ରାଜ୍ୟ

ଦଶମ ଶ୍ରେଣୀରେ ପଢ଼ାଯିବ ସଡ଼କ ସୁରକ୍ଷା ପାଠ୍ୟକ୍ରମ, ଆଗାମୀ ଶିକ୍ଷାବର୍ଷରୁ ହେବ ସାମିଲ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଏଣିକି ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଛାତ୍ରୀଛାତ୍ରମାନେ ସଡ଼କ ସୁରକ୍ଷା ସମ୍ପର୍କିତ ବିଷୟ ପଢ଼ିବେ। ଆଗାମୀ ଶିକ୍ଷାବର୍ଷରୁ ୧୦ମ ପାଠ୍ୟକ୍ରମରେ ଏହା ରଖାଯିବ। ତେବେ ବିଷୟବସ୍ତୁ କିପରିି ହେବ, ସେ ନେଇ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ ବୋଲି ବୁଧବାର...

ଗଞ୍ଜାମ ଜିଲାପରିଷଦ ବୈଠକ: କାଳିଆ ଟଙ୍କା ମିଳୁ ନ ଥିବାରୁ ବିଧାୟକମାନଙ୍କ ଉଦ୍‌ବେଗ

ଛତ୍ରପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଳେଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଓଡ଼ିଶାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଜଙ୍ଗଲ, ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ...

ତପ୍ତପାଣି ଘାଟିରେ ବସ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ମଧ୍ୟରେ ରାୟଗଡ଼ାର ୩

ରାୟଗଡ଼ା ଅଫିସ,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୭ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରୁ ୩ ଜଣ ରାୟଗଡ଼ା ଜିଲାର ହୋଇଥିବା ବେଳେ...

ବିଶୋଇରେ ଭାରତବନ୍ଦ ବେଳେ ବହୁଜନ କ୍ରାନ୍ତି ମୋର୍ଚ୍ଚା କର୍ମୀ ଗିରଫ

ବିଶୋଇ,୨୯।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବିଶୋଇ ବ୍ଲକରେ  ବୁଧବାର ସକାଳ ୬ଟାରୁ ବ୍ଲକସ୍ତରୀୟ ବହୁଜନ କ୍ରାନ୍ତି ମୋର୍ଚ୍ଚାର ବହୁସଂଖ୍ୟକ କର୍ମୀ ୪୯ ନଂ. ଜାତୀୟ ରାଜପଥ ବ୍ଲକ ଛକଠାରେ ଅବରୋଧ କରିଥିଲେ। ଏ ନେଇ ଶତାଧିକ ଟ୍ରକ୍‌, ଯାତ୍ରୀବାହୀ ବସ୍‌...

ତପ୍ତପାଣି ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ୨ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ...

ଦୁର୍ଘଟଣାଗ୍ରସ୍ତ ଆହତ ବସ୍‌ଯାତ୍ରୀଙ୍କୁ ହସ୍ପିଟାଲରେ ଭେଟିଲେ ଜିଲାପାଳ

ଦିଗପହଣ୍ଡି,(ଡିଏନ୍‌ଏ)/ପାଟପୁର,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମାରୁତି ଶ୍ରୀ ସାଇ ନାମକ ଯାତ୍ରୀବାହୀ ବସ୍‌ (ଓଆର୍‌ ୦୫- ଏ ବି ୩୫୩୦) ଓଲଟି ପଡିବାରୁ ଘଟଣାସ୍ଥଳରେ ୬ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ା ଜେ.କେ.ପୁରର ବିଦ୍ୟୁତ୍‌ ନାୟକ(...

ବସ୍‌ ଦୁର୍ଘଟଣା: ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ଦିଗପହଣ୍ଡି/ପାଟପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପ୍ରବଳ କୁହୁଡ଼ି ଯୋଗୁ ମାରୁତି ଶ୍ରୀ ସାଇ ନାମକ ଏକ ଯାତ୍ରୀବାହୀ ବସ୍‌ ନଂ. ଓ ଆର୍‌ ୦୫-ଏ ବି ୩୫୩୦ ବୁଧବାର ଭୋର୍‌ ସମୟରେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ମୃତକଙ୍କ...

ମହିଳା ଆଇନଜୀବୀ ଦୀପାଳି ଆତ୍ମହତ୍ୟା ମାମଲା: ଖୋର୍ଦ୍ଧା ଜିଲା ଦୌରାଜଜ୍‌ କୋର୍ଟରେ ପୁରୁଷ ବନ୍ଧୁଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର,୨୯ା୧(ବ୍ୟୁରୋ):ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶନୀ ଜେନା ଆତ୍ମହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଇଥିବା ପୁରୁଷ ବନ୍ଧୁ ବିକ୍ରମ ମିଶ୍ର ମଙ୍ଗଳବାର ଖୋର୍ଦ୍ଧା ଦୌରାଜଜ୍‌ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ୪ ମାସ ଧରି ଫେରାର ରହିଥିବା ବିକ୍ରମ ନିକଟରେ ହାଇକୋର୍ଟରେ ଆତ୍ମସମର୍ପଣ...

ମାଛ, ସୁଜି, ବିଲାତି ଭିତରେ ଆସୁଛି ବ୍ରାଉନସୁଗାର

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଓଡ଼ିଶାରେ ଚାଲିଥିବା ବ୍ରାଉନସୁଗାର ର଼୍ୟାକେଟର ଚେର ବାଂଲାଦେଶକୁ ଲମ୍ବିଛି। କେତେବେଳେ ଭାୟା କଲିକତା ଦେଇ ତ ପୁଣି କେତେବେଳେ ବଙ୍ଗୋପସାଗର ଦେଇ ଓଡ଼ିଶାକୁ ପଶୁଛି ବ୍ରାଉନସୁଗାର। ମାଛ, ସୁଜି, ବିଲାତି ଭିତରେ ଚାଲାଣ ହେଉଛି ଏହି ନିଶାଦ୍ରବ୍ୟ। ତେବେ...

ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଲା, ୩୮ ଗୁରୁତର

ବ୍ରହ୍ମପୁର ଅଫିସ,୨୯।୧: ତପ୍ତପାଣି ଘାଟିରେ ବୁଧବାର ବଡି ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଥିବାବେଳେ ୩୮ଜଣ ଗୁରୁତର ଆହତ ହୋଇଛନ୍ତି। ରାୟଗଡା ଜିଲ୍ଲା ଟିକିରି ରୁ ୪୮ ଜଣ ଯାତ୍ରୀଙ୍କୁ ନେଇ...

ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡିବାରୁ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକମାନଙ୍କ ମଧ୍ୟରେ...

ବସ୍‌ରେ ମହିଳାଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ: ମହିଳା ସିଟରେ ପୁରୁଷ ବସିଲେ ଜରିମାନା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଘରୋଇ ବସ୍‌ ଓ ମୋ ବସ୍‌ରେ ମହିଳା ଯାତ୍ରୀ ଅନେକ ସମୟରେ ଦୁର୍ବ୍ୟବହାରର ଶିକାର ହେଉଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ନିଯୁକ୍ତ ଏସ୍‌ପିଓମାନେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଭିଯୋଗ କରିଥିଲେ। କମିଶନର ଏ ନେଇ ମୋ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri