ଭଦ୍ରକରେ ନିର୍ମାଣହେବ କାନ୍ତକବିଙ୍କ ସ୍ମାରକୀ
ଭୁବନେଶ୍ୱର,୧୧ା୬(ବ୍ୟୁରୋ)-ଭଦ୍ରକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସ୍ମୃତିରେ ଏକ ସ୍ମାରକୀ ନିର୍ମାଣ କରାଯିବ। ଏହି କାଳଜୟୀ କବିଙ୍କ ରଚନା ‘ବନ୍ଦେ ଉତ୍କଳ ଜନନୀ’ ନିକଟରେ ରାଜ୍ୟ ସଙ୍ଗୀତର ମାନ୍ୟତା ପାଇବାପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଏନେଇ ଭାବପ୍ରବଣତା ପ୍ରକାଶ ପାଇଥିଲା। ଏହାକୁ ଦୃଷ୍ଟିରେ…
ଝାରସୁଗୁଡାରେ ଦମ୍ପତିଙ୍କୁ କରୋନା
ଝାରସୁଗୁଡା ଅଫିସ,୧୧ା୬-ଝାରସୁଗୁଡା ଜିଲା ବ୍ରଜରାଜନଗର ଅଞ୍ଚଳରୁ ଗୁରୁବାର ଆଉ ୨ କରୋନା ରୋଗୀ (ଦମ୍ପତି) ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଜିଲାପାଳଙ୍କ ଦାୟିତ୍ୱରେ ଥିବା ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝୀଙ୍କ…
୧୫ ଦୋକାନ, ମଲ୍ ସିଲ୍ କଲା ବିଏମ୍ସି
ଭୁବନେଶ୍ୱର, ୧୧ା୬ (ବ୍ୟୁରୋ)- ବର୍ତ୍ତମାନ ସାରା ଦେଶ ଅନ୍ଲକ୍-୧ରେ ଗତି କରୁଛି। କିନ୍ତୁ ଓଡ଼ିଶାରେ ଏବେ ବି ଲକ୍ଡାଉନ୍ ଜାରି ରହିଛି। ଅବଶ୍ୟ ରାଜ୍ୟ ସରକାର ଲକ୍ଡାଉନ୍-୫ରେ ନିୟମକୁ ସ୍ବଳ୍ପ ମାତ୍ରାରେ କୋହଳ କରିଛନ୍ତି। ଯାହାଫଳରେ ଏବେ ଜନସାଧାରଣ କରୋନା କଟକଣାକୁ…
ସରପଞ୍ଚ, ସମିତିସଭ୍ୟ, ଜିଲା ପରିଷଦ ସଭ୍ୟଙ୍କ ପାରିତୋଷିକ ବୃଦ୍ଧି
ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା ମହାମାରୀ ମଧ୍ୟରେ ରାଜ୍ୟ ସରକାର ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟଙ୍କ ମାସିକ ପାରିତୋଷିକ ବୃଦ୍ଧି କରିଛନ୍ତି। ଏହା ୧୯୦ଟଙ୍କାରୁ ୧୮୮୦ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ପିଛିଲା ଭାବେ ଏପ୍ରିଲ ପହିଲାରୁ ଏହା କାର୍ଯ୍ୟକାରୀ…
ରାଜ୍ୟର ସମସ୍ତ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ବାତିଲ
ଭୁବନେଶ୍ୱର,୧୧।୬(ବ୍ୟୁରୋ)-ମହାମାରୀ କରୋନା ସକାଶେ ସମସ୍ତ ୟୁଜି (+୩) ଓ ପିଜି ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। ଶେଷ ବର୍ଷର ବାକି ଥିବା ସମସ୍ତ ଥିଓରୀ, ପ୍ରାକ୍ଟିକାଲ ପରୀକ୍ଷା ବାତିଲ କରାଯାଇଛି। ଗୁରୁବାର ଉଚ୍ଚ ଶିକ୍ଷାମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ …
ମେ’ ୨୬ରୁ ଜୁନ୍ ୧୧ ମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨ଗୁଣ ବଢ଼ିଛି: ବାଗ୍ଚୀ
ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା (କୋଭିଡ-୧୯)ସମଗ୍ର ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ସଂକ୍ରମିତ ଦେଶ ତାଲିକାରେ ଭାରତ ୫ମ ସ୍ଥାନରେ ପହଞ୍ଚିଲାଣି। ରାଜ୍ୟରେ ଗତ ମେ’ ୨୬ ପରଠାରୁ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି। ମେ’ ୨୬ରୁ ଜୁନ୍ ୧୧…
ମହଙ୍ଗା ପଡିଲା ଅନ୍ଲାଇନରେ ଖାଦ୍ୟ ମଗାଇବା: ଭାଇ, ଭଉଣୀଙ୍କ ଆକାଉଣ୍ଟରୁ ୧.୦୩ ଲକ୍ଷ ଗାଏବ
ବ୍ରହ୍ମପୁର ଅଫିସ,୧୧ା୬-ବ୍ରହ୍ମପୁରରେ ପୁଣି ଥରେ ସାଇବର ଅପରାଧୀ ଗ୍ୟାଙ୍ଗ ସକ୍ରିୟ ହୋଇ ଉଠିଛନ୍ତି। ଅନଲାଇନରେ ଖାଦ୍ୟ ଅର୍ଡର କରି ମଗାଇବା ଜଣେ ଛାତ୍ର ପାଇଁ ଏବେ ମହଙ୍ଗା ପଡିଛି। ଏଥିରେ ତାଙ୍କ ଭଉଣୀ ମଧ୍ୟ ଠକାମୀର ଶିକାର ହୋଇଛନ୍ତି। ଠକ ଗ୍ୟାଙ୍ଗ…
ବରଡାବାଲି କ୍ୱାରାଣ୍ଟାଇନ କେନ୍ଦ୍ରରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ
ଧରାକୋଟ,୧୧ା୬(ଡି.ଏନ.ଏ.)-ଧରାକୋଟ ବ୍ଲକ ବରଡାବାଲି କ୍ୱାରାଣ୍ଟାଇନ କେନ୍ଦ୍ରରେ ବୁଧବାର ରାତିରେ ଜଣେ ପ୍ରବାସୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମଚ୍ଛାକୋଟ ପଞ୍ଚାୟତ ଗମ୍ଭାରୀଗୁଡ଼ା ଗ୍ରାମର ଶିବରାମ ପ୍ରଧାନ (୫୫)। ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ମଧ୍ୟାହ୍ନରେ ଶିବରାମ ଅସୁସ୍ଥ ହେବା ପରେ ଅପରାହ୍ନରେ…
ସତର୍କତାର ସହ ରଜ ପାଳନ କରନ୍ତୁ: ବାଗ୍ଚୀ
ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ରଜ ପର୍ବକୁ ସତର୍କତାର ସହ ପାଳନ କରିବାକୁ ରାଜ୍ୟ ସରକାରଙ୍କ କରୋନା ମୁଖପାତ୍ର ସୁବ୍ରତୋ ବାଗ୍ଚୀ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ସମଗ୍ର ନାରୀ ଜାତିକୁ ସମ୍ମାନ ଦେବାର ପର୍ବ ରଜ। ଏହି ସମୟରେ…
ଗଞ୍ଜାମ ଜିଲାର ନୂତନ ଡିଆଇପିଆର୍ଓଙ୍କ ଦାୟିତ୍ୱ ଗ୍ରହଣ
ଛତ୍ରପୁର,୧୧ା୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଭାବେ ରବି ନାରାୟଣ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୬ରୁ ସେ ଓଡ଼ିଶା ସୂଚନା ସେବାରେ ଯୋଗଦେଇ ପ୍ରଥମେ ଜୟପୁରରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ…
CORONAVIRUS UPDATE: ସୁସ୍ଥ ହେଲେ ଆଉ ୭୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୨,୩୫୪କୁ ବୃଦ୍ଧି
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଆଉ ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୧୭ଜଣ ରହିଛନ୍ତି। ସେହିଭଳି ସୋନପୁରରୁ ୯, ଜଗତସିଂହପୁରରୁ ୬, କଟକ-କଳାହାଣ୍ଡି-ସୁନ୍ଦରଗଡ଼ରୁ ୫, ବାଲେଶ୍ୱର-ମୟୂରଭଞ୍ଜରୁ ୪, ଖୋର୍ଦ୍ଧା-କନ୍ଧମାଳ-ସମ୍ବଲପୁରରୁ ୩ ଲେଖାଏ ଏବଂ ଝାରସୁଗୁଡ଼ାରୁ ଜଣେ ଆକ୍ରାନ୍ତ…
ବାଲିଅନ୍ତା ତହସିଲଦାରଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ବାଲିଅନ୍ତା ତହସିଲଦାର, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଜାମିନ ମିଳିଛି। ତହସିଲଦାର ରଶ୍ମୀରେଖା ପ୍ରଧାନ, ଡାଟା ଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁଙ୍କୁ ହାଇକୋର୍ଟ ଗୁରୁବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଏକ ଜମିଜମା ମାମଲା ପାଇଁ ୧ଲକ୍ଷ ୨୦ହଜାର ଟଙ୍କା ଲାଞ୍ଚ…
Archives


