ଛାତିରୁ ଅଲଗା ହେଲା ମୁହଁ
କଟକ ଅଫିସ,୧୮ା୪: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ହୋଇଛି ଏକ ବିରଳ ଅସ୍ତ୍ରୋପଚାର। ଆକସ୍ମିକ ଦୁର୍ଘଟଣାର ଶିକାର ହୋଇଥିବା ଜଣେ ୧୪ ବର୍ଷୀୟା ବାଳିକାଙ୍କ ଛାତିରୁ ମୁହଁକୁ ଅଲଗା କରାଯାଇଛି। ବାଳିକା ଜଣଙ୍କ ଦୁର୍ଭାଗ୍ୟବଶତଃ ପୋଡ଼ି ହୋଇଯାଇଥିଲେ। ଯେଉଁଥିରେ ତାଙ୍କ…
ଲକ୍ଡାଉନ୍: ବଦଳୁଛି ଟ୍ରେଣ୍ଡ
ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଲକ୍ଡାଉନ୍ ସମୟରେ ଘରେ ବସି ଟାଇମ୍ପାସ୍ କରିବା ଏବେ ସମସ୍ତଙ୍କ ଚିନ୍ତାର ବିଷୟ। ବିଶେଷକରି ୱାର୍କ ଫ୍ରମ୍ ହୋମ୍ କରୁ ନଥିବା ଲୋକଙ୍କ ପାଇଁ ଏହି ଲକ୍ଡାଉନ ଅଧିକ କଠିନ ହୋଇଯାଇଛି। ଏଭଳିସ୍ଥଳେ ଟାଇମ୍ପାସ୍ର ପ୍ରମୁଖ ମାଧ୍ୟମ ପାଲଟିଛି…
ଉଜୁଡ଼ିଗଲା ସହର ସୌନ୍ଦର୍ଯ୍ୟକରଣ
ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ହକି ବିଶ୍ୱକପ୍ ସମୟରେ ଭୁବନେଶ୍ୱରରେ ସୌନ୍ଦର୍ଯ୍ୟକରଣ ପାଇଁ ନାନା କିସମର ବୃକ୍ଷଲତା ଲଗାଯାଇଥିଲା। କରୋନା ମାଡ଼ରେ ଏବେ ସେସବୁ କେଉଁଠି ପାଣି ନପାଇ ଶୁଖି ଗଲାଣି ତ ଆଉ କେଉଁଠି ଭଙ୍ଗାକୁଣ୍ଡରେ ନିଜ ମରଣ ଦିନକୁ ଅପେକ୍ଷା କରିରହିଛି।…
କରୋନା ମୁକାବିଲା ପାଇଁ ବରିଷ୍ଠ ନାଗରିକଙ୍କୁ ପୁସ୍ତକ ବାଣ୍ଟିଲା ପୋଲିସ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): କମିଶନରେଟ ପୋଲିସ ପକ୍ଷରୁ କରୋନା ମୁକାବିଲା ପାଇଁ ଟ୍ବିନସିଟିର ବିଭିନ୍ନ ଥାନା ଅଞ୍ଚଳରେ ପଞ୍ଜୀକୃତ ବରିଷ୍ଠ ନାଗରିକଙ୍କ ପାଇଁ ଏକ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। କରୋନା ସମ୍ପର୍କରେ ଅଧିକ ସଚେତନ ଓ ସହାୟତା କରିବା ପାଇଁ ଫାଇଟ୍ ଏଗନେଷ୍ଟ…
ଗରିବଙ୍କୁ ରାଶନ ଦେବାକୁ ବିଧାୟକଙ୍କ ଦାବି
କଟକ ଅଫିସ୍,୧୮ା୪: କଟକ ମହାନଗର ନିଗମ ଅଞ୍ଚଳରେ ଅନେକ ଗରିବ ଖଟିଖିଆ, ଦିନମଜୁରିଆ, ଶ୍ରମିକ ମୂଲିଆ ରହିଛନ୍ତି, ଯେଉଁମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରୁ ବଞ୍ଚିତ ହୋଇ ରାଶନ କାର୍ଡ ଖଣ୍ଡିଏ ପାଇ ନାହାନ୍ତି। ଯାହାଫଳରେ ସେମାନେ…
୭ ଦିନରେ ୫ ଜଣଙ୍କ ଘରୁ ଚୋରି
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଲକ୍ଡାଉନ୍ ଅବଧି ଏବେ ଚୋରଙ୍କୁ ସୁହାଉଛି। କରୋନା ଭୟରେ ରାଜଧାନୀ ଛାଡ଼ି ଗ୍ରାମକୁ ଯାଇଥିବା ଲୋକଙ୍କ ଘର ଏବେ ଅସୁରକ୍ଷିତ। ଚୋରମାନେ ଘର ତାଲା ଭାଙ୍ଗି ସର୍ବସ୍ବ ଲୁଟି ନେଉଛନ୍ତି। ଗତ ୭ ଦିନ ଭିତରେ ରାଜଧାନୀରେ ୫ ଜଣଙ୍କ…
କଏଦୀଙ୍କୁ କରୋନା ଭୟ: ମୁକୁଳିଲେ ୩୫ଶହ
କଟକ ଅଫିସ୍,୧୮ା୪: ରାଜ୍ୟରେ ଥିବା ଜେଲ୍ଗୁଡ଼ିକରେ ଅନ୍ତେବାସୀମାନେ କରୋନା ଭୂତାଣୁରେ ଆକ୍ରାନ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା। ଏଣୁ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚସ୍ତରୀୟ କମିଟି ଜେଲ୍ଗୁଡ଼ିକର ସ୍ଥିତି ସମୀକ୍ଷାପରେ କଏଦୀଙ୍କୁ ମୁକୁଳାଇବା ପାଇଁ ନିଷ୍ପତ୍ତି ନେଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ…
ଅଧିକ ଲୋକ ଦେଖୁଛନ୍ତି ଶିଶୁଙ୍କ ଅଶ୍ଳୀଳ ଭିଡିଓ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଲକ୍ଡାଉନ୍ ପାଇଁ ଲୋକେ ଘରେ ରହିଛନ୍ତି। ଅଧିକାଂଶ ସମୟ ମୋବାଇଲ୍ ଫୋନ୍ ଓ ଇଣ୍ଟରନେଟ୍ ସହ ବିତୁଛି। ଅନ୍ଲାଇନ୍ରେ କରୋନା ଅପ୍ଡେଟ୍ ସହ ବିଭିନ୍ନ ଖବର ଜାଣୁୁଛନ୍ତି। ଏଥିସହ କିଏ ଅନ୍ଲାଇନ୍ ଶିକ୍ଷା ତ ଆଉ କିଏ ମନୋରଞ୍ଜନମୂଳକ ଭିଡିଓ…
କରୋନା ଲଢ଼େଇରେ ଆଉ ଜଣେ ଯୋଦ୍ଧା
ଝାରସୁଗୁଡ଼ା ଅଫିସ,୧୮ା୪- କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଏଥିପାଇଁ ସରକାର ସମଗ୍ର ଦେଶବାସୀଙ୍କ ସହଯୋଗ ଲୋଡୁଥିବା ବେଳେ ଏହି ଲଢ଼େଇରେ ସାମିଲ ହୋଇଛନ୍ତି ଝାରସୁଗୁଡ଼ାର ଡା.ସିଲଓ୍ବନ୍ତି ଜୋଜୋ ା ସମସ୍ତଙ୍କ ପାଖରେ ଜୋଜୋ…
ଲକ୍ ଡାଉନ୍ ହେଲା ଚାଷୀଙ୍କ ପାଇଁ କାଳ
କୋକସରା, ୧୮ା୪(ଡି.ଏନ.ଏ.) – ପ୍ରଥମେ କରାବର୍ଷା ଓ ତାର କିଛିଦିନ ପରେ ଲକ୍ଡାଉନ କଳାହାଣ୍ଡି ଜିଲା କୋକସରା ବ୍ଲକର ପନିପରିବା ଓ ତରଭୁଜ ଚାଷୀଙ୍କ ପାଇଁ କାଳ ସାବ୍ୟସ୍ତ ହୋଇଛି । ଏଥିଯୋଗୁ ଶତାଧିକ ଚାଷୀ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି…
ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୭।୪(ବୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ୨ ଆକ୍ରାନ୍ତ ଭୁବନେଶ୍ୱରର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ କରି କୁହାଯାଇଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ…
ପୂର୍ବତନ ମନ୍ତ୍ରୀ ସହରାଇ ଓରାମଙ୍କ ପରଲୋକ
କେନ୍ଦୁଝର/ବଡ଼ବିଲ,୧୭।୪(ସ୍ବ.ପ୍ର.)-ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କୁହାଯାଉଥିବା ପୂର୍ବତନ ମନ୍ତ୍ରୀ ତଥା ଚମ୍ପୁଆ ନିର୍ବାଚନମଣ୍ଡଳୀର ପ୍ରାକ୍ତନ ବିଧାୟକ ସହରାଇ ଓରାମଙ୍କ ଶୁକ୍ରବାର ଅପରାହ୍ନରେ ତାଙ୍କ ବଡ଼ବିଲ ଭଦ୍ରାସାହି ସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ…
Archives


