ରାଜ୍ୟ

ଭୁବନେଶ୍ୱର ମାର୍କେଟ ବିଲଡିଂ ସିଲ୍‌

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ପ୍ରବଳ ଗହଳି ଯୋଗୁ ଶୁକ୍ରବାର ଭୁବନେଶ୍ୱର ମାର୍କେଟ ବିଲଡିଂକୁ ସିଲ୍‌ କରି ଦିଆଯାଇଛି। କରୋନା କଟକଣାର ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ଜୋନାଲ ଡେପୁଟି କମିଶନର ଏହାକୁ ସିଲ୍‌ କରିଛନ୍ତି। ଆସୁଥିବା ରଜ ପର୍ବ ତା ସହିତ ୨…

CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୦ଜଣ ରହିଛନ୍ତି। ଏହାଛଡ଼ା ଖୋର୍ଦ୍ଧାର ୧୯, ବାଲେଶ୍ୱରର…

ବାଲୁକାକଳା ଜରିଆରେ ସବ୍ୟସାଚୀଙ୍କୁ ଧନ୍ୟବାଦ ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ଲାଗି ଓଲିଉଡ୍‌ ଅଭିନେତା ସବ୍ୟସାଚୀ ମିଶ୍ର ଅଣ୍ଟା ଭିଡିଥିଲେ। ଇତିମଧ୍ୟରେ ସେ ଅନେକଙ୍କୁ ସାହାଯ୍ୟ ମଧ୍ୟ କରିସାରିଛନ୍ତି। ଅଭିନେତାଙ୍କ ଏଭଳି କାର୍ଯ୍ୟକୁ ନେଇ ଲୋକେ ତାଙ୍କୁ ଓଡ଼ିଶାର ସୋନୁ…

ଶଟ୍‌ଡାଉନ୍‌ରେ ରାଜଧାନୀବାସୀଙ୍କ ପାଇଁ ଆମିଷର ‘ହୋମ୍‌ ଡେଲିଭରି’: ଚିଲିକା ଫ୍ରେସ, ଓପୋଲ୍‌ଫେଡ୍‌ ଜାରି କଲା ମୋବାଇଲ୍‌ ନଂ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ କରୋନା ପ୍ରଭାବକୁ ଦୃଷ୍ଟିରେ ରଖି ଜୁନ ୩୦ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଔଷଧ ଏବଂ କିଛି ଅତ୍ୟାବଶ୍ୟକୀୟ ସେବାକୁ ଛାଡ଼ି ବାକି ସବୁ ବନ୍ଦ ରଖିବାକୁ…

ଗଞ୍ଜାମରେ ପାଳନ ହେବନାହିଁ ରଜ: ମେଳା, ଉତ୍ସବ, ଦୋଳି ଖେଳ ଉପରେ ୧୬ ପର୍ଯ୍ୟନ୍ତ କଟକଣା ଲଗାଇଲେ ଜିଲାପାଳ

ଛତ୍ରପୁର, ୧୨।୬(ଡି.ଏନ୍‌.ଏ.)- ଓଡ଼ିଆଙ୍କ ଗଣପର୍ବ ରଜ ପାଳନରେ ପ୍ରତିବନ୍ଧକ ସାଜିଛି କରୋନା। ଗଞ୍ଜାମ ଜ଼ିଲାରେ ପର୍ବ, ମହୋତ୍ସବ, ମେଳା ତଥା ଏ ସମ୍ପର୍କୀୟ ଦୋଳି ଓ ଅନ୍ୟ ଖେଳକୁ ବାରଣ କରାଯାଇଛି। ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏନେଇ ଶୁକ୍ରବାର ଏକ…

ଥାନାରେ ଫିନାଇଲ୍‌ ପିଇ ଅଟକ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି

ଦିଗପହଣ୍ଡି/ପାଟପୁର,୧୨।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାରେ ତଦନ୍ତ ପାଇଁ ଅଟକ ଥିବା ଜଣେ ଯୁବକ ଶୌଚାଳୟକରେ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯୁବକ ଜଣକ ହେଲେ କବିସୂର୍ଯ୍ୟନଗରର ପ୍ରମୋଦ ଦଳାଇ।…

