କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ୧୬ ଟଙ୍କାରୁ ଟଙ୍କାଟିଏ ବି ଅଧିକ ଦେଇନାହିଁ ଓଡ଼ିଶା; କଂଗ୍ରେସର ଅପପ୍ରଚାର ଦୁର୍ଭାଗ୍ୟଜନକ: ବିଜେଡି
ଭୁବନେଶ୍ୱର,୧୧।୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ମାସ୍କ ଅଧିକ ଦରରେ କିଣିବା ଅଭିଯୋଗ ନେଇ ଗୁରୁବାର ଉତ୍ତର ରଖିଛି ବିଜେଡି। ରାଜ୍ୟ ସରକାର କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ଦର ଅନୁଯାୟୀ ଡାକ୍ତରୀ ଉପକରଣ କିଣିଛନ୍ତି। ମହାମାରୀ ସମୟରେ ଅର୍ଥ ସଞ୍ଚୟ ଅପେକ୍ଷା…
ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସାବିତ୍ରୀ ରଥ
କଟକ ଅଫିସ,୧୧।୬- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ସାବିତ୍ରୀ ରଥ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅବସରରେ ଅନ୍ୟ ବିଚାରପତି ଏବଂ…
ଦିନକ ପରେ ବଦଳିଲା ନିର୍ଦ୍ଦେଶ: ହେବନାହିଁ ଡିଏଲ୍/ଏଲ୍ଏଲ୍ ଟେଷ୍ଟ; ଆର୍ଟିଓ୍କୁ ନ ଯିବାକୁ ପରାମର୍ଶ
କଟକ ଅଫିସ,୧୧।୬- କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୧୮ ତାରିଖ ପରଠାରୁ ଡିଏଲ୍ ଏବଂ ଏଲ୍ଏଲ୍ ଟେଷ୍ଟିଂ ବନ୍ଦ ରହିଛି। ଏହାକୁ ପୁନଃ ଚାଲୁ କରିବା ପାଇଁ ବୁଧବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍ଟିଏ) ପକ୍ଷରୁ ଘୋଷଣା କରାଯାଇଥିଲା। ହେଲେ ଗୁରୁବାର ଏହାକୁ…
ପୁଣି ଭୁବନେଶ୍ୱରରେ ୨ ପଜିଟିଭ୍ ଚିହ୍ନଟ: ଆପୋଲୋର ଜଣେ କର୍ମଚାରୀଙ୍କୁ କରୋନା
ଭୁବନେଶ୍ୱର,୧୧।୬(ବ୍ୟୁରୋ): ପୁଣି ଭୁବନେଶ୍ୱରରେ ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲର ୨୫ ବର୍ଷୀୟ କର୍ମଚାରୀ ରହିଥିବା ବେଳେ ଅନ୍ୟ ଜଣେ ହୋମ୍ କ୍ୱାରାଣ୍ଟାଇନ୍ରେ ଥିଲେ। ଆପୋଲୋର କର୍ମଚାରୀଜଣଙ୍କର ଜଣେ ପରିବାର ସଦସ୍ୟ ସୁରଟରୁ ଫେରିଥିଲେ।…
ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର,୧୧ା୬(ବ୍ୟୁରୋ) : ଗୁରୁବାର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବୁଧବାର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳରେ…
ରଜ ପାଇଁ କୋହଳ: ଶୁକ୍ରବାର ରାତି ୧୦ଟାରୁ କର୍ଫ୍ୟୁ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଆସୁଛି ରଜ। ଏହାକୁ ନେଇ ବିଭିନ୍ନ ବଜାର ଘାଟରେ ଲୋକଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ଅପରପକ୍ଷେ ରାତ୍ରକାଳୀନ କର୍ଫ୍ୟୁକୁ ନେଇ ଦିନ ସମୟରେ ଲୋକେ ଭିଡ ଜମାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ସମୟକୁ ସାମାନ୍ୟ କୋହଳ କରାଯାଇଛି।…
ଇପିଏଫ୍ ପେନସନ୍ ଭୋଗୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର
କଟକ ଅଫିସ,୧୧।୬: ଓଡ଼ିଶାରେ ଥିବା ୧ଲକ୍ଷ ୬୨ହଜାର ଇପିଏଫ୍ ପେନସନ୍ ଭୋଗୀ ଘୋର ଆର୍ଥିକ ଅଭାବ ଅନାଟନ ମଧ୍ୟରେ ଦିନ କାଟୁଛନ୍ତି। ବିନା ମହଙ୍ଗାଭତ୍ତାରେ ମାସିକ ମାତ୍ର ୩୦୦ରୁ ୩୦୦୦ଟଙ୍କା ମଧ୍ୟରେ ପେନସନ୍ ପାଉଥିବା ଏହି ବରିଷ୍ଠ ନାଗରିକମାନେ କେନ୍ଦ୍ର ସରକାରଙ୍କ…
ସେମିଷ୍ଟାର ପରୀକ୍ଷା ବାତିଲ ଦାବିରେ ଏସ୍ସିଏସ୍ କଲେଜ ଛାତ୍ରୀଛାତ୍ରଙ୍କ ଧାରଣା
ପୁରୀ ଅଫିସ,୧୧।୬: ସେମିଷ୍ଟାର ପରୀକ୍ଷା ବାତିଲ ଦାବିରେ ଗୁରୁବାର ସାମନ୍ତ ଚନ୍ଦ୍ରଶେଖର ସ୍ବୟଂ ଶାସିତ ମହାବିଦ୍ୟାଳୟ(ଏସ୍ସିଏସ୍)ର ଛାତ୍ରୀଛାତ୍ରମାନେ କଲେଜ ସମ୍ମୁଖରେ ଧାରଣା ଦେଇଛନ୍ତି। ସମ୍ପ୍ରତି ମହାମାରୀ କରୋନା ପରିପ୍ରେକ୍ଷୀରେ ଆଗକୁ ହେବାକୁ ଥିବା ଷଷ୍ଠ ସେମିଷ୍ଟାର ପରୀକ୍ଷାକୁ ବାତିଲ କରିବା ଲାଗି…
କରୋନା ମୁକାବିଲା ଆଳରେ ମହାଦୁର୍ନୀତି ଅଭିଯୋଗ: ତଦନ୍ତ ଦାବି କଲା କଂଗ୍ରେସ
ବରଗଡ଼ ଅଫିସ,୧୧।୬- ମହାମାରୀ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ଦେଶ ଏକ ସଂକଟଜନକ ସ୍ଥିତି ଦେଇ ଗତି କରୁଛି। ମାତ୍ର ଏଭଳି ବିପର୍ଯ୍ୟୟ ସମୟରେ ରାଜ୍ୟରେ କରୋନା ମୁକାବିଲା ଆଳରେ ମହାଦୁର୍ନୀତି ହୋଇଥିବା ନେଇ କଂଗ୍ରେସ ଅଭିଯୋଗ ଆଣିଛି। ଏଭଳି ଅଭିଯୋଗ…
ରଜରେ ଭିଡ ଜମିବା ଆଶଙ୍କା: ଖୋର୍ଦ୍ଧା ବରୁଣେଇ, ମା’ ଉଗ୍ରତାରା ପୀଠରେ ସପ୍ତାହେ ଯାଏ ୧୪୪ ଧାରା ଜାରି
ଖୋର୍ଦ୍ଧା ଅଫିସ,୧୧।୬: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ନିୟନ୍ତ୍ରଣ ସହ ଗୋଷ୍ଠୀ ସଂକ୍ରମଣକୁ ଏଡାଇବା ଲାଗି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ଚଳିତ ବର୍ଷ ରଜ ଉତ୍ସବରେ ଜିଲାର ଦୁଇ ପ୍ରମୁଖ ପର୍ଯ୍ୟଟନସ୍ଥଳୀ…
ଓଡ୍ରାଫ୍, ଏନ୍ଡିଆର୍ଏଫ୍ର ଆଉ ୫୪ କରୋନା ପଜିଟିଭ୍
ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଓଡ୍ରାଫ୍ ଓ ଏନ୍ଡିଆର୍ଏଫ୍ ଟିମ୍ର ଆଉ ୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ହୋଇଥିବା ୧୩୬ ଆକ୍ରାନ୍ତଙ୍କ ମଧ୍ୟରେ ଏହି ଯବାନମାନେ ରହିଛନ୍ତି। ପୂର୍ବରୁ ମଧ୍ୟ ରାଜ୍ୟରେ ୫୦ ଏନ୍ଡିଆର୍ଏଫ୍ ଯବାନ ଓ ୧୨ ଜଣ ଅଗ୍ନିଶମ…
CORONAVIRUS UPDATE: ରାଜ୍ୟରେ ପୁଣି ୧୩୬ ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଲା
ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରାଣ୍ଟାଇନ୍…
Archives


