ରାଜ୍ୟରେ ୧୨ ଅଗ୍ନିଶମ କର୍ମଚାରୀ କରୋନା ଆକ୍ରାନ୍ତ
କଟକ ଅଫିସ,୯।୬: ପଶ୍ଚିମବଙ୍ଗରେ ବାତ୍ୟା ‘ଅମ୍ଫାନ’ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇ ଫେରିଥିବା ଅଗ୍ନିଶମ କର୍ମଚାରୀଙ୍କ ମଧ୍ୟରୁ ୧୨ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଅଗ୍ନିଶମ…
CORONAVIRUS UPDATE: ଆଉ ନୂଆ ୧୪୬ ପଜିଟିଭ୍ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ…
ବିକ୍ଷୋଭ ପରେ ଘୁଞ୍ଚିଲା ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରୀକ୍ଷା
ଭୁବନେଶ୍ୱର, ୯।୬(ବ୍ୟୁରୋ): ଛାତ୍ରୀଙ୍କ ବିକ୍ଷୋଭ ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଷଷ୍ଠ ସେମିଷ୍ଟର ପରୀକ୍ଷାକୁ ଦୁଇ ସପ୍ତାହ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଛାତ୍ରୀଙ୍କ ସ୍ବାସ୍ଥ୍ୟଗତ ସୁରକ୍ଷା ଦାବିକୁ ଦୃଷ୍ଟିରେ ରଖି କୁଳପତିଙ୍କ ଅନୁମୋଦନକ୍ରମେ କର୍ତ୍ତୃପକ୍ଷ ଏପରି ନିଷ୍ପତ୍ତି ନେଇଛନ୍ତି। ଆପାତତଃ ଜୁଲାଇ…
ଓଡ଼ିଶାକୁ ଭାଜପାର ଅଭେଦ୍ୟ ଗଡ଼ କର
ଭୁବନେଶ୍ୱର,୯।୬(ବ୍ୟୁରୋ): କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ସରକାରର ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଭାଜପା ପକ୍ଷରୁ କରୋନା ମହାମାରୀକୁ ଦୃଷ୍ଟିରେ ରଖି ସାରା ଦେଶରେ ଭର୍ଚୁଆଲ ରାଲି କରାଯାଉଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦିଲ୍ଲୀରୁ ସୋମବାର ଓଡ଼ିଶାବାସୀଙ୍କୁ ସମ୍ବୋଧିତ…
ଝାରପଡ଼ା ଜେଲରେ ଗଞ୍ଜେଇ, ସିଗାରେଟ, ଟଙ୍କା
ଭୁବନେଶ୍ୱର,୯।୬ (ବ୍ୟୁରୋ): ଖୋର୍ଦ୍ଧା ଜେଲ୍ରେ ନିଶା କାରବାର ଚାଲୁଥିବା ଓ କଏଦୀମାନେ ମୋବାଇଲ୍ ଫୋନ୍ରେ କଥା ହେଉଥିବାର ଭିଡ଼ିଓ ରବିବାର ଭାଇରାଲ ହେବାପରେ ଚଢ଼ାଉ କରାଯାଇଥିଲା। ଏବେ ରାଜ୍ୟର ଅନ୍ୟତମ ବଡ଼ କାରାଗାର କୁହାଯାଉଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲ୍ର ଏକ ଭିଡିଓ…
ଏନ୍ଡିଆର୍ଏଫ୍ର ୪୯ ଯବାନ କରୋନା ପଜିଟିଭ
କଟକ ଅଫିସ,୯।୬: ପଶ୍ଚିମବଙ୍ଗରୁ ବାତ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ସାରି ଫେରିଥିବା ଏନ୍ଡିଆର୍ଏଫ୍ ଟିମ୍ର ଆଉ ୪୯ କରୋନା ଆକ୍ରାନ୍ତ ହୋଇଛନ୍ତି। ସୋମବାର ସେମାନଙ୍କ ସ୍ବାବ୍ ରିପୋର୍ଟ ପଜିଟିଭ୍ ଥିବା ଜଣାପଡ଼ିଛି। ଏହାପରେ ସେମାନଙ୍କୁ ଭୁବନେଶ୍ୱର କିମ୍ସ କୋଭିଡ୍ ହସ୍ପିଟାଲ୍ରେ ଭର୍ତ୍ତି…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ
ଭଦ୍ରକ ଅଫିସ,୯।୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କୁ ୭୯ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାତିରେ ତାଙ୍କର ଦେହାନ୍ତ ଘଟିଛି। ଶିକ୍ଷକତାରୁ ରାଜନୈତିକ କ୍ୟାରିୟର…
ପିପିଇ କିଟ୍, ମାସ୍କ କିଣାରେ ଦୁର୍ନୀତି ଅଭିଯୋଗ: ସିବିଆଇ ତଦନ୍ତ ପାଇଁ ଜନସ୍ବାର୍ଥ ମାମଲା
କଟକ ଅଫିସ,୯।୬: କରୋନା ଭୁତାଣୁର ମୁକାବିଲା ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ) କିଟ୍ ଓ ମାସ୍କ କିଣିଛନ୍ତି ରାଜ୍ୟ ସରକାର। ଏଥିରେ ଦୁର୍ନୀତି ହୋଇଥିବା ଅଭିଯୋଗ ଉଠିବା ପରେ ସୋମବାର ଏହାର ସିବିଆଇ କିମ୍ବା ବିଚାରବିଭାଗୀୟ ତଦନ୍ତ ପାଇଁ ହାଇକୋର୍ଟରେ…
ସ୍ନାନଯାତ୍ରାରେ ଲକ୍ଡାଉନ୍ ନିୟମ ଉଲ୍ଲଂଘନ: କାର୍ଯ୍ୟାନୁଷ୍ଠାନ ପାଇଁ ହାଇକୋର୍ଟରେ ମାମଲା
କଟକ ଅଫିସ,୯।୬: ପୁରୀ ଶ୍ରୀମନ୍ଦିରରେ ତିନି ଠାକୁରଙ୍କ ସ୍ନାନଯାତ୍ରା ବେଳେ ଲକ୍ଡାଉନ୍ ନିୟମର ଉଲ୍ଲଂଘନ ହୋଇଛି। ମୁଦିରସ୍ତ, ସେବାୟତ ଓ ଦଇତାପତିମାନେ ମାସ୍କ ପିନ୍ଧି ନ ଥିଲେ କିମ୍ବା ସାମାଜିକ ଦୂରତ୍ୱ ପାଳନ କରି ନ ଥିଲେ। ତେଣୁ ସେମାନଙ୍କ ବିରୋଧରେ…
ଜୁନ୍ ୩୦ ଯାଏ ଧାର୍ମିକ ସ୍ଥଳ ବନ୍ଦ ରହିବ
ଭୁବନେଶ୍ୱର,୯।୬(ବ୍ୟୁରୋ) :କେନ୍ଦ୍ର ସରକାର ଧାର୍ମିକ ସ୍ଥଳ, ଶପିଂମଲ ଖୋଲିବାକୁ ଅନୁମତି ଦେଇଛନ୍ତି। ତେବେ ରାଜ୍ୟ ସରକାର କରୋନା ସ୍ଥିତିକୁ ଦେଖି କଟକଣା ଜାରି କରିପାରିବେ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଗାଇଡଲାଇନରେ କୁହାଯାଇଥିଲା। ରାଜ୍ୟ ସରକାର ଦ୍ୱନ୍ଦ୍ୱ ଦୂର…
ଜୁଲାଇ ୭ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ଷଷ୍ଠ ସେମିଷ୍ଟର
ଭୁବନେଶ୍ୱର, ୯।୬(ବ୍ୟୁରୋ)- ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଯୁକ୍ତ୩ ଷଷ୍ଠ ସେମିଷ୍ଟର ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଜୁଲାଇ ୭ରୁ ପରୀକ୍ଷା ଆରମ୍ଭ ହୋଇ ୨୩ରେ ତାରିଖରେ ଶେଷ ହେବ। ପ୍ରାକ୍ଟିକାଲ ପରୀକ୍ଷା ଜୁଲାଇ ୭ରୁ…
ଓମ୍ଫେଡ: ଦୁଗ୍ଧକୁ ପାଣି
ଭୁବନେଶ୍ୱର,୯।୬(ବ୍ୟୁରୋ): ଓଡ଼ିଶାର ଗୌରବ ବୋଲାଉଥିବା ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ(ଓମ୍ଫେଡ୍)ର ଜନ୍ମ ୧୯୮୦ରେ ହୋଇଥିଲା। ଦୀର୍ଘ ୪ଦଶନ୍ଧି ପରେ ଏହି ସମବାୟ ସଂସ୍ଥାର ଆର୍ଥିକ ପରିସ୍ଥିତି ଅତ୍ୟନ୍ତ ଜଟିଳ ହୋଇଥିବାର ଖବର ମିଳିଛି। ଜଣାପଡ଼ିଛି ଯେ, ଏହି ସମିତିର…
Archives