ଆପୋଲୋ ହସ୍ପିଟାଲର ଜଣେ ମହିଳା କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଆପୋଲୋ ହସ୍ପିଟାଲ୍‌ର ଜଣେ ମହିଳା କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେ ଗାଡ଼କଣା ଅଞ୍ଚଳର ୪୬ ବର୍ଷୀୟା ମହିଳା ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ତେବେ ଭୁବନେଶ୍ୱରରୁ ଶୁକ୍ରବାର ଚିହ୍ନଟ ହୋଇଥିବା ୨…

ଭୁବନେଶ୍ୱରରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲ ମହିଳା କର୍ମଚାରୀ(୪୬) ଓ ଜଣେ ନୟାପଲ୍ଲୀ ଅଞ୍ଚଳର ଯୁବକ(୩୦) ଅଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି।…

ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଅନ୍‌ଲାଇନ୍‌ରେ ହେବ ବିଜୁ ପଟ୍ଟନାୟକ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି(ବିପିୟୁଟି)ପରୀକ୍ଷା। ବିପିୟୁଟିର ଅଷ୍ଟମ ସେମିଷ୍ଟାର ପରୀକ୍ଷା ଜୁଲାଇ ପ୍ରଥମ ସପ୍ତାହରେ ହେବ। ସବୁ ଜିଲାରେ ଓ ରାଜ୍ୟ ବାହାରେ ପରୀକ୍ଷା କେନ୍ଦ୍ର କରାଯିବ। ଛାତ୍ରୀଛାତ୍ର ଚାହିଁଲେ ଅଫ୍‌ଲାଇନ୍‌ରେ ବି ପରୀକ୍ଷା ଦେଇପାରିବେ।…

କେନ୍ଦୁଝରରେ ଚିହ୍ନଟ ହେଲେ ଆଉ ୫ କରୋନା ଆକ୍ରାନ୍ତ, ସବୁ ହାଟଡିହୀ ବ୍ଲକ ଅଞ୍ଚଳର

କେନ୍ଦୁଝର/ହାଟଡିହୀ,୧୨।୬(ସ୍ବ.ପ୍ର./ଡି.ଏନ.ଏ. ): କେନ୍ଦୁଝର ଜିଲାରେ ଶୁକ୍ରବାର ଆଉ ପାଞ୍ଚଟି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଦୁଇ ଦିନରେ ୧୩ ରୋଗୀ ଚିହ୍ନଟ ହୋଇଛନ୍ତି। ସମସ୍ତ ରୋଗୀ ହାଟଡିହୀ ବ୍ଲକ ଅଞ୍ଚଳର ଏବଂ ଅସ୍ଥାୟୀ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ସେଥିରୁ…

ହାବିଲଦାରଙ୍କୁ କରୋନା: ମୋଟୁ ଥାନା ପରିସରକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା, କ୍ୱାରାଣ୍ଟାଇନ୍‌ରେ ଗଲେ କର୍ମଚାରୀ

ମାଲକାନଗିରି,୧୨।୬(ଡି.ଏନ୍‌.ଏ.): ମାଲକାନଗରିରେ ଜଣେ ପୋଲିସ ହାବିଲଦାର ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ମୋଟୁ ସୀମା ଚେକ୍‌ ପୋଷ୍ଟରେ କାର୍ଯ୍ୟରତ ହାବିଲଦାର କରୋନା ସଂକ୍ରମିତ ହୋଇଛନ୍ତି। ଚିହ୍ନଟ ପରେ ମୋଟୁ ଥାନା ଆଇଆଇସିଙ୍କ ସମେତ ସବୁ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ ରହିବାକୁ ନିର୍ଦ୍ଦେଶ…

ଏସ୍‌ପି, ଡିଆଇଜିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନା ମୁକାବିଲାରେ ଆଗ ଧାଡ଼ିର ଯୋଦ୍ଧା ଭାବେ କାମ କରୁଛନ୍ତି ପୋଲିସ କର୍ମଚାରୀ। ଲକ୍‌ଡାଉନ୍‌ର ପଞ୍ଚମ ପର୍ଯ୍ୟାୟରେ କିଛି ପୋଲିସ ସଂକ୍ରମିତ ହେଉଥିବା ନଜରକୁ ଆସୁଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲାର ଏସ୍‌ପି ଓ ରେଞ୍ଜ ଡିଆଇଜିଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri