ରାଜ୍ୟ

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା ଦେଖି ଦୀଘା ଫିସାର ଏଣ୍ଡ ଫିସେସ ଏସୋସିଏଶନ ପକ୍ଷରୁ ଅନ୍ୟ ଏକ ଟ୍ରଲର…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର ପାରାଦୀପରେ ପହଞ୍ଚିଛନ୍ତି । ତାଙ୍କୁ କୋଷ୍ଟଗାର୍ଡ ପାଟ୍ରୋଲିଂ ଜାହାଜ ଭରଦ୍ ଆଣି ପାରାଦୀପ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ୨୦୧୩ ବ୍ୟାଚ୍‌ ଆଇପିଏସ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ଅଗଷ୍ଟ ୨୯ ବେଳକୁ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୮ ଓ ଦକ୍ଷିଣ ପାର୍ଶର…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ ବନବୀର ଗ୍ରାମର ସୁଶିଲ ଚନ୍ଦ୍ର ନାଏକଙ୍କ ଝିଅ ପୁଷ୍ପାଞ୍ଜଳୀ ନାଏକ (୨୦) ବୋଲି…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ଏବଂ ତାଙ୍କ ଜନ୍ମଦିନ ଉପଲକ୍ଷେ ଏହି କାର୍ଯ୍ୟକ୍ରମ ଦେଶବ୍ୟାପୀ ଭାଜପା କରିବାକୁ ଯୋଜନା…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ ବାଲିଯାତ୍ରା ଉପର ଓ ତଳ ପଡ଼ିଆରେ କରାଯିବାକୁ ସ୍ଥିର କରାଯାଇଛି ବୋଲି ଜିଲାପାଳଙ୍କ…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ ନେଇ ହାଇଭୋଲଟେଜ୍ ଡ୍ରାମା ଦେଖିବାକୁ ମିଳିଛି। ଗୋଟିଏ ରାତିରେ ଦୁଇଟି ଗାଁରୁ ପୋଲିସ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ହସ୍ପିଟାଲରେ ଭର୍ତ୍ତି…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ ଅବସରରେ ମହିଳାଙ୍କ ପାଇଁ ଆମ ବସ୍ ସେବା ମାଗଣା ରହିବ । ଏନେଇ…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଟିଟିଲାଗଡ଼ ରେଳ ବିଭାଗର ଚିପ ଲୋକୋ ପାଇଲଟ ପ୍ରଭାତ କୁମାର ମଜୁମଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?