ରାଜ୍ୟ

ଆସୁଛି ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା; ୧୧, ୧୨ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ଆଉ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ଉପର ସ୍ତରରେ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ…

ଓଏସ୍‌ଏସ୍‌ଏଫ୍‌ ଯବାନଙ୍କୁ କରୋନା

ଛତ୍ରପୁର,୯।୬(ଡି.ଏନ.ଏ)- ଗଞ୍ଜାମ ପୋଲିସ ଜିଲାରେ କାର୍ଯ୍ୟରତ ଓଏସଏସଏଫ (ଓଡିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ)ର ଜଣେ ଯବାନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଖଲିକୋଟ ଥାାନା ଓ ହୁମ୍ମା ଫାଣ୍ଡି ଅଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଅଞ୍ଚଳରେ ପାଟ୍ରୋଲିଂ ଡ୍ୟୁଟି କରୁଥିଲେ।…

ସାବିତ୍ରୀ ରଥ ହେଲେ ହାଇକୋର୍ଟର ନୂଆ ବିଚାରପତି

କଟକ ଅଫିସ,୯।୬: ବରିଷ୍ଠ ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରଥଙ୍କ ନାମକୁ ହାଇକୋର୍ଟର କଲେଜିୟମ ଗତବର୍ଷ ମେ’ରେ ସୁପ୍ରିମକୋର୍ଟର କଲେଜିୟମକୁ…

ବିଶିଷ୍ଟ ଡାକ୍ତର ସନାତନ ରଥଙ୍କ ପରଲୋକ

ଭୁବନେଶ୍ୱର, ୯।୬(ବ୍ୟୁରୋ): ବିଶିଷ୍ଟ ନ୍ୟୁରୋ ସର୍ଜନ ପ୍ରଫେସର ଡାକ୍ତର ସନାତନ ରଥଙ୍କର ମଙ୍ଗଳବାର ପୂର୍ବାହ୍ନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିବା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ। ଡା. ସନାତନ ଭାରତୀୟ ନ୍ୟୁରୋ…

ଅଫିସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଅଫିସଗୁଡିକ ପାଇଁ ନୂଆ କରୋନା ଗାଇଡ୍‌ଲାଇନ ଜାରି କରାଯାଇଛି । ଅଫିସ୍‌ରେ କରୋନା ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ସରକାର ଏପରି ନିୟମ କରିଛନ୍ତି। ସମ୍ପୃକ୍ତ ନିୟମଗୁଡ଼ିକ ହେଲା: – ଅଫିସରେ ସାମାଜିକ ଦୂରତା…

ଭୁବନେଶ୍ୱରରୁ ୪ କରୋନା ପଜିଟିଭ ଚିହ୍ନଟ: ୩ ପୁରୁଷ, ଜଣେ ମହିଳା

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୬ କରୋନା ପଜିଟିଭ ମଧ୍ୟରୁ ଭୁବନେଶ୍ୱରର ୪ ଜଣ ରହିଛନ୍ତି। ଏମାନଙ୍କ ମଧ୍ୟରୁ ୩ଜଣ ଯୁବକ ଥିବାବେଳେ ଜଣେ ଯୁବତୀ ଅଛନ୍ତି। ତେବେ ସମସ୍ତ ୪ ଆକ୍ରାନ୍ତ ହୋମ୍‌ କ୍ୱାରାଣ୍ଟାଇନରେ ଥିଲେ। ସେମାନଙ୍କ…

ମହାମାରୀ ସମୟରେ ହୋଇଛି ମହାଦୁର୍ନୀତି: ପିସିସି ସଭାପତି

ଭୁବନେଶ୍ୱର, ୯।୬(ବ୍ୟୁରୋ): କୋଭିଡ ସାମଗ୍ରୀ କିଣାରେ ଦୁର୍ନୀତି ଅଭିଯୋଗକୁ ନେଇ ରାଜ୍ୟରେ ରାଜନୀତି ଜୋର ଧରିଛି। ଏହାକୁ ନେଇ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରୁଛନ୍ତି। ମାସ୍କ କିଣାରେ ଦୁର୍ନୀତି ନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ସରକାରଙ୍କୁ ଟାର୍ଗେଟ କରାଯାଇଛି। ଏ ନେଇ…

ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର, ନର୍ସ କରୋନା ପଜିଟିଭ୍‌

ନୟାଗଡ଼ ଅଫିସ,୯।୬: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ଜଣେ ଡାକ୍ତର ଓ ନର୍ସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ଡାକ୍ତର ଓ ନର୍ସଙ୍କୁ ଚିକିତ୍ସା ପାଇଁ ସୋମବାର ସାରୁ ଭୁବନେଶ୍ୱର କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ସିଡିଏମ୍‌ଓ ସୁଧାଂଶୁ…

ରାଜ୍ୟ ଯୋଜନା ବୋର୍ଡର ବୈଠକ: ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡର ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏବଂ ରାଜ୍ୟ ଉନ୍ନୟନ କମିଶନର ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ…

ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ଶ୍ରୀମନ୍ଦିର ସେବାୟତଙ୍କୁ ବଣ୍ଟାଗଲା ହୋମିଓପାଥି ଔଷଧ

ପୁରୀ ଅଫିସ, ୯ା୬: ସେବାୟତଙ୍କ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ହୋମିଓପାଥି ଔଷଧ ପ୍ରଦାନ ଲାଗି ନିଷ୍ପତ୍ତି ହୋଇଥିଲା। ଏହି କ୍ରମରେ ମଙ୍ଗଳବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇ…

ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ପ୍ରଗତି କ୍ଷେତ୍ରରେ ତାଙ୍କ ଅବଦାନ ଏବଂ ଓଡ଼ିଆ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏ ନେଇ ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି ବର୍ଷୀୟାନ ରାଜନେତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri