍ତାହକୁ ଯେଉଁଦିନ ସରକାର ଶଟ୍‌ଡାଉନ ଘୋଷଣା କରିଛନ୍ତି ସେହିଦିନଗୁଡିକରେ ଅନ୍‌ଲାଇନ ଜରିଆରେ କୁକୁଡ଼ା, ମାଛ ଏବଂ ଚିଙ୍ଗୁଡି ଯୋଗାଇ ଦିଆଯିବ। ରାଜଧାନୀସ୍ଥିତ ଓପୋଲଫେଡ ଓ ଚିଲିକା ଫ୍ରେସ୍‌ ବିକ୍ରୟ କେନ୍ଦ୍ର ମାଧ୍ୟମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ…

ରାତ୍ରି କର୍ଫ୍ୟୁ, ସଟ୍‌ଡାଉନ ସମୟରେ ଖୋଲା ରହିବ ରାସ୍ତା କଡ ଢାବା

ଭୁବନେଶ୍ୱର,୧୨।୬(ବ୍ୟୁରୋ):ସଟଡାଉନ ଏବଂ ଲକ୍‌ଡାଉନର କର୍ଫ୍ୟୁ ସମୟରେ ଢାବାସବୁ ଖୋଲା ରହିବ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଲକ୍‌ଡାଉନ କଟକଣା କିନ୍ତୁ ଧିରେଧିରେ କୋହଳ ହୋଇଚାଲିଛି। ମାତ୍ର ଏହି ଜୁନ୍‌ ମାସ ସମସ୍ତଙ୍କ ଲାଗି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି…

୧ ନଂ ହାଟ ସିଲ କଲା ବିଏମ୍‌ସି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ)-ରଜ ପାଇଁ ରାଜଧାନୀର ବିଭିନ୍ନ ଡ୍ରେସ୍‌ ଓ ଶାଢ଼ି ଦୋକାନରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ଗୁରୁବାର ଭଳି ଶୁକ୍ରବାର ମଧ୍ୟ ୟୁନିଟ୍‌-୨ ମାର୍କେଟ ବିଲ୍‌ଡିଂ, ରାଜମହଲ, ନୟାପଲ୍ଲୀ, ଶହୀଦନଗର ଆଦି ପ୍ରମୁଖ ଅଞ୍ଚଳର ଡ୍ରେସ୍‌ ଓ ଶାଢ଼ି ଶୋ’ରୁମ୍‌ଗୁଡ଼ିକରେ…

ମୌସୁମୀ ଛୁଇଁଲାଣି, ସରିନି ପଙ୍କୋଦ୍ଧାର

କଟକ ଅଫିସ,୧୨ା୬: ମୌସୁମୀ ଛୁଇଁବା ପରେ ପାଗ ପରିବର୍ତ୍ତନ ସାଙ୍ଗକୁ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ମଧ୍ୟ ହେଉଛି। ମୌସୁମୀ ବର୍ଷାରେ କଟକ ସହର ଜଳବନ୍ଦୀ ହେବାର ଆଶଙ୍କା ସବୁଥର ଥାଏ। କିନ୍ତୁ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଡ୍ରେନରୁ…

ବୁଧବାରଠାରୁ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୧୨ା୬: ପ୍ରାୟ ଅଢ଼େଇ ମାସ ବ୍ୟବଧାନ ପରେ ଏସ୍‌ସିବିରେ ଆରମ୍ଭ ହେବ ଅସ୍ଥିମଜ୍ଜା ପ୍ରତିରୋପଣ। ଏଥିପାଇଁ ଏସ୍‌ସିବି କ୍ଲିନିକାଲ ହେମାଟୋଲୋଜି ବିଭାଗରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏବେ କେବଳ ବାକି ରହିଛି ହେପା ଫିଲଟର, ଏସି ଓ ଅନ୍ୟ…

ଅମାନିଆଙ୍କୁ ସାବଡ କରିଛି ରାଜ୍ୟ ପୋଲିସ: ମାସ୍କ ନ ପିନ୍ଧି ଦେଲେଣି ୧ କୋଟି ୨୫ଲକ୍ଷ ଟଙ୍କା

ଭୁବନେଶ୍ୱର,୧୨ା୬(ବ୍ୟୁରୋ)- କରୋନା ସଂକ୍ରମଣ ପ୍ରତିହତ କରିବାକୁ ରାଜ୍ୟ ସରକାର ଯଥା ସମ୍ଭବ ଚେଷ୍ଟା ଚଳାଇଛନ୍ତି। ଏପରି କି ଘରୁ ବାହାରକୁ ଗୋଡ଼ କାଢ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ହେଲେ କେତେକ ଅମାନିଆ ଏହାକୁ ନ ମାନି ବିନା ମାସ୍କରେ ଖୁଲମଖୁଲା…

ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ଏଥର ଅନ୍‌ଲାଇନ୍‌ରେ ବିପିୟୁଟି ପରୀକ୍ଷା ହେବ। ଅନଲାଇନ୍‌ରେ ଇଞ୍ଜିନିୟରିଂ କଲେଜର ଅଷ୍ଟମ ସେମିଷ୍ଟର ପରୀକ୍ଷା ହେବ। ଜୁଲାଇ ପ୍ରଥମରୁ ଦ୍ୱିତୀୟ ସପ୍ତାହ ଭିତରେ ଅନ୍‌ଲାଇନ୍‌ରେ ଏହି ପରୀକ୍ଷା ହେବ ବୋଲି ନିଷ୍ପତ୍ତି ହୋଇଛି। ଯେଉଁ ଛାତ୍ରୀଛାତ୍ର ଅନ୍‌ଲାଇନରେ ପରୀକ୍ଷା ଦେବେ ନାହିଁ,…

ରଜ ପାଇଁ ୨ ଦିନ ମାଟ୍ରିକ ଖାତା ଦେଖା ବନ୍ଦ

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ରଜ ପର୍ବ ପାଇଁ ଜୁନ ୧୪ ଓ ୧୫ ତାରିଖ ମାଟ୍ରିକ ମୂଲ୍ୟାୟନ ବନ୍ଦ ରହିବ। ରଜ ଉପଲକ୍ଷେ ସବୁ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାବନ୍ଦ ରଖିବା ପାଇଁ ଅନୁରୋଧ କରାଯାଇଥିଲା। ଏ ନେଇ ଶୁକ୍ରବାର ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ…

୧୭ରୁ କାର୍ଯ୍ୟରେ ଯୋଗଦେବେ ଅଧ୍ୟାପକ

ଭୁବନେଶ୍ୱର,୧୨।୬(ବ୍ୟୁରୋ)- ଚଳିତ ମାସ ୧୭ରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ଖୋଲିବ। ଏଥିସହ ସମସ୍ତ ଅଧ୍ୟାପକ, ଶିକ୍ଷକ, ଅଣଶିକ୍ଷକ ଓ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ସେହିପରି କୋଭିଡ ଗାଇଡଲାଇନ ମାନି କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ଶୁକ୍ରବାର ଉଚ୍ଚ…

ଖୋର୍ଦ୍ଧା ପୋଲିସ ହାତରେ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ

ଖୋର୍ଦ୍ଧା ଅଫିସ,୧୨।୬-ପୋଲିସ ହାତରେ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ। ବାଘମାରୀ ଥାନା ଭୋଗଡା ଗ୍ରାମରେ ଗତ ୨୫ ତାରିଖରେ ପୂର୍ବତନ ସରପଞ୍ଚ ସୁକାନ୍ତ ଜୟସିଂଙ୍କ ଘରେ ଲୁଟପାଟ ଓ ବୋମାମାଡ଼ ଘଟଣାରେ ଖୋର୍ଦ୍ଧା ପୋଲିସକୁ ମିଳିଛି ବଡ଼ ସଫଳତା ଖୋର୍ଦ୍ଧା ସମେତ କଟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri