ରଥଯାତ୍ରା ବାତିଲ ପାଇଁ ଜନସ୍ବାର୍ଥ ମାମଲା: ‘ସ୍ଥିତି ଦେଖି ନିଷ୍ପତ୍ତି ନିଅନ୍ତୁ ସରକାର’
କଟକ ଅଫିସ,୧୦ା୬: କରୋନା ସଂକ୍ରମଣ ଆଶଙ୍କା ଯୋଗୁ ଚଳିତ ବର୍ଷ ରଥଯାତ୍ରା ସ୍ଥଗିତ ରଖିବାକୁ ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାର ମଙ୍ଗଳବାର ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ ଓ ବିଚାରପତି ଜଷ୍ଟିସ ବିଶ୍ୱଜିତ ମହାନ୍ତିଙ୍କୁ ନେଇ ଗଠିତ…
ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା, ବରଗଡ଼ରେ ବିରୋଧ
ବରଗଡ଼ ଅଫିସ୍,୯।୬- ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତିକୁ କୋସଲ ରାଜ୍ୟ ସମନ୍ବୟ ସମିତି ଏବଂ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ବିରୋଧ କରିଛି। ଏହିକ୍ରମରେ ମଙ୍ଗଳବାର ବରଗଡ଼ ଗାନ୍ଧୀଛକରେ କୋସଲ ରାଜ୍ୟ…
ନିଜ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖିଲେ ସରପଞ୍ଚ ମାଆ
କୋକସରା,୯।୬(ଡି.ଏନ.ଏ.)-ଦିଲ୍ଲୀର ଏକ କମ୍ପାନୀରେ ଚାକିରୀ କରୁଥିବା ପୁଅ ଗାଁକୁ ଫେରିଥିଲେ । ହେଲେ କରେନା କଟକଣାକୁ ପାଳନ କରୁଥିବା ତାଙ୍କ ସରପଞ୍ଚ ମାଆ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖି ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି । କଳାହାଣ୍ଡି ଜିଲା କୋକସରା…
କେବଳ ଶନି-ରବିବାର ଶଟ୍ଡାଉନ୍; ଉଡ଼ା ଖବରକୁ ବିଶ୍ୱାସ କରନ୍ତୁ ନାହିଁ: ଏସ୍ଆର୍ସି
ଭୁବନେଶ୍ୱର,୯।୬(ବ୍ୟୁରୋ): ସପ୍ତାହର କେବଳ ଶନିବାର ଓ ରବିବା ଶଟ୍ଡାଉନ୍ ରହିବ। ଶନି ଓ ରବିବାର ବ୍ୟତୀତ ଅନ୍ୟ କୌଣସି ଦିନରେ ଶଟ୍ଡାଉନ୍ ହେବ ନାହିଁ। ଅନ୍ୟ ଦିନଗୁଡ଼ିକରେ ଶଟ୍ଡାଉନ୍ ବୃଦ୍ଧି ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ ବୋଲି ଏସ୍ଆର୍ସି ପ୍ରଦୀପ ଜେନା…
ବାଇକ୍ରେ ବ୍ରହ୍ମପୁର ଯାଉଥିବା ବେଳେ ବଜ୍ରପାତ, ଆଖି ବୁଜିଲେ ଆରୋହୀ
ଖୋର୍ଦ୍ଧା ଅଫିସ, ୯।୬: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ବଜ୍ରପାତ ଘଟି ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମକୃଷ୍ଣ ଦାସ। ତାଙ୍କ ଘର ଗଞ୍ଜାମ ଜିଲାର ବ୍ରହ୍ମପୁର ଅଞ୍ଚଳରେ ବୋଲି ଜଣାପଡିଛି। ସେ ବାଇକରେ ଭୁବନେଶ୍ୱରରୁ…
ଭୁବନେଶ୍ୱର ଏମ୍ସର ୪ ଡାକ୍ତରଙ୍କୁ କରୋନା
ଭୁବନେଶ୍ୱର,୯।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସର ୪ ଡାକ୍ତରଙ୍କୁ କରୋନା ସଂକ୍ରମଣ ହୋଇଥିବା ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ସିନିୟର ରେସିଡେଣ୍ଟ ଡାକ୍ତର ରହିଛନ୍ତି। ତେବେ ସେମାନେ ଏକାଠି ରହୁଥିବା ନେଇ ଏମ୍ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି ମଙ୍ଗଳବାର ସୂଚନା ଦେଇଛନ୍ତି। ୩ ସିନିୟର…
ସୁନ୍ଦରଗଡ଼ରେ ସରପଞ୍ଚଙ୍କ ସମେତ ୭ କରୋନା ଆକ୍ରାନ୍ତ ଚିହ୍ନଟ: ଡମକୁଡ଼ା ଗ୍ରାମକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା
ସୁନ୍ଦରଗଡ଼,୯।୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ ପୁଣି ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ସରପଞ୍ଚ ଥିବା ବେଳେ ଦୁଇଜଣ ଜଗୁଆଳୀ ଏବଂ ସବ୍ଡେଗା ଟିଏମ୍ସିର ୪ଜଣ ପ୍ରବାସୀ ଅଛନ୍ତି। ପ୍ରବାସୀମାନେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି। ତେବେ ସମସ୍ତ…
ଜୁନ୍ ୩୦ ଯାଏ ଚାଲିବ ରବି ଧାନ କିଣା
ଭୁବନେଶ୍ୱର,୯।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟର ୧୭ ଜିଲାରେ ରବି ଧାନ ସଂଗ୍ରହ ଚାଲିଛି। ୮ଜୁନ୍ ପର୍ଯ୍ୟନ୍ତ ୧୦ ଲକ୍ଷ ୯୧ ହଜାର ମେଟ୍ରିକ୍ ଟନ୍ ଧାନ କିଣା ସରିଛି। ଗତବର୍ଷ ତୁଳନାରେ ଏହା ୪୦% ଅଧିକ ରହିଛି। ରବିଧାନ ପାଇଁ ଏ ପର୍ଯ୍ୟନ୍ତ…
ଏ ବର୍ଷ ଚାଷୀଙ୍କୁ ୯ ହଜାର କୋଟି ଋଣ ପ୍ରଦାନ ଲକ୍ଷ୍ୟ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ବିନା ସୁଧ ହାରରେ ଚାଷୀଙ୍କୁ ୫୦ହଜାର ଯାଏ କୃଷି ଋଣ ଯୋଗାଇ ଦିଆଯାଉଛି। ସେହିଭଳି ୫୦ହଜାରରୁ ୩ ଲକ୍ଷ ଯାଏ ଋଣ ୨% ସୁଧରେ ଦିଆଯାଉଛି। ଏପ୍ରିଲ ୨୫ରୁ ଚାଷୀମାନଙ୍କୁ ଋଣ ବଣ୍ଟନ କରାଯାଉଛି।…
ପ୍ରତି ସୋମବାର ପଞ୍ଚାୟତ ଯିବେ ଭିଏଡବ୍ଲୁ, ବୁଝିବେ ଚାଷୀଙ୍କ ସମସ୍ୟା
ଭୁବନେଶ୍ୱର,୯।୬(ବ୍ୟୁରୋ): ଚଳିତ ବର୍ଷ ୬୨ ହେକ୍ଟର ଜମିରେ ଚାଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସେଥିରୁ ୯୬ ଲକ୍ଷ ଟନ୍ ଖାଦ୍ୟଶସ୍ୟ ଉତ୍ପାଦନ ଲକ୍ଷ୍ୟ ରହିଛି ବୋଲି ମଙ୍ଗଳବାର କୃଷି ସଚିବ ସୌରଭ ଗର୍ଗ କହିଛନ୍ତି। ଚାଷୀଙ୍କ ସମସ୍ୟା ବୁଝିବାକୁ ଭିଲେଜ୍…
ଲୁଣାନଦୀରେ ଗାଧୋଇବା ବେଳେ ବୁଡ଼ିଗଲେ: ୨ ଯୁବକ ମୃତ, ୨ ଆହତ
ନିଶ୍ଚିନ୍ତକୋଇଲି,୯।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ତରତ୍ ହନୁମାନ ଗଡ଼ା ନିକଟରେ ଥିବା ଲୁଣାନଦୀରେ ବୁଡ଼ି ମଙ୍ଗଳବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ଗାଧୋଇବାକୁ ଯାଇଥିବା ବେଳେ ଉଭୟ ବୁଡ଼ି ଯାଇଥିବା ସୂଚନା ମିଳିଛି। ମୃତକଦ୍ୱୟ ହେଲେ ଲିଟୁ ସାମଲା(୨୧)…
ଓଡ଼ିଶା କ୍ୟାଡର୍ ଆଇଏଏସ୍ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା
ଭୁବନେଶ୍ୱର,୯।୨(ବ୍ୟୁରୋ): କେନ୍ଦ୍ର ପୁଞ୍ଜି ବିନିମେଶ ବିଭାଗ ସଚିବ ତୁହିନ୍କାନ୍ତ ପାଣ୍ଡେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ତେବେ ଜ୍ୱର ହେବାରୁ ସେ କୋଭିଡ-୧୯ ପରୀକ୍ଷା କରିଥିଲେ। ତାଙ୍କ ରିପୋର୍ଟ ମଙ୍ଗଳବାର ପଜିଟିଭ୍…
Archives


