ରାଜ୍ୟ

ଖଣି ଚିନ୍ତା: ନିଲାମ ପୂର୍ବରୁ ଅନୁମତି କାର୍ଯ୍ୟ ସାରିବାକୁ ପରାମର୍ଶ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଖଣି ନିଲାମ ପୂର୍ବରୁ ସମସ୍ତ ପ୍ରକାର ଅନୁମତି(କ୍ଲିୟରାନ୍ସ) ଆଗୁଆ ଶେଷ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଖଣି ନିଲାମ ପାଇଁ ହେଉଥିବା ବିଳମ୍ବକୁ ଏଡାଇଦିଆଯିବା ସହ ବଡ ବଡ କମ୍ପାନୀଗୁଡିକୁ ଆକର୍ଷିତ କରାଯାଇପାରିବ।...

ଖୋଲୁନି ମଣ୍ଡି: ଗାଁରେ ଦଲାଲଙ୍କ ରାଜ୍‌

ବିଷମକଟକ, ୩୧।୧(ଡ଼ି.ଏନ.ଏ) – ସରକାର କୃଷକମାନଙ୍କ ଆର୍ଥତ୍କ ଅଭିବୃଦ୍ଧିର ବିକାଶ ଦିଗରେ ଗୁରୁୁତ୍ୱାରୋପ କରି ବିଭିନ୍ନ କିସମର ଚାଷ କରିବା ନିମନ୍ତେ ଚାଷୀକୁ ପ୍ରୋତ୍ସାହନ ଦେଉଛନ୍ତି। ଏଥିସହ ସେମାନଙ୍କ ଉତ୍ପାଦିତ କୃଷି ଜାତ ଦ୍ରବ୍ୟକୁ ବିକ୍ରି କରିବା ନିମନ୍ତେ ବଜାର...

ଅଧାରେ ଶ୍ରେଣୀଗୃହ, ବାରଣ୍ଡାରେ ପଢୁଛନ୍ତି ପିଲା

ବୋରିଗୁମ୍ମା,୩୧ା୧(ଡି.ଏନ୍‌.ଏ.) – ବୋରିଗୁମ୍ମା ବ୍ଲକର ୩୦ଟି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ଖୋଲିବା ପାଇଁ ଲକ୍ଷ୍ୟ ରହିଥିଲା। ସେହି ଅନୁସାରେ ନୂଆ ଉଚ୍ଚ ବିଦ୍ୟାଳୟ ନିର୍ମାଣ ନ କରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଉଚ୍ଚ ବିଦ୍ୟାଳୟରେ ରୂପାନ୍ତରିତ କରିବା ଯୋଜନା କରାଗଲା।...

ଅବହେଳିତ କାଣ୍ଡେ ସାହି: ୪୦ରୁ ଊର୍ଦ୍ଧ୍ୱ ପିଲାଙ୍କ ପାଠପଢାରେ ଡୋରି

ତେଲକୋଇ, ୩୧।୧(ଡି.ଏନ.ଏ.)-ତେଲକୋଇ ଆଦିବାସୀ ବହୁଳ ବହୁ ଅଞ୍ଚଳରେ ଯୋଜନା କରାଯାଉଛି। ତେବେ ଛାମୁଣ୍ଡା ପଞ୍ଚାୟତର ସିରିଆବାହାଳ ଗ୍ରାମ ସଂଲଗ୍ନ ୬ନଂ ୱାର୍ଡ କାଣ୍ଡେ ସାହି ଅବହେଳିତ ହୋଇ ରହିଛି। ସିରିଆବାହାଳ ଗ୍ରାମ ଠାରୁ କାଣ୍ଡେ ସାହି ୨କି.ମି. ରାସ୍ତା। ରାସ୍ତା...

ଏନ୍‌ପିଆର୍‌, ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ ଉଠାଇଲା ବିଜେଡି

ନୂଆଦିଲ୍ଲୀ,୩୧-୧:ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ଯୋଗଦେଇ ଜାତିଭିତ୍ତିକ ଜନଗଣନା ପାଇଁ ଦାବି କରିବା ସହ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)ରେ ଥିବା କେତେକ ବ୍ୟବସ୍ଥା ବାଦ୍‌ ଦେବାକୁ ଦାବି କରିଛି। ସଂଦୀୟ ବ୍ୟାପାର...

୯୩୩ କୋଟି ଟଙ୍କା ଜମା କରି ଖଣି ଚଳାଅ

ଭୁବନେଶ୍ୱର, ୩୧-୧(ବ୍ୟୁରୋ):ବନ୍ଦ ରହିଥିବା ଖଣି କାର୍ଯ୍ୟ ଆରମ୍ଭ କରିବାକୁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ (ଏସଏମ୍‌ପିଏଲ)କୁ ଗୁରୁବାର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ତେବେ ଆସନ୍ତା ଫେବୃୟାରୀ ୨୯ ସୁଦ୍ଧା ପରିବେଶ କ୍ଷତିପୂରଣ ରାଶି ବାବଦରେ ୯୩୩ କୋଟି ଟଙ୍କା ଓଡ଼ିଶା...

ଏବର୍ଷ ଲାଗୁ ହେବନାହିଁ +୨ କଟକଣା: ମନ୍ତ୍ରୀ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଏବର୍ଷ ଲାଗୁ ହେବନି +୨ କଟକଣା। ଆସନ୍ତା ବର୍ଷରୁ ଏହା ଲାଗୁ ହେବ ବୋଲି ଗୁରୁବାର ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି। ସେ କହିଛନ୍ତି, ଚଳିତବର୍ଷ +୨ ପାସଫେଲ କଟକଣା ଲାଗୁ ହେବ ନାହିଁ। ପ୍ରଥମ ବର୍ଷରେ ୩୩%...

ବିମାନବନ୍ଦର ଛାତ ଭୁଶୁଡ଼ି ମୃତ୍ୟୁ ଘଟଣା: ଅନ୍ତର୍ଯ୍ୟାମୀଙ୍କ ପରିବାରକୁ ମିଳିବ ଭତ୍ତା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପ୍ରାଣ ହରାଇଥିବା ଅନ୍ତର୍ଯ୍ୟାମୀଙ୍କ ପରିବାରକୁ ଭତ୍ତା ମିଳିବ। ତାଙ୍କ ପରିବାରକୁ ମାସିକ ଭତ୍ତା ପ୍ରଦାନ ପାଇଁ ପ୍ରଶାସନ ମଞ୍ଜୁରୀ ଦେଇଛି। ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଯ୍ୟାମୀଙ୍କ ପରିବାରର ୩ଜଣଙ୍କୁ...

ଏପର୍ଯ୍ୟନ୍ତ ଓଡ଼ିଶାରେ କରୋନା ସନ୍ଦିଗ୍ଧ ନାହାନ୍ତି: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଓଡ଼ିଶାରେ ଏପର୍ଯ୍ୟନ୍ତ କୌଣସି କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇନାହାନ୍ତି। ଚିହ୍ନଟ ହେଲେ ରକ୍ତ ପରୀକ୍ଷା ପାଇଁ ପୁଣେ ପଠାଯିବ ବୋଲି ଗୁରୁବାର କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କଥା ହେବା ପରେ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ...

ଓଡ଼ିଆ ଆଇପିଏସ୍‌ ଅମୂଲ୍ୟଙ୍କ କାର୍ଯ୍ୟକାଳ ବଢ଼ିବ, ନିର୍ବାଚନ କମିଶନରଙ୍କୁୁ ଚିଠି ଲେଖିଲେ ଗୃହ ମନ୍ତ୍ରଣାଳୟ

ଭୁବନେଶ୍ୱର(ବ୍ୟୁରୋ)/ନୂଆଦିଲ୍ଲୀ,୩୦।୧: ଓଡ଼ିଆ ଆଇପିଏସ୍‌ ତଥା ଦିଲ୍ଲୀ ପୋଲିସ କମିଶନର ଭାବେ କାର୍ଯ୍ୟରତ ଥିବା ଅମୂଲ୍ୟ ପଟ୍ଟନାୟକଙ୍କ କାର୍ଯ୍ୟକାଳ ବଢ଼ିବ। ଚଳିତ ମାସରେ ଓଡ଼ିଆ ଆଇପିଏସ୍‌ ଅମୂଲ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା। ଏବେ ଏହାକୁ ଆଉ ମାସେ ବଢ଼ାଇବାକୁ ଗୃହ ମନ୍ତ୍ରଣାଳୟ...

ପୁରୀରେ ସିଏଏ ସମର୍ଥନରେ ଶୋଭାଯାତ୍ରା

ପୁରୀ ଅଫିସ,୩୦ା୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ବିଭିନ୍ନ ସ୍ଥାନରେ ଆନ୍ଦୋଳନ ଚାଲିଛି। କେଉଁଠି ଆନ୍ଦୋଳନ ହିଂସା ରୂପ ନେଇ ପୋଡାଜଳା ହେଉଛି ତ ପୁଣି କେଉଁଠି ଭଙ୍ଗାରୁଜା ଏବଂ ପୋଲିସ ଲାଠିମାଡ଼ କରୁଛି । ସେହିପରି ସିଏଏ...

କେନ୍ଦୁଝରରେ ଅଦିନିଆ ବର୍ଷା

କେନ୍ଦୁଝର,୩୦ା୧(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପବନ ଓ କୁଆପଥର ମାଡ଼ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି। ବୁଧବାର ରାତିରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ହୋଇଥିଲା। ପୂର୍ବାହ୍ନରେ ହଠାତ୍‌ ବାତ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri